Shuru
Apke Nagar Ki App…
ଭେଜାପୁଟ ସ୍ଥିତ ମା'ତାରିଣୀ ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ ପାଳିତ ଭେଜାପୁଟ ସ୍ଥିତ ମା ତାରିଣୀ ମନ୍ଦିରର ୧୪ତମ ବାର୍ଷିକୋତ୍ସବ ପାଳିତ ହୋଇଯାଇଛି। ମା'ଙ୍କ ଦୈନନ୍ଦିନ ନୀତି ସହ ମାର୍ଜନା,ମହାସ୍ନାନ,ବେଶ, ଷୋଡ଼ଶ ଉପଚାର ପୂଜା ଓ ହୋମଯଜ୍ଞ ଆଦି କରାଯାଇଥିଲା। ସକାଳୁ ଶ୍ରଦ୍ଧାଳୁମାନେ ମରିଚମଳ ନଦୀରୁ କଳସରେ ଜଳ ଆଣି ମା'ଙ୍କ ମନ୍ଦିର ସମ୍ମୁଖରେ ସ୍ଥାପନ କରିଥିଲେ।ମନ୍ଦିରର ନିତ୍ୟ ପୂଜକ ସନ୍ତୋଷ କୁମାର ଦାଶ (ଚଗଲୁ ନନା),ମାନସ କୁମାର ଦାଶ ଓ ଦେବେନ୍ଦ୍ର କୁମାର ଦାଶ ପୂଜାର୍ଚ୍ଚନା ଓ ହୋମଯଜ୍ଞ କରିଥିଲେ। ସମୀର ମହାପାତ୍ରଙ୍କ ସହ ପତ୍ନୀ ସୁକାନ୍ତି ମହାପାତ୍ର କର୍ତ୍ତା ଦାୟିତ୍ବ ତୁଲାଇଥିଲେ। ମନ୍ଦିର ପରିଚାଳନା କମିଟି ପକ୍ଷରୁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ସରୋଜ କୁମାର ସ୍ବାଇଁ, ବାବୁଲି ସ୍ବାଇଁ,କୈଳାସ ଚନ୍ଦ୍ର ମାହୁନ୍ତ,ପ୍ରମୋଦ ବେହେରା,ସୁରେନ୍ଦ୍ର ମଲ୍ଲ,ଅଜୟ ଜେନା ପ୍ରମୁଖ କମିଟି କାର୍ଯ୍ୟକର୍ତ୍ତାଙ୍କ ସମେତ ମାର୍କେଟର ବ୍ୟବସାୟୀ ଓ ଗ୍ରାମବାସୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
Manas Ranjan Kar
ଭେଜାପୁଟ ସ୍ଥିତ ମା'ତାରିଣୀ ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ ପାଳିତ ଭେଜାପୁଟ ସ୍ଥିତ ମା ତାରିଣୀ ମନ୍ଦିରର ୧୪ତମ ବାର୍ଷିକୋତ୍ସବ ପାଳିତ ହୋଇଯାଇଛି। ମା'ଙ୍କ ଦୈନନ୍ଦିନ ନୀତି ସହ ମାର୍ଜନା,ମହାସ୍ନାନ,ବେଶ, ଷୋଡ଼ଶ ଉପଚାର ପୂଜା ଓ ହୋମଯଜ୍ଞ ଆଦି କରାଯାଇଥିଲା। ସକାଳୁ ଶ୍ରଦ୍ଧାଳୁମାନେ ମରିଚମଳ ନଦୀରୁ କଳସରେ ଜଳ ଆଣି ମା'ଙ୍କ ମନ୍ଦିର ସମ୍ମୁଖରେ ସ୍ଥାପନ କରିଥିଲେ।ମନ୍ଦିରର ନିତ୍ୟ ପୂଜକ ସନ୍ତୋଷ କୁମାର ଦାଶ (ଚଗଲୁ ନନା),ମାନସ କୁମାର ଦାଶ ଓ ଦେବେନ୍ଦ୍ର କୁମାର ଦାଶ ପୂଜାର୍ଚ୍ଚନା ଓ ହୋମଯଜ୍ଞ କରିଥିଲେ। ସମୀର ମହାପାତ୍ରଙ୍କ ସହ ପତ୍ନୀ ସୁକାନ୍ତି ମହାପାତ୍ର କର୍ତ୍ତା ଦାୟିତ୍ବ ତୁଲାଇଥିଲେ। ମନ୍ଦିର ପରିଚାଳନା କମିଟି ପକ୍ଷରୁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ସରୋଜ କୁମାର ସ୍ବାଇଁ, ବାବୁଲି ସ୍ବାଇଁ,କୈଳାସ ଚନ୍ଦ୍ର ମାହୁନ୍ତ,ପ୍ରମୋଦ ବେହେରା,ସୁରେନ୍ଦ୍ର ମଲ୍ଲ,ଅଜୟ ଜେନା ପ୍ରମୁଖ କମିଟି କାର୍ଯ୍ୟକର୍ତ୍ତାଙ୍କ ସମେତ ମାର୍କେଟର ବ୍ୟବସାୟୀ ଓ ଗ୍ରାମବାସୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
More news from ଓଡ଼ିଶା and nearby areas
- ପବିତ୍ର ଅକ୍ଷୟ ତୃତୀୟାରେ ଶ୍ୱେତ ସୁବର୍ଣ୍ଣ କ୍ଷେତ୍ର, ଦାମନଯୋଡିର ଶ୍ରୀଜଗନ୍ନାଥ ମନ୍ଦିରରେ ଶ୍ରୀ ଜୀଉଙ୍କ ଚନ୍ଦନଲାଗି,ସ୍ଵତନ୍ତ୍ର ପୂଜାର୍ଚ୍ଚନା ଏବଂ ଚାପଖେଳ ଅନୁଷ୍ଠିତ ହୋଇଯାଇଛି। ଏହାସହିତ ମନ୍ଦିରର ରଥ ଖଳା ଠାରେ ରଥକାଠ ଅନୁକୂଳ ନୀତି ଅନୁଷ୍ଠିତ ହୋଇଥିଲା।ମହାପ୍ରଭୂଙ୍କ ଆଜ୍ଞାମାଳ ଆସିବା ପରେ ସ୍ବତନ୍ତ୍ର ପୂଜା,ହୋମ ଆଦି କରାଯାଇ ରଥକାଠ ଅନୁକୂଳ କରାଯାଇଥିଲା। ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା ସମିତି ସମ୍ପାଦକ କୈଳାସ ସେନାପତି କର୍ତ୍ତା ଦାୟିତ୍ଵ ତୁଲାଇଥିଲା ବେଳେ ପରମ୍ପରା ଅନୁସାରେ ମୁଖ୍ୟ ବିଶ୍ୱକର୍ମା ବବୁଲୁ ମହାରଣା ରଥକାଠ ଅନୁକୂଳ କରିଥିଲେ।ସନ୍ଧ୍ୟାରେ ମନ୍ଦିର ପରିସରରେ ଥିବା ନରେନ୍ଦ୍ର ପୁଷ୍କରିଣୀରେ ଏକ ସୁସଜ୍ଜିତ ଡଙ୍ଗାରେ ଶ୍ରୀମଦନମୋହନଙ୍କ ଚାପଖେଳ ଅନୁଷ୍ଠିତ ହୋଇଥିଲା।ନାଲକୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅମରେନ୍ଦ୍ର କୁମାର ମିଶ୍ର ଚାପ ଖେଳରେ ଉପସ୍ଥିତ ରହି ଶ୍ରୀଜୀଉଙ୍କ ସେବା ନୀତି କରିଥିଲେ। ମନ୍ଦିର ପରିଚାଳନା ସମିତି ସଭାପତି ତଥା ନାଲକୋ ମୁଖ୍ୟ ମହାପ୍ରବନ୍ଧକ ସଞ୍ଜୟ କୁମାର ପଟ୍ଟନାୟକଙ୍କ ସହ ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।1
- ଜୟପୁରରେ ଶିଶୁ ବିବାହ ପ୍ରତିରୋଧ ପାଇଁ ସଚେତନତା ସୃଷ୍ଟି “ଶିଶୁ ବିବାହ ରୋକନ୍ତୁ, ଶିଶୁଙ୍କ ଭବିଷ୍ୟତକୁ ସୁରକ୍ଷିତ କରନ୍ତୁ” ଏହି ବାର୍ତ୍ତା ସହିତ ଜୟପୁରରେ ସଚେତନତା ଅଭିଯାନ ଜାରି ରହିଛି। ଜୟପୁର ଅଞ୍ଚଳରେ ଶିଶୁ ବିବାହ ପ୍ରତିରୋଧ ନିମନ୍ତେ ସଚେତନତା ସୃଷ୍ଟି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଅପ୍ରାପ୍ତ ବୟସରେ ବିବାହର କୁପରିଣାମ ସମ୍ପର୍କରେ ଲୋକମାନଙ୍କୁ ଜଣାଇବା ଏବଂ ସମାଜକୁ ଏହା ପ୍ରତି ସଚେତନ କରିବା।1
- ରାୟଗଡ଼ା ଜିଲ୍ଲା ରେ ଆଜି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଉତ୍ସବ1
- ଅକ୍ଷୟତୃତୀୟା_ଅବସରରେ_ଜିଲ୍ଲାସ୍ତରୀୟ_କୃଷକଦିବସ କୋଟପାଡ଼ରେ କୃଷକ ଦିବସ ପାଳିତ #Kalingatv #akayatrutiya #kotpad #krushakadivas1
- ଗୀତ ଶୁଣନ୍ତୁ 🙏🙏🙏1
- ମାଲକାନଗିରି ତା:- ୨୦/୦୪ ମାଲକାନଗିରି ଜିଲ୍ଲା ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦର (ଏସଡିସି) ନୂତନ ଅଧ୍ୟକ୍ଷ ଭାବେ ଗଙ୍ଗାଧର ସୋଡ଼ି ଏବଂ ଉପାଧ୍ୟକ୍ଷା ଭାବେ ସାବିତ୍ରୀ ପଡିଆମି ଆଜି ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିଛନ୍ତି। ଶ୍ରୀ ସୋଡି କହିଛନ୍ତି କର୍ମ କ୍ଷେତ୍ର ହିଁ ଭଗବାନ । କାର୍ଯ୍ୟାଳୟ ମୋ ପାଇଁ ମନ୍ଦିର । ନିଜ ଆସନ ଗ୍ରହଣ କରିବା ପୁର୍ବରୁ କାର୍ଯ୍ୟାଳୟକୁ ପ୍ରଣାମ କଲେ ନୂତନ ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ହୋଇଥିବା ଗଙ୍ଗା ସୋଡ଼ି । ଜିଲ୍ଲାରେ ଥିବା ଆଦିବାସୀ, ହରିଜନ ଭଳି ପଛୁଆ ବର୍ଗ ଙ୍କ ଉପରେ ଗୁରୁତ୍ବ ଦେଇ ସେମାନଙ୍କୁ କିଭଳି ସମାଜର ମୂଖ୍ୟ ସ୍ରୋତରେ ସାମିଲ କରାଯିବ ସେଥି ନେଇ ଚେଷ୍ଟା କରିବେ । ଜିଲ୍ଲା ର ପଛୁଆ ବର୍ଗର ମହିଳା ମାନଙ୍କ ପାଇଁ ମଧ୍ୟ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ଏହି ଶପଥ ଗ୍ରହଣ ଉତ୍ସବରେ ମାଲକାନାଗିରି ବିଧାୟକ ନରସିଂହ ମାଡକାମି, ପି ଆଈ ଟି ଡ଼ି ଏ ହଳଧର ଶବର ଙ୍କ ସମେତ ବିଭାଗୀୟ କର୍ମଚାରୀ ଜିଲ୍ଳା ବିଜେପିର ରତନ ବଣିକ, ସଞ୍ଜୟ ସରକାର, ନିମାଇଁ ପାଲ୍, ମାଣିକ ଚକ୍ରବର୍ତ୍ତୀ, ନବଘନ ଲୋକେଇ, ନିହାର ରାୟ ପ୍ରମୁଖ ଙ୍କ ସମେତ ଅନେକ ବରିଷ୍ଠ ସଦସ୍ୟ ଉପସ୍ଥିତ ଥିଲେ । ପରେ ଏକ ବିରାଟ ଶୋଭାଯାତ୍ରାରେ ନବନିଯୁକ୍ତ ପଦାଧିକାରୀ ମାନେ ସହର ପରିକ୍ରମା କରିଥିଲେ। ଏହି ପରିକ୍ରମା ସମୟରେ ଜିଲ୍ଲାର ଶତାଧିକ ବିଜେପି କର୍ମକର୍ତ୍ତା ଓ ସାଧାରଣ ଜନତା ସାମିଲ ହୋଇ ସେମାନଙ୍କୁ ଭବ୍ୟ ସ୍ୱାଗତ କରିଥିଲେ।ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଅଧ୍ୟକ୍ଷ ଶ୍ରୀ ସୋଡି କହିଛନ୍ତି ଯେ, "ରାଜ୍ୟ ନେତୃତ୍ୱ ମୋ ଉପରେ ଯେଉଁ ଗୁରୁ ଦାୟିତ୍ୱ ଦେଇଛନ୍ତି, ତାହାକୁ ମୁଁ ପ୍ରଭୁ ରାମଚନ୍ଦ୍ରଙ୍କ ନିକଟରେ ଶପଥ କରି ଜନସାଧାରଣ ଙ୍କ ସେବାରେ ଉତ୍ସର୍ଗ କରିବି।" ବିଗତ ଦୁଇ ବର୍ଷର ବିଳମ୍ବକୁ ଭରଣା କରିବା ପାଇଁ ସେ ଦୁଇ ଗୁଣା ବେଗରେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।ସେହିପରି ଉପାଧ୍ୟକ୍ଷା ଶ୍ରୀମତୀ ସାବିତ୍ରୀ ପଡ଼ିଆମୀ କହିଛନ୍ତି ଯେ, ଆଦିବାସୀମାନଙ୍କ ବିକାଶ, ସ୍ୱାସ୍ଥ୍ୟ କାର୍ଡର ସୁବିଧା ଏବଂ ସମାଜର ଅବହେଳିତ ଶ୍ରେଣୀର ଲୋକଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଆମର ପ୍ରାଥମିକତା ରହିବ। ଶୋଭାଯାତ୍ରା ସମୟରେ ସହରବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା, ଯାହା ଜିଲ୍ଲାର ଆଗାମୀ ବିକାଶ ପାଇଁ ଏକ ଶୁଭ ସଂକେତ ବୋଲି କୁହାଯାଉଛି।4
- ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦର ନୂତନ ଅଧ୍ୟକ୍ଷ ଭାବେ ଗଙ୍ଗାଧର ସୋଡ଼ି ଏବଂ ଉପାଧ୍ୟକ୍ଷା ଭାବେ ସାବିତ୍ରୀପଡିଆମି ସୋମବାର ଦିନ ପ ଶପଥ ଗ୍ରହଣ କରିଛନ୍ତି ।1
- ଭେଜାପୁଟ ସ୍ଥିତ ମା ତାରିଣୀ ମନ୍ଦିରର ୧୪ତମ ବାର୍ଷିକୋତ୍ସବ ପାଳିତ ହୋଇଯାଇଛି। ମା'ଙ୍କ ଦୈନନ୍ଦିନ ନୀତି ସହ ମାର୍ଜନା,ମହାସ୍ନାନ,ବେଶ, ଷୋଡ଼ଶ ଉପଚାର ପୂଜା ଓ ହୋମଯଜ୍ଞ ଆଦି କରାଯାଇଥିଲା। ସକାଳୁ ଶ୍ରଦ୍ଧାଳୁମାନେ ମରିଚମଳ ନଦୀରୁ କଳସରେ ଜଳ ଆଣି ମା'ଙ୍କ ମନ୍ଦିର ସମ୍ମୁଖରେ ସ୍ଥାପନ କରିଥିଲେ।ମନ୍ଦିରର ନିତ୍ୟ ପୂଜକ ସନ୍ତୋଷ କୁମାର ଦାଶ (ଚଗଲୁ ନନା),ମାନସ କୁମାର ଦାଶ ଓ ଦେବେନ୍ଦ୍ର କୁମାର ଦାଶ ପୂଜାର୍ଚ୍ଚନା ଓ ହୋମଯଜ୍ଞ କରିଥିଲେ। ସମୀର ମହାପାତ୍ରଙ୍କ ସହ ପତ୍ନୀ ସୁକାନ୍ତି ମହାପାତ୍ର କର୍ତ୍ତା ଦାୟିତ୍ବ ତୁଲାଇଥିଲେ। ମନ୍ଦିର ପରିଚାଳନା କମିଟି ପକ୍ଷରୁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ସରୋଜ କୁମାର ସ୍ବାଇଁ, ବାବୁଲି ସ୍ବାଇଁ,କୈଳାସ ଚନ୍ଦ୍ର ମାହୁନ୍ତ,ପ୍ରମୋଦ ବେହେରା,ସୁରେନ୍ଦ୍ର ମଲ୍ଲ,ଅଜୟ ଜେନା ପ୍ରମୁଖ କମିଟି କାର୍ଯ୍ୟକର୍ତ୍ତାଙ୍କ ସମେତ ମାର୍କେଟର ବ୍ୟବସାୟୀ ଓ ଗ୍ରାମବାସୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।1