ପ୍ରେସ କ୍ଳବ୍, ସାହିତ୍ୟ ସଂସଦ, ସାହିତ୍ୟ ଘର ଆନୁକୁଲ୍ୟରେ ମୁନିଗୁଡ଼ା ରେ ଉତ୍କଳ ଦିବସ ପାଳିତ ହୋଇଯାଇଛି ମୁନିଗୁଡାରେ ଉତ୍କଳ ଦିବସ ପାଳିତ। ମୁନିଗୁଡାର ସ୍ଥାନୀୟ ସୌଣ୍ଡିକ ମଙ୍ଗଳ ଭବନ ପରିସରରେ ମୁନିଗୁଡା ପ୍ରେସ କ୍ଳବ,ସାହିତ୍ୟ ସଂସଦ ଓ ସମ୍ବାଦ ସାହିତ୍ୟ ଘର ମିଳିତରେ ଉତ୍କଳ ଦିବସ ବା ଓଡିଶା ଦିବସ ପାଳିତ ହୋଇଯାଇଛି। ମୁନିଗୁଡା ସାହିତ୍ୟ ସଂସଦ ସଭାପତି ହୃଷିକେଶ ଜାଲିଙ୍କ ସଭାପତିତ୍ୱ ଓ ପ୍ରେସ କ୍ଳବ ସମ୍ପାଦକ ନନ୍ଦ କିଶୋର ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସମ୍ବାଦ ସାହିତ୍ୟ ଘରର ସଭାପତି ପି.ସୁଧାକର ପାତ୍ର,ମୁଖ୍ୟବକ୍ତା ଭାବେ ପ୍ରେସ କ୍ଳବ ଉପ ସଭାପତି ମନୋରଞ୍ଜନ ଦଳାଇ,ସମ୍ମାନିତ ଅତିଥିଭାବେ ସମ୍ବାଦ ସାହିତ୍ୟ ଘରର ସମ୍ପାଦକ କୃଷ୍ଣଚନ୍ଦ୍ର ମଲ୍ଲିକ,ସଂସ୍କୃତ ମହାବିଦ୍ୟାଳୟର ଅଧକ୍ଷ ସଞ୍ଜୟ କୁମାର ପତି ପ୍ରମୁଖ ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପରେ ଅତିଥି ମାନେ ଆଜିର କାର୍ଯ୍ୟକ୍ରମ ପାଳନର ମୁଖ୍ୟ ଉଦେଶ୍ୟ ଓ ଏହାର ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହ 1936 ମସିହା ଏପ୍ରିଲ 1 ତାତିଖରେ ଓଡ଼ିଶା ଭାଷାଭିତ୍ତିରେ ସମଗ୍ର ଦେଶରେ ଏକ ସ୍ବତନ୍ତ୍ର ପ୍ରଦେଶ ରୂପେ ମାନ୍ୟତା ପାଇଥିଲା। ଏହା ପୂର୍ବରୁ ଓଡ଼ିଶା ବିହାର ଓ ବେଙ୍ଗଲ ସହିତ ମିଶିକି ରହିଥିଲା ଏହି ଦିନଟି କେବଳ ଏକ ଉତ୍ସବ ନୁହେଁ, ବରଂ ଏହା ଆମ ଆତ୍ମସମ୍ମାନ, ସଂସ୍କୃତି ଏବଂ ଇତିହାସର ସମ୍ମାନର ଦିନ ବୋଲି ମତ ବ୍ୟକ୍ତ କରିଥିଲେ। ଏଥିସହ ଉତ୍କଳ ଦିବସ ଓ ଓଡିଶା ସ୍ୱତନ୍ତ୍ର ରାଜ୍ୟ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରପୁତ୍ର ମାନଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ। ପ୍ରାରମ୍ଭରେ ସାମୁହିକ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ପରେ କବି ପ୍ରଶାନ୍ତ ସାହୁଙ୍କ ପିତା ସ୍ବର୍ଗତ ମକରଧ୍ୱଜ ସାହୁକାରଙ୍କ ବିୟୋଗରେ ଦୁଇ ମିନିଟ ନିରବ ପ୍ରାଥନା କରାଯାଇଥିଲା। ଏହି ଅବସରରେ କୁନି କଳାକାର ରିପ୍ସିତା ପାତ୍ରଙ୍କ ସୁନ୍ଦର ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କବୟିତ୍ରୀ ନନ୍ଦିନୀ ଦାସ,ସୁଶୀଳା ସରାଫ, କବି ଅକ୍ଷୟ କୁମାର ମଲ୍ଲିକ,ଉତ୍ତମ କୁମାର ଦାସ, ସୁବାଷ ଖୁରା,ପ୍ରମୋଦ ଦାସ,କାଳିନ୍ଦୀ ନାୟକ, ଦୋଳ ଗୋବିନ୍ଦ ନାୟକ,ଗଣେଶ ସେଠୀ,ସାମ୍ବାଦିକ କ୍ଷମାସାଗର ଦାସ,ପ୍ରସାଦ ସାହୁକାର,ଧନୁ କୁସୁଲିଆ, ଭି.ପ୍ରବୀଣ କୁମାର, ନରତ୍ତମ ପାଢ଼ୀ ପ୍ରମୁଖଙ୍କ ସମେତ ଅନ୍ୟ କବୟିତ୍ରୀ,କବି ମାନେ ଉପସ୍ଥିତ ରହିଥିଲେ। ଶେଷରେ ଉତ୍କଳ ଦିବସ ଉପଲକ୍ଷେ କବୟିତ୍ରୀ,କବି ମାନେ ନିଜ ନିଜର ସୁରଚିତ କବିତା ପଠନ କରିଥିଲେ।
ପ୍ରେସ କ୍ଳବ୍, ସାହିତ୍ୟ ସଂସଦ, ସାହିତ୍ୟ ଘର ଆନୁକୁଲ୍ୟରେ ମୁନିଗୁଡ଼ା ରେ ଉତ୍କଳ ଦିବସ ପାଳିତ ହୋଇଯାଇଛି ମୁନିଗୁଡାରେ ଉତ୍କଳ ଦିବସ ପାଳିତ। ମୁନିଗୁଡାର ସ୍ଥାନୀୟ ସୌଣ୍ଡିକ ମଙ୍ଗଳ ଭବନ ପରିସରରେ ମୁନିଗୁଡା ପ୍ରେସ କ୍ଳବ,ସାହିତ୍ୟ ସଂସଦ ଓ ସମ୍ବାଦ ସାହିତ୍ୟ ଘର ମିଳିତରେ ଉତ୍କଳ ଦିବସ ବା ଓଡିଶା ଦିବସ ପାଳିତ ହୋଇଯାଇଛି। ମୁନିଗୁଡା ସାହିତ୍ୟ ସଂସଦ ସଭାପତି ହୃଷିକେଶ ଜାଲିଙ୍କ ସଭାପତିତ୍ୱ ଓ ପ୍ରେସ କ୍ଳବ ସମ୍ପାଦକ ନନ୍ଦ କିଶୋର ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସମ୍ବାଦ ସାହିତ୍ୟ ଘରର ସଭାପତି ପି.ସୁଧାକର ପାତ୍ର,ମୁଖ୍ୟବକ୍ତା
ଭାବେ ପ୍ରେସ କ୍ଳବ ଉପ ସଭାପତି ମନୋରଞ୍ଜନ ଦଳାଇ,ସମ୍ମାନିତ ଅତିଥିଭାବେ ସମ୍ବାଦ ସାହିତ୍ୟ ଘରର ସମ୍ପାଦକ କୃଷ୍ଣଚନ୍ଦ୍ର ମଲ୍ଲିକ,ସଂସ୍କୃତ ମହାବିଦ୍ୟାଳୟର ଅଧକ୍ଷ ସଞ୍ଜୟ କୁମାର ପତି ପ୍ରମୁଖ ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପରେ ଅତିଥି ମାନେ ଆଜିର କାର୍ଯ୍ୟକ୍ରମ ପାଳନର ମୁଖ୍ୟ ଉଦେଶ୍ୟ ଓ ଏହାର ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହ 1936 ମସିହା ଏପ୍ରିଲ 1 ତାତିଖରେ ଓଡ଼ିଶା ଭାଷାଭିତ୍ତିରେ ସମଗ୍ର ଦେଶରେ ଏକ ସ୍ବତନ୍ତ୍ର ପ୍ରଦେଶ ରୂପେ ମାନ୍ୟତା ପାଇଥିଲା। ଏହା ପୂର୍ବରୁ ଓଡ଼ିଶା ବିହାର ଓ
ବେଙ୍ଗଲ ସହିତ ମିଶିକି ରହିଥିଲା ଏହି ଦିନଟି କେବଳ ଏକ ଉତ୍ସବ ନୁହେଁ, ବରଂ ଏହା ଆମ ଆତ୍ମସମ୍ମାନ, ସଂସ୍କୃତି ଏବଂ ଇତିହାସର ସମ୍ମାନର ଦିନ ବୋଲି ମତ ବ୍ୟକ୍ତ କରିଥିଲେ। ଏଥିସହ ଉତ୍କଳ ଦିବସ ଓ ଓଡିଶା ସ୍ୱତନ୍ତ୍ର ରାଜ୍ୟ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରପୁତ୍ର ମାନଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ। ପ୍ରାରମ୍ଭରେ ସାମୁହିକ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ପରେ କବି ପ୍ରଶାନ୍ତ ସାହୁଙ୍କ ପିତା ସ୍ବର୍ଗତ ମକରଧ୍ୱଜ ସାହୁକାରଙ୍କ ବିୟୋଗରେ ଦୁଇ ମିନିଟ ନିରବ ପ୍ରାଥନା କରାଯାଇଥିଲା। ଏହି
ଅବସରରେ କୁନି କଳାକାର ରିପ୍ସିତା ପାତ୍ରଙ୍କ ସୁନ୍ଦର ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କବୟିତ୍ରୀ ନନ୍ଦିନୀ ଦାସ,ସୁଶୀଳା ସରାଫ, କବି ଅକ୍ଷୟ କୁମାର ମଲ୍ଲିକ,ଉତ୍ତମ କୁମାର ଦାସ, ସୁବାଷ ଖୁରା,ପ୍ରମୋଦ ଦାସ,କାଳିନ୍ଦୀ ନାୟକ, ଦୋଳ ଗୋବିନ୍ଦ ନାୟକ,ଗଣେଶ ସେଠୀ,ସାମ୍ବାଦିକ କ୍ଷମାସାଗର ଦାସ,ପ୍ରସାଦ ସାହୁକାର,ଧନୁ କୁସୁଲିଆ, ଭି.ପ୍ରବୀଣ କୁମାର, ନରତ୍ତମ ପାଢ଼ୀ ପ୍ରମୁଖଙ୍କ ସମେତ ଅନ୍ୟ କବୟିତ୍ରୀ,କବି ମାନେ ଉପସ୍ଥିତ ରହିଥିଲେ। ଶେଷରେ ଉତ୍କଳ ଦିବସ ଉପଲକ୍ଷେ କବୟିତ୍ରୀ,କବି ମାନେ ନିଜ ନିଜର ସୁରଚିତ କବିତା ପଠନ କରିଥିଲେ।
- ମୁନିଗୁଡାରେ ଉତ୍କଳ ଦିବସ ପାଳିତ। ମୁନିଗୁଡାର ସ୍ଥାନୀୟ ସୌଣ୍ଡିକ ମଙ୍ଗଳ ଭବନ ପରିସରରେ ମୁନିଗୁଡା ପ୍ରେସ କ୍ଳବ,ସାହିତ୍ୟ ସଂସଦ ଓ ସମ୍ବାଦ ସାହିତ୍ୟ ଘର ମିଳିତରେ ଉତ୍କଳ ଦିବସ ବା ଓଡିଶା ଦିବସ ପାଳିତ ହୋଇଯାଇଛି। ମୁନିଗୁଡା ସାହିତ୍ୟ ସଂସଦ ସଭାପତି ହୃଷିକେଶ ଜାଲିଙ୍କ ସଭାପତିତ୍ୱ ଓ ପ୍ରେସ କ୍ଳବ ସମ୍ପାଦକ ନନ୍ଦ କିଶୋର ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସମ୍ବାଦ ସାହିତ୍ୟ ଘରର ସଭାପତି ପି.ସୁଧାକର ପାତ୍ର,ମୁଖ୍ୟବକ୍ତା ଭାବେ ପ୍ରେସ କ୍ଳବ ଉପ ସଭାପତି ମନୋରଞ୍ଜନ ଦଳାଇ,ସମ୍ମାନିତ ଅତିଥିଭାବେ ସମ୍ବାଦ ସାହିତ୍ୟ ଘରର ସମ୍ପାଦକ କୃଷ୍ଣଚନ୍ଦ୍ର ମଲ୍ଲିକ,ସଂସ୍କୃତ ମହାବିଦ୍ୟାଳୟର ଅଧକ୍ଷ ସଞ୍ଜୟ କୁମାର ପତି ପ୍ରମୁଖ ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପରେ ଅତିଥି ମାନେ ଆଜିର କାର୍ଯ୍ୟକ୍ରମ ପାଳନର ମୁଖ୍ୟ ଉଦେଶ୍ୟ ଓ ଏହାର ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହ 1936 ମସିହା ଏପ୍ରିଲ 1 ତାତିଖରେ ଓଡ଼ିଶା ଭାଷାଭିତ୍ତିରେ ସମଗ୍ର ଦେଶରେ ଏକ ସ୍ବତନ୍ତ୍ର ପ୍ରଦେଶ ରୂପେ ମାନ୍ୟତା ପାଇଥିଲା। ଏହା ପୂର୍ବରୁ ଓଡ଼ିଶା ବିହାର ଓ ବେଙ୍ଗଲ ସହିତ ମିଶିକି ରହିଥିଲା ଏହି ଦିନଟି କେବଳ ଏକ ଉତ୍ସବ ନୁହେଁ, ବରଂ ଏହା ଆମ ଆତ୍ମସମ୍ମାନ, ସଂସ୍କୃତି ଏବଂ ଇତିହାସର ସମ୍ମାନର ଦିନ ବୋଲି ମତ ବ୍ୟକ୍ତ କରିଥିଲେ। ଏଥିସହ ଉତ୍କଳ ଦିବସ ଓ ଓଡିଶା ସ୍ୱତନ୍ତ୍ର ରାଜ୍ୟ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରପୁତ୍ର ମାନଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ। ପ୍ରାରମ୍ଭରେ ସାମୁହିକ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ପରେ କବି ପ୍ରଶାନ୍ତ ସାହୁଙ୍କ ପିତା ସ୍ବର୍ଗତ ମକରଧ୍ୱଜ ସାହୁକାରଙ୍କ ବିୟୋଗରେ ଦୁଇ ମିନିଟ ନିରବ ପ୍ରାଥନା କରାଯାଇଥିଲା। ଏହି ଅବସରରେ କୁନି କଳାକାର ରିପ୍ସିତା ପାତ୍ରଙ୍କ ସୁନ୍ଦର ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କବୟିତ୍ରୀ ନନ୍ଦିନୀ ଦାସ,ସୁଶୀଳା ସରାଫ, କବି ଅକ୍ଷୟ କୁମାର ମଲ୍ଲିକ,ଉତ୍ତମ କୁମାର ଦାସ, ସୁବାଷ ଖୁରା,ପ୍ରମୋଦ ଦାସ,କାଳିନ୍ଦୀ ନାୟକ, ଦୋଳ ଗୋବିନ୍ଦ ନାୟକ,ଗଣେଶ ସେଠୀ,ସାମ୍ବାଦିକ କ୍ଷମାସାଗର ଦାସ,ପ୍ରସାଦ ସାହୁକାର,ଧନୁ କୁସୁଲିଆ, ଭି.ପ୍ରବୀଣ କୁମାର, ନରତ୍ତମ ପାଢ଼ୀ ପ୍ରମୁଖଙ୍କ ସମେତ ଅନ୍ୟ କବୟିତ୍ରୀ,କବି ମାନେ ଉପସ୍ଥିତ ରହିଥିଲେ। ଶେଷରେ ଉତ୍କଳ ଦିବସ ଉପଲକ୍ଷେ କବୟିତ୍ରୀ,କବି ମାନେ ନିଜ ନିଜର ସୁରଚିତ କବିତା ପଠନ କରିଥିଲେ।4
- #ଏ ତ ତେ ଭଲ ପାଇ ଲି ନ ଦୁଇ ହଜାର ଦ ଶ ଠା ନୁ 🌹🌹🇹🇯🇹🇯🇹🇯🌹🌹1
- ଜଲ୍ଲାଦ ସ୍ଵାମୀର ଉନ୍ମତ୍ତ କାଣ୍ଡ ଟଙ୍କା ନ ଦେବାରୁ ସ୍ତ୍ରୀକୁ ମାରି ପୋତିଦେଲା ନିଜ ଚାଷ ଜମିରେ । ହତ୍ୟା ପରେ ଭାବୁକ ହୋଇ ନିଜେ କୀଟନାଶକ ପିଇ ଜଲ୍ଲାଦ ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ । Anchor_କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଲ୍ଲାଦ ସ୍ୱାମୀ ସ୍ତ୍ରୀଙ୍କୁ ଟଙ୍କା ମାଗିଵାରୁ ଟଙ୍କା ନ ଦେବା ଫଳରେ ନିଜ ଚାଷ ଜମିରେ ସ୍ତ୍ରୀକୁ ହତ୍ୟା ହତ୍ୟା କରି ନିଜ ଚାଷଜମିରେ ପୋଟିଦେବା ପରେ ସ୍ୱାମୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଭଳି ଘଟଣା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । ସନ୍ୟାସୀ କୁଣ୍ଡାମାଲ ଗ୍ରାମର ପ୍ରମୋଦ ଚନ୍ଦନ ଓ ସ୍ତ୍ରୀ କସ୍ତୁରୀ ଚନ୍ଦନ ଘାସ ସଫା କରିବାକୁ ନିଜ ଚାଷଜମିକୁ ଯାଇଥିଲେ । ସ୍ତ୍ରୀଙ୍କୁ ଟଙ୍କା ମାଗିବାରୁ ମନା କରିଦେବାରୁ ରାଗରେ ଫାଉଡାରେ ମାରି ନିଜ ସ୍ତ୍ରୀ କୁ ହତ୍ୟାକଲା ସ୍ୱାମୀ । ହତ୍ୟା ପରେ ନିଜ ଚାଷ ଜମିରେ ପୋତିଦେଇ ଘରକୁ ଯାଇଥିଲା । ଘରକୁ ଯାଇ ପରେ ସେ ଭାବୁକ ହୋଇ ବିଷ ପିଇଦେଇଥିଲେ । ଗୁରୁତ୍ତର ଅବସ୍ଥାରେ ତାଙ୍କୁ ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା ଓ ପରେ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଚିକିସ୍ୟା ହେଉଛନ୍ତି । ପ୍ରଥମେ ହତ୍ୟାକାରୀ ସ୍ୱାମୀ ଶବ କୁ କେନାଲ ରେ ଫିଙ୍ଗି ଦେଇଥିବା କହୁଥିବା ବେଳେ ପରବର୍ତ୍ତି ସମୟରେ ଜମିରେ ପୋତି ଦେଇଥିବା ନେଇ ଗ୍ରାମବାସୀ ଦେଖିବାକୁ ପାଇଥିଲେ ଓ ଶବକୁ ଉଦ୍ଧାର କରିଥିଲେ । ମାଁକୁ ହତ୍ୟା କରିଥିବା ନେଇ ପୁଅ ର ଅଭିଯୋଗ ପରେ ଜୁନାଗଡ଼ ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।2
- Post by Ansubhai Pandey1
- Post by HABIL DONGRI1
- Post by Pramodkumar Jena1
- ବରିଷ୍ଠ କଂଗ୍ରେସ ନେତା ଶଙ୍କର ପ୍ରଧାନ ଗଜପତି ଜିଲ୍ଲା କଂଗ୍ରେସ କମିଟି ସଭାପତି ମନୋନୀତ ହୋଇଛନ୍ତି । ମଙ୍ଗଳବାର ପିସିସି ସଭାପତି ଭକ୍ତଚରଣ ଦାସ ଶଙ୍କର ପ୍ରଧାନଙ୍କୁ ନାମରେ ମୋହର ମାରିବା ସହ ବିଧିବଦ୍ଧ ଭାବେ ଘୋଷଣା ହୋଇଛି । ଜିଲ୍ଲା କଂଗ୍ରେସ ସଭାପତି ଘୋଷଣା ହେବା ପରେ ମୋହନା ବ୍ଳକ କଂଗ୍ରେସ ପକ୍ଷରୁ ସ୍ବାଗତ କରିଛନ୍ତି । ମୋହନା ବ୍ଳକ ଲୁହାଗୁଡି ବାସିନ୍ଧା ଶଙ୍କର ଗତ ପ୍ରାୟ ଦୁଇ ଦଶନ୍ଧି ଧରି କଂଗ୍ରେସର ଜଣେ ସକ୍ରିୟ କର୍ମୀ ଅଛନ୍ତି । ପୂର୍ବରୁ ଲୁହାଗୁଡିରୁ ୨୦୦୭ ରୁ୨୦୧୨ ସମିତିସଭ୍ୟ, ୨୦୦୮ ରୁ ୨୦୧୨ ପର୍ଯ୍ୟନ୍ତ ମୋହନା ବ୍ଳକର ଯୁବ କଂଗ୍ରେସର ସଭାପତି ଥିଲେ ଏବଂ ୨୦୧୩ ରୁ ଆଜି ପର୍ଯ୍ୟନ୍ତ କଂଗ୍ରେସର ବ୍ଳକ ସଭାପତି ଦାୟିତ୍ବ ରହି ଦଳର ସମସ୍ତ କାମ କରିଆସୁଥିଲି । ଜିଲ୍ଲା କଂଗ୍ରେସ କମିଟିର ବିଭିନ୍ନ ପଦ ପଦବିରେ ରହି କାର୍ଯ୍ୟ କରୁଥିଲେ । ତାଙ୍କୁ ଜିଲ୍ଲା ସଭାପତି ଦାୟିତ୍ବ ଦେଇଥିବା ଯୋଗୁଁ ପିସିସି ସଭାପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କଂଗ୍ରେସ କର୍ମୀମାନେ । ଏଥିସହ ଦଳର ସବୁ ବର୍ଗର କର୍ମୀ ଓ ନେତାଙ୍କୁ ନେଇ ଦଳକୁ ମଜବୁତ କରିବି ବୋଲି ନୂତନ ଭାବେ ଜିଲ୍ଲା ସଭାପତି ଶଙ୍କର କହିଛନ୍ତି । ସୂଚନା ଯୋଗ୍ୟ ଯେ ଗତ ରାଜ୍ୟସଭା ନିର୍ବାଚନରେ ମୋହନା ବିଧାୟକ ତଥା ଜିଲ୍ଲା କଂଗ୍ରେସ କମିଟି ସଭାପତି ଥିବା ଦାଶରଥି ଗମାଙ୍ଗ ଦଳୀୟ ହୁଇପକୁ ଅବମାନନା କରି କ୍ରସ ଭୋଟିଂ କରିଥିଲେ । ଏହାକୁ ନେଇ ବିବାଦୀୟ ହୋଇ ପଡିବା ସହ ତାଙ୍କୁ ପିସିସି ସଭାପତି କଂଗ୍ରେସ ଦଳରୁ ନିଲମ୍ବିତ କରିଛନ୍ତି । ଏହାକୁ ଆଧାର କରି ଆଜି ଶଙ୍କର ପ୍ରଧାନଙ୍କ ନାମରେ ମୋହର ମାରିଛି ପିସିସି ।1
- Post by Ansubhai Pandey1