Shuru
Apke Nagar Ki App…
ବ୍ରତୋପନୟନ,ସାଧୁସେବା ଓ ଅଷ୍ଟପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ। ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ମନୁପାଲି ପଞ୍ଚାୟତ ଅନ୍ତର୍ଗତ ବରକନିଆସ୍ଥିତ ମଠରେ ସାମୂହିକ ବ୍ରତୋପନୟନ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଅଷ୍ଟପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ମଠାଧୀଶ ଲବ ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସାମୂହିକ ବ୍ରତୋପନୟନ କରାଯାଇଥିଲା | ପରେ ସାଧୁସେବା ଓ ଅଷ୍ଟପ୍ରହରୀ ନାମଯଂଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବରକନିଆ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା |
Sarat Muduli

More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଲ ରେ ଚାଲିଥିବା ରାମାୟଣ ନାଟକ ରେ ମହିରାବଣ ବଧ ଗିତିନାଟ୍ୟ ଅଭିନିତ।1
- Post by Pitambar Sahu2
- Post by Sonepur news khulasa1
- ସସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।2
- ସୁବର୍ଣ୍ଣପୁର: ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଲେ ଏସପି ନାରାୟଣ ନାୟକ ଫାର୍ମ ହାଉସ ରୁ ଗଞ୍ଜେଇ ଜବତ କରିବା ନେଇ ରଖିଲେ ପ୍ରତିକ୍ରିୟା1
- Post by SONEPUR NEWS1
- ମଙ୍ଗଳବାର ହନୁମାନ ଜୟନ୍ତୀ ଥିବା ବେଳେ ଆଜି ବୌଦ୍ଧ ଜିଲ୍ଲା ହିନ୍ଦୁ ଯୁବା ମୋର୍ଚ୍ଚା ପକ୍ଷରୁ ହନୁମାନ ଜୟନ୍ତୀ ଉପଲକ୍ଷେ ବିରାଟ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ବ୍ରିଜ୍ ଛକରୁ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ବେଳେ ଏଥିରେ ଅନେକ ଲୋକ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହର ଯୋର ଠେଙ୍ଗୋଡ୍ୟାମ ଠାରେ ବାବା ରାମେଶ୍ଵର ଙ୍କ ମେରୁଦଣ୍ଡ ଅନୁଷ୍ଠିତ।1