logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପ୍ରବେଶ ଉତ୍ସବ ଓ ଖଡିଛୁଆଁ ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ ରାୟଗଡ଼:-୪/୪/ ଜିଲ୍ଲାରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମର ଜିଲ୍ଲାପାଳ ଶ୍ରୀଯୁକ୍ତ ଆଶୁତୋଷ କୁଲକର୍ଣ୍ଣି ଶନିବାର ଦିନ ଶୁଭାରମ୍ଭ କରିଛନ୍ତି | ସ୍ଥାନୀୟ ଗାନ୍ଧୀନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହାର ଆୟୋଜନ କରାଯାଇଥିଲା | ପ୍ରବେଶ ଉତ୍ସବରେ ଜିଲ୍ଲାପାଳଙ୍କ ସମେତ ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶାନ୍ତିଲତା ମୁନି ଓ ସସ୍ମିତା ବେହେରା, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଛବିଲାଲ ସିଂ, ସମଗ୍ର ଶିକ୍ଷା କାର୍ଯ୍ୟାଳୟର ପେଡାଗୋଜି ସଂଯୋଜକ ଜ୍ଞାନ ରଞ୍ଜନ ସାହୁ, ଭିନ୍ନକ୍ଷମ ସଂଯୋଜକ ପ୍ରଦୀପ କୁମାର ସାହୁ ପ୍ରମୂଖ ଉପସ୍ଥିତ ରହି ମା ବିଦ୍ୟାଦାୟିନୀ ସରସ୍ୱତୀଙ୍କ ପ୍ରତିମୂର୍ତ୍ତିରେ ପୂଜା ଅର୍ଚ୍ଚନା ପରେ ଶିଶୁ ବାଟିକାରେ ନାମ ଲେଖାଇଥିବା ଶିଶୁଙ୍କୁ ସିଲଟରେ ଖଡି ଛୁଆଇଁ ଶିକ୍ଷାରମ୍ଭ କରାଇଥିଲେ | ମୋଟ ପଚିଶି ଜଣ ଶିଶୁଙ୍କୁ ଖଡି ଛୁଆଇଁ ଶିକ୍ଷାରମ୍ଭ କରାଇବା ସହ ଶିକ୍ଷଣ କିଟ ବଣ୍ଟନ କରାଯାଇଥିଲା |ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ କୁଲକର୍ଣ୍ଣି ଖେଳଘର ଷ୍ଟଲ, ଗପ ରାଇଜ ଷ୍ଟଲ ଓ ରଙ୍ଗ ପସରା ଷ୍ଟଲ ଗୁଡିକର ଉଦଘାଟନ କରିଥିଲେ ଏବଂ ଷ୍ଟଲ୍ ଗୁଡିକ ପରିଦର୍ଶନ କରିଥିଲେ | ଉପସ୍ଥିତ ପିତାମାତା ଓ ଅଭିଭାବକଙ୍କୁ ପାଞ୍ଚ ବର୍ଷ ରୁ ଉର୍ଦ୍ଧ ଶିଶୁଙ୍କୁ ଶିଶୁବାଟିକା ଓ ଛଅ ବର୍ଷରୁ ଉର୍ଦ୍ଧ ଶିଶୁଙ୍କୁ ପ୍ରଥମ ଶ୍ରେଣୀରେ ନାମଲେଖା ନିମନ୍ତେ ନିଜ ଅଭିଭାଷଣରେ ସଚେତନ କରିଥିଲେ | ଏହି ଅବସରରେ ପ୍ରବେଶ ଉତ୍ସବର ପ୍ରଚାର ଓ ପ୍ରସାର ନିମନ୍ତେ ପୋଷ୍ଟର ଓ ପ୍ରଚାର ପତ୍ରିକାର ଉନ୍ମୋଚନ କରାଯାଇଥିଲା | ଶେଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ କୁଲକର୍ଣ୍ଣି ସଚେତନତା ରଥଙ୍କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ | ସେହିପରି ରାୟଗଡ଼ ଜିଲ୍ଲାର ଏଗାର ଗୋଟି ବ୍ଳକରେ ସଚେତନତା ରଥ ଶୁଭାରମ୍ଭ କରିବାସହ ଗୋଟିଏ ଦିନରେ ତିନିଶହ ଶିଶୁଙ୍କୁ ଖଡି ଛୁଆଁ ସହ ବିଦ୍ୟାଳୟ କିଟ ବଣ୍ଟନ କରାଯାଇଥିଲା | ଚଳିତ ପ୍ରବେଶ ଉତ୍ସବରେ 9721 ଜଣ ଶିଶୁ ବାଟିକାରେ, 11339 ଜଣଙ୍କୁ ପ୍ରଥମ ଶ୍ରେଣୀ ଓ 11569 ଜଣ ଶିଶୁଙ୍କୁ ସେପ୍ଟେମ୍ବର 2026 ସୁଦ୍ଧା ଏପରି ମୋଟ 32629 ଜଣଙ୍କୁ ନୂତନ ଭାବେ ବିଦ୍ୟାଳୟରେ ନାମଲେଖା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ଥିବା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶାନ୍ତିଲତା ମୁନି ପ୍ରକାଶ କରିଛନ୍ତି | ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମର ପରିଚାଳନା କରିଥିଲେ | ଗାନ୍ଧୀନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରତାପ ବାତ୍ରିଆ, ସମଗ୍ର ଶିକ୍ଷା ଅଭିଯାନ ର ପ୍ରୋଗ୍ରାମର ଦିଲ୍ଲୀପ କୁମାର ଶାବତ, ଦୀପକ କୁମାର ରାଉତ, ନରେଶ ସିଂ, ନୀଳାଞ୍ଚଳ ମିଶ୍ର, ସମସ୍ତ ସିଆରସିସି ଓ ଶିକ୍ଷକ, ଶିକ୍ଷୟିତ୍ରୀ ବୃନ୍ଦ ସହଯୋଗ କରିଥିଲେ |

15 hrs ago
user_Debiprasad Mohanty
Debiprasad Mohanty
ରାୟଗଡା, ରାୟଗଡା, ଓଡ଼ିଶା•
15 hrs ago
ce68dc69-3113-44b1-9195-5a51a8a0c4ab

ପ୍ରବେଶ ଉତ୍ସବ ଓ ଖଡିଛୁଆଁ ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ ରାୟଗଡ଼:-୪/୪/ ଜିଲ୍ଲାରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମର ଜିଲ୍ଲାପାଳ ଶ୍ରୀଯୁକ୍ତ ଆଶୁତୋଷ କୁଲକର୍ଣ୍ଣି ଶନିବାର ଦିନ ଶୁଭାରମ୍ଭ କରିଛନ୍ତି | ସ୍ଥାନୀୟ ଗାନ୍ଧୀନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହାର ଆୟୋଜନ କରାଯାଇଥିଲା | ପ୍ରବେଶ ଉତ୍ସବରେ ଜିଲ୍ଲାପାଳଙ୍କ ସମେତ ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶାନ୍ତିଲତା ମୁନି ଓ ସସ୍ମିତା ବେହେରା, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଛବିଲାଲ ସିଂ, ସମଗ୍ର ଶିକ୍ଷା କାର୍ଯ୍ୟାଳୟର ପେଡାଗୋଜି ସଂଯୋଜକ ଜ୍ଞାନ ରଞ୍ଜନ ସାହୁ, ଭିନ୍ନକ୍ଷମ ସଂଯୋଜକ ପ୍ରଦୀପ କୁମାର ସାହୁ ପ୍ରମୂଖ ଉପସ୍ଥିତ ରହି ମା ବିଦ୍ୟାଦାୟିନୀ ସରସ୍ୱତୀଙ୍କ ପ୍ରତିମୂର୍ତ୍ତିରେ ପୂଜା ଅର୍ଚ୍ଚନା ପରେ ଶିଶୁ ବାଟିକାରେ ନାମ ଲେଖାଇଥିବା ଶିଶୁଙ୍କୁ ସିଲଟରେ ଖଡି ଛୁଆଇଁ ଶିକ୍ଷାରମ୍ଭ କରାଇଥିଲେ | ମୋଟ ପଚିଶି ଜଣ ଶିଶୁଙ୍କୁ ଖଡି ଛୁଆଇଁ ଶିକ୍ଷାରମ୍ଭ କରାଇବା ସହ ଶିକ୍ଷଣ କିଟ ବଣ୍ଟନ କରାଯାଇଥିଲା |ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ କୁଲକର୍ଣ୍ଣି ଖେଳଘର ଷ୍ଟଲ, ଗପ ରାଇଜ ଷ୍ଟଲ ଓ ରଙ୍ଗ ପସରା ଷ୍ଟଲ ଗୁଡିକର ଉଦଘାଟନ କରିଥିଲେ ଏବଂ ଷ୍ଟଲ୍ ଗୁଡିକ ପରିଦର୍ଶନ କରିଥିଲେ | ଉପସ୍ଥିତ ପିତାମାତା ଓ ଅଭିଭାବକଙ୍କୁ ପାଞ୍ଚ ବର୍ଷ ରୁ ଉର୍ଦ୍ଧ ଶିଶୁଙ୍କୁ

1fcf9223-1882-42eb-800e-c805851b16f1

ଶିଶୁବାଟିକା ଓ ଛଅ ବର୍ଷରୁ ଉର୍ଦ୍ଧ ଶିଶୁଙ୍କୁ ପ୍ରଥମ ଶ୍ରେଣୀରେ ନାମଲେଖା ନିମନ୍ତେ ନିଜ ଅଭିଭାଷଣରେ ସଚେତନ କରିଥିଲେ | ଏହି ଅବସରରେ ପ୍ରବେଶ ଉତ୍ସବର ପ୍ରଚାର ଓ ପ୍ରସାର ନିମନ୍ତେ ପୋଷ୍ଟର ଓ ପ୍ରଚାର ପତ୍ରିକାର ଉନ୍ମୋଚନ କରାଯାଇଥିଲା | ଶେଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ କୁଲକର୍ଣ୍ଣି ସଚେତନତା ରଥଙ୍କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ | ସେହିପରି ରାୟଗଡ଼ ଜିଲ୍ଲାର ଏଗାର ଗୋଟି ବ୍ଳକରେ ସଚେତନତା ରଥ ଶୁଭାରମ୍ଭ କରିବାସହ ଗୋଟିଏ ଦିନରେ ତିନିଶହ ଶିଶୁଙ୍କୁ ଖଡି ଛୁଆଁ ସହ ବିଦ୍ୟାଳୟ କିଟ ବଣ୍ଟନ କରାଯାଇଥିଲା | ଚଳିତ ପ୍ରବେଶ ଉତ୍ସବରେ 9721 ଜଣ ଶିଶୁ ବାଟିକାରେ, 11339 ଜଣଙ୍କୁ ପ୍ରଥମ ଶ୍ରେଣୀ ଓ 11569 ଜଣ ଶିଶୁଙ୍କୁ ସେପ୍ଟେମ୍ବର 2026 ସୁଦ୍ଧା ଏପରି ମୋଟ 32629 ଜଣଙ୍କୁ ନୂତନ ଭାବେ ବିଦ୍ୟାଳୟରେ ନାମଲେଖା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ଥିବା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଶାନ୍ତିଲତା ମୁନି ପ୍ରକାଶ କରିଛନ୍ତି | ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମର ପରିଚାଳନା କରିଥିଲେ | ଗାନ୍ଧୀନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରତାପ ବାତ୍ରିଆ, ସମଗ୍ର ଶିକ୍ଷା ଅଭିଯାନ ର ପ୍ରୋଗ୍ରାମର ଦିଲ୍ଲୀପ କୁମାର ଶାବତ, ଦୀପକ କୁମାର ରାଉତ, ନରେଶ ସିଂ, ନୀଳାଞ୍ଚଳ ମିଶ୍ର, ସମସ୍ତ ସିଆରସିସି ଓ ଶିକ୍ଷକ, ଶିକ୍ଷୟିତ୍ରୀ ବୃନ୍ଦ ସହଯୋଗ କରିଥିଲେ |

More news from ଓଡ଼ିଶା and nearby areas
  • ଏମ୍ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଟିକିରି ପକ୍ଷରୁ ବିଦ୍ୟାଳୟ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ
    1
    ଏମ୍  ଶ୍ରୀ  ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ  ଟିକିରି ପକ୍ଷରୁ   
ବିଦ୍ୟାଳୟ ପ୍ରବେଶ ଉତ୍ସବ  କାର୍ଯ୍ୟକ୍ରମ
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    23 hrs ago
  • ବେଦାନ୍ତ କମ୍ପାନୀ କରିବା ପାଇଁ ତିଜିମାଳି କାମ କରିବା ପାଇଁ ଦେଖନ୍ତୁ 🙏🙏🙏
    1
    ବେଦାନ୍ତ କମ୍ପାନୀ କରିବା ପାଇଁ ତିଜିମାଳି କାମ କରିବା ପାଇଁ ଦେଖନ୍ତୁ 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    21 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    2 hrs ago
  • ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ଭବାନୀପାଟଣା : ତା. ୦୪.୦୪.୨୦୨୬ – ଓଡିଆ ପକ୍ଷ ପାଳନ ଅବସରରେ ଆଜି ଥୁଆପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କଳାହାଣ୍ଡି ପାୱାର ସଚିନ ପ୍ରକାଶ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ ଏବଂ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟପୁସ୍ତକ ଜିଲ୍ଲାପାଳଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା । ଏହି ସମାବେଶରେ ଜିଲ୍ଲାପାଳ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ସମସ୍ତେ ଭଲ ପାଠ ପଢି ଭଲ ମଣିଷ ହେବାପାଇଁ ଆହ୍ଵାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭବାନୀପାଟଣା ଚନ୍ଦନ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତପିମଣି ଜାନୀ, ଏ.ବି.ଇ.ଓ. ଜଗଦୀଶ ଚନ୍ଦ୍ର ମୁଣ୍ଡ, ଜିଲ୍ଲାପରିଷଦ ସଭ୍ୟ ଦୟାନିଧି ନାଏକ, ସରପଞ୍ଚ ଦିଗାମ୍ବର ଲୁହା, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏମ୍. ନାଗେଶ୍ଵର ରାଓ ପ୍ରମୁଖ ଯୋଗଦେଇଥିଲେ । ପ୍ରକାଶ ଥାଉକି ଓଡିଆ ପକ୍ଷ ପାଳନ ଏପ୍ରିଲ ପହିଲା ଓଡ଼ିଶା ଦିବସ ରୁ ଆରମ୍ଭ କରାଯାଇଅଛି ଏହା ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରାଯିବ । ଶେଷରେ ଏ.ବି.ଇ.ଓ. ଶ୍ରୀ ମୁଣ୍ଡ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । କଳାହାଣ୍ଡିରୁ ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ
    4
    ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ 
ଭବାନୀପାଟଣା : ତା. ୦୪.୦୪.୨୦୨୬ – ଓଡିଆ ପକ୍ଷ ପାଳନ ଅବସରରେ ଆଜି ଥୁଆପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ କଳାହାଣ୍ଡି ପାୱାର ସଚିନ ପ୍ରକାଶ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ ଏବଂ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପାଠ୍ୟପୁସ୍ତକ ଜିଲ୍ଲାପାଳଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା । ଏହି ସମାବେଶରେ ଜିଲ୍ଲାପାଳ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ସମସ୍ତେ ଭଲ ପାଠ ପଢି ଭଲ ମଣିଷ ହେବାପାଇଁ ଆହ୍ଵାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭବାନୀପାଟଣା ଚନ୍ଦନ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତପିମଣି ଜାନୀ, ଏ.ବି.ଇ.ଓ. ଜଗଦୀଶ ଚନ୍ଦ୍ର ମୁଣ୍ଡ, ଜିଲ୍ଲାପରିଷଦ ସଭ୍ୟ ଦୟାନିଧି ନାଏକ, ସରପଞ୍ଚ ଦିଗାମ୍ବର ଲୁହା, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏମ୍. ନାଗେଶ୍ଵର ରାଓ ପ୍ରମୁଖ ଯୋଗଦେଇଥିଲେ । ପ୍ରକାଶ ଥାଉକି ଓଡିଆ ପକ୍ଷ ପାଳନ ଏପ୍ରିଲ ପହିଲା ଓଡ଼ିଶା ଦିବସ ରୁ ଆରମ୍ଭ କରାଯାଇଅଛି ଏହା ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରାଯିବ । ଶେଷରେ ଏ.ବି.ଇ.ଓ. ଶ୍ରୀ ମୁଣ୍ଡ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।
କଳାହାଣ୍ଡିରୁ ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ
    user_ରିତେଶ ମୁଣ୍ଡ କୋକସରା ମେଡ଼ିଆ
    ରିତେଶ ମୁଣ୍ଡ କୋକସରା ମେଡ଼ିଆ
    Press advisory Kokasara, Kalahandi•
    13 hrs ago
  • ଗୋଟିଏ ଦିନ ପାଇଁ ମନେ ପଡିଲା ଓଡିଆ ଅସ୍ମିତାର କଥା ଜୟପୁରରେ ଓଡିଆ ପକ୍ଷ ପାଳନ: ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ ପକ୍ଷରୁ ଓଡିଆ ନାମ ଫଳକ ଅଭିଯାନରେ ସଚେତନତା ପଦଯାତ୍ରା
    1
    ଗୋଟିଏ ଦିନ ପାଇଁ ମନେ ପଡିଲା ଓଡିଆ ଅସ୍ମିତାର କଥା ଜୟପୁରରେ ଓଡିଆ ପକ୍ଷ ପାଳନ: ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ ପକ୍ଷରୁ ଓଡିଆ ନାମ ଫଳକ ଅଭିଯାନରେ ସଚେତନତା ପଦଯାତ୍ରା
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    19 hrs ago
  • Post by Tikeswar Bhaisal
    1
    Post by Tikeswar Bhaisal
    user_Tikeswar Bhaisal
    Tikeswar Bhaisal
    ଧରମଗଡ଼, କଳାହାଣ୍ଡି, ଓଡ଼ିଶା•
    23 hrs ago
  • ଜୟପୁର ଠାରେ ବହୁ ଉତ୍ସାହ ଓ ଆନନ୍ଦର ସହିତ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂତନ ଶିକ୍ଷାବର୍ଷ ଆରମ୍ଭ ଅବସରରେ ଛୋଟ ଛୋଟ ଶିଶୁମାନଙ୍କୁ ବିଦ୍ୟାଳୟରେ ଶିକ୍ଷା ଯାତ୍ରାର ଶୁଭାରମ୍ଭ କରାଯାଇଛି।
    1
    ଜୟପୁର ଠାରେ ବହୁ ଉତ୍ସାହ ଓ ଆନନ୍ଦର ସହିତ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୂତନ ଶିକ୍ଷାବର୍ଷ ଆରମ୍ଭ ଅବସରରେ ଛୋଟ ଛୋଟ ଶିଶୁମାନଙ୍କୁ ବିଦ୍ୟାଳୟରେ ଶିକ୍ଷା ଯାତ୍ରାର ଶୁଭାରମ୍ଭ କରାଯାଇଛି।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    20 hrs ago
  • କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂମିକମ୍ପ
    1
    କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂମିକମ୍ପ
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    2 hrs ago
  • #♥️♥️♥️🙂♥️♥️♥️♥️♥️
    1
    #♥️♥️♥️🙂♥️♥️♥️♥️♥️
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.