Shuru
Apke Nagar Ki App…
#_ବ୍ୟାସନଗର_କହ୍ନେଇପୁର_ସ୍ଥିତ_ସ୍ୱାମୀ_ବିବେକାନନ୍ଦ_ଇନଷ୍ଟିଚୁଟ_ର_ବାର୍ଷିକ_ଉତ୍ସବ_ଅନୁଷ୍ଠିତ #_ବ୍ୟାସନଗର_କହ୍ନେଇପୁର_ସ୍ଥିତ_ସ୍ୱାମୀ_ବିବେକାନନ୍ଦ_ଇନଷ୍ଟିଚୁଟ_ର_ବାର୍ଷିକ_ଉତ୍ସବ_ଅନୁଷ୍ଠିତ !
KOSAL TIMES
#_ବ୍ୟାସନଗର_କହ୍ନେଇପୁର_ସ୍ଥିତ_ସ୍ୱାମୀ_ବିବେକାନନ୍ଦ_ଇନଷ୍ଟିଚୁଟ_ର_ବାର୍ଷିକ_ଉତ୍ସବ_ଅନୁଷ୍ଠିତ #_ବ୍ୟାସନଗର_କହ୍ନେଇପୁର_ସ୍ଥିତ_ସ୍ୱାମୀ_ବିବେକାନନ୍ଦ_ଇନଷ୍ଟିଚୁଟ_ର_ବାର୍ଷିକ_ଉତ୍ସବ_ଅନୁଷ୍ଠିତ !
More news from ଓଡ଼ିଶା and nearby areas
- #_ବ୍ୟାସନଗର_କହ୍ନେଇପୁର_ସ୍ଥିତ_ସ୍ୱାମୀ_ବିବେକାନନ୍ଦ_ଇନଷ୍ଟିଚୁଟ_ର_ବାର୍ଷିକ_ଉତ୍ସବ_ଅନୁଷ୍ଠିତ !1
- ରାଜ୍ୟ ସରକାର ଙ୍କ ପଂଚାୟତ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ଟିଟିଲାଗଡ଼ ବ୍ଲକ ଗସ୍ଥ କରିବା ସହିତ ଅନେକ ପଂଚାୟତ କୁ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ l ଏହି ସମୟରେ ଗ୍ରାମାଞ୍ଚଳ ର ଲୋକେ ପାନୀୟଜଳ ସମସ୍ୟା ନେଇ ମନ୍ତ୍ରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ଓଭରହେଡ଼ ଟ୍ୟାଙ୍କ ନିର୍ମାଣ ହୋଇ ବର୍ଷ ବର୍ଷ ଗଡୁଥିଲେ ମଧ୍ୟ ଲୋକେ ପାଣି ପାଉନଥିବା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଙ୍କୁ ତାଗିଦ କରିବା ସହିତ ସମସ୍ତ ସମସ୍ୟାର ସମାଧାନ ପାଇଁ ନିର୍ଦେଶ ଦେଇଛନ୍ତି.5
- gdjkjdkndd3
- Post by Bighne Rana1
- Post by Hareram karuan1
- ପଲସାଗୋରାରେ ମକରଯାତ୍ରା ଆରମ୍ଭ ହୋଇଛି1
- jay hind 🙏1
- ସୁବର୍ଣ୍ଣପୁର ଜିଲ୍ଲା ହରିଣାପାଲି ଗାଁରେ ଅଗ୍ନିକାଣ୍ଡre ଜଳିଗଲା ଚାଷୀଙ୍କ ସୁନାର ଧାନ ଫସଲ l ଗତକାଲି ରାତିରେ କୌଣସି କାରଣରୁ ଏକ ପାଳ ଭାଡ଼ିରେ ନିଆଁ ଲାଗିଥିଲା l ଫଳରେ ପାଖରେ ଥିବା ଚାଷୀ ସିଦ୍ଧେଶ୍ୱର ନାଏକଙ୍କ ଧାନ ଖରିରେ ମଧ୍ୟ ନିଆଁ ଲାଗିଯାଇଥିଲା l ଦେଖୁ ଦେଖୁ ପୋଡି ପାଉଁଶ ହୋଇଥିଲା ଧାନ ଖରି l ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲେବି ସେତେବେଳକୁ ସବୁତକ ଧାନ ପୋଡି ପାଉଁଶ ହୋଇଯାଇଥିଲା l ଏବେ କ୍ଷତିଗ୍ରସ୍ତ ଚାଷୀ ସରକାରୀ ସହାୟତା ଅପେକ୍ଷାରେ l1