logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଚନ୍ଦନ ଯାତ୍ରା ପାଇଁ ପୁରୀ ଜିଲ୍ଲାପାଳ ଶ୍ରୀଯୁକ୍ତ ଦିବ୍ୟ ଜ୍ୟୋତି ପରିଡ଼ା କ୍ଷେତ୍ର ପରିଦର୍ଶନ ତା.15/04/2026 ରିଖ ମହାପ୍ରଭୁଙ୍କ ଚଳିତ ବର୍ଷ ର ଚନ୍ଦନ ଯାତ୍ରା କୁ ପରମ୍ପରା ଅନୁଯାୟୀ ଓ ଶୃଙ୍ଖଳିତ ଭାବେ ସମ୍ପର୍ଣ୍ଣ ପାଇଁ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ପରାମର୍ଶ ଦେଇଛନ୍ତି।ଆଜି ଅପରାହ୍ନ ରେ ଜିଲ୍ଲାପାଳ ନରେନ୍ଦ୍ର ପୁଷ୍କରିଣୀ ର ଚନ୍ଦନ ଚକଡା ଓ ମହାପ୍ରଭୁଙ୍କ ଚାପ ସ୍ଥଳକୁ ଜିଲ୍ଲାପାଳ ପରିଦର୍ଶନ କରିଥିଲେ।ଚନ୍ଦନ ଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ଗାଡି ଚଳାଚଳ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା,ଭିଡ ନିୟନ୍ତ୍ରଣ, ଆଲୋକ ବ୍ୟବସ୍ଥା, ସ୍ବଛତା ଓ ପରିଷ୍କାର ପରିଛନ୍ନତା,ସୂଚନା କେନ୍ଦ୍ର ବ୍ୟବସ୍ଥା, ପାନୀୟ ଜଳ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା,ସ୍ବାସ୍ଥ୍ୟ ବ୍ୟବସ୍ଥା ଇତ୍ୟାଦି ର ସୁବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି କ୍ଷେତ୍ର ପରିଦର୍ଶନ ରେ ଜିଲ୍ଲା ପରିଷଦର ଉନ୍ନୟନ ଅଧିକାରୀ ତଥା ମୁନିସିପାଲ କର୍ପୋରେସନ ର କମିଶନର ଅରୁଗୁଳା ସ୍ନେହା,ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ,ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ ଓଡିଶା, ଭୁବନେଶ୍ୱର

3 hrs ago
user_OWNER-EDITOR
OWNER-EDITOR
Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•

More news from ଓଡ଼ିଶା and nearby areas
  • ରଜାମରା କୀର୍ତ୍ତନ ମଣ୍ଡଳୀ, ଶ୍ରୀ, ଗୁରୁ ମନୋଜ ପାଣ୍ଡତ୍ଥ
    1
    ରଜାମରା କୀର୍ତ୍ତନ ମଣ୍ଡଳୀ, ଶ୍ରୀ, ଗୁରୁ  ମନୋଜ ପାଣ୍ଡତ୍ଥ
    user_ରଜାମରା କୀର୍ତ୍ତନ ମଣ୍ଡଳୀ
    ରଜାମରା କୀର୍ତ୍ତନ ମଣ୍ଡଳୀ
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    3 hrs ago
  • ଜନଶୁଣାଣୀ ବିରୋଧରେ କୋଡୀଙ୍ଗାମାଳି ଅଞ୍ଚଳବାସୀଙ୍କ ଗର୍ଜନ, ଜନଶୁଣାଣିକୁ ନେଇ ତୀବ୍ର ପ୍ରତିବାଦ
    1
    ଜନଶୁଣାଣୀ ବିରୋଧରେ କୋଡୀଙ୍ଗାମାଳି ଅଞ୍ଚଳବାସୀଙ୍କ ଗର୍ଜନ, ଜନଶୁଣାଣିକୁ ନେଇ ତୀବ୍ର ପ୍ରତିବାଦ
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    6 hrs ago
  • ଡ୍ୟାମ ନାଁରେ ହଡ଼ପ କରାଯାଇଛି ରାଜସ୍ୱ ସମ୍ପତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଡ୍ୟାମ ନାଁରେ ହଡ଼ପ କରାଯାଇଛି ରାଜସ୍ୱ ସମ୍ପତି
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    10 hrs ago
  • Post by Rabindra Mandal
    1
    Post by Rabindra Mandal
    user_Rabindra Mandal
    Rabindra Mandal
    Farmer R.Udayagiri, Gajapati•
    3 hrs ago
  • ଭୀମ ଆର୍ମିମାନଙ୍କ ଦ୍ଵାରା ସୁଵର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ରେ ପ୍ରଭୂ ଶ୍ରୀ ରାମ ଙ୍କ ଫଟୋ କୁ ଅପମାନ । ଭିଡିଓ ଭାଇରାଲ
    1
    ଭୀମ ଆର୍ମିମାନଙ୍କ ଦ୍ଵାରା ସୁଵର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ରେ ପ୍ରଭୂ ଶ୍ରୀ ରାମ ଙ୍କ ଫଟୋ କୁ ଅପମାନ । ଭିଡିଓ ଭାଇରାଲ
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
  • ଅରିଲୋ ପଞ୍ଚାୟତ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ଜଗତସିଂହପୁର ତା =15/4/26 ଜଗତସିଂହପୁର ଜ଼ିଲ୍ଲା ବାଲିକୁଦା ପଞ୍ଚାୟତ ସମିତି ଅନ୍ତର୍ଗତ ଅରିଲୋ ପଞ୍ଚାୟତ ର ନୂତନ କଲ୍ୟାଣ ମଣ୍ଡପ, ଉଜ୍ବଳ ଆଲୋକ ସେବା, ନେତପୁର ଠାରେ ନୂତନ ଯଜ୍ଞ ମଣ୍ଡପ, ଏକ ଲକ୍ଷ୍ୟ କ୍ଷମତା ବିଶିଷ୍ଟ ବସୁଧା ପାଣି ଟାଙ୍କି ଆଦି ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ମୁଖ୍ୟ ଅତିଥିଭାବେ ଜଗତସିଂହପୁର ସାଂସଦ ଡ଼ଃ ବିଭୁ ପ୍ରସାଦ ତରାଇ | ସଂମ୍ମାନିତ ଅତିଥିଭାବେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା | ବାଲିକୁଦା ପଞ୍ଚାୟତ ସମିତି ଅଧକ୍ଷ୍ୟ ପ୍ରକାଶ ଚନ୍ଦ୍ର ପ୍ରଧାନ | ଉପାଧକ୍ଷା ପ୍ରିୟମ୍ବଦା ପଲାଉରୀ | ଜ଼ିଲ୍ଲା ପରିଷଦ ସଭ୍ୟା ଡଲି ପଣ୍ଡା | ମଣ୍ଡଳ ଉନ୍ନୟନ ଅଧିକାରୀ ସାଗର କୁମାର ନନ୍ଦ | ସରପଞ୍ଚ ପ୍ରଶାନ୍ତ କୁମାର ବାରିକ | ନ୍ୟାୟବ ସରପଞ୍ଚ ଯାଜ୍ଞସେନୀ ସ୍ୱାଇଁ ପ୍ରମୁଖ ଯୋଗଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ କରିଥିଲେ | ଏ ସମସ୍ତ କାର୍ଯ୍ୟକ୍ରମ କୁ ସାଂସଦ ଙ୍କ ପ୍ରତିନିଧି ପ୍ରଶାନ୍ତ ସ୍ୱାଇଁ, ବରିଷ୍ଟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ କୁମାର ମହାନ୍ତି, ଶ୍ରୀକାନ୍ତ ଦାସ, ମୋହିତ ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ | ଜଗତସିଂହପୁର ରୁ ଗଣେଶ ପାଣିଗ୍ରାହୀ ଙ୍କ ରିପୋର୍ଟ
    1
    ଅରିଲୋ ପଞ୍ଚାୟତ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ 
ଜଗତସିଂହପୁର 
ତା =15/4/26
ଜଗତସିଂହପୁର ଜ଼ିଲ୍ଲା ବାଲିକୁଦା ପଞ୍ଚାୟତ ସମିତି ଅନ୍ତର୍ଗତ ଅରିଲୋ ପଞ୍ଚାୟତ ର ନୂତନ କଲ୍ୟାଣ ମଣ୍ଡପ, ଉଜ୍ବଳ ଆଲୋକ ସେବା, ନେତପୁର ଠାରେ ନୂତନ ଯଜ୍ଞ ମଣ୍ଡପ, ଏକ ଲକ୍ଷ୍ୟ କ୍ଷମତା ବିଶିଷ୍ଟ ବସୁଧା ପାଣି ଟାଙ୍କି ଆଦି ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ମୁଖ୍ୟ ଅତିଥିଭାବେ ଜଗତସିଂହପୁର ସାଂସଦ ଡ଼ଃ ବିଭୁ ପ୍ରସାଦ ତରାଇ | ସଂମ୍ମାନିତ ଅତିଥିଭାବେ ବାଲିକୁଦା ଏରସମା ବିଧାୟକ ସାରଦା ପ୍ରସନ୍ନ ଜେନା | ବାଲିକୁଦା ପଞ୍ଚାୟତ ସମିତି ଅଧକ୍ଷ୍ୟ ପ୍ରକାଶ ଚନ୍ଦ୍ର ପ୍ରଧାନ | ଉପାଧକ୍ଷା ପ୍ରିୟମ୍ବଦା ପଲାଉରୀ | ଜ଼ିଲ୍ଲା ପରିଷଦ ସଭ୍ୟା ଡଲି ପଣ୍ଡା | ମଣ୍ଡଳ ଉନ୍ନୟନ ଅଧିକାରୀ ସାଗର କୁମାର ନନ୍ଦ | ସରପଞ୍ଚ ପ୍ରଶାନ୍ତ କୁମାର ବାରିକ | ନ୍ୟାୟବ ସରପଞ୍ଚ ଯାଜ୍ଞସେନୀ ସ୍ୱାଇଁ ପ୍ରମୁଖ ଯୋଗଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ କରିଥିଲେ |
ଏ ସମସ୍ତ କାର୍ଯ୍ୟକ୍ରମ କୁ ସାଂସଦ ଙ୍କ ପ୍ରତିନିଧି ପ୍ରଶାନ୍ତ ସ୍ୱାଇଁ, ବରିଷ୍ଟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୟ କୁମାର ମହାନ୍ତି, ଶ୍ରୀକାନ୍ତ ଦାସ, ମୋହିତ ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ |
ଜଗତସିଂହପୁର ରୁ ଗଣେଶ ପାଣିଗ୍ରାହୀ ଙ୍କ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    10 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ରେ ଭୀମ ଆର୍ମିମାନଙ୍କ ଦ୍ଵାରା ପ୍ରଭୂ ଶ୍ରୀ ରାମ ଙ୍କ ଫଟୋ କୁ ଚିରି ଅପମାନ କରିଥିବା ରୁ ଆଜି ବିରମହାରାଜପୁର ବଜରଙ୍ଗ ଦଲ ଦ୍ବାରା ୧୨ ଘଣ୍ଟିଆ ବିରମହାରାଜପୁର ବନ୍ଦ ର ପ୍ରଭାବ ଦେଖିବାକୁ ମିଲିଛେ ।
    1
    ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ରେ ଭୀମ ଆର୍ମିମାନଙ୍କ ଦ୍ଵାରା ପ୍ରଭୂ ଶ୍ରୀ ରାମ ଙ୍କ ଫଟୋ କୁ ଚିରି ଅପମାନ କରିଥିବା ରୁ ଆଜି ବିରମହାରାଜପୁର ବଜରଙ୍ଗ ଦଲ ଦ୍ବାରା ୧୨ ଘଣ୍ଟିଆ ବିରମହାରାଜପୁର  ବନ୍ଦ ର ପ୍ରଭାବ ଦେଖିବାକୁ ମିଲିଛେ ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    8 hrs ago
  • Post by SAHADEV MEHER
    1
    Post by SAHADEV MEHER
    user_SAHADEV MEHER
    SAHADEV MEHER
    ସୋନପୁର, ସୋନପୁର, ଓଡ଼ିଶା•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.