ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ମାଲକାନଗିରି, ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ୍ ଗ୍ରାମ ପଞ୍ଚାୟତ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଚିତ୍ରକୋଣ୍ଡା ବିଡିଓ ପ୍ରିତା କୁମାର୍ ଓ ଏସଡିପିଓ ପ୍ରଦୋଷ ପ୍ରଧାନଙ୍କ ଉପସ୍ଥିତିରେ ୮୪ ଟି ଅଭିଯୋଗ ଗୁଡ଼ିକର ଶୁଣାଣୀ ହୋଇଛି। ତନ୍ମଧ୍ୟରୁ ୩୪ ଟି ବ୍ୟକ୍ତିଗତ ଓ ୫୦ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ତନ୍ମଧ୍ୟରୁ ୨୯ ଜଣଙ୍କୁ ବସୁନ୍ଧରା ଯୋଜନାରେ ଘରଡିହ ପଟ୍ଟା ପ୍ରଦାନ କରାଯାଇଥିଲା । ୨୭ ଜଣଙ୍କୁ ଶ୍ରମ କାର୍ଡ ପ୍ରଦାନ କରାଯାଇଥିବା ବେଳେ ୧୮ ଜଣ ଶ୍ରମିକଙ୍କ କାର୍ଡ ନବୀକରଣ କରାଯାଇଛି। ଅଭିଯୋଗ ଶୁଣାଣୀ ପରେ ସମସ୍ତ ଅଧିକାରୀ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନ ର ମାନ ପରଖିଛନ୍ତି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।
ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ମାଲକାନଗିରି, ଚିତ୍ରକୋଣ୍ଡା ବ୍ଳକ୍ ଧୁଳିପୁଟ୍ ଗ୍ରାମ ପଞ୍ଚାୟତ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ
ସୋମନାଥ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଚିତ୍ରକୋଣ୍ଡା ବିଡିଓ ପ୍ରିତା କୁମାର୍ ଓ ଏସଡିପିଓ ପ୍ରଦୋଷ ପ୍ରଧାନଙ୍କ ଉପସ୍ଥିତିରେ ୮୪ ଟି ଅଭିଯୋଗ ଗୁଡ଼ିକର ଶୁଣାଣୀ ହୋଇଛି। ତନ୍ମଧ୍ୟରୁ ୩୪ ଟି ବ୍ୟକ୍ତିଗତ ଓ ୫୦ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ତନ୍ମଧ୍ୟରୁ ୨୯ ଜଣଙ୍କୁ ବସୁନ୍ଧରା ଯୋଜନାରେ ଘରଡିହ ପଟ୍ଟା ପ୍ରଦାନ
କରାଯାଇଥିଲା । ୨୭ ଜଣଙ୍କୁ ଶ୍ରମ କାର୍ଡ ପ୍ରଦାନ କରାଯାଇଥିବା ବେଳେ ୧୮ ଜଣ ଶ୍ରମିକଙ୍କ କାର୍ଡ ନବୀକରଣ କରାଯାଇଛି। ଅଭିଯୋଗ ଶୁଣାଣୀ ପରେ ସମସ୍ତ ଅଧିକାରୀ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନରେ ଯାଇ ମଧ୍ୟାହ୍ନ ଭୋଜନ ର ମାନ ପରଖିଛନ୍ତି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।
- Post by ଓମ୍ ସାଇ ରାମ୍1
- ବନ୍ଧୁଗାଁରେ ଜିଲ୍ଲାପାଳଙ୍କ ମିଳିତ ବା ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ1
- ଜୟ ବୁଢ଼ାରଜା1
- ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ୱିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଲଫାବେଟ୍ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ଵିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ସ୍ଥାନୀୟ ମହାରାଜାଙ୍କ ପ୍ୟାଲେସ ସମ୍ମୁଖରେ ଥିବା ଅର୍ବାନ ବ୍ୟାଙ୍କ୍ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବର୍ଷକୁ ବର୍ଷ ଏହି ବିଦ୍ୟାଳୟ ବଢ଼ି ଚାଲିଥିବା ଯୋଗୁଁ ପ୍ରଥମେ ଏହି ଅନୁଷ୍ଠାନର ଉଦ୍ୟୋକ୍ତା ମାନଙ୍କୁ ଧନ୍ୟବାଦ୍ ଜଣାଇଥିଲେ । ଅନୁଷ୍ଠାନର ଉଦ୍ୟୋକ୍ଟା ତଥା ଶିକ୍ଷକ ଶିକ୍ଷୟତ୍ରୀ ମାନେ ମୂର୍ତ୍ତିକାର ହୋଇ ଛୋଟ ଛୋଟ ପିଲା ମାନଙ୍କ ଭବିଷ୍ୟତ ରେ ଶିକ୍ଷ୍ୟା ଓ ଭଲ ମଣିଷ ଗଢ଼ିବା ପାଇଁ ଯେଉଁ ଦାଇତ୍ୱ ନେଇଛନ୍ତି ସେଥିପାଇଁ ଭଗବାନ ଆଶୀର୍ବାଦ କରନ୍ତୁ । ପିଲାମାନଙ୍କ ଭବିଷ୍ୟତରେ ସେମାନଙ୍କ ଚରିତ୍ର ଗଠନର ଆପଣ ମାନେ ସର୍ବଦା ଯତ୍ନବାନ ହେବାକୁ ପରାମର୍ଶ ଦେଇ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଶ୍ରେଷ୍ଠ ନାଗରିକ ହେବାପାଇଁ ପରାମର୍ଶ ଦେଇଥିଲେ। ଆମ ଦେଶର ସଂସ୍କାର , କଳା ଓ ସଂସ୍କୃତି ଅନ୍ୟ ଦେଶ ମାନଙ୍କ ପାଇଁ ଉଦାହରଣ ହୋଇ ରହିଛି । ତେଣୁ ଜଣେ ସୁନାଗରିକ ହେବା ପାଇଁ ଚରିତ୍ର ଗଠନର ଯେଉଁ ସବୁ ଉପାଦାନ ରହିଛି ସେ ସବୁ ଗଢିବାରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମୁଖ୍ୟ ଭୂମିକା ଓ ଗୁରୁଦାୟିତ୍ୱ ରହିଛି ବୋଲି କହିଥିଲେ । କାର୍ଯ୍ୟକ୍ରମରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରି କହିଥିଲେ ଯେ , ତାଙ୍କର ମୋହନା ନିର୍ବାଚନ ମଣ୍ଡଳୀରେ ଏହିଭଳି ବିରଳ ଅନୁଷ୍ଠାନକୁ ପ୍ରସାରିତ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଏଥିପାଇଁ ବିଧାୟକ ଭାବେ ମୋର ଯାହା ସାହାଯ୍ୟ ଆବଶ୍ୟକ ପଡ଼ିବ ସେଥିପାଇଁ ମୁଁ ନିଶ୍ଚିତ ଭାବେ ପାରୁ ପର୍ଯ୍ୟନ୍ତ ସାହାଯ୍ୟ ଓ ସହଯୋଗ କରିବି ବୋଲି କହିଥିଲେ ।ଉକ୍ତ ସ୍କୁଲର ପ୍ରତିଷ୍ଠାତା ସନ୍ତୋଷ ପାତ୍ର ଏବଂ ଶିବ କୁମାର ପାଟଯୋଶୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଅବସରରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ବଣ୍ଟନ କରାଯିବ ସହ ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠାନର ପିଲାମାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ସନ୍ତୋଷ କୁମାର ପାତ୍ର ଏବଂ ଅନୁଷ୍ଠାନର ଉଦ୍ୟୋକ୍ତା ଶ୍ରୀ ଶିବ କୁମାର ପାଟ୍ଟଯୋଶୀ ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।1
- Post by AK14TV1
- गलास या बोतल में पानी डालते समय गिरना आम समस्या है, लेकिन इसके पीछे साफ़ विज्ञान काम करता है। सही एंगल पर बर्तन झुकाने और ग्लास को पास रखने से हवा का गैप कम होता है, जिससे पानी की धार नियंत्रित रहती है। सतह तनाव और फ्लो रेट संतुलित होने पर पानी साफ़ तरीके से गिरता है। यह छोटा सा तरीका रोज़मर्रा की गंदगी से बचा सकता है। #ScienceHack #PhysicsTrick #LifeHacks #EverydayScience #FluidDynamics #SmartTips1
- ଖଡ଼ିଆଳ ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ1
- Post by ଓମ୍ ସାଇ ରାମ୍1