logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କେନ୍ଦ୍ରାପଡ଼ା ପୌରପାଳିକା ବିଭିନ୍ନ ୱାର୍ଡ ରେ ଥିବା ଡ୍ରେନେଜ ଗୁଡିକ ରେ ସ୍ଲାପ ନଥିବା କାରଣରୁ ଦୈନ ଦିନ ବ୍ୟବହୃତ ବର୍ଜ୍ୟବସ୍ତୁ ଗୁଡିକୁ ଲୋକେ ଉକ୍ତ ଡ୍ରେନ ରେ ପକାଇବା କାରଣରୁ ଡ୍ରେନ ପାଣି ନିଷ୍କାସନ ହେବାରେ ଅସୁବିଧା ହେଉଛି I ଯାହା ଦ୍ୱାରା ପାଣି ଗୁଡିକ ଡ୍ରେନ ମଧ୍ୟରେ ରହି ପଚି ସେଥିରୁ ମଶା ମାଛିଙ୍କ ଉତ୍ପନ ହେଉଛି, ଯାହା ଫଳରେ ମଶା ମାଛିଙ୍କ ଜାଳାରୁ ଲୋକେ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି, କେନ୍ଦ୍ରାପଡ଼ା ପୌରପାଳିକା ବିଭିନ୍ନ ୱାର୍ଡ ରେ ଥିବା ଡ୍ରେନେଜ ଗୁଡିକ ରେ ସ୍ଲାପ ନଥିବା କାରଣରୁ ଦୈନ ଦିନ ବ୍ୟବହୃତ ବର୍ଜ୍ୟବସ୍ତୁ ଗୁଡିକୁ ଲୋକେ ଉକ୍ତ ଡ୍ରେନ ରେ ପକାଇବା କାରଣରୁ ଡ୍ରେନ ପାଣି ନିଷ୍କାସନ ହେବାରେ ଅସୁବିଧା ହେଉଛି I ଯାହା ଦ୍ୱାରା ପାଣି ଗୁଡିକ ଡ୍ରେନ ମଧ୍ୟରେ ରହି ପଚି ସେଥିରୁ ମଶା ମାଛିଙ୍କ ଉତ୍ପନ ହେଉଛି, ଯାହା ଫଳରେ ମଶା ମାଛିଙ୍କ ଜାଳାରୁ ଲୋକେ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି,

on 10 March
user_Alekh Nayak ,I am a professional journalist, my job is to collect news and deliver it to people
Alekh Nayak ,I am a professional journalist, my job is to collect news and deliver it to people
ସାମ୍ବାଦିକ କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
on 10 March

କେନ୍ଦ୍ରାପଡ଼ା ପୌରପାଳିକା ବିଭିନ୍ନ ୱାର୍ଡ ରେ ଥିବା ଡ୍ରେନେଜ ଗୁଡିକ ରେ ସ୍ଲାପ ନଥିବା କାରଣରୁ ଦୈନ ଦିନ ବ୍ୟବହୃତ ବର୍ଜ୍ୟବସ୍ତୁ ଗୁଡିକୁ ଲୋକେ ଉକ୍ତ ଡ୍ରେନ ରେ ପକାଇବା କାରଣରୁ ଡ୍ରେନ ପାଣି ନିଷ୍କାସନ ହେବାରେ ଅସୁବିଧା ହେଉଛି I ଯାହା ଦ୍ୱାରା ପାଣି ଗୁଡିକ ଡ୍ରେନ ମଧ୍ୟରେ ରହି ପଚି ସେଥିରୁ ମଶା ମାଛିଙ୍କ ଉତ୍ପନ ହେଉଛି, ଯାହା ଫଳରେ ମଶା ମାଛିଙ୍କ ଜାଳାରୁ ଲୋକେ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି, କେନ୍ଦ୍ରାପଡ଼ା ପୌରପାଳିକା ବିଭିନ୍ନ ୱାର୍ଡ ରେ ଥିବା ଡ୍ରେନେଜ ଗୁଡିକ ରେ ସ୍ଲାପ ନଥିବା କାରଣରୁ ଦୈନ ଦିନ ବ୍ୟବହୃତ ବର୍ଜ୍ୟବସ୍ତୁ ଗୁଡିକୁ ଲୋକେ ଉକ୍ତ ଡ୍ରେନ ରେ ପକାଇବା କାରଣରୁ ଡ୍ରେନ ପାଣି ନିଷ୍କାସନ ହେବାରେ ଅସୁବିଧା ହେଉଛି I ଯାହା ଦ୍ୱାରା ପାଣି ଗୁଡିକ ଡ୍ରେନ ମଧ୍ୟରେ ରହି ପଚି ସେଥିରୁ ମଶା ମାଛିଙ୍କ ଉତ୍ପନ ହେଉଛି, ଯାହା ଫଳରେ ମଶା ମାଛିଙ୍କ ଜାଳାରୁ ଲୋକେ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି,

More news from ଓଡ଼ିଶା and nearby areas
  • Post by Jena
    1
    Post by Jena
    user_Jena
    Jena
    ଡେରାବିଶ, କେନ୍ଦ୍ରାପଡ଼ା, ଓଡ଼ିଶା•
    7 hrs ago
  • ହନୁମାନ ଜୟନ୍ତୀ ରେ ବିଶାଳ ହିନ୍ଦୁ ଶୋଭାଯାତ୍ରା,ହଜାର ହଜାର ଲୋକଙ୍କ ସମାଗମ କେନ୍ଦ୍ରାପଡ଼ା- ୧୪/୪-:  ଆଜି ପବିତ୍ର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂତନ ନବବର୍ଷ ଉପଲକ୍ଷେ ହିନ୍ଦୁ ସଂଗଠନ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରରେ ଅନୁଷ୍ଠିତ ହୋଇଥିଲା I ମୁଣ୍ଡଫଟା ଗ୍ରୀଷ୍ମ ତାତିକୁ ନଜରରେ ରଖି ଏହି ଶୋଭାଯାତ୍ରା କୁ ଅପରାହ୍ନ ରେ ଆୟୋଜନ କରାଯାଇଥିଲା I ଦଶହଜାର ରୁ ଉର୍ଦ୍ଧ ଲୋକଙ୍କ ପଟୁଆରରେ ଇଚ୍ଛାପୁର ରଥ ଦାଣ୍ଡରୁ ତିନିମୁହାଣୀ ରାମ ମନ୍ଦିର ପର୍ଯ୍ୟନ୍ତ ଶୋଭାଯାତ୍ରା ଯାଇଥିଲା I ସବୁଠାରୁ ଆକର୍ଷଣ କେନ୍ଦ୍ରବିନ୍ଦୁ ଥିଲା ସଂଖ୍ୟାଧିକ ଡିଜେ, ଲାଇଟ ଏବଂ କୁନି କୁନି କଳାକାର ମାନଙ୍କୁ ରାମ ଲକ୍ଷଣ, ସୀତା, ହନୁମାନ ଭୂମିକାରେ ଦେଖିବାକୁ ମିଳିଥିଲା I ଏହି ଶୋଭାଯାତ୍ରା ରେ ମୁସ୍ଲିମ ଭାଇ ମାନେ ହିନ୍ଦୁ ଭାଇ ମାନଙ୍କୁ ଥଣ୍ଡା ପାଣି ପିଆଇ ଭାଇଚାରା ର ମିଶାଲ ଦେଇଥିଲେ I କେନ୍ଦ୍ରାପଡ଼ା ପୌରପାଳିକା ପକ୍ଷରୁ ପୌରାଅଦକ୍ଷା ଶ୍ରୀମତୀ ସରିତା ସାହୁ ଉପସ୍ଥିତ ରହି ଲୋକ ମାନଙ୍କୁ ପାଣି ବଣ୍ଟନ କରିଥିଲା ବେଳେ ବିଧାୟକ ଗଣେଶ୍ୱର ବେହେରା ମଧ୍ୟ ଉପସ୍ଥିତ ଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ଙ୍କ ପ୍ରତିନିଧି,ଯୁବ ନେତା ରଞ୍ଜିତ ସାହୁ,ସ୍ୱାଧୀନ ନାୟକ, ସେକ ଅସଲମ,ହିରଣ୍ୟ ପଣ୍ଡା, ନିରାକାର ବେହେରା, ସେକ ପପୁ ପ୍ରମୁଖ ଉପସ୍ଥିତ ରହି ଶୋଭାଯାତ୍ରା ରେ ଲୋକ ମାନଙ୍କୁ ପାନୀୟ ଜଳ ଯୋଗାଇଥିଲେ I ପୋଲିସ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରା ରେ ଶାନ୍ତି ଶୃଙ୍ଖଳା ପରିଚାଳନା ନିମନ୍ତେ ଛକ ଛକ ରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା I
    1
    ହନୁମାନ ଜୟନ୍ତୀ ରେ ବିଶାଳ ହିନ୍ଦୁ ଶୋଭାଯାତ୍ରା,ହଜାର ହଜାର ଲୋକଙ୍କ ସମାଗମ
କେନ୍ଦ୍ରାପଡ଼ା- ୧୪/୪-:  ଆଜି ପବିତ୍ର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂତନ ନବବର୍ଷ ଉପଲକ୍ଷେ ହିନ୍ଦୁ ସଂଗଠନ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରରେ ଅନୁଷ୍ଠିତ ହୋଇଥିଲା I ମୁଣ୍ଡଫଟା ଗ୍ରୀଷ୍ମ ତାତିକୁ ନଜରରେ ରଖି ଏହି ଶୋଭାଯାତ୍ରା କୁ ଅପରାହ୍ନ ରେ ଆୟୋଜନ କରାଯାଇଥିଲା I ଦଶହଜାର ରୁ ଉର୍ଦ୍ଧ ଲୋକଙ୍କ ପଟୁଆରରେ ଇଚ୍ଛାପୁର ରଥ ଦାଣ୍ଡରୁ ତିନିମୁହାଣୀ ରାମ ମନ୍ଦିର ପର୍ଯ୍ୟନ୍ତ ଶୋଭାଯାତ୍ରା ଯାଇଥିଲା I ସବୁଠାରୁ ଆକର୍ଷଣ କେନ୍ଦ୍ରବିନ୍ଦୁ ଥିଲା ସଂଖ୍ୟାଧିକ ଡିଜେ, ଲାଇଟ ଏବଂ କୁନି କୁନି କଳାକାର ମାନଙ୍କୁ ରାମ ଲକ୍ଷଣ, ସୀତା, ହନୁମାନ ଭୂମିକାରେ ଦେଖିବାକୁ ମିଳିଥିଲା I ଏହି ଶୋଭାଯାତ୍ରା ରେ ମୁସ୍ଲିମ ଭାଇ ମାନେ ହିନ୍ଦୁ ଭାଇ ମାନଙ୍କୁ ଥଣ୍ଡା ପାଣି ପିଆଇ ଭାଇଚାରା ର ମିଶାଲ ଦେଇଥିଲେ I କେନ୍ଦ୍ରାପଡ଼ା ପୌରପାଳିକା ପକ୍ଷରୁ ପୌରାଅଦକ୍ଷା ଶ୍ରୀମତୀ ସରିତା ସାହୁ ଉପସ୍ଥିତ ରହି ଲୋକ ମାନଙ୍କୁ ପାଣି ବଣ୍ଟନ କରିଥିଲା ବେଳେ ବିଧାୟକ ଗଣେଶ୍ୱର ବେହେରା ମଧ୍ୟ ଉପସ୍ଥିତ ଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ଙ୍କ ପ୍ରତିନିଧି,ଯୁବ ନେତା ରଞ୍ଜିତ ସାହୁ,ସ୍ୱାଧୀନ ନାୟକ, ସେକ ଅସଲମ,ହିରଣ୍ୟ ପଣ୍ଡା, ନିରାକାର ବେହେରା, ସେକ ପପୁ ପ୍ରମୁଖ ଉପସ୍ଥିତ ରହି ଶୋଭାଯାତ୍ରା ରେ ଲୋକ ମାନଙ୍କୁ ପାନୀୟ ଜଳ ଯୋଗାଇଥିଲେ I ପୋଲିସ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରା ରେ ଶାନ୍ତି ଶୃଙ୍ଖଳା ପରିଚାଳନା ନିମନ୍ତେ ଛକ ଛକ ରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା I
    user_Alekh Nayak ,I am a professional journalist, my job is to collect news and deliver it to people
    Alekh Nayak ,I am a professional journalist, my job is to collect news and deliver it to people
    ସାମ୍ବାଦିକ କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    18 hrs ago
  • Post by ବିଂଝାରପୁର ଖବର ଉପର ନଜର
    1
    Post by ବିଂଝାରପୁର ଖବର ଉପର ନଜର
    user_ବିଂଝାରପୁର ଖବର ଉପର ନଜର
    ବିଂଝାରପୁର ଖବର ଉପର ନଜର
    ବିଞ୍ଝାରପୁର, ଯାଜପୁର, ଓଡ଼ିଶା•
    5 hrs ago
  • Post by Mo Adhikar news
    1
    Post by Mo Adhikar news
    user_Mo Adhikar news
    Mo Adhikar news
    ଯାଜପୁର, ଯାଜପୁର, ଓଡ଼ିଶା•
    6 hrs ago
  • Post by Bikram Mohapatra
    1
    Post by Bikram Mohapatra
    user_Bikram Mohapatra
    Bikram Mohapatra
    ଏରସମା, ଜଗତସିଂହପୁର, ଓଡ଼ିଶା•
    7 hrs ago
  • Post by ଯାଜପୁର ଖବର ପ୍ରସାରିତ
    1
    Post by ଯାଜପୁର ଖବର ପ୍ରସାରିତ
    user_ଯାଜପୁର ଖବର ପ୍ରସାରିତ
    ଯାଜପୁର ଖବର ପ୍ରସାରିତ
    ଯାଜପୁର, ଯାଜପୁର, ଓଡ଼ିଶା•
    15 hrs ago
  • ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ର ସିଙ୍ଗାପୁର ଠାରେ ଆଜି ଠାରୁ ପ୍ରସିଦ୍ଧ ସିଙ୍ଗାପୁର ଯାତ୍ରା ଆରମ୍ଭ ହୋଇଛି।ଗତକାଲି ସକାଳ ୭:୩0 ସମୟରେ ପଣ୍ଡିତ ମାନେ ପୁଷ୍ପିରିଣୀ ରୁ ବାହାର କରି ନାରାୟଣ ଗୋସାଇଁ ଙ୍କୁ ବାହାରକୁ ବାହାର କରି,ପୂର୍ବ ପାବଛ ରେ ୩୦୮ ପଇଡ଼ ପାଣି ଓ କଞ୍ଚା କ୍ଷୀରରେ ସ୍ନାନ କରାଇ ପାରମ୍ପରିକ ନୀତିରେ ପୂଜା କରିଥିଲେ ।ଏହି ଯାତ୍ରା ୫ ଦିନ ଧରି ଚାଲିବ ଏବଂ ପ୍ରଭୁ ନାରାୟଣ ଗୋସାଇଁ ଙ୍କୁ ଶ୍ରଦ୍ଧାଳୁ ମାନେ ଦର୍ଶନ କରିପାରିବେ ବୋଲି ମୁଖ୍ୟ ସେବାୟତ କହିଛନ୍ତି।
    1
    ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ର ସିଙ୍ଗାପୁର ଠାରେ ଆଜି ଠାରୁ ପ୍ରସିଦ୍ଧ ସିଙ୍ଗାପୁର ଯାତ୍ରା ଆରମ୍ଭ ହୋଇଛି।ଗତକାଲି ସକାଳ ୭:୩0 ସମୟରେ ପଣ୍ଡିତ ମାନେ ପୁଷ୍ପିରିଣୀ ରୁ ବାହାର କରି ନାରାୟଣ ଗୋସାଇଁ ଙ୍କୁ ବାହାରକୁ ବାହାର କରି,ପୂର୍ବ ପାବଛ ରେ ୩୦୮ ପଇଡ଼ ପାଣି ଓ କଞ୍ଚା କ୍ଷୀରରେ ସ୍ନାନ କରାଇ ପାରମ୍ପରିକ ନୀତିରେ ପୂଜା କରିଥିଲେ ।ଏହି ଯାତ୍ରା ୫ ଦିନ ଧରି ଚାଲିବ ଏବଂ ପ୍ରଭୁ ନାରାୟଣ ଗୋସାଇଁ ଙ୍କୁ ଶ୍ରଦ୍ଧାଳୁ ମାନେ ଦର୍ଶନ କରିପାରିବେ ବୋଲି ମୁଖ୍ୟ ସେବାୟତ କହିଛନ୍ତି।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    3 hrs ago
  • Post by Jena
    1
    Post by Jena
    user_Jena
    Jena
    ଡେରାବିଶ, କେନ୍ଦ୍ରାପଡ଼ା, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.