logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ ସରକାରୀ ଜବର ଦଖଲ ଉଛେଦ । ଢେଙ୍କାନାଳ ଜିଲ୍ଲାର ଗଁଦିଆ ତହସିଲ ଅନ୍ତର୍ଗତ ବିଧାରପୁର ଠାରେ ହେବାକୁ ଥିବା ଅୟୁସ୍ମାନ ଆରୋଗ୍ୟ ମନ୍ଦିର (ସବ ସେଣ୍ଟର) ଜାଗା ଚିହ୍ନଟ ହେଇଥିବା ବେଳେ ,ସରକାର ଜାଗାରେ ଥିବା ଦୋକାନ ବଜାର ଜବର ଦଖଲ ଆଜି ଉଛେଦ କରାଯାଇଛି ।ଆଜି ସକାଳ ୧୦ ଟା ସମୟରେ ଗଁଦିଆ ଅତିରିକ୍ତ ତହସିଲଦାର ସୌଭାଗ୍ୟ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ବିଧାରପୁର ରାଜସ୍ୱ ନିରୀକ୍ଷକ ପ୍ରଦୀପ କୁମାର ବିଶ୍ବାଳ ଓ ଅମିନ ଗୌତମ ବେହେରା ଓ ଦୁଇ ସୁପ୍ରଭାଇଜର ନିଭାଶ୍ରୀ ଦାସ ,ମମତା ନାୟକ ଉଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା ।ଏହା ସହିତ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଗଁଦିଆ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ଦଳେଇଙ୍କ ସହ ଥାନା ର ଷ୍ଟାଫ ଓ ଦୁଇ ସେକ୍ସନ ଫୋର୍ସ ଉପସ୍ଥିତ ଥିଲେ ।

1 day ago
user_Tapasdas 6372788705
Tapasdas 6372788705
Photographer Dhenkanal Sadar, Odisha•
1 day ago
d31b6a52-8974-40b7-b5d4-235e092d3517
d8635924-a93c-4492-aede-e92f7fa26465
7bf0c8dd-9557-4f3b-b28b-bb2002f68403

ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ ସରକାରୀ ଜବର ଦଖଲ ଉଛେଦ । ଢେଙ୍କାନାଳ ଜିଲ୍ଲାର ଗଁଦିଆ ତହସିଲ ଅନ୍ତର୍ଗତ ବିଧାରପୁର ଠାରେ ହେବାକୁ ଥିବା ଅୟୁସ୍ମାନ ଆରୋଗ୍ୟ ମନ୍ଦିର (ସବ ସେଣ୍ଟର) ଜାଗା ଚିହ୍ନଟ ହେଇଥିବା ବେଳେ ,ସରକାର ଜାଗାରେ ଥିବା ଦୋକାନ ବଜାର ଜବର ଦଖଲ ଆଜି ଉଛେଦ କରାଯାଇଛି ।ଆଜି ସକାଳ ୧୦ ଟା ସମୟରେ ଗଁଦିଆ ଅତିରିକ୍ତ ତହସିଲଦାର ସୌଭାଗ୍ୟ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ବିଧାରପୁର ରାଜସ୍ୱ ନିରୀକ୍ଷକ ପ୍ରଦୀପ କୁମାର ବିଶ୍ବାଳ ଓ ଅମିନ ଗୌତମ ବେହେରା ଓ ଦୁଇ ସୁପ୍ରଭାଇଜର ନିଭାଶ୍ରୀ ଦାସ ,ମମତା ନାୟକ ଉଛେଦ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା ।ଏହା ସହିତ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଗଁଦିଆ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ଦଳେଇଙ୍କ ସହ ଥାନା ର ଷ୍ଟାଫ ଓ ଦୁଇ ସେକ୍ସନ ଫୋର୍ସ ଉପସ୍ଥିତ ଥିଲେ ।

  • user_Musbeer Khan
    Musbeer Khan
    Dhenkanal Sadar, Odisha
    👏
    1 day ago
More news from Odisha and nearby areas
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    1 hr ago
  • Post by News odia odisha
    1
    Post by News odia odisha
    user_News odia odisha
    News odia odisha
    Tailor Dhenkanal Sadar, Odisha•
    13 hrs ago
  • ଢେଙ୍କାନାଳ ତିବ୍ର ଗ୍ରୀଷ୍ମ ପ୍ରବାହରେଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡରେ ଅହମଦିୟା ଯୁବ ସଂଗଠନ ପକ୍ଷରୁ ଜଳ ଛତ୍ର* ଢେଙ୍କାନାଳ ତିବ୍ର ଗ୍ରୀଷ୍ମ ପ୍ରବାହରେ ଯେତେବେଳେ ସମଗ୍ର ଜନଜୀବନ ଅସ୍ଥିର ହୋଇପଡ଼ିଛି ଏବଂ ପଥଚାରୀମାନେ ତୃଷ୍ଣାରେ କ୍ଳାନ୍ତ ଓ ବିକଳ ହେଉଛନ୍ତି, ସେହି ସମୟରେ ଅହମଦିୟା ମୁସଲିମ ଯୁବ ସଂଗଠନ "ମଜଲିସ ଖୁଦ୍ଦାମୁଲ ଅହମଦିୟା" ପକ୍ଷରୁ ପୂର୍ବପରି ଗୋଟିଏ ମାନବତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଢେଙ୍କାନାଳ ସହର ଉପକଣ୍ଠ ଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡ ସ୍ଥିତ ସହିଦ୍ ସ୍ମାରକୀ ପ୍ରାଙ୍ଗଣରେ ଏହି ଜଳ ଛତ୍ର ଉଦ୍ଘାଟିତ ହୋଇଥିବା ବେଳେ, ଏହା ମାଧ୍ୟମରେ ପଥଚାରୀମାନଙ୍କୁ ଶୀତଳ ଦହି ସରବତ ଓ ବିଶୁଦ୍ଧ ପାନୀୟ ଜଳ ବଣ୍ଟନ କରାଯାଉଛି। ଏହି ସେବା କାର୍ଯ୍ୟ ସ୍ଥାନୀୟ ଲୋକଙ୍କ ମନରେ ବିଶେଷ ସ୍ଥାନ ଦାବି କରିଛି। ଅହମଦିୟା ମୁସଲିମ ସମ୍ପ୍ରଦାୟ ଗୁଣ୍ଡିଚାପଡ଼ାର ସଭାପତି ସୁଲେମାନ ଅଲୀ ଖାଁଙ୍କ ନିର୍ଦ୍ଦେଶନାରେ, ମୌଲବୀ ମୁଜାଫର ଖାଁ ସାମୁହିକ ଦୂଆ (ନିରବ ପ୍ରାର୍ଥନା) କରି ଏହି ଶୁଭ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଏହି ପୁଣ୍ୟ କାର୍ଯ୍ୟକୁ ସଫଳ କରିବାରେ ସଲିମ୍ ଉଦ୍ଦିନ ଖାଁ,ଅହମଦିୟା ଯୁବ ସଂଗଠନର ଅଧ୍ୟକ୍ଷ ସୋଲେମାନ ଖାଁ, ପୂର୍ବତନ ଅଧ୍ୟକ୍ଷ ମହମୁଦ ଖାଁ, ସକ୍ରିୟ ସଦସ୍ୟ ଶେଖ୍ ଜହୀର ଓ ଅନ୍ୟାନ୍ୟ ସଦସ୍ୟମାନେ ନିଷ୍ଠାର ସହିତ ସହଯୋଗ କରିଥିଲେ।
    3
    ଢେଙ୍କାନାଳ  ତିବ୍ର ଗ୍ରୀଷ୍ମ ପ୍ରବାହରେଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡରେ ଅହମଦିୟା ଯୁବ ସଂଗଠନ ପକ୍ଷରୁ ଜଳ ଛତ୍ର*
ଢେଙ୍କାନାଳ  ତିବ୍ର ଗ୍ରୀଷ୍ମ ପ୍ରବାହରେ ଯେତେବେଳେ ସମଗ୍ର ଜନଜୀବନ ଅସ୍ଥିର ହୋଇପଡ଼ିଛି ଏବଂ ପଥଚାରୀମାନେ ତୃଷ୍ଣାରେ କ୍ଳାନ୍ତ ଓ ବିକଳ ହେଉଛନ୍ତି, ସେହି ସମୟରେ ଅହମଦିୟା ମୁସଲିମ ଯୁବ ସଂଗଠନ "ମଜଲିସ ଖୁଦ୍ଦାମୁଲ ଅହମଦିୟା" ପକ୍ଷରୁ ପୂର୍ବପରି ଗୋଟିଏ ମାନବତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।
ଢେଙ୍କାନାଳ ସହର ଉପକଣ୍ଠ ଗୁଣ୍ଡିଚାପଡ଼ା ବସ୍ ଷ୍ଟାଣ୍ଡ ସ୍ଥିତ ସହିଦ୍ ସ୍ମାରକୀ ପ୍ରାଙ୍ଗଣରେ ଏହି ଜଳ ଛତ୍ର ଉଦ୍ଘାଟିତ ହୋଇଥିବା ବେଳେ, ଏହା ମାଧ୍ୟମରେ ପଥଚାରୀମାନଙ୍କୁ ଶୀତଳ ଦହି ସରବତ ଓ ବିଶୁଦ୍ଧ ପାନୀୟ ଜଳ ବଣ୍ଟନ କରାଯାଉଛି। ଏହି ସେବା କାର୍ଯ୍ୟ ସ୍ଥାନୀୟ ଲୋକଙ୍କ ମନରେ ବିଶେଷ ସ୍ଥାନ ଦାବି କରିଛି।
ଅହମଦିୟା ମୁସଲିମ ସମ୍ପ୍ରଦାୟ ଗୁଣ୍ଡିଚାପଡ଼ାର ସଭାପତି ସୁଲେମାନ ଅଲୀ ଖାଁଙ୍କ ନିର୍ଦ୍ଦେଶନାରେ, ମୌଲବୀ ମୁଜାଫର ଖାଁ ସାମୁହିକ ଦୂଆ (ନିରବ ପ୍ରାର୍ଥନା) କରି ଏହି ଶୁଭ କାର୍ଯ୍ୟର ଶୁଭାରମ୍ଭ କରିଥିଲେ।
ଏହି ପୁଣ୍ୟ କାର୍ଯ୍ୟକୁ ସଫଳ କରିବାରେ ସଲିମ୍ ଉଦ୍ଦିନ ଖାଁ,ଅହମଦିୟା ଯୁବ ସଂଗଠନର ଅଧ୍ୟକ୍ଷ ସୋଲେମାନ ଖାଁ, ପୂର୍ବତନ ଅଧ୍ୟକ୍ଷ ମହମୁଦ ଖାଁ, ସକ୍ରିୟ ସଦସ୍ୟ ଶେଖ୍ ଜହୀର ଓ ଅନ୍ୟାନ୍ୟ ସଦସ୍ୟମାନେ ନିଷ୍ଠାର ସହିତ ସହଯୋଗ କରିଥିଲେ।
    user_Tapasdas 6372788705
    Tapasdas 6372788705
    Photographer Kankalunda•
    12 hrs ago
  • ସିନେମା କଥା କହୁ କହୁ କାନ୍ଦି ପକାଇଲେ ଅଭିନେତା | ସିନେମାର ମେସେଜ୍ ସାରା ଦୁନିଆ ଜାଣିବ | ଭୁବନେଶ୍ବର, ଓଡ଼ିଶା #Bhubaneswar #Odisha
    1
    ସିନେମା କଥା କହୁ କହୁ କାନ୍ଦି ପକାଇଲେ ଅଭିନେତା | ସିନେମାର ମେସେଜ୍ ସାରା ଦୁନିଆ ଜାଣିବ |
ଭୁବନେଶ୍ବର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • ଓଡ଼ିଆ ଡ୍ରାଇଭର ଭାଇ ମାନେ
    1
    ଓଡ଼ିଆ ଡ୍ରାଇଭର 
ଭାଇ ମାନେ
    user_SHESHADEB DAS
    SHESHADEB DAS
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    17 hrs ago
  • Post by Amrit Prasad Das
    1
    Post by Amrit Prasad Das
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    20 hrs ago
  • Post by Gagan Bhoi
    2
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    57 min ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.