logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବିନା ଦୋଷରେ ୧୬ ଦିନ ଜେଲ୍‌ ରେ ମହିଳା ମିଛ ଓ୍ବାରେଣ୍ଟ ଦେଖାଇ ଗିରଫ କଲା ପୁଲିସ ! ଅଭିଯୋଗ ନାହିଁ କି କୋର୍ଟରେ ମାମଲା ନାହିଁ । ବିନା ମାମଲାରେ ୧୬ ଦିନ ଜେଲରେ ରହିଲେ ମହିଳା ବିନା_ଦୋଷରେ_୧୬_ଦିନ_ଜେଲ୍‌ ! ମିଛ ଓ୍ବାରେଣ୍ଟ ଦେଖାଇ ଗିରଫ କଲା ପୁଲିସ ! ଅଭିଯୋଗ ନାହିଁ କି କୋର୍ଟରେ ମାମଲା ନାହିଁ । ବିନା ମାମଲାରେ ୧୬ ଦିନ ଜେଲରେ ରହିଲେ ମହିଳା

2 hrs ago
user_Rajib Behera
Rajib Behera
Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
2 hrs ago

ବିନା ଦୋଷରେ ୧୬ ଦିନ ଜେଲ୍‌ ରେ ମହିଳା ମିଛ ଓ୍ବାରେଣ୍ଟ ଦେଖାଇ ଗିରଫ କଲା ପୁଲିସ ! ଅଭିଯୋଗ ନାହିଁ କି କୋର୍ଟରେ ମାମଲା ନାହିଁ । ବିନା ମାମଲାରେ ୧୬ ଦିନ ଜେଲରେ ରହିଲେ ମହିଳା ବିନା_ଦୋଷରେ_୧୬_ଦିନ_ଜେଲ୍‌ ! ମିଛ ଓ୍ବାରେଣ୍ଟ ଦେଖାଇ ଗିରଫ କଲା ପୁଲିସ ! ଅଭିଯୋଗ ନାହିଁ କି କୋର୍ଟରେ ମାମଲା ନାହିଁ । ବିନା ମାମଲାରେ ୧୬ ଦିନ ଜେଲରେ ରହିଲେ ମହିଳା

More news from ଓଡ଼ିଶା and nearby areas
  • ମାଓ_କ୍ୟାମ୍ପରେ_ଟଙ୍କା_ସୁନା ମାଓ ଇତିହାସରେ ପ୍ରଥମ । ମାଓ ଗଡ଼ରୁ ଜବତ ହେଲା ଏକ କେଜି ସୁନା, ୩ କୋଟି ୨୯ ଲକ୍ଷ ଟଙ୍କା । ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ ଜଗଦଲପୁରଠାରେ ଆତ୍ମସମର୍ପଣ
    1
    ମାଓ_କ୍ୟାମ୍ପରେ_ଟଙ୍କା_ସୁନା  
ମାଓ ଇତିହାସରେ ପ୍ରଥମ । ମାଓ ଗଡ଼ରୁ ଜବତ ହେଲା ଏକ କେଜି ସୁନା, ୩ କୋଟି ୨୯ ଲକ୍ଷ ଟଙ୍କା । ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ ଜଗଦଲପୁରଠାରେ ଆତ୍ମସମର୍ପଣ
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    48 min ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    56 min ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -09.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date -09.03.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • ଆଜି Odisha Legislative Assembly ରେ ପିଇବା ପାଣିର ଅଭାବ ନେଇ ଗରମ ହେଲା ଚର୍ଚ୍ଚା। କଂଗ୍ରେସ ବିଧାୟକମାନେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପିଇବା ପାଣି ସମସ୍ୟାକୁ ଉଠାଇ ସରକାରଙ୍କୁ ତୀବ୍ର ପ୍ରଶ୍ନ କଲେ। ବିଭାଗୀୟ ମନ୍ତ୍ରୀ Rabi Narayan Naik ଉତ୍ତର ଦେଇଥିବା ବେଳେ ବିରୋଧୀ ଦଳ ଅଭିଯୋଗ କଲେ ଯେ ସରକାର କେବଳ ଭାଷଣରେ ସୀମିତ ରହିଛି, ଯେଉଁଥିରେ ମାଟିସ୍ତରରେ କାମ ଦେଖିବାକୁ ମିଳୁନାହିଁ। ତେବେ ପ୍ରକୃତରେ ପିଇବା ପାଣି ସମସ୍ୟାକୁ ନେଇ ବିଧାନ ସଭାରେ କେମିତି ପ୍ରଶ୍ନ ଉଠିଲା? କେଉଁ ତଥ୍ୟ ଦେଲେ ମନ୍ତ୍ରୀ? ଏବଂ କାହିଁକି ବିରୋଧୀ ଦଳ ଏଥିରେ ସରକାରକୁ ଘେରିଲା? ସମ୍ପୂର୍ଣ୍ଣ ଘଟଣା ଦେଖନ୍ତୁ ଏହି ଭିଡିଓରେ ଓ ଜାଣନ୍ତୁ କାମ କାହାର କେତେ। #OdishaPolitics #AssemblyNews #DrinkingWaterIssue #OdishaNews #PrimeTimeOdiaNews
    1
    ଆଜି Odisha Legislative Assembly ରେ ପିଇବା ପାଣିର ଅଭାବ ନେଇ ଗରମ ହେଲା ଚର୍ଚ୍ଚା। କଂଗ୍ରେସ ବିଧାୟକମାନେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପିଇବା ପାଣି ସମସ୍ୟାକୁ ଉଠାଇ ସରକାରଙ୍କୁ ତୀବ୍ର ପ୍ରଶ୍ନ କଲେ।
ବିଭାଗୀୟ ମନ୍ତ୍ରୀ Rabi Narayan Naik ଉତ୍ତର ଦେଇଥିବା ବେଳେ ବିରୋଧୀ ଦଳ ଅଭିଯୋଗ କଲେ ଯେ ସରକାର କେବଳ ଭାଷଣରେ ସୀମିତ ରହିଛି, ଯେଉଁଥିରେ ମାଟିସ୍ତରରେ କାମ ଦେଖିବାକୁ ମିଳୁନାହିଁ।
ତେବେ ପ୍ରକୃତରେ ପିଇବା ପାଣି ସମସ୍ୟାକୁ ନେଇ ବିଧାନ ସଭାରେ କେମିତି ପ୍ରଶ୍ନ ଉଠିଲା? କେଉଁ ତଥ୍ୟ ଦେଲେ ମନ୍ତ୍ରୀ? ଏବଂ କାହିଁକି ବିରୋଧୀ ଦଳ ଏଥିରେ ସରକାରକୁ ଘେରିଲା?
ସମ୍ପୂର୍ଣ୍ଣ ଘଟଣା ଦେଖନ୍ତୁ ଏହି ଭିଡିଓରେ ଓ ଜାଣନ୍ତୁ କାମ କାହାର କେତେ।
#OdishaPolitics #AssemblyNews #DrinkingWaterIssue #OdishaNews #PrimeTimeOdiaNews
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    9 hrs ago
  • Post by Ranjit baskey
    1
    Post by Ranjit baskey
    user_Ranjit baskey
    Ranjit baskey
    ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    1 day ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    6 hrs ago
  • ନିଆଳିରେ ଚିକିତ୍ସା ଅବହେଳା ଅଭିଯୋଗ, ମହିଳାଙ୍କ ମୃତ୍ୟୁ ପରେ ହସ୍ପିଟାଲରେ ନିଆଁ ଲଗାଇଲେ ଉତ୍ତ୍ୟକ୍ତ ଲୋକେ || କଟକ ନିଆଳିର ଶ୍ରୀ ସାଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ମୃତ୍ୟୁ ଅଭିଯୋଗ। ଉତ୍ତ୍ୟକ୍ତ ଲୋକେ ହସ୍ପିଟାଲରେ ନିଆଁ ଲଗାଇବା ସହ ୫ ଘଣ୍ଟା ଧରି ରାଜପଥ ଅବରୋଧ କରିଥିଲେ। ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି।
    1
    ନିଆଳିରେ ଚିକିତ୍ସା ଅବହେଳା ଅଭିଯୋଗ, ମହିଳାଙ୍କ ମୃତ୍ୟୁ ପରେ ହସ୍ପିଟାଲରେ ନିଆଁ ଲଗାଇଲେ ଉତ୍ତ୍ୟକ୍ତ ଲୋକେ ||
କଟକ ନିଆଳିର ଶ୍ରୀ ସାଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କ ମୃତ୍ୟୁ ଅଭିଯୋଗ। ଉତ୍ତ୍ୟକ୍ତ ଲୋକେ ହସ୍ପିଟାଲରେ ନିଆଁ ଲଗାଇବା ସହ ୫ ଘଣ୍ଟା ଧରି ରାଜପଥ ଅବରୋଧ କରିଥିଲେ। ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି।
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.