logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ହେଲିକ୍ୟାପ୍ଟର ତାରରେ ଲାଗି ଦୁର୍ଘଟଣାଗ୍ରସ୍ତ

2 hrs ago
user_Ram Shankar Bhoi
Ram Shankar Bhoi
ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
2 hrs ago

ହେଲିକ୍ୟାପ୍ଟର ତାରରେ ଲାଗି ଦୁର୍ଘଟଣାଗ୍ରସ୍ତ

More news from ଓଡ଼ିଶା and nearby areas
  • ସୁଭଦ୍ରା ହିତାଧିକାରୀଙ୍କୁ ଚେକ୍ ପ୍ରଦାନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ
    1
    ସୁଭଦ୍ରା ହିତାଧିକାରୀଙ୍କୁ ଚେକ୍ ପ୍ରଦାନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    19 hrs ago
  • ବୀରମହାରାଜପୁର ବରିଷ୍ଠ ଅଧିକାରୀ ସଂଗଠନ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳନ ସପ୍ତଦୀପା ସାହିତ୍ୟ ସଂସଦ ଓ ବରିଷ୍ଠ ନାଗରିକ ସଂଗଠନ, ବୀରମହାରାଜପୁର ର ମିଳିତ ଆନୁକୁଲ୍ୟରେ ଶୁକ୍ରବାର ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇ ଯାଇଛି। ବରିଷ୍ଠ ନାଗରିକ ସଂଗଠନର ସଭାପତି ଦୟାନିଧି ହୋତାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏକ ସାରସ୍ୱତ ସଭାରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ହରିହର ସିଂହ ବାବୁ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ସଭାପତି କୃଷ୍ଣଚନ୍ଦ୍ର ପାଢ଼ୀ ଯୋଗଦାନ କରି ମେହେର ସାହିତ୍ୟ କୁ କାଳଜୟୀ କୃତି ବୋଲି ବର୍ଣ୍ଣନା କରିଥିଲେ। ପୂର୍ବତନ ସଭାପତି ଡ଼ ପ୍ରଫୁଲ୍ଲ ରଥ ସ୍ବାଗତ କରିଥିବାବେଳେ ସପ୍ତଦୀପା ସାହିତ୍ୟ ସଂସଦର ସଭାପତି ଡ ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା ସହିତ ମେହେର ସାହିତ୍ୟ ରେ ସାମାଜିକ ପ୍ରତିଛବି ଉପରେ ଆଲୋକପାତ କରିଥିଲେ। ସାହିତ୍ୟିକ କିଶୋର ହୋତା, ଜ୍ଞାନେନ୍ଦ୍ର ତ୍ରିପାଠୀ,ବାସୁଦେବ ରଥ, ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ପ୍ରମୁଖ ଗଙ୍ଗାଧରଙ୍କ ଜୀବନୀ ଉପରେ ଆଲୋଚନା କରିବା ସହିତ କବିତା ଆବୃତ୍ତି କରିଥିଲେ । ରାଧେଶ୍ୟାମ ପୁରୋହିତ,ସୁରୁ ସାହୁ, ଜମ୍ବେଶ୍ଵର ପ୍ରଧାନ,ସୌମିତ୍ରୀ ମେହେର, ବାସୁଦେବ ପଣ୍ଡା, ନିମାଇଁ ଚରଣ ପଣ୍ଡା,ଚମ୍ପେଶ୍ବର ଦାଶ୍, ଚମରା ମହାକୁର,ଶ୍ୟାମ ସୁନ୍ଦର ସେଠି,ଶିବ ଖମାରୀ, ନିରାପଦ ମାଇତି, ସନ୍ତୋଷ ସାହୁ ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ଅକ୍ଷୟ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।
    3
    ବୀରମହାରାଜପୁର ବରିଷ୍ଠ ଅଧିକାରୀ ସଂଗଠନ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳନ 
ସପ୍ତଦୀପା ସାହିତ୍ୟ ସଂସଦ ଓ ବରିଷ୍ଠ ନାଗରିକ ସଂଗଠନ, ବୀରମହାରାଜପୁର ର ମିଳିତ ଆନୁକୁଲ୍ୟରେ ଶୁକ୍ରବାର ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇ ଯାଇଛି। ବରିଷ୍ଠ ନାଗରିକ ସଂଗଠନର ସଭାପତି ଦୟାନିଧି ହୋତାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏକ ସାରସ୍ୱତ ସଭାରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ହରିହର ସିଂହ ବାବୁ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ସଭାପତି କୃଷ୍ଣଚନ୍ଦ୍ର ପାଢ଼ୀ ଯୋଗଦାନ କରି ମେହେର ସାହିତ୍ୟ କୁ କାଳଜୟୀ କୃତି ବୋଲି ବର୍ଣ୍ଣନା କରିଥିଲେ। ପୂର୍ବତନ ସଭାପତି ଡ଼ ପ୍ରଫୁଲ୍ଲ ରଥ ସ୍ବାଗତ କରିଥିବାବେଳେ ସପ୍ତଦୀପା ସାହିତ୍ୟ ସଂସଦର ସଭାପତି ଡ ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା ସହିତ ମେହେର ସାହିତ୍ୟ ରେ ସାମାଜିକ ପ୍ରତିଛବି ଉପରେ ଆଲୋକପାତ କରିଥିଲେ। ସାହିତ୍ୟିକ କିଶୋର ହୋତା, ଜ୍ଞାନେନ୍ଦ୍ର ତ୍ରିପାଠୀ,ବାସୁଦେବ ରଥ, ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ପ୍ରମୁଖ ଗଙ୍ଗାଧରଙ୍କ ଜୀବନୀ ଉପରେ ଆଲୋଚନା କରିବା ସହିତ କବିତା ଆବୃତ୍ତି କରିଥିଲେ । ରାଧେଶ୍ୟାମ ପୁରୋହିତ,ସୁରୁ ସାହୁ, ଜମ୍ବେଶ୍ଵର ପ୍ରଧାନ,ସୌମିତ୍ରୀ ମେହେର, ବାସୁଦେବ ପଣ୍ଡା, ନିମାଇଁ ଚରଣ ପଣ୍ଡା,ଚମ୍ପେଶ୍ବର ଦାଶ୍, ଚମରା ମହାକୁର,ଶ୍ୟାମ ସୁନ୍ଦର ସେଠି,ଶିବ ଖମାରୀ, ନିରାପଦ ମାଇତି, ସନ୍ତୋଷ ସାହୁ  ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ଅକ୍ଷୟ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    23 hrs ago
  • ପୋଲିସର ପେଟ୍ରୋଲିଙ୍ଗ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ ପୋଲିସର ପେଟ୍ରୋଲିଂ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ ବୌଦ୍ଧ:ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ପୋଲିସକୁ ମିଳିଛି ସଫଳତା। ଗତ ୨୮ ଅଗଷ୍ଟ ୨୦୨୬ ତାରିଖରେ ପୋଲିସ ବିଲାଶପୁର ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ବିଲାଶପୁର ମେହେରୁଣୀ ବ୍ରିଜ୍ ନିକଟରେ ଏକ ଧଳା ରଙ୍ଗର ମାରୁତି ସୁଜୁକି କାର ଯାହାର ନମ୍ବର OD-01-AB-5037କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ କାର ଭିତରୁ ଦୁଇଟି ଗଞ୍ଜେଇ ଭର୍ତ୍ତି ବସ୍ତା ମିଳିଥିଲା। ଏହାପରେ ପୋଲିସ ଗାଡ଼ିରେ ଥିବା ବ୍ୟକ୍ତିଙ୍କୁ ପଚରାଉଚରା କରିଥିଲା। ପୋଲିସର ସୂଚନା ଅନୁସାରେ, ଧରାପଡ଼ିଥିବା ବ୍ୟକ୍ତି ହେଲେ ତପନ ବାଗ, ବୟସ ୩୮ ବର୍ଷ। ତାଙ୍କ ଘର ବୌଦ୍ଧ ଜିଲ୍ଲାର ମଥୁରା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଏହି ମାମଲାରେ ଗାଡ଼ି ମାଲିକ ବୌଦ୍ଧ ଜ଼ିଲ୍ଲା ବିରାମ ଚନ୍ଦ୍ରପୁର, ବରଝୋଳି ଗ୍ରାମର ଧୀରେନ ପ୍ରଧାନ ଏବଂ ଗଞ୍ଜେଇ ଯୋଗାଣ କାରୀ ମନମୁଣ୍ଡା ଥାନା ଅନ୍ତର୍ଗତ ମନୋହରପୁର ଗ୍ରାମର ସଞ୍ଜୀବ ଗିରି ଙ୍କ ପାଖରୁ ଆଣୁଥିବା ଜଣାପଡ଼ି ଥିଲା l ପରେ ପୋଲିସ ଜବତ ଗଞ୍ଜେଇ ଗୁଡ଼ିକୁ ମାଜିଷ୍ଟ୍ରେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ମୋଟ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଥିବା ଜଣାପଡ଼ିଥିଲା। ଏହି ଘଟଣାକୁ ନେଇ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୬/୨୬, ଏନଡ଼ିପିଏସ ଆକ୍ଟ ର ଧାରା ୨୦(b)(ii)(C) ଅନୁଯାୟୀ ମାମଲା ରୁଜୁ ହୋଇଛି। ଘଟଣାରେ ଗଞ୍ଜେଇ ଚାଲାଣର ଉଦ୍ଦେଶ୍ୟ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ପୋଲିସର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବି ବେହେରା ସୂଚନା ଦେଇଛନ୍ତି l
    1
    ପୋଲିସର ପେଟ୍ରୋଲିଙ୍ଗ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ
ପୋଲିସର ପେଟ୍ରୋଲିଂ ସମୟରେ ଏକ କାର ସହ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି । ଘଟଣାରେ ଜଣେ ବ୍ୟକ୍ତି ଗିରଫ 
ବୌଦ୍ଧ:ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ପୋଲିସକୁ ମିଳିଛି ସଫଳତା। ଗତ ୨୮ ଅଗଷ୍ଟ ୨୦୨୬ ତାରିଖରେ ପୋଲିସ ବିଲାଶପୁର ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ବିଲାଶପୁର ମେହେରୁଣୀ ବ୍ରିଜ୍ ନିକଟରେ ଏକ ଧଳା ରଙ୍ଗର ମାରୁତି ସୁଜୁକି କାର ଯାହାର ନମ୍ବର OD-01-AB-5037କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ କାର ଭିତରୁ ଦୁଇଟି ଗଞ୍ଜେଇ ଭର୍ତ୍ତି ବସ୍ତା ମିଳିଥିଲା। ଏହାପରେ ପୋଲିସ ଗାଡ଼ିରେ ଥିବା ବ୍ୟକ୍ତିଙ୍କୁ ପଚରାଉଚରା କରିଥିଲା। ପୋଲିସର ସୂଚନା ଅନୁସାରେ, ଧରାପଡ଼ିଥିବା ବ୍ୟକ୍ତି ହେଲେ ତପନ ବାଗ, ବୟସ ୩୮ ବର୍ଷ। ତାଙ୍କ ଘର ବୌଦ୍ଧ ଜିଲ୍ଲାର ମଥୁରା ଅଞ୍ଚଳରେ ବୋଲି ଜଣାପଡ଼ିଛି।
ଏହି ମାମଲାରେ ଗାଡ଼ି ମାଲିକ ବୌଦ୍ଧ ଜ଼ିଲ୍ଲା ବିରାମ ଚନ୍ଦ୍ରପୁର, ବରଝୋଳି ଗ୍ରାମର ଧୀରେନ ପ୍ରଧାନ ଏବଂ ଗଞ୍ଜେଇ ଯୋଗାଣ କାରୀ ମନମୁଣ୍ଡା ଥାନା ଅନ୍ତର୍ଗତ ମନୋହରପୁର ଗ୍ରାମର ସଞ୍ଜୀବ ଗିରି ଙ୍କ ପାଖରୁ ଆଣୁଥିବା ଜଣାପଡ଼ି ଥିଲା l ପରେ ପୋଲିସ ଜବତ ଗଞ୍ଜେଇ ଗୁଡ଼ିକୁ 
ମାଜିଷ୍ଟ୍ରେଟ ଓ ସାକ୍ଷୀ ମାନଙ୍କର ଉପସ୍ଥିତିରେ ଓଜନ କରିବାରୁ ମୋଟ ୫୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଥିବା ଜଣାପଡ଼ିଥିଲା।
ଏହି ଘଟଣାକୁ ନେଇ ମନମୁଣ୍ଡା ଥାନାରେ କେସ୍ ନମ୍ବର ୩୪୬/୨୬, ଏନଡ଼ିପିଏସ ଆକ୍ଟ ର ଧାରା ୨୦(b)(ii)(C) ଅନୁଯାୟୀ ମାମଲା ରୁଜୁ ହୋଇଛି। ଘଟଣାରେ ଗଞ୍ଜେଇ ଚାଲାଣର ଉଦ୍ଦେଶ୍ୟ ଓ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ପୋଲିସର ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ଚିରଞ୍ଜିବି ବେହେରା ସୂଚନା ଦେଇଛନ୍ତି l
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    2 hrs ago
  • ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ ସମ୍ମିଳନୀ,,,,,,, ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ ସମ୍ମିଳନୀ
    1
    ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ 
ସମ୍ମିଳନୀ,,,,,,,
ଡିଜିପି ଓ ଆଇ ଜି ପି ସ୍ତରୀୟ , ୨୦୨୫ ସମ୍ବନ୍ଧୀୟ 
ସମ୍ମିଳନୀ
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    2 hrs ago
  • ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ସଂସ୍କୃତ ଦିବସ ପାଳନ ସହ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।
    1
    ମାୟାବର୍ହା ଉଚ୍ଚ  ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ।
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ସଂସ୍କୃତ ଦିବସ ପାଳନ ସହ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    22 hrs ago
  • ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ 🙏
    1
    ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ 
ରକ୍ଷା ବନ୍ଧନ ଉତ୍ସବ ଅବସରରେ ସୋନପୁର RSS ପକ୍ଷରୁ ଦିବ୍ୟାଙ୍ଗ ଆଶ୍ରମ ରେ ମିଷ୍ଟାନ ବଣ୍ଟନ 🙏
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ପ୍ରକୃତି ସହ ପବିତ୍ର ବନ୍ଧନ: କଣ୍ଟାମାଳ ପଞ୍ଚାୟତ କଲେଜରେ ଅନୁଷ୍ଠିତ ହେଲା ‘ବୃକ୍ଷ ରକ୍ଷା ବନ୍ଧନ’ ପ୍ରକୃତି ସହ ପବିତ୍ର ବନ୍ଧନ: କଣ୍ଟାମାଳ ପଞ୍ଚାୟତ କଲେଜରେ ଅନୁଷ୍ଠିତ ହେଲା ‘ବୃକ୍ଷ ରକ୍ଷା ବନ୍ଧନ’ ବୌଦ୍ଧ: ​ପରିବେଶ ସୁରକ୍ଷା ଓ ସଚେତନତାର ବାର୍ତ୍ତା ନେଇ ବୌଦ୍ଧ ଜ଼ିଲ୍ଲା କଣ୍ଟାମାଳସ୍ଥିତ ପଞ୍ଚାୟତ କଲେଜ ପରିସରରେ ଯୁବ ରେଡ୍ କ୍ରସ୍ (YRC) ଶାଖା ପକ୍ଷରୁ ଏକ ଅଭିନବ ‘ବୃକ୍ଷ ରକ୍ଷା ବନ୍ଧନ’ କାର୍ଯ୍ୟକ୍ରମ ବେଶ୍ ଉତ୍ସାହ ଓ ଉଦ୍ଦୀପନାର ସହିତ ଆୟୋଜିତ ହୋଇଯାଇଛି। ​ଛାତ୍ରଛାତ୍ରୀମାନେ ବୃକ୍ଷକୁ ଭାଇ-ଭଉଣୀର ସ୍ନେହର ପ୍ରତୀକ ଭାବେ ଗ୍ରହଣ କରି ଗଛଗୁଡ଼ିକରେ ରାକ୍ଷୀ ବାନ୍ଧି ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂକଳ୍ପ ନେଇଥିଲେ । ​ଯୁବ ରେଡ୍ କ୍ରସ୍ ସ୍ୱେଚ୍ଛାସେବୀ ବିକାଶ ରଣା ଓ ଝିଲି ରାଣୀ ବେହେରାଙ୍କ ଦ୍ଵାରା ପ୍ରସ୍ତୁତ ହସ୍ତ ନିର୍ମିତ ରାକ୍ଷୀ ବୃକ୍ଷଗୁଡ଼ିକରେ ବନ୍ଧାଯାଇଥିଲା । ​"ବୃକ୍ଷ ବଞ୍ଚାଅ, ପରିବେଶ ବଞ୍ଚାଅ" ସ୍ଲୋଗାନରେ ସାରା କଲେଜ ପରିସର ପ୍ରକମ୍ପିତ ହୋଇଥିଲା । ​କଲେଜ ଅଧ୍ୟକ୍ଷ ଶ୍ରୀ ଅନୋଜ୍ କୁମାର ଭୁକ୍ତା ବୃକ୍ଷର ଉପକାରିତା ବର୍ଣ୍ଣନା କରି ଏହାର ସୁରକ୍ଷା ପ୍ରତ୍ୟେକ ନାଗରିକଙ୍କ ନୈତିକ ଦାୟିତ୍ୱ ବୋଲି ପ୍ରକାଶ କରିଥିଲେ। ରାଜନୀତି ବିଜ୍ଞାନ ଅଧ୍ୟାପକ ତଥା YRC ପରାମର୍ଶଦାତା ଶ୍ରୀ ସମୀର ମେହେର ଏହି ପ୍ରୟାସ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରକୃତି ପ୍ରତି ଭଲପାଇବା ବୃଦ୍ଧି କରିବ ବୋଲି ମତ ଦେଇଥିବା ବେଳେ ସଂସ୍କୃତ ଅଧ୍ୟାପକ ଶ୍ରୀ ପୌଲସ୍ଥି ପ୍ରଧାନ ଭାରତୀୟ ସଂସ୍କୃତିରେ ବୃକ୍ଷର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ​ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ କୁଶଲେଶ୍ୱର ସାହୁ, କରୁଣାକର ପ୍ରଧାନ ଏବଂ ଅଧ୍ୟାପିକା ଅର୍ଚ୍ଚନା ମିଶ୍ର ପ୍ରମୁଖ ସକ୍ରିୟ ସହଯୋଗ କରିଥିବା ବେଳେ ପରିଶେଷରେ ଯୁବ ରେଡ୍ କ୍ରସ୍ ପରାମର୍ଶଦାତା ଶ୍ରୀ ସୁନୀଲ ପୁଟା ଧନ୍ୟବାଦ ଅର୍ପଣ କରିଥିଲେ । ​ଆସନ୍ତୁ, ଆମେ ସମସ୍ତେ ଗଛ ଲଗାଇବା ଓ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ସଂକଳ୍ପବଦ୍ଧ ହେବା l
    1
    ପ୍ରକୃତି ସହ ପବିତ୍ର ବନ୍ଧନ: କଣ୍ଟାମାଳ ପଞ୍ଚାୟତ କଲେଜରେ ଅନୁଷ୍ଠିତ ହେଲା ‘ବୃକ୍ଷ ରକ୍ଷା ବନ୍ଧନ’
ପ୍ରକୃତି ସହ ପବିତ୍ର ବନ୍ଧନ: କଣ୍ଟାମାଳ ପଞ୍ଚାୟତ କଲେଜରେ ଅନୁଷ୍ଠିତ ହେଲା ‘ବୃକ୍ଷ ରକ୍ଷା ବନ୍ଧନ’ 
ବୌଦ୍ଧ: ​ପରିବେଶ ସୁରକ୍ଷା ଓ ସଚେତନତାର ବାର୍ତ୍ତା ନେଇ ବୌଦ୍ଧ ଜ଼ିଲ୍ଲା କଣ୍ଟାମାଳସ୍ଥିତ ପଞ୍ଚାୟତ କଲେଜ ପରିସରରେ ଯୁବ ରେଡ୍ କ୍ରସ୍ (YRC) ଶାଖା ପକ୍ଷରୁ ଏକ ଅଭିନବ ‘ବୃକ୍ଷ ରକ୍ଷା ବନ୍ଧନ’ କାର୍ଯ୍ୟକ୍ରମ ବେଶ୍ ଉତ୍ସାହ ଓ ଉଦ୍ଦୀପନାର ସହିତ ଆୟୋଜିତ ହୋଇଯାଇଛି। ​ଛାତ୍ରଛାତ୍ରୀମାନେ ବୃକ୍ଷକୁ ଭାଇ-ଭଉଣୀର ସ୍ନେହର ପ୍ରତୀକ ଭାବେ ଗ୍ରହଣ କରି ଗଛଗୁଡ଼ିକରେ ରାକ୍ଷୀ ବାନ୍ଧି ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂକଳ୍ପ ନେଇଥିଲେ । ​ଯୁବ ରେଡ୍ କ୍ରସ୍ ସ୍ୱେଚ୍ଛାସେବୀ ବିକାଶ ରଣା ଓ ଝିଲି ରାଣୀ ବେହେରାଙ୍କ ଦ୍ଵାରା ପ୍ରସ୍ତୁତ ହସ୍ତ ନିର୍ମିତ ରାକ୍ଷୀ ବୃକ୍ଷଗୁଡ଼ିକରେ ବନ୍ଧାଯାଇଥିଲା ।
​"ବୃକ୍ଷ ବଞ୍ଚାଅ, ପରିବେଶ ବଞ୍ଚାଅ" ସ୍ଲୋଗାନରେ ସାରା କଲେଜ ପରିସର ପ୍ରକମ୍ପିତ ହୋଇଥିଲା । ​କଲେଜ ଅଧ୍ୟକ୍ଷ ଶ୍ରୀ ଅନୋଜ୍ କୁମାର ଭୁକ୍ତା ବୃକ୍ଷର ଉପକାରିତା ବର୍ଣ୍ଣନା କରି ଏହାର ସୁରକ୍ଷା ପ୍ରତ୍ୟେକ ନାଗରିକଙ୍କ ନୈତିକ ଦାୟିତ୍ୱ ବୋଲି ପ୍ରକାଶ କରିଥିଲେ। ରାଜନୀତି ବିଜ୍ଞାନ ଅଧ୍ୟାପକ ତଥା YRC ପରାମର୍ଶଦାତା ଶ୍ରୀ ସମୀର ମେହେର ଏହି ପ୍ରୟାସ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରକୃତି ପ୍ରତି ଭଲପାଇବା ବୃଦ୍ଧି କରିବ ବୋଲି ମତ ଦେଇଥିବା ବେଳେ ସଂସ୍କୃତ ଅଧ୍ୟାପକ ଶ୍ରୀ ପୌଲସ୍ଥି ପ୍ରଧାନ ଭାରତୀୟ ସଂସ୍କୃତିରେ ବୃକ୍ଷର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ।
​ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ କୁଶଲେଶ୍ୱର ସାହୁ, କରୁଣାକର ପ୍ରଧାନ ଏବଂ ଅଧ୍ୟାପିକା ଅର୍ଚ୍ଚନା ମିଶ୍ର ପ୍ରମୁଖ ସକ୍ରିୟ ସହଯୋଗ କରିଥିବା ବେଳେ ପରିଶେଷରେ ଯୁବ ରେଡ୍ କ୍ରସ୍ ପରାମର୍ଶଦାତା ଶ୍ରୀ ସୁନୀଲ ପୁଟା ଧନ୍ୟବାଦ ଅର୍ପଣ କରିଥିଲେ ।
​ଆସନ୍ତୁ, ଆମେ ସମସ୍ତେ ଗଛ ଲଗାଇବା ଓ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ସଂକଳ୍ପବଦ୍ଧ ହେବା l
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    23 hrs ago
  • କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l
    1
    କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l
କେନ୍ଦ୍ରାପଡ଼ା,ମାର୍ଶାଘାଇ ବିଳମ୍ବିତ ରାତିରେ ମାର୍ଶାଘାଇ ସରପଞ୍ଚ ଭାଗବତ ବେହେରା ମାର୍ଶାଘାଇ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଡ଼କ୍ଟର ଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ l
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    4 hrs ago
  • ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ । ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି । ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ । ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି ।
    1
    ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ  ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ ।  ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ  ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି ।
ବୌଦ୍ଧ ଥାନା ସରସରା ନିକଟରେ ଏକ ଟ୍ରେନ୍ ଧକ୍କାରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ  ସରସରା ନିକଟ ବୌଦ୍ଧ ରେଳ ଷ୍ଟେସନ ଠାରୁ ଅଳ୍ପ ଦୁରରେ ସରସରା ହାଇସ୍କୁଲ ଖେଳ ପଡିଆ ନିକଟରେ ରେଳ ବିଭାଗରେ କୌଣସି ନିର୍ମାଣ କାର୍ଯ୍ୟ ଚାଲିଥିଲା । ଏହି କାର୍ଯ୍ୟରେ ନିୟୋଜିତ ହୋଇଥିଲେ ମଧ୍ୟ ପ୍ରଦେଶ ରାଜ୍ୟର ସୁଖରାମ୍ ନାମକ ଜଣେ ଶ୍ରମିକ ।  ହଠାତ ଟ୍ରାକ ରେ ଆସୁଥିବା ଏକ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଶ୍ରମିକ ଙ୍କ ଗୋଟିଏ ହାତ କଟି ଯାଇଛି । ପରେ ଠିକାସଂସ୍ଥା ତାଙ୍କୁ ଉଦ୍ଧାର କରି 108 ଆମ୍ବୁଲାନ୍ସ୍ ଯୋଗେ  ବୌଦ୍ଧ ଡାକ୍ତର ଖାନାରେ ଭର୍ତ୍ତି କରା ଯାଇଥିବା ସୂଚନା ମିଳିଛି ।
    user_Priya brata sahoo
    Priya brata sahoo
    ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    9 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.