Shuru
Apke Nagar Ki App…
ହାସ୍ୟ ଅଭିନେତ୍ରୀ ଉଷାଙ୍କ ସହ ଏକ ସାକ୍ଷାତକାର ମୂହୁର୍ତ୍ତ ଆଗକୁ ଆସିବାକୁ ଥିବା ସେକ୍ସୀ ବିଲ୍ଲି ଭାଉଜ ରାଣୀ ପ୍ରୋଜେକ୍ଟର ପ୍ରମୋସନ | ମୋ ସହ ଉପସ୍ଥାପିକା ଉଷାଙ୍କ ସହ କିଛି ସମୟ | ଏ ପ୍ରୋଜେକ୍ଟଟି ଖୁବଶିଘ୍ର ଆସିବାକୁ ଯାଉଛି କେବଳ ରାମ ମ୍ୟୁଜିକ ଓଡ଼ିଆରେ | ଭୁବନେଶ୍ୱର, ଓଡ଼ିଶା #bhubaneswar #odisha
Nanda Kishor Naik
ହାସ୍ୟ ଅଭିନେତ୍ରୀ ଉଷାଙ୍କ ସହ ଏକ ସାକ୍ଷାତକାର ମୂହୁର୍ତ୍ତ ଆଗକୁ ଆସିବାକୁ ଥିବା ସେକ୍ସୀ ବିଲ୍ଲି ଭାଉଜ ରାଣୀ ପ୍ରୋଜେକ୍ଟର ପ୍ରମୋସନ | ମୋ ସହ ଉପସ୍ଥାପିକା ଉଷାଙ୍କ ସହ କିଛି ସମୟ | ଏ ପ୍ରୋଜେକ୍ଟଟି ଖୁବଶିଘ୍ର ଆସିବାକୁ ଯାଉଛି କେବଳ ରାମ ମ୍ୟୁଜିକ ଓଡ଼ିଆରେ | ଭୁବନେଶ୍ୱର, ଓଡ଼ିଶା #bhubaneswar #odisha
More news from ଓଡ଼ିଶା and nearby areas
- ଆଗକୁ ଆସିବାକୁ ଥିବା ସେକ୍ସୀ ବିଲ୍ଲି ଭାଉଜ ରାଣୀ ପ୍ରୋଜେକ୍ଟର ପ୍ରମୋସନ | ମୋ ସହ ଉପସ୍ଥାପିକା ଉଷାଙ୍କ ସହ କିଛି ସମୟ | ଏ ପ୍ରୋଜେକ୍ଟଟି ଖୁବଶିଘ୍ର ଆସିବାକୁ ଯାଉଛି କେବଳ ରାମ ମ୍ୟୁଜିକ ଓଡ଼ିଆରେ | ଭୁବନେଶ୍ୱର, ଓଡ଼ିଶା #bhubaneswar #odisha1
- The Shocking Ground Reality of Sukinda........... #TheRajdharma #KaliapaniUpdate #highlight #Sukinda #Jajpur #Odisha1
- ଯାଜପୁର ଜିଲ୍ଲା ରେ ସରକାରୀ ଜମିକୁ ଅନେକ ନେତା ଓ ମୁଷ୍ଟିମେୟ ଲୋକ ଜବର ଦଖଲ କରି ରଖିଥିବା ବେଳେ,ପ୍ରଣବ ବଳବନ୍ତରାୟଙ୍କ ପନ୍ତୁରି ଫାର୍ମ ହାଉସ୍ ହୋଇଥିବା ଜମିକୁ ନେଇ ଅଭିଯୋଗ ହୋଇଥିଲା। ଏବଂ ସେହିପରି ଧର୍ମଶାଳା ତହସିଲ ପକ୍ଷରୁ ନୋଟିସ ମଧ୍ୟ କରା ଯାଇଥିଲା।ଏହା ଧର୍ମଶାଳା ତହସିଲ ଦ୍ୱାରା ଫାର୍ମ ହାଉସ୍ ଜମି କୁ ମାପଚୁପ କରାଯାଇଛି ।ଏହି ଜମି ମଧୁପୁରଗଡ଼ ପଞ୍ଚାୟତ ପନ୍ତୁରୀ ଠାରେ ହୋଇଥିବା ବେଳେ,ଫାର୍ମର ଖାତା ନଂ.୩୩୬, ପ୍ଲଟ ନଂ.୧୧୧୮ର ମୋଟ ୩୧.୬୦ ଏକର ପର୍ବତ କିସମ ବୋଲି ଅଭିଯୋଗ ହୋଇଛି।1
- Post by Dhenkanal News1
- ମାଣ୍ଡୁକା ପାହାଡ ଲୁଟ କରୁଥିବା ଦଲାଲ କଣ କହୁଛନ୍ତି ଟିକେ ଶୁଣନ୍ତୁ - ଏ କୋଉ ସାମ୍ବାଦିକ ଏମିତି ତାଙ୍କ ଠାରୁ ଚାନ୍ଦା ଖାଈଛନ୍ତି ଯେ ସେ ପେଟେଇ ପଡିଲେଣି । ସେ ସାମ୍ବାଦିକ କିଏ, ଚାନ୍ଦା ଖାଈ ଦଲାଲ ମାନଙ୍କୁ ସୁରକ୍ଷା ଦେଉଛନ୍ତି । ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଣ୍ଡୁକା ପାହାଡ ଲୁଟର ତଦନ୍ତ କରୁଥିବା ସମୟର ଦୃଶ୍ୟ1
- ଢେଙ୍କାନାଳ ସହରରେ ଆଜି ବିଭିନ୍ନ ସ୍ଥାନରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଚଢାଉକୁ ନେଇ ବ୍ୟବସାୟୀଙ୍କ ପ୍ରତିକ୍ରିୟା ପ୍ରଥମେ କମ୍ପାନୀ ବ୍ୟାନ କର ପରେ ଫାଇନ ଦେବୁ ବୋଲି1
- ଆଜି ଫାଲଗୁନ ମାସର ଅମାବସ୍ୟା ରେ ଢେଙ୍କାନାଳ ସହର ସ୍ଥିତ ବାବା ନାଗେଶ୍ୱର ମହାଦେବ ଙ୍କ ଦର୍ଶନ1
- ଅଭିନୟ କରିବା ସତରେ କେତେଯେ ଆନନ୍ଦ | ଯିଏ କରିଛି ସେ ହିଁ ଜାଣିଛି କଳାର ମହତ | ଭୁବନେଶ୍ୱର, ଓଡ଼ିଶା #bhubaneswar #odisha1