logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଲୋକଭବନରେ ପୃଥିବୀ ଦିବସ ପାଳିତ, ଚାରା ରୋପଣ କଲେ ରାଜ୍ୟପାଳ,ସାମିଲ ହେଲେ ଲୋକଭବନର ଅଧିକାରୀ ଓ କର୍ମଚାରୀ ଭୁବନେଶ୍ୱର : ପୃଥିବୀ ଦିବସ ପାଳନ ଅବସରରେ ଲୋକଭବନରେ ମାନ୍ୟବର ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟି ଚାରା ରୋପଣ କରିଛନ୍ତି I ପରିବେଶ ସଂରକ୍ଷଣ ଏବଂ ଏ ଦିଗରେ ସ୍ଥାୟୀ ଅଭ୍ୟାସ ଉପରେ ଧ୍ୟାନ ଦେଇ ପୃଥିବୀ ଦିବସ ପାଳନ କରାଯାଇଛି I ଏହି ଅବସରରେ ରାଜ୍ୟପାଳ ବାର୍ତ୍ତା ଦେଇ କହିଛନ୍ତି ଯେ ଏପରି ଅର୍ଥପୂର୍ଣ୍ଣ କାର୍ଯ୍ୟ ପ୍ରକୃତିର ପୋଷଣ ଏବଂ ସୁରକ୍ଷା ପାଇଁ ସମ୍ମିଳିତ ଦାୟିତ୍ୱକୁ ପ୍ରତିଫଳିତ କରେ। ପ୍ରତ୍ୟେକ ଚାରା ଏକ ସବୁଜ ଏବଂ ସୁସ୍ଥ ଭବିଷ୍ୟତର ପ୍ରତିଶ୍ରୁତି ବହନ କରେ ଏବଂ ପରିବେଶ ସୁରକ୍ଷା ଏବଂ ଆଗାମୀ ପିଢ଼ି ପାଇଁ ସ୍ଥାୟୀ ଅଭିବୃଦ୍ଧି ସୁନିଶ୍ଚିତ କରିବା ପାଇଁ ସାମୂହିକ ପ୍ରୟାସର ଆବଶ୍ୟକତା ରହିଛି ବୋଲି ରାଜ୍ୟପାଳ କହିଛନ୍ତି । ପୃଥିବୀ ଦିବସ ପାଳନ ଅବସରରେ ରାଜ୍ୟପାଳଙ୍କ କମିଶନର ତଥା ଶାସନ ସଚିବ ଡ଼ ରୂପା ରୋଶନ ସାହୁ ମଧ୍ୟ ଲୋକଭବନ ପରିସରରେ ଚାରା ରୋପଣ କରିଥିଲେ। ଏତତବ୍ୟତୀତ ଲୋକଭବନର ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଚାରା ରୋପଣ କରିଥିଲେ I

18 hrs ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
18 hrs ago
66018132-95d6-44fa-a57b-e7603767190d

More news from ଓଡ଼ିଶା and nearby areas
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    16 hrs ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel Balianta, Khordha•
    18 hrs ago
  • ରାଜ୍ୟ ଓଡ଼ିଶା ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମପଞ୍ଚାୟତ ପ୍ରତାପରୁଦ୍ର ପୁର ସେବା ସମବାୟ ସମିତି ନିକଟରେ ଲାଗିଥିବା ଫଳକ ଭାଙ୍ଗିଦେଲେ ଦୁବୃତ୍ତ
    1
    ରାଜ୍ୟ ଓଡ଼ିଶା ଜିଲ୍ଲା ଖୋର୍ଦ୍ଧା ବ୍ଲକ ବାଲିଅନ୍ତା ଗ୍ରାମପଞ୍ଚାୟତ ପ୍ରତାପରୁଦ୍ର ପୁର ସେବା ସମବାୟ ସମିତି ନିକଟରେ ଲାଗିଥିବା ଫଳକ ଭାଙ୍ଗିଦେଲେ ଦୁବୃତ୍ତ
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    19 hrs ago
  • Bangala election news
    1
    Bangala election news
    user_Suresh barik
    Suresh barik
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    23 hrs ago
  • ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଜନଗଣନା ପାଇଁ ଯାଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କ ଗାଡି ଭାଙ୍ଗିବା ସହ ସେମାନଙ୍କ ଉପରେ ଆକ୍ରମଣ
    1
    ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଜନଗଣନା ପାଇଁ ଯାଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କ ଗାଡି ଭାଙ୍ଗିବା ସହ ସେମାନଙ୍କ ଉପରେ ଆକ୍ରମଣ
    user_Odisha khabar
    Odisha khabar
    Bhubaneswar (M.Corp.), Khordha•
    23 hrs ago
  • ଭାରତରେ ପଙ୍ଖାରେ ୩ ଟି ବ୍ଲେଡ କିନ୍ତୁ ଆମେରିକା ରେ ୫ ଟି ବ୍ଲେଡ କଣ ପାଇଁ ଜାଣନ୍ତୁ ପଛର ରହସ୍ୟ #LatestNews #UpdateNews #apanankakhabara #news #OdishaNews #Odisha
    1
    ଭାରତରେ ପଙ୍ଖାରେ ୩ ଟି ବ୍ଲେଡ କିନ୍ତୁ ଆମେରିକା ରେ ୫ ଟି ବ୍ଲେଡ କଣ ପାଇଁ ଜାଣନ୍ତୁ ପଛର ରହସ୍ୟ #LatestNews #UpdateNews #apanankakhabara #news #OdishaNews #Odisha
    user_Apananka Khabara
    Apananka Khabara
    Local News Reporter Cuttack (M.Corp.) P.S, Odisha•
    41 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.