logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ ଅଭିଯୋଗ ଆଣିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି ଏସଡିପିଓ ଓ ଅନ୍ୟ ଦୁଇ ପୋଲିସ ଅଫିସରଙ୍କ ନାଁରେ ଅଭିଯୋଗ ଆଣି ସେ କହିଛନ୍ତି, ବିନା ଅନୁମତିରେ ପୋଲିସ ଘରେ ପ୍ରବେଶକରିଥିଲେ। ଘରେ ନ ଥିବା ବେଳେ କବାଟ ଝରକା ଭାଙ୍ଗି ପଶିଥିବା ଅଭିଯୋଗ ହୋଇଛି।ବିଧାନସଭା ଚାଲିଥିବା ବେଳେ ବାଚସ୍ପତିଙ୍କ ଅନୁମତି ନ ନେଇ କିମିତି ପୋଲିସ ପଶିଲା ବୋଲି ସେ ଅଭିଯୋଗ କରିଛନ୍ତି।ଝିଅ ଓ ମହିଳା ସହକର୍ମୀଙ୍କ ପ୍ରତି ଦୁର୍ବ୍ୟବହାର ଅଭିଯୋଗ ମଧ୍ୟ ସେ କରିଛନ୍ତି।

1 hr ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
1 hr ago

କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ ଅଭିଯୋଗ ଆଣିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି ଏସଡିପିଓ ଓ ଅନ୍ୟ ଦୁଇ ପୋଲିସ ଅଫିସରଙ୍କ ନାଁରେ ଅଭିଯୋଗ ଆଣି ସେ କହିଛନ୍ତି, ବିନା ଅନୁମତିରେ ପୋଲିସ ଘରେ ପ୍ରବେଶକରିଥିଲେ। ଘରେ ନ ଥିବା ବେଳେ କବାଟ ଝରକା ଭାଙ୍ଗି ପଶିଥିବା ଅଭିଯୋଗ ହୋଇଛି।ବିଧାନସଭା ଚାଲିଥିବା ବେଳେ ବାଚସ୍ପତିଙ୍କ ଅନୁମତି ନ ନେଇ କିମିତି ପୋଲିସ ପଶିଲା ବୋଲି ସେ ଅଭିଯୋଗ କରିଛନ୍ତି।ଝିଅ ଓ ମହିଳା ସହକର୍ମୀଙ୍କ ପ୍ରତି ଦୁର୍ବ୍ୟବହାର ଅଭିଯୋଗ ମଧ୍ୟ ସେ କରିଛନ୍ତି।

More news from ଓଡ଼ିଶା and nearby areas
  • ଏସଡିପିଓ ଓ ଅନ୍ୟ ଦୁଇ ପୋଲିସ ଅଫିସରଙ୍କ ନାଁରେ ଅଭିଯୋଗ ଆଣି ସେ କହିଛନ୍ତି, ବିନା ଅନୁମତିରେ ପୋଲିସ ଘରେ ପ୍ରବେଶକରିଥିଲେ। ଘରେ ନ ଥିବା ବେଳେ କବାଟ ଝରକା ଭାଙ୍ଗି ପଶିଥିବା ଅଭିଯୋଗ ହୋଇଛି।ବିଧାନସଭା ଚାଲିଥିବା ବେଳେ ବାଚସ୍ପତିଙ୍କ ଅନୁମତି ନ ନେଇ କିମିତି ପୋଲିସ ପଶିଲା ବୋଲି ସେ ଅଭିଯୋଗ କରିଛନ୍ତି।ଝିଅ ଓ ମହିଳା ସହକର୍ମୀଙ୍କ ପ୍ରତି ଦୁର୍ବ୍ୟବହାର ଅଭିଯୋଗ ମଧ୍ୟ ସେ କରିଛନ୍ତି।
    1
    ଏସଡିପିଓ ଓ ଅନ୍ୟ ଦୁଇ ପୋଲିସ ଅଫିସରଙ୍କ ନାଁରେ ଅଭିଯୋଗ ଆଣି ସେ କହିଛନ୍ତି, ବିନା ଅନୁମତିରେ ପୋଲିସ ଘରେ ପ୍ରବେଶକରିଥିଲେ। ଘରେ ନ ଥିବା ବେଳେ କବାଟ ଝରକା ଭାଙ୍ଗି ପଶିଥିବା ଅଭିଯୋଗ ହୋଇଛି।ବିଧାନସଭା ଚାଲିଥିବା ବେଳେ ବାଚସ୍ପତିଙ୍କ ଅନୁମତି ନ ନେଇ କିମିତି ପୋଲିସ ପଶିଲା ବୋଲି ସେ ଅଭିଯୋଗ କରିଛନ୍ତି।ଝିଅ ଓ ମହିଳା ସହକର୍ମୀଙ୍କ ପ୍ରତି ଦୁର୍ବ୍ୟବହାର ଅଭିଯୋଗ ମଧ୍ୟ ସେ କରିଛନ୍ତି।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • Post by Sibanava Panda
    1
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    12 hrs ago
  • ଦେଖନ୍ତୁ କେମିତି ନିଆଁ ଲଗାଉଛି ଏହି ମହିଳା। ହାଇକୋର୍ଟ ପାଖରେ ଲାଗିଥିବା ନିଆଁର ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିଲା। ନିଆଁରେ ଜଳି ପାଉଁଶ ହୋଇଗଲା ୫ ଟି ଗାଡ଼ି। ଏହି ମହିଳା ହାଇକୋର୍ଟ ନିକଟରେ ଲଗାଇଥିଲେ ନିଆଁ। ନିଆଁ ଲାଗି ୪ ଟି ବାଇକ୍ ସମେତ ଏକ ସ୍କୋର୍ପିଓ ଗାଡ଼ି ସମ୍ପୂର୍ଣ୍ଣ ଭାବେ ଜଳି ପାଉଁଶ ହୋଇଯାଇଛି।
    1
    ଦେଖନ୍ତୁ କେମିତି ନିଆଁ ଲଗାଉଛି ଏହି ମହିଳା। ହାଇକୋର୍ଟ ପାଖରେ ଲାଗିଥିବା ନିଆଁର ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିଲା। ନିଆଁରେ ଜଳି ପାଉଁଶ ହୋଇଗଲା ୫ ଟି ଗାଡ଼ି। ଏହି ମହିଳା ହାଇକୋର୍ଟ ନିକଟରେ ଲଗାଇଥିଲେ ନିଆଁ। ନିଆଁ ଲାଗି ୪ ଟି ବାଇକ୍ ସମେତ ଏକ ସ୍କୋର୍ପିଓ ଗାଡ଼ି ସମ୍ପୂର୍ଣ୍ଣ ଭାବେ ଜଳି ପାଉଁଶ ହୋଇଯାଇଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
  • ଜଣେ ମହିଳା ନିଜର ଅସନ୍ତୋଷ ପ୍ରକାଶ କରିବାକୁ ଯାଇ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସ୍ୱୀକାର କରିଛନ୍ତି, ଯାହା ଫଳରେ ଏକ ବୋଲେରୋ ସମେତ ୪ଟି ଗାଡ଼ି ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଘଟାଇଥିବା ଅଭିଯୁକ୍ତ ମହିଳା ଜଣକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିରିଡି ଥାନା ଅଞ୍ଚଳର ମିନୋତି ସାହୁ। ଘଟଣା ପରେ ପୋଲିସ ତାଙ୍କୁ କାବୁ କରି ଅଟକ ରଖିଛି। ମିନତିଙ୍କ କହିବା ଅନୁସାରେ, ସେ ଦୀର୍ଘ ଦିନ ଧରି ନିଜର କିଛି ବ୍ୟକ୍ତିଗତ ଓ ଆଇନଗତ ସମସ୍ୟାର ସମାଧାନ ପାଇଁ ପୋଲିସର ଦ୍ୱାରସ୍ଥ ହେଉଥିଲେ। ମାତ୍ର ପୋଲିସ ତାଙ୍କ କଥା ଶୁଣିବା ପରିବର୍ତ୍ତେ ତାଙ୍କୁ ସହାୟତା କରିବାକୁ ମନା କରିଦେଇଥିଲା। ଏହି ଅବହେଳା ଓ ଅନ୍ୟାୟର ପ୍ରତିଶୋଧ ନେବା ପାଇଁ ସେ ହାଇକୋର୍ଟ ପରିସରକୁ ବାଛିଥିଲେ। ବଡ଼ କଥା ହେଉଛି କି ଏପରି କରିବା ପାଇଁ ମିନତୀ ଏକ ଷଡ଼ଯନ୍ତ୍ର । ସେ ଯୋଜନାବଦ୍ଧ ଭାବେ ଗଣେଶ ଘାଟ ନିକଟସ୍ଥ ଏକ ପେଟ୍ରୋଲ ପମ୍ପରୁ ପେଟ୍ରୋଲ କିଣିଥିଲେ। ଏକ କପଡ଼ାରେ ପେଟ୍ରୋଲ ଢାଳି ସେଥିରେ ନିଆଁ ଲଗାଇ ସେ ହାଇକୋର୍ଟ କ୍ୟାମ୍ପସ ଭିତରକୁ ଫିଙ୍ଗିବାକୁ ଚେଷ୍ଟା କରିଥିଲେ। ତାଙ୍କର ଲକ୍ଷ୍ୟ ଥିଲା କୋର୍ଟ ପରିସର ଭିତରେ ନିଆଁ ଲଗାଇବା। ମାତ୍ର ସେ ଫିଙ୍ଗିଥିବା ନିଆଁ ଲଗା କପଡ଼ାଟି କୋର୍ଟର ପାଚେରୀରେ ବାଜି ରାସ୍ତା କଡ଼ରେ ପାର୍କିଂ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ପଡ଼ିଥିଲା। ନିମିଷକ ମଧ୍ୟରେ ନିଆଁ ଭୟଙ୍କର ରୂପ ଧାରଣ କରି ବୋଲେରୋ, ଇଲେକ୍ଟ୍ରିକ୍ ସ୍କୁଟି ଓ ବାଇକ୍‌କୁ ଜାଳି ଦେଇଥିଲା। ବଡ଼ କଥା ହେଉଛି କି ମିନତି ଏହି କାଣ୍ଡ ଘଟାଇବା ପୂର୍ଵରୁ ନିଜ ମୋବାଇଲଟିକୁ ସ୍ଥାନୀୟ ଜଣେ ବ୍ୟକ୍ତିଙ୍କୁ ଦେଇ ଏହାର ଭିଡିଓ ମଧ୍ୟ କରିଛନ୍ତି. Byt - ଉକ୍ତ ମହିଳା
    4
    ଜଣେ ମହିଳା ନିଜର ଅସନ୍ତୋଷ ପ୍ରକାଶ କରିବାକୁ ଯାଇ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସ୍ୱୀକାର କରିଛନ୍ତି, ଯାହା ଫଳରେ ଏକ ବୋଲେରୋ ସମେତ ୪ଟି ଗାଡ଼ି ଜଳି ପାଉଁଶ ହୋଇଯାଇଛି।
ଅଗ୍ନିକାଣ୍ଡ ଘଟାଇଥିବା ଅଭିଯୁକ୍ତ ମହିଳା ଜଣକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିରିଡି ଥାନା ଅଞ୍ଚଳର ମିନୋତି ସାହୁ। ଘଟଣା ପରେ ପୋଲିସ ତାଙ୍କୁ କାବୁ କରି ଅଟକ ରଖିଛି।
ମିନତିଙ୍କ କହିବା ଅନୁସାରେ, ସେ ଦୀର୍ଘ ଦିନ ଧରି ନିଜର କିଛି ବ୍ୟକ୍ତିଗତ ଓ ଆଇନଗତ ସମସ୍ୟାର ସମାଧାନ ପାଇଁ ପୋଲିସର ଦ୍ୱାରସ୍ଥ ହେଉଥିଲେ। ମାତ୍ର ପୋଲିସ ତାଙ୍କ କଥା ଶୁଣିବା ପରିବର୍ତ୍ତେ ତାଙ୍କୁ ସହାୟତା କରିବାକୁ ମନା କରିଦେଇଥିଲା। ଏହି ଅବହେଳା ଓ ଅନ୍ୟାୟର ପ୍ରତିଶୋଧ ନେବା ପାଇଁ ସେ ହାଇକୋର୍ଟ ପରିସରକୁ ବାଛିଥିଲେ। ବଡ଼ କଥା ହେଉଛି କି ଏପରି କରିବା ପାଇଁ ମିନତୀ ଏକ ଷଡ଼ଯନ୍ତ୍ର । ସେ ଯୋଜନାବଦ୍ଧ ଭାବେ ଗଣେଶ ଘାଟ ନିକଟସ୍ଥ ଏକ ପେଟ୍ରୋଲ ପମ୍ପରୁ ପେଟ୍ରୋଲ କିଣିଥିଲେ। ଏକ କପଡ଼ାରେ ପେଟ୍ରୋଲ ଢାଳି ସେଥିରେ ନିଆଁ ଲଗାଇ ସେ ହାଇକୋର୍ଟ କ୍ୟାମ୍ପସ ଭିତରକୁ ଫିଙ୍ଗିବାକୁ ଚେଷ୍ଟା କରିଥିଲେ। ତାଙ୍କର ଲକ୍ଷ୍ୟ ଥିଲା କୋର୍ଟ ପରିସର ଭିତରେ ନିଆଁ ଲଗାଇବା। ମାତ୍ର ସେ ଫିଙ୍ଗିଥିବା ନିଆଁ ଲଗା କପଡ଼ାଟି କୋର୍ଟର ପାଚେରୀରେ ବାଜି ରାସ୍ତା କଡ଼ରେ ପାର୍କିଂ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ପଡ଼ିଥିଲା। ନିମିଷକ ମଧ୍ୟରେ ନିଆଁ ଭୟଙ୍କର ରୂପ ଧାରଣ କରି ବୋଲେରୋ, ଇଲେକ୍ଟ୍ରିକ୍ ସ୍କୁଟି ଓ ବାଇକ୍‌କୁ ଜାଳି ଦେଇଥିଲା। ବଡ଼ କଥା ହେଉଛି କି ମିନତି ଏହି କାଣ୍ଡ ଘଟାଇବା ପୂର୍ଵରୁ ନିଜ ମୋବାଇଲଟିକୁ ସ୍ଥାନୀୟ ଜଣେ ବ୍ୟକ୍ତିଙ୍କୁ ଦେଇ ଏହାର ଭିଡିଓ ମଧ୍ୟ କରିଛନ୍ତି.
Byt - ଉକ୍ତ ମହିଳା
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    7 hrs ago
  • Post by MD MOBIN ANSARI
    1
    Post by MD MOBIN ANSARI
    user_MD MOBIN ANSARI
    MD MOBIN ANSARI
    କଟକ ସଦର, କଟକ, ଓଡ଼ିଶା•
    8 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    ଚୌଦ୍ୱାର, କଟକ, ଓଡ଼ିଶା•
    27 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.