ମୟୂରଭଞ୍ଜ ଜିଲ୍ଲା ରେ ‘ ଉଲ୍ଲାସ-୨୬ ’ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ମୟୂରଭଞ୍ଜ ଜିଲ୍ଲା ରେ ‘ ଉଲ୍ଲାସ-୨୬ ’ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ବାରିପଦା, ମୟୂରଭଞ୍ଜ ଜିଲ୍ଲାରେ ‘ଉଲ୍ଲାସ-୨୬’ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଶିକ୍ଷଣରେ ଜିଲ୍ଲାର ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଓ କମ୍ପ୍ୟୁଟର ପ୍ରୋଗ୍ରାମର ମାନ ଙ୍କୁ ନେଇ ମୋଟ ୬୫ ଜଣ ଅଂଶଗ୍ରହଣକାରୀ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଡି.ଆଇ.ଇ.ଟିର ଅଧ୍ୟକ୍ଷ। ଅତିଥି ଭାବେ ଯୋଗଦେଇ ଅଂଶଗ୍ରହଣକାରୀମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ। ଶ୍ରୀ ବିନୋଦ ସିଂ, ଏ .ଡି. ଇ. ଓ ,ଏକାଡେମିକ୍ସ, ମିସ ଅନୁଜା ମାଧୁରୀ ଦାସ , ବିଇଓ, ବାରିପଦା ଏବଂ ମିସ ଦୀପ୍ତିମୟୀ ସିଂ , ବିଇଓ, ସାମାଖୁଣ୍ଟାଙ୍କ ଦ୍ୱାରା ବିଷୟଭିତ୍ତିକ ଆଲୋଚନା ଓ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ‘ଉଲ୍ଲାସ-୨୦୨୬’ର ପରିଚୟାତ୍ମକ ଅଧିବେଶନ, ସିଆରସିସିଙ୍କ ଭୂମିକା, ହବ୍ ସ୍କୁଲର ପ୍ରଧାନଶିକ୍ଷକଙ୍କ ଭୂମିକା, ବିଇଓଙ୍କ ଭୂମିକା ଓ ଦାୟିତ୍ୱ ଆଦି ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏଥିସହିତ ଉଲ୍ଲାସ ପୋର୍ଟାଲରେ କ୍ରେଡେନ୍ସିଆଲ୍ସର ବ୍ୟବହାର ଓ ପ୍ରକ୍ରିୟା, ପୋର୍ଟାଲ ମାଧ୍ୟମରେ ଶିକ୍ଷାର୍ଥୀଙ୍କୁ ସର୍ଟଲିଷ୍ଟ କରିବାର ପ୍ରକ୍ରିୟା, ଅନୁଦାନର ସୁଚାରୁ ବିନିଯୋଗ, ଡାଉଟ୍ କ୍ଲିୟରିଂ କ୍ଲାସ୍ ପରିଚାଳନା ଏବଂ ବ୍ଲକ୍ ସ୍ତରରେ କାର୍ଯ୍ୟ ମଡ୍ୟୁଲ୍ ପ୍ରସ୍ତୁତି ସମ୍ପର୍କରେ ଆବଶ୍ୟକୀୟ ମାର୍ଗଦର୍ଶନ ପ୍ରଦାନ କରାଯାଇଥିଲା। ପ୍ରଶିକ୍ଷଣର ଅନ୍ୟତମ ମୁଖ୍ୟ ଆକର୍ଷଣ ଥିଲା ହ୍ୟାଣ୍ଡ୍ସ-ଅନ୍ ଟେକ୍ନିକାଲ୍ ସେସନ୍, ଯେଉଁଥିରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଉଲ୍ଲାସ ପୋର୍ଟାଲର ବ୍ୟବହାର, ଲଗ୍-ଇନ୍, କ୍ରେଡେନ୍ସିଆଲ୍ ବ୍ୟବହାର, ଶିକ୍ଷାର୍ଥୀ ଚୟନ ଓ ଅନ୍ୟାନ୍ୟ ଆବଶ୍ୟକୀୟ ପ୍ରାୟୋଗିକ ପ୍ରକ୍ରିୟା ସମ୍ପର୍କରେ ପ୍ରାୟୋଗିକ ଅଭ୍ୟାସ କରାଯାଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ତାଙ୍କ ଅଧ୍ୟକ୍ଷୀୟ ଅଭିଭାଷଣରେ ଉଲ୍ଲାସ-୨୦୨୬ର ସଫଳ ରୂପାୟଣ ପାଇଁ ବ୍ଲକ୍ ଓ ବିଦ୍ୟାଳୟ ସ୍ତରରେ ସମନ୍ୱିତ ଭାବେ କାର୍ଯ୍ୟ କରିବା ଏବଂ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ସମ୍ପାଦନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଶିକ୍ଷଣ କାର୍ଯ୍ୟକ୍ରମଟି ସମସ୍ତଙ୍କ ସକ୍ରିୟ ଅଂଶଗ୍ରହଣ ଓ ପ୍ରାୟୋଗିକ ଅଭ୍ୟାସ ସହ ସଫଳତାର ସହ ସମ୍ପନ୍ନ ହୋଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜଙ୍କ
ମୟୂରଭଞ୍ଜ ଜିଲ୍ଲା ରେ ‘ ଉଲ୍ଲାସ-୨୬ ’ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ମୟୂରଭଞ୍ଜ ଜିଲ୍ଲା ରେ ‘ ଉଲ୍ଲାସ-୨୬ ’ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ବାରିପଦା, ମୟୂରଭଞ୍ଜ ଜିଲ୍ଲାରେ ‘ଉଲ୍ଲାସ-୨୬’ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଶିକ୍ଷଣରେ ଜିଲ୍ଲାର ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଓ କମ୍ପ୍ୟୁଟର ପ୍ରୋଗ୍ରାମର ମାନ ଙ୍କୁ ନେଇ ମୋଟ ୬୫ ଜଣ ଅଂଶଗ୍ରହଣକାରୀ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଡି.ଆଇ.ଇ.ଟିର ଅଧ୍ୟକ୍ଷ। ଅତିଥି ଭାବେ ଯୋଗଦେଇ ଅଂଶଗ୍ରହଣକାରୀମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ। ଶ୍ରୀ ବିନୋଦ ସିଂ, ଏ .ଡି. ଇ. ଓ ,ଏକାଡେମିକ୍ସ, ମିସ ଅନୁଜା ମାଧୁରୀ ଦାସ , ବିଇଓ, ବାରିପଦା ଏବଂ ମିସ ଦୀପ୍ତିମୟୀ ସିଂ , ବିଇଓ, ସାମାଖୁଣ୍ଟାଙ୍କ ଦ୍ୱାରା ବିଷୟଭିତ୍ତିକ ଆଲୋଚନା ଓ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ‘ଉଲ୍ଲାସ-୨୦୨୬’ର ପରିଚୟାତ୍ମକ ଅଧିବେଶନ, ସିଆରସିସିଙ୍କ ଭୂମିକା, ହବ୍ ସ୍କୁଲର ପ୍ରଧାନଶିକ୍ଷକଙ୍କ ଭୂମିକା, ବିଇଓଙ୍କ ଭୂମିକା ଓ ଦାୟିତ୍ୱ ଆଦି ବିଷୟରେ ବିସ୍ତୃତ ଆଲୋଚନା
କରାଯାଇଥିଲା। ଏଥିସହିତ ଉଲ୍ଲାସ ପୋର୍ଟାଲରେ କ୍ରେଡେନ୍ସିଆଲ୍ସର ବ୍ୟବହାର ଓ ପ୍ରକ୍ରିୟା, ପୋର୍ଟାଲ ମାଧ୍ୟମରେ ଶିକ୍ଷାର୍ଥୀଙ୍କୁ ସର୍ଟଲିଷ୍ଟ କରିବାର ପ୍ରକ୍ରିୟା, ଅନୁଦାନର ସୁଚାରୁ ବିନିଯୋଗ, ଡାଉଟ୍ କ୍ଲିୟରିଂ କ୍ଲାସ୍ ପରିଚାଳନା ଏବଂ ବ୍ଲକ୍ ସ୍ତରରେ କାର୍ଯ୍ୟ ମଡ୍ୟୁଲ୍ ପ୍ରସ୍ତୁତି ସମ୍ପର୍କରେ ଆବଶ୍ୟକୀୟ ମାର୍ଗଦର୍ଶନ ପ୍ରଦାନ କରାଯାଇଥିଲା। ପ୍ରଶିକ୍ଷଣର ଅନ୍ୟତମ ମୁଖ୍ୟ ଆକର୍ଷଣ ଥିଲା ହ୍ୟାଣ୍ଡ୍ସ-ଅନ୍ ଟେକ୍ନିକାଲ୍ ସେସନ୍, ଯେଉଁଥିରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଉଲ୍ଲାସ ପୋର୍ଟାଲର ବ୍ୟବହାର, ଲଗ୍-ଇନ୍, କ୍ରେଡେନ୍ସିଆଲ୍ ବ୍ୟବହାର, ଶିକ୍ଷାର୍ଥୀ ଚୟନ ଓ ଅନ୍ୟାନ୍ୟ ଆବଶ୍ୟକୀୟ ପ୍ରାୟୋଗିକ ପ୍ରକ୍ରିୟା ସମ୍ପର୍କରେ ପ୍ରାୟୋଗିକ ଅଭ୍ୟାସ କରାଯାଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ ତାଙ୍କ ଅଧ୍ୟକ୍ଷୀୟ ଅଭିଭାଷଣରେ ଉଲ୍ଲାସ-୨୦୨୬ର ସଫଳ ରୂପାୟଣ ପାଇଁ ବ୍ଲକ୍ ଓ ବିଦ୍ୟାଳୟ ସ୍ତରରେ ସମନ୍ୱିତ ଭାବେ କାର୍ଯ୍ୟ କରିବା ଏବଂ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମସ୍ତ କାର୍ଯ୍ୟ ସମ୍ପାଦନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ପ୍ରଶିକ୍ଷଣ କାର୍ଯ୍ୟକ୍ରମଟି ସମସ୍ତଙ୍କ ସକ୍ରିୟ ଅଂଶଗ୍ରହଣ ଓ ପ୍ରାୟୋଗିକ ଅଭ୍ୟାସ ସହ ସଫଳତାର ସହ ସମ୍ପନ୍ନ ହୋଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜଙ୍କ
- 🚨 ବନ୍ୟା କମିଲା, ହେଲେ ବଢ଼ିଲା ଦୁର୍ଦ୍ଦଶା! ରାଜ୍ୟରେ ବନ୍ୟା ପରିସ୍ଥିତି ଧୀରେ ଧୀରେ କମିଥିବା ବେଳେ ବନ୍ୟା ପରେ ଅନେକ ଅଞ୍ଚଳରେ ସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ବନ୍ୟାର ପ୍ରଖର ସ୍ରୋତରେ ରାସ୍ତା ଓ ପୋଲ ଧୋଇଯାଇଥିବାରୁ ଯାତାୟାତ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। 📍 ଏହି ଦୃଶ୍ୟ ଉଦଳା–କଇଁସାରି ଦେଓ ନଦୀ ଜାମଘାଟ ପୋଲର। ପୋଲ ଓ ରାସ୍ତାର ଅବସ୍ଥା ଦେଖି ଅଞ୍ଚଳବାସୀଙ୍କ ମନରେ ଭୟ ଓ ଚିନ୍ତା ବଢ଼ିଛି। ଦୈନନ୍ଦିନ ଯାତାୟାତ ସହ ଜରୁରୀକାଳୀନ ସେବା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି। ❓ କେବେ ପଡ଼ିବ ପ୍ରଶାସନର ନଜର? ❓ କେବେ ଆରମ୍ଭ ହେବ ମରାମତି କାମ? ❓ କେବେ ପୁଣି ସୁଗମ ହେବ ଯାତାୟାତ? ପ୍ରଶାସନ ଯଥାଶୀଘ୍ର ଘଟଣାସ୍ଥଳ ପରିଦର୍ଶନ କରି ରାସ୍ତା ଓ ପୋଲର ମରାମତି ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀଙ୍କ ଦାବି। 🎥 ଦେଖନ୍ତୁ ବନ୍ୟା ପରବର୍ତ୍ତୀ ଜାମଘାଟ ପୋଲର ପୁରା ଦୃଶ୍ୟ... 🚨 ବନ୍ୟା କମିଲା, ହେଲେ ବଢ଼ିଲା ଦୁର୍ଦ୍ଦଶା! ରାଜ୍ୟରେ ବନ୍ୟା ପରିସ୍ଥିତି ଧୀରେ ଧୀରେ କମିଥିବା ବେଳେ ବନ୍ୟା ପରେ ଅନେକ ଅଞ୍ଚଳରେ ସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ବନ୍ୟାର ପ୍ରଖର ସ୍ରୋତରେ ରାସ୍ତା ଓ ପୋଲ ଧୋଇଯାଇଥିବାରୁ ଯାତାୟାତ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। 📍 ଏହି ଦୃଶ୍ୟ ଉଦଳା–କଇଁସାରି ଦେଓ ନଦୀ ଜାମଘାଟ ପୋଲର। ପୋଲ ଓ ରାସ୍ତାର ଅବସ୍ଥା ଦେଖି ଅଞ୍ଚଳବାସୀଙ୍କ ମନରେ ଭୟ ଓ ଚିନ୍ତା ବଢ଼ିଛି। ଦୈନନ୍ଦିନ ଯାତାୟାତ ସହ ଜରୁରୀକାଳୀନ ସେବା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି। ❓ କେବେ ପଡ଼ିବ ପ୍ରଶାସନର ନଜର? ❓ କେବେ ଆରମ୍ଭ ହେବ ମରାମତି କାମ? ❓ କେବେ ପୁଣି ସୁଗମ ହେବ ଯାତାୟାତ? ପ୍ରଶାସନ ଯଥାଶୀଘ୍ର ଘଟଣାସ୍ଥଳ ପରିଦର୍ଶନ କରି ରାସ୍ତା ଓ ପୋଲର ମରାମତି ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀଙ୍କ ଦାବି। 🎥 ଦେଖନ୍ତୁ ବନ୍ୟା ପରବର୍ତ୍ତୀ ଜାମଘାଟ ପୋଲର ପୁରା ଦୃଶ୍ୟ...4
- ଗିରଫ ହୋଇ ଜେଲ ଗଲେ ମଦ ମାଫିଆ ସେକ ସାଜନ, ବେଆଇନ ଭାବେ ଚୋରା ଦେଶୀ ମଦ କାରବାର କରୁଥିବା ଅଭିଯୋଗରେହେଲେ ଗିରଫ । ଗିରଫ ହୋଇ ଜେଲ ଗଲେ ମଦ ମାଫିଆ ସେକ ସାଜନ, ବେଆଇନ ଭାବେ ଚୋରା ଦେଶୀ ମଦ କାରବାର କରୁଥିବା ଅଭିଯୋଗରେହେଲେ ଗିରଫ ।2
- ରାଇରଙ୍ଗପୁର ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ1
- ବିଡ଼ିଓ ପରିଚୟ ଦେଇ ସୁନା ଗହଣା ଲୁଟିନେଲେ ଦୁର୍ବୁର୍ତ୍ତ l ସିମୁଳିଆ ବିଡ଼ିଓ ପରିଚୟ ଦେଇ ସୁନା ଗହଣା ଲୁଟିନେଲେ ଦୁର୍ବୁର୍ତ୍ତ l ସିମୁଳିଆ1
- ବାଲେଶ୍ୱର ଜିଲ୍ଲାର ମାର୍କୋଣା ବଜାରରେ ଏକ ଭୟାନକ ସଡ଼କ ଦୁର୍ଘଟଣା! କୋଲକାତା-ପୁରୀ ଯାତ୍ରୀବାହୀ ବସ୍ର ଧକ୍କାରେ ଦୁଇଟି କାର ଚୂର୍ଣ୍ଣବିଚୂର୍ଣ୍ଣ ହୋଇଯାଇଛି। ଦୁର୍ଘଟଣାରେ ଦୁଇ କାର ଚାଳକ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ପହଞ୍ଚିଛି ସ୍ଥାନୀୟ ପୋଲିସ୍, ଚାଲିଛି ତଦନ୍ତ। 🚨 #Balasore #Markona #RoadAccident #BusAccident #OdishaNews #BreakingNews1
- ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ : ୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା : ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ : ୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା : ଭୋଗରାଇ , ୨୬/୮: ଆଉ ଦୁଇ ଦିନ ପରେ ପବିତ୍ର ଭାଇ-ଭଉଣୀ ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ନିଜ ଭାଇର ହାତରେ ରାକ୍ଷୀ ବାନ୍ଧି ତାଙ୍କ ଦୀର୍ଘାୟୁ ଓ ସୁରକ୍ଷା କାମନା କରିଥାଏ। କିନ୍ତୁ ଦେଶର ସୁରକ୍ଷା ପାଇଁ ସୀମାରେ ନିୟୋଜିତ ବୀର ସୈନିକମାନେ ନିଜ କର୍ତ୍ତବ୍ୟ ଯୋଗୁଁ ଏହି ପବିତ୍ର ଦିନରେ ନିଜ ଭଉଣୀଙ୍କ ପାଖକୁ ଆସିପାରନ୍ତି ନାହିଁ। ଏହି ପରିପ୍ରେକ୍ଷୀରେ ଭୋଗରାଇ ଅଞ୍ଚଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି ) ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଭୋଗରାଇର ବିଭିନ୍ନ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ଛାତ୍ରୀମାନଙ୍କଠାରୁ ବୀର ସୈନିକ ଭାଇମାନଙ୍କ ପାଇଁ ୪ହଜାରରୁ ଉର୍ଦ୍ଧ୍ୱ ରାକ୍ଷୀ ସହିତ ଉତ୍ସାହିତ କରିବାପାଇଁ ୧ଟିକରି ଚିଠି ସଂଗ୍ରହ କରାଯାଇଛି। ଏହି ଅବସରରେ କଲେଜରେ ପଢୁଥିବା ଛାତ୍ରୀମାନେ ଆନନ୍ଦ ଓ ଉତ୍ସାହର ସହିତ ବୀର ସୈନିକମାନଙ୍କୁ ନିଜର ଭାଇ ଭାବେ ଗ୍ରହଣ କରି ଗୋଟିଏ ଗୋଟିଏ ରାକ୍ଷୀ ପ୍ରଦାନ କରିଛନ୍ତି। ଦେଶର ସୁରକ୍ଷା ପାଇଁ ନିଜ ଘର, ପରିବାର ଓ ପର୍ବପର୍ବାଣୀଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ସୈନିକମାନଙ୍କ ପ୍ରତି ଏହା ଏକ ସ୍ନେହ ଓ ସମ୍ମାନର ପ୍ରତୀକ ପାଲଟିଛି। ଦେଶ ପାଇଁ ଗୌରବ, ଦେଶ ପାଇଁ ସମର୍ପିତ ଏବଂ ଦେଶର ସୁରକ୍ଷା ପାଇଁ ନିଜ କର୍ତ୍ତବ୍ୟକୁ ସର୍ବୋପରି ରଖୁଥିବା ବୀର ସୈନିକମାନଙ୍କ ପାଇଁ ରାକ୍ଷୀ ପଠାଇ ଭୋଗରାଇ ଛାତ୍ରୀମାନେ ନିଜ ଭାଇଚାରା ଓ ଦେଶପ୍ରେମର ନିଆରା ପରିଚୟ ଦେଇଛନ୍ତି। ଏଗୁଡିକ ଭାରତର ସୀମାନ୍ତ ଓ୍ବାଘା ବୋର୍ଡରକୁ ପଠାଯାଇଥିବା ସୂଚନା ଦେଇଛନ୍ତି।ସୈନିକ ଭାଇମାନଙ୍କ ପାଖକୁ ଏବିଭିପି ରାକ୍ଷୀ ପହଞ୍ଚାଇବାର ଏହି ଗୁରୁଦାୟିତ୍ୱ ନେଇଥିବାରୁ ଭୋଗରାଇ ଅଞ୍ଚଳର ଛାତ୍ରୀମାନେ ପ୍ରଶଂସା କରିଛନ୍ତି। ରାଜ ରାଜେଶ୍ୱରୀ ସିଂହ, ବୁଲି ଗଙ୍ଗାଇ, ଶୁଭଲଷ୍ମୀ ସାହୁ, ଗାୟତ୍ରୀ ପରାମାଣିକ, ରଶ୍ମିତା ଦାସ, ସାଗରିକ ଗଙ୍ଗାଇ ସମେତ ଅନେକ କାର୍ଯ୍ୟକର୍ତ୍ତା ସାମିଲ ଥିଲେ l1
- ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।1
- #୮୦_ପାଖାପାଖି_ଚିନି ଚିନି ଦର ଉପରେ ଲଗାମ ନାହିଁ । ମାସେ ଭିତରେ ଦୁଇଗୁଣା ହେଲାଣି ଦର । ବନ୍ୟାରେ ଆକ୍ତାମାକ୍ତା ରାଜ୍ୟବାସୀଙ୍କ ଅର୍ଥନୀତି ଉପରେ ଦରବୃଦ୍ଧିର ଚୋଟ । ଦୋଷ ଠେଲାଠେଲିରେ ବ୍ୟସ୍ତ ଶାସକ, ବିରୋଧୀ, ବ୍ୟବସାୟୀ1