Shuru
Apke Nagar Ki App…
୩୨ତମବାର୍ଷିକ ଉତ୍ସବ ୨୦୨୬ ସ ସସ୍ତିକ ଉପ୍ରା ମ ଇ ବିଦ୍ୟାଳୟ ଗୋଡ଼ ଭଙ୍ଗା ଦେବଗଡ଼
Rupeli Vlog odia Tv
୩୨ତମବାର୍ଷିକ ଉତ୍ସବ ୨୦୨୬ ସ ସସ୍ତିକ ଉପ୍ରା ମ ଇ ବିଦ୍ୟାଳୟ ଗୋଡ଼ ଭଙ୍ଗା ଦେବଗଡ଼
More news from ଓଡ଼ିଶା and nearby areas
- Post by Purandar sahu1
- ବୌଦ୍ଧ, ତା. ୧୭/୦୪ ଜନସାଧାରଣଙ୍କ ପାଖରେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କିପରି ଉପଲବ୍ଧ ହେଉଛି, ତାହାର କ୍ଷେତ୍ରୀୟ ଅନୁସନ୍ଧାନ ପାଇଁ ଆଜି ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ବିଭିନ୍ନ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ର ଓ ସ୍ୱାସ୍ଥ୍ୟକେନ୍ଦ୍ର ଅଚାନକ ପରିଦର୍ଶନ କରିଥିଲେ। ଏହି ପରିଦର୍ଶନ କ୍ରମରେ ସେ ପନଖିମାଲ ଓ କନକପୁର ପ୍ରାଥମିକ ବିଦ୍ୟାଳୟ ସହିତ ଗାଁ ର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଯାଇଥିଲେ। ସେହିପରି ଦେଓବନ୍ଧ ବିଦ୍ୟାଳୟକୁ ମଧ୍ୟ ଗସ୍ତ କରିଥିଲେ। ସ୍କୁଲ୍ ଛାତ୍ରଛାତ୍ରୀମାନଙ୍କ ସହ କିଛି ସମୟ ବିତାଇ ତାଙ୍କୁ ପାଠ୍ୟପୁସ୍ତକ ପଢ଼ିବାକୁ କହି ସେମାନଙ୍କ ପଠନ କୌଶଳ ପରୀକ୍ଷା କରିଥିଲେ।ଏହା ସହିତ ଜିଲ୍ଲାପାଳ ବିଦ୍ୟାଳୟର ଶିକ୍ଷକମାନଙ୍କ ସହ ବାର୍ତ୍ତାଳାପ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ l ପରବର୍ତ୍ତୀକ୍ରମେ ସେ ବଘିଆପଡ଼ା ଓ ଆମ୍ବଝରି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପରିଦର୍ଶନ କରି ଡାକ୍ତର ଓ ରୋଗୀମାନଙ୍କ ସହ ମତବିନିମୟ କରିଥିଲେ। ସେଠାରେ ସ୍ୱାସ୍ଥ୍ୟ ସେବାର ମାନ ସମ୍ବନ୍ଧରେ ସମୀକ୍ଷା କରିଥିଲେ। ଜିଲ୍ଲାପାଳ ସମସ୍ତ ଶିକ୍ଷକ, ଅଙ୍ଗନବାଡ଼ି କର୍ମୀ, କର୍ମଚାରୀ ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇ କହିଥିଲେ ଯେ, ଜନସାଧାରଣଙ୍କ ପାଇଁ ସରକାରୀ ସେବା ସହଜ ଓ ଅବାଧ ଭାବେ ପ୍ରାପ୍ତ ହେବା ନିମିତ୍ତ ସମସ୍ତେ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ। ଏହି ଗସ୍ତ ସମୟରେ ଜିଲ୍ଲାପାଳଙ୍କ ସହ ବୌଦ୍ଧ ତହସିଲଦାର ଅନିତା କୁମାରୀ ସାହୁ ମଧ୍ୟ ଉପସ୍ଥିତ ଥିଲେ।1
- Post by BAHUJAN ADHIKAR1
- ସୁବର୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଦୀର୍ଘ ୧୦ ଦିନ ହେଲା ଅଚଳ ହୋଇ ପଡ଼ିଥିଲା। ଏନେଇ ସୁରୁଆପ ରେ ଗତ ୧୫ ତାରିଖରେ ପ୍ରଥମେ ଖବର ପ୍ରସାରଣ ହୋଇଥିଲା।ଖବର ପ୍ରସାରଣ ହେଉ ହେଉ ବିଭାଗ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହାକୁ ମରାମତି କରି ପୁଣି କାର୍ଯ୍ୟକ୍ଷମ କରାଯାଇଛି।1
- ମହାନଦୀ ଆଳତି ଘାଟ ରେ ହନୁମାନ ଜୟନ୍ତୀ, ଆଳତି ପ୍ରଦାନ କଲେ ମେଜର ଡ଼ ଦେବାଶିଷ ମିଶ୍ର ବୌଦ୍ଧ - ଆଜି ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି ଅବସରରେ ମହାନଦୀ ଆଳତି ଘାଟ ଠାରେ ହନୁମାନ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି l ସନ୍ଧ୍ୟାରେ ଭଜନ କୀର୍ତ୍ତନ ହେବା ପରେ ହନୁମାନ ଚାଳିଶା ପାଠ ହୋଇଥିଲା l ଭକ୍ତ ମାନଙ୍କ ଦ୍ଵାରା ମିଳିତ ଭାବେ ଦିବ୍ୟ ମହାନଦୀ ଆଳତି ପ୍ରଦାନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ କୁନି କୁନି ଛୁଆ ମାନେ ଶ୍ରୀରାମ, ଲକ୍ଷ୍ମଣ ଓ ହନୁମାନ ବେଶରେ ମହାନଦୀ ଆଳତି କରିଥିଲେ l ମୂଖ୍ୟ ଅତିଥି ଭାବେ ମେଜର ଡ଼ ଦେବାଶିଷ ମିଶ୍ର ଯୋଗଦାନ କରି ଆଳତି କରିବା ସହିତ ନିଜର ମତ ପ୍ରକାଶ କରିଥିଲେ l ପୂଜକ ଭାବେ ମିନୁପ୍ରସାଦ ମିଶ୍ର, ବ୍ରହ୍ମଚାରୀ ଆଦିତ୍ୟ ଦାସ, ସୌମ୍ୟ ରଂଜନ ପୁରୋହିତ ପରିଚାଳନା କରିଥିଲେ l ମହାନଦୀ ମହୋତ୍ସବ ସମିତି ପକ୍ଷରୁ ମେଜର ମିଶ୍ରଙ୍କୁ ଉପଢୌକନ ଦେଇ ଶ୍ରେଷ୍ଠ ସେବା ଶିରୋମଣି ସମ୍ମାନ ପ୍ରଦାନ କରାଯାଇଥିଲା l କୁନି କୁନି ଛୁଆ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ଆଳତି ଘାଟ ର ପୃଷ୍ଠପୋଷକ ଦେବାଶିଷ ପୁରୋହିତ ଧନ୍ୟବାଦ ଜ୍ଞାପନ କରିଥିଲେ l ଶେଷରେ ଭକ୍ତ ମାନଙ୍କୁ ପଣା ପ୍ରସାଦ ବିତରଣ ହୋଇଥଲା l1
- Post by Ranjan hota1
- एक वीआईपी के लिए क्यों रुकी ट्रेन घटना झांसी रेलवे स्टेशन की जहां एक VIP के लिए चेन खींचकर रोका गया ट्रेन । जहाँ आम यात्री छोटी सी देरी के लिए घंटों परेशान होते हैं… वहीं कुछ लोगों के लिए पूरी ट्रेन रुक जाती है। #VIPCulture #IndianRailways #BreakingNEWS #India1
- Post by Pitambar Sahu1
- Post by BAHUJAN ADHIKAR1