Shuru
Apke Nagar Ki App…
ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ ଚମତ୍କାର ପ୍ରଦର୍ଶନ ଓଡ଼ିଶାର ଛାତ୍ରଛାତ୍ରୀମାନେ ଫିନଟେକ୍ ଓ ଇନସ୍ୟୁରଟେକ୍ ସାର୍ଟିଫିକେଟ ପ୍ରୋଗ୍ରାମ ଅଧୀନରେ ନିଜର ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ରେ ପ୍ରଦର୍ଶିତ କରିଛନ୍ତି
ମାନସ କୁମାର ଦାସ
ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ ଚମତ୍କାର ପ୍ରଦର୍ଶନ ଓଡ଼ିଶାର ଛାତ୍ରଛାତ୍ରୀମାନେ ଫିନଟେକ୍ ଓ ଇନସ୍ୟୁରଟେକ୍ ସାର୍ଟିଫିକେଟ ପ୍ରୋଗ୍ରାମ ଅଧୀନରେ ନିଜର ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ରେ ପ୍ରଦର୍ଶିତ କରିଛନ୍ତି
More news from ଓଡ଼ିଶା and nearby areas
- ଥାନା ଆଗରେ ମୃତଦେହ ରଖି ଧାରଣା ନିମାପଡ଼ା ପୋଲିସ୍ ର ନିର୍ଯ୍ୟାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ ନ୍ୟାୟ ଦାବିରେ ଥାନା ଆଗରେ ମୃତଦେହ ରଖି ବସିଲେ ଶତାଧିକ ଗ୍ରାମବାସୀ ନାବାଳିକା ଅପହରଣ ଅଭିଯୋଗରେ ପୋଲିସ ଡ଼ିହବାରୀର ଜଣଙ୍କୁ ଆଣିଥିଲା ପୋଲିସ ଥାନାକୁ ଆଣି ଯୁବକଙ୍କୁ ପଚରାଉଚରା କରି ଛାଡ଼ି ଦେଇଥିଲା ଆଜି ସକାଳେ ଗାଁ ପଡ଼ିଆର ଏକ ଗଛରୁ ଝୁଲନ୍ତା ମୃତଦେହ ମିଳିବାରୁ ସନ୍ଦେହ ପୋଲିସର ନିର୍ଯାତନାରୁ ଆତ୍ମହତ୍ୟା ଅଭିଯୋଗ କଲେ ପରିବାର ଲୋକେ1
- Post by NEWS MANORANJAN1
- ଘରୋଇ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି..ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥାଳି ଗିନା ବାଡେଇ ପ୍ରତିବାଦ କଲା ଦଳ l1
- ପୁରୀ ଜିଲ୍ଲା ନିମାପଡ଼ା ରେ ଅଭାବନୀୟ ଘଟଣା। ପୋଲିସ ହେପାଜତରୁ ଗଲାପରେ ଯୁବକଙ୍କ ଆତ୍ମହତ୍ୟା। ଥାନା ଆଗରେ ଶବ ରଖି ପ୍ରତିବାଦ କଲେ ପରିବାର ଲୋକେ। ନାବାଳିକା ଅପହରଣ ମାମଲାରେ ପଚରାଉଚରା କରିଥିଲା ପୋଲିସ୍।2
- Post by Gagan Bhoi1
- Post by Manoj kumar baliyarsingh4
- କଣାସ ବ୍ଲକ ର ଅଣ୍ଡାଳସିଂହ ନିକଟରେ ଆଜି ସନ୍ଧ୍ୟାରେ ବାଇକି ଓଡି13ୟୁ 9407 ମଟର ସାଇକେଲରେ ଯୋଗେ ଦୁଇ ଜଣ ଯୁବକ ଆସୁଥିବା ବେଳେ ଗୋଟିଏ କାର ଓଡି 02ବି ଜେ 1368 ନାଲି ରଙ୍ଗର କାର ଟି ବାଇକି କୁ ଧକା ଦେବାରୁ ବାଇକିରେ ଆସୁଥିବା ସତ୍ୟବାଦୀ ମଧୁବନ ଅଂଚଳର ନାରାୟଣ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିଶ୍ଚିତ ହେଉଛନ୍ତି, ଖବର ପାଇ କଣାସ ପୁଲିସ ଘଟଣା ସ୍ଥଳରେ ପହଂଚି କାରକୁ ଜବତ କରି ତଦନ୍ତ ଚଳାଇଛନ୍ତି |2
- Post by ମାନସ କୁମାର ଦାସ1