logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗୌଡ଼ଖିଲମ ଗ୍ରାମରେ ବିଜେପି ପକ୍ଷରୁ ଅକ୍ଷୟ ତୃତୀୟା ଓ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ​ରାୟଗଡ଼ା: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଓଡ଼ିଆ ପରମ୍ପରା ଅନୁଯାୟୀ କୃଷକ ଭାଇମାନେ ନିଜ ବିଲରେ ଅଖିମୁଠି ବିହନ ଅନୁକୂଳ କରି ଚାଷ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଏହି ପବିତ୍ର ତିଥିରେ ରାୟଗଡ଼ା ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ଗୌଡ଼ଖିଲମ ଗ୍ରାମରେ ଏକ ଭବ୍ୟ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ​ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରତାପ ପୁଆଲାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୋରାପୁଟ ଲୋକସଭା ପ୍ରାର୍ଥୀ ମାଝୀ କାଳିରାମ ଓ ରାୟଗଡ଼ା ବିଧାୟକ ପ୍ରାର୍ଥୀ ବସନ୍ତ ଉଲ୍ଲାକା ପ୍ରମୁଖ ଯୋଗଦେଇ ଚାଷୀମାନଙ୍କ ସହ ମିଶି ବିଧିବଦ୍ଧ ଭାବେ ବିହନ ଅନୁକୂଳ କରିଥିଲେ। ଏହି ଅବସରରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କୋଞ୍ଚାଡ଼ା ଅଶ୍ୱିନୀ, ୟାଲ୍ଲା କୋଣ୍ଡାବାବୁ, ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ଉମେଶ ଖୋସଲା, ଜିଲ୍ଲା ଉପସଭାପତି ରଜତ ମାଦାଲା ଓ ଚକ୍ର ବିଡିକା ଉପସ୍ଥିତ ରହି ଚାଷୀଙ୍କ ସମସ୍ୟା ଓ କୃଷିର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ। ​ଅନ୍ୟମାନଙ୍କ ମଧ୍ୟରେ ମହିଳା ମୋର୍ଚ୍ଚା ସଭାପତି ଲକ୍ଷ୍ମୀ ବୁରିଡିଙ୍କ ସମେତ ସ୍ଥାନୀୟ ସମିତି ସଭ୍ୟା, ସରପଞ୍ଚ ଏବଂ ବହୁ ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଚଳିତ ବର୍ଷ କୃଷି ଓ କୃଷକଙ୍କ ପାଇଁ ଶୁଭଙ୍କର ହେଉ ବୋଲି ନେତୃବୃନ୍ଦମାନେ କାମନା କରିବା ସହ କୃଷକଙ୍କ ସହଯୋଗ ପାଇଁ ସର୍ବଦା ଦଳ ପ୍ରସ୍ତୁତ ବୋଲି ମତବ୍ୟକ୍ତ କରିଥିଲେ।

2 hrs ago
user_Gunupur Updates
Gunupur Updates
Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
2 hrs ago
b2b84091-667f-4592-aff6-5c585b8f91e5

ଗୌଡ଼ଖିଲମ ଗ୍ରାମରେ ବିଜେପି ପକ୍ଷରୁ ଅକ୍ଷୟ ତୃତୀୟା ଓ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ​ରାୟଗଡ଼ା: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଓଡ଼ିଆ ପରମ୍ପରା ଅନୁଯାୟୀ କୃଷକ ଭାଇମାନେ ନିଜ ବିଲରେ ଅଖିମୁଠି ବିହନ ଅନୁକୂଳ କରି ଚାଷ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଏହି ପବିତ୍ର ତିଥିରେ ରାୟଗଡ଼ା ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ

9950622d-a946-4a37-960a-f6e227ca8111

ଗୌଡ଼ଖିଲମ ଗ୍ରାମରେ ଏକ ଭବ୍ୟ ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ​ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରତାପ ପୁଆଲାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୋରାପୁଟ ଲୋକସଭା ପ୍ରାର୍ଥୀ ମାଝୀ କାଳିରାମ ଓ ରାୟଗଡ଼ା ବିଧାୟକ ପ୍ରାର୍ଥୀ ବସନ୍ତ ଉଲ୍ଲାକା ପ୍ରମୁଖ ଯୋଗଦେଇ ଚାଷୀମାନଙ୍କ ସହ ମିଶି ବିଧିବଦ୍ଧ ଭାବେ ବିହନ ଅନୁକୂଳ

03f829d6-57d7-44a5-8057-fef31aead88a

କରିଥିଲେ। ଏହି ଅବସରରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କୋଞ୍ଚାଡ଼ା ଅଶ୍ୱିନୀ, ୟାଲ୍ଲା କୋଣ୍ଡାବାବୁ, ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ଉମେଶ ଖୋସଲା, ଜିଲ୍ଲା ଉପସଭାପତି ରଜତ ମାଦାଲା ଓ ଚକ୍ର ବିଡିକା ଉପସ୍ଥିତ ରହି ଚାଷୀଙ୍କ ସମସ୍ୟା ଓ କୃଷିର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ। ​ଅନ୍ୟମାନଙ୍କ ମଧ୍ୟରେ ମହିଳା ମୋର୍ଚ୍ଚା ସଭାପତି ଲକ୍ଷ୍ମୀ ବୁରିଡିଙ୍କ

55cf9f76-13d4-4ad7-81cd-b90a8f2f0d91

ସମେତ ସ୍ଥାନୀୟ ସମିତି ସଭ୍ୟା, ସରପଞ୍ଚ ଏବଂ ବହୁ ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଚଳିତ ବର୍ଷ କୃଷି ଓ କୃଷକଙ୍କ ପାଇଁ ଶୁଭଙ୍କର ହେଉ ବୋଲି ନେତୃବୃନ୍ଦମାନେ କାମନା କରିବା ସହ କୃଷକଙ୍କ ସହଯୋଗ ପାଇଁ ସର୍ବଦା ଦଳ ପ୍ରସ୍ତୁତ ବୋଲି ମତବ୍ୟକ୍ତ କରିଥିଲେ।

More news from ଓଡ଼ିଶା and nearby areas
  • ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା। ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି। ​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି। ​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    1
    ମହିଳା ସଂରକ୍ଷଣ ବିଲ୍‌କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା।
ମହିଳା ସଂରକ୍ଷଣ ବିଲ୍‌କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି।
​ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି।
​ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।
    user_Susanta kumar panda
    Susanta kumar panda
    ପଦ୍ମପୁର, ରାୟଗଡା, ଓଡ଼ିଶା•
    8 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    13 hrs ago
  • ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା 
ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି।
ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    11 hrs ago
  • କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୁକୁଡ଼ାଖଣ୍ତି ବ୍ଳକ ଶିହଳା ପଞ୍ଚାୟତ ର ଏକ କ୍ଷେତ ରେ ଧାନ ବୁଣା ଅନୁକୂଳ କରିବାର ସୌଭାଗ୍ୟ ଲାଭ କରିଲି ଅଖି ମୁଠି ଅନୁକୂଳ କଲେ ଭାରପ୍ରାପ୍ତ ଅଧ୍ୟକ୍ଷା , ବିଡିଓ , ଅତିରିକ୍ତ ତହସିଲଦାର, ଗୋଗାଣ ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।
    1
    କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୁକୁଡ଼ାଖଣ୍ତି ବ୍ଳକ ଶିହଳା ପଞ୍ଚାୟତ ର ଏକ କ୍ଷେତ ରେ ଧାନ ବୁଣା ଅନୁକୂଳ କରିବାର ସୌଭାଗ୍ୟ ଲାଭ କରିଲି
ଅଖି ମୁଠି ଅନୁକୂଳ କଲେ ଭାରପ୍ରାପ୍ତ ଅଧ୍ୟକ୍ଷା , ବିଡିଓ , ଅତିରିକ୍ତ ତହସିଲଦାର,
ଗୋଗାଣ ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    8 hrs ago
  • ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    1
    ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    9 hrs ago
  • ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    20 hrs ago
  • ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    1
    ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    11 hrs ago
  • ତା.19/04/2026 ରିଖ ଜିଲ୍ଲା ପ୍ରଶାସନ ଓ ଶ୍ରୀକ୍ଷେତ୍ର ପଞ୍ଚ ମହାଦେବ ସେବାୟତ ନିଯୋଗର ମିଳିତ ଆନୁକୁଲ୍ୟରେ ମହାପ୍ରଭୁଙ୍କ ର ଚଳିତ ବର୍ଷ ର ଚନ୍ଦନ ଯାତ୍ରା ଉପଲକ୍ଷେ ଏକ ପ୍ରସୂତି ବୈଠକ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ ଅଧ୍ୟକ୍ଷତାରେ ଲୋକନାଥ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା।. ଚଳିତ ବର୍ଷ ଅକ୍ଷୟ ତୃତୀୟ ଠାରୁ ଆରମ୍ଭ ହେବାକୁ ଥିବା ୨୧ ଦିନ ଧରି ଚନ୍ଦନ ଯାତ୍ରା କୁ ଯେପରି ଶାନ୍ତି ଓ ଶୃଙ୍ଖଳିତ କରିବା ସହିତ ସମସ୍ତ ନୀତି କାନ୍ତି ସଠିକ୍ ହୋଇ ପାରିବ ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।ଠାକୁର ଯିବା ଆସିବା ରାସ୍ତାରେ ମଇଳା ପାଣି ଯେପରି ନ ଭାସେ ତାହାକୁ ରୋକାଯିବା. ସ୍ତାନେ ସ୍ତାନେ ରାସ୍ତା ରେ ଛାଈ ର୍ ବ୍ଯବ୍ଯସ୍ଥା ଭୀଷଣ ତାତି କୁ ରୋକିବା ପାଇଁ ଜଳ ଢାଳି ରାସ୍ତା କୁ ଥଣ୍ଡା କରିବା,ରାତ୍ରି ସମୟରେ ଆଲୋକ ଓ ଆରକ୍ଷୀ ଅଧିକ୍ଷକଙ୍କ ପକ୍ଷରୁ ସୁରକ୍ଷା ବ୍ଯବସ୍ଥା. କୁ ସଠିକ୍ କରିବା ସହିତ ମନ୍ଦିର ରେ ଚନ୍ଦନ ଯାତ୍ରା ପାଇଁ ଆଲୋକ ବ୍ୟବସ୍ଥା କରିବା ପାଇଁ ସେବାୟତ ଙ୍କ ନିବେଦନ ରହିଥିଲା।ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ କୁ ସଠିକ୍ ଭାବେ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରିବା ସହ,ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ବ୍ୟବସ୍ଥା କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂ ସୂଚନା ଦେଇଥିଲେ।ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ରାଜ କିଶୋର ଜେନା, ଶ୍ରୀମନ୍ଦିର ଉପ ପ୍ରଶାସକ ରଞ୍ଜନ କୁମାର ବେହେରା,ସିଟି ଡିଏସପି ରଶ୍ମି ରଞ୍ଜନ ମହାପାତ୍ର, ଟାଉନ ଥାନା ଆଇଆଇସି ଗୋକୁଳ ନନ୍ଦ ଦାଶ, ଆଇଆଇସି ବାସେଳୀ ସାହି,ପଞ୍ଚୁ ମହାଦେବ କମିଟି ର୍ ସଭାପତି ରବି ନାରାୟଣ ପଣ୍ଡା, ସମ୍ପାଦକ ମଦନ ଖୁଣ୍ଟିଆ, ନରେନ୍ଦ୍ର ମହାନ୍ତି, ବୈଦ୍ୟ ନଥା ପଣ୍ଡା, ସନ୍ତୋଷ ପଣ୍ଡା, ଦାମ୍ଦର୍ ମହାପାତ୍ର,, କୃଷ୍ଣଚନ୍ଦ୍ର ଦାସ, ଗଣେଶ ମହାସୁଆର, ସନ୍ତୋଷ ପଣ୍ଡା, ରଘୁନାଥ ଖୁଣ୍ଟିଆ, କାନୁ ଚରଣ ପଣ୍ଡା, ଙ୍କ ସମେତ ପଞ୍ଚୁ ମହାଦେବ ଙ୍କ ମନ୍ଦିର ସଭାପତି, ସମ୍ପାଦକ, ଓ ବୟୋଜ୍ୟେଷ୍ଠ ସଦସ୍ୟ ରହି ଆଲୋଚନା ରେ ଭାଗ ନେଇଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ତା.19/04/2026 ରିଖ 
ଜିଲ୍ଲା ପ୍ରଶାସନ ଓ ଶ୍ରୀକ୍ଷେତ୍ର ପଞ୍ଚ ମହାଦେବ ସେବାୟତ ନିଯୋଗର ମିଳିତ ଆନୁକୁଲ୍ୟରେ ମହାପ୍ରଭୁଙ୍କ ର ଚଳିତ ବର୍ଷ ର ଚନ୍ଦନ ଯାତ୍ରା ଉପଲକ୍ଷେ ଏକ  ପ୍ରସୂତି ବୈଠକ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ ଅଧ୍ୟକ୍ଷତାରେ ଲୋକନାଥ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା।.
ଚଳିତ ବର୍ଷ ଅକ୍ଷୟ ତୃତୀୟ ଠାରୁ ଆରମ୍ଭ ହେବାକୁ ଥିବା ୨୧ ଦିନ ଧରି ଚନ୍ଦନ ଯାତ୍ରା କୁ ଯେପରି ଶାନ୍ତି ଓ ଶୃଙ୍ଖଳିତ କରିବା  ସହିତ ସମସ୍ତ ନୀତି କାନ୍ତି ସଠିକ୍ ହୋଇ ପାରିବ ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।ଠାକୁର  ଯିବା ଆସିବା ରାସ୍ତାରେ ମଇଳା ପାଣି ଯେପରି ନ ଭାସେ ତାହାକୁ ରୋକାଯିବା. ସ୍ତାନେ ସ୍ତାନେ ରାସ୍ତା ରେ ଛାଈ ର୍  
ବ୍ଯବ୍ଯସ୍ଥା ଭୀଷଣ ତାତି କୁ ରୋକିବା ପାଇଁ  ଜଳ ଢାଳି ରାସ୍ତା କୁ ଥଣ୍ଡା କରିବା,ରାତ୍ରି ସମୟରେ ଆଲୋକ ଓ ଆରକ୍ଷୀ ଅଧିକ୍ଷକଙ୍କ ପକ୍ଷରୁ ସୁରକ୍ଷା ବ୍ଯବସ୍ଥା. କୁ ସଠିକ୍ କରିବା ସହିତ ମନ୍ଦିର ରେ ଚନ୍ଦନ ଯାତ୍ରା ପାଇଁ ଆଲୋକ ବ୍ୟବସ୍ଥା କରିବା ପାଇଁ ସେବାୟତ ଙ୍କ ନିବେଦନ ରହିଥିଲା।ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ କୁ ସଠିକ୍ ଭାବେ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରିବା ସହ,ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ବ୍ୟବସ୍ଥା କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂ ସୂଚନା ଦେଇଥିଲେ।ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ରାଜ କିଶୋର ଜେନା, ଶ୍ରୀମନ୍ଦିର ଉପ ପ୍ରଶାସକ ରଞ୍ଜନ କୁମାର ବେହେରା,ସିଟି ଡିଏସପି  ରଶ୍ମି ରଞ୍ଜନ ମହାପାତ୍ର, ଟାଉନ ଥାନା ଆଇଆଇସି ଗୋକୁଳ ନନ୍ଦ ଦାଶ, ଆଇଆଇସି ବାସେଳୀ ସାହି,ପଞ୍ଚୁ ମହାଦେବ କମିଟି ର୍ ସଭାପତି ରବି ନାରାୟଣ ପଣ୍ଡା, ସମ୍ପାଦକ ମଦନ ଖୁଣ୍ଟିଆ,
ନରେନ୍ଦ୍ର ମହାନ୍ତି, ବୈଦ୍ୟ ନଥା ପଣ୍ଡା, ସନ୍ତୋଷ ପଣ୍ଡା, ଦାମ୍ଦର୍ ମହାପାତ୍ର,, କୃଷ୍ଣଚନ୍ଦ୍ର ଦାସ, ଗଣେଶ ମହାସୁଆର, ସନ୍ତୋଷ ପଣ୍ଡା, ରଘୁନାଥ ଖୁଣ୍ଟିଆ, କାନୁ ଚରଣ ପଣ୍ଡା, ଙ୍କ ସମେତ ପଞ୍ଚୁ ମହାଦେବ ଙ୍କ ମନ୍ଦିର ସଭାପତି, ସମ୍ପାଦକ, ଓ ବୟୋଜ୍ୟେଷ୍ଠ ସଦସ୍ୟ ରହି ଆଲୋଚନା ରେ ଭାଗ ନେଇଥିଲେ।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    11 hrs ago
  • ବ୍ଳକ ଥୁଆମୂଳ ରାମପୁର ର ଦେଖନ୍ତୁ 🙏🙏🙏
    1
    ବ୍ଳକ ଥୁଆମୂଳ ରାମପୁର ର ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.