logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କମିରା ସରକାରୀ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ଦିଲ୍ଲୀପ ଚାନ୍ଦ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ

3 hrs ago
user_Pitambar Sahu
Pitambar Sahu
Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
3 hrs ago

କମିରା ସରକାରୀ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ଦିଲ୍ଲୀପ ଚାନ୍ଦ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ

More news from ଓଡ଼ିଶା and nearby areas
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    3 hrs ago
  • Post by BAHUJAN ADHIKAR
    1
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    Local News Reporter Biramaharajpur, Sonepur•
    18 hrs ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୩୧/୦୩/୨୦୨୬ ମଙ୍ଗଲବାର । ଦିନର ୧୨ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ ।  ତାରିଖ -୩୧/୦୩/୨୦୨୬ ମଙ୍ଗଲବାର । ଦିନର ୧୨ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର ।
BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    8 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
  • ୧୦ କୋଟି ଟଙ୍କାର ଗଞ୍ଜେଇ ଜବତ ସୁବର୍ଣ୍ଣପୁର: ଏକ ଚଉଦ ଚକିଆ ଟ୍ରକରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ସୋନପୁର ପୋଲିସ। ବୌଦ୍ଧ ଜିଲ୍ଲାରୁ ସୁବର୍ଣ୍ଣପୁର ଜିଲ୍ଲା ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ପୁଲିସ ସ୍ଥାନୀୟ ବୁଢ଼ାରଜା ଛକରେ ଟ୍ରକଟିକୁ ଅଟକ ରଖିଥିଲା। ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତନଖି କରାଯାଇଥିଲା। ୧୦.୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ବଜାର ଦର ପ୍ରାୟ ଦଶ କୋଟି ହେବ ବୋଲି ଜଣାଯାଇଛି। ଟ୍ରକ ସହ ଡ୍ରାଇଭର ଲକ୍ଷ୍ମଣ ଯାଦବ(୫୯) ଏବଂ ହେଲ୍ପର ଲକ୍ଷ୍ମଣ ଯାଦବ (୨୯) ଙ୍କୁ ଗିରଫ କରିଛି। ସେହିପରି ବିନିକା ଥାନା ଦାନିପାଲି ଛକରୁ ୩.୭୨୦ ଏବଂ ବୀରମହାରାଜପୁରରୁ ୩୭.୪୫୦ କେଜି ମୋଟ ୧୦୯୧ କେଜି ଗଞ୍ଜେଇ ଜବତ କରିଛି ପୁଲିସ।
    1
    ୧୦ କୋଟି ଟଙ୍କାର ଗଞ୍ଜେଇ ଜବତ
ସୁବର୍ଣ୍ଣପୁର: ଏକ ଚଉଦ ଚକିଆ ଟ୍ରକରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ସୋନପୁର ପୋଲିସ। ବୌଦ୍ଧ ଜିଲ୍ଲାରୁ ସୁବର୍ଣ୍ଣପୁର ଜିଲ୍ଲା ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ପୁଲିସ ସ୍ଥାନୀୟ ବୁଢ଼ାରଜା ଛକରେ ଟ୍ରକଟିକୁ ଅଟକ ରଖିଥିଲା। ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତନଖି କରାଯାଇଥିଲା। ୧୦.୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ବଜାର ଦର ପ୍ରାୟ ଦଶ କୋଟି ହେବ ବୋଲି ଜଣାଯାଇଛି। ଟ୍ରକ ସହ ଡ୍ରାଇଭର ଲକ୍ଷ୍ମଣ ଯାଦବ(୫୯) ଏବଂ ହେଲ୍ପର ଲକ୍ଷ୍ମଣ ଯାଦବ (୨୯) ଙ୍କୁ ଗିରଫ କରିଛି। ସେହିପରି ବିନିକା ଥାନା ଦାନିପାଲି ଛକରୁ ୩.୭୨୦ ଏବଂ ବୀରମହାରାଜପୁରରୁ ୩୭.୪୫୦ କେଜି ମୋଟ ୧୦୯୧ କେଜି ଗଞ୍ଜେଇ ଜବତ କରିଛି ପୁଲିସ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    21 hrs ago
  • ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।
    1
    ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    1 hr ago
  • ଘରଭିତରୁ ଉଦ୍ଧାର ହେଲା ଅହିରାଜ ଛଅ ଘଣ୍ଟା କଲା ନାକେଦମ 15ଫୁଟର ଅହିରାଜ ଉଦ୍ଧାର, ସ୍ନେକ ହେଲ୍ପ ଲାଇନ ର 5ଜଣିଆ ଟିମ ଛଘଣ୍ଟା ପରିଶ୍ରମ କରି ଘର ଭିତରୁ କଲେ ଉଦ୍ଧାର l ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧୂଙ୍ଗିଆ ମୁଣ୍ଡାଗିଣ୍ଡୁରୀ ସାହି ଗ୍ରାମର ରତ୍ନାକର ବେହେରା ଙ୍କ ଘରୁ ପନ୍ଦର ଫୁଟ ଲମ୍ବାର ଅହିରାଜ ସାପ ଉଦ୍ଧାର l ଉଦ୍ଧାର ଅହିରାଜ କୁ ପୁରୁଣାକଟକ ରେଞ୍ଜ ଅଧିକାରୀ ଜୟନ୍ତ କୁମାର ଦାସ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଫରେଷ୍ଟର ଦିଗାମ୍ବର ପ୍ରଧାନ ଓ ସ୍ନେକ ହେଲ୍ଫ ଲାଇନ ପ୍ରାଣେଶ୍ଵର ସାହୁ, ମିଥୁନ ଭୋକ୍ତା, ଧନଞ୍ଜୟ ପାତ୍ର, ସଞ୍ଜୟ ଗୁରୁ, ଅର୍ଜୁନ ପାତ୍ର ସମେତ 5ଜଣିଆ ଟିମ ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ କୁସଙ୍ଗ ରେଞ୍ଜଅଧିକାରୀ ସଂସାର ବର୍ଗିଆ, ସୀତଲପାଣି ଫରେଷ୍ଟ ର ସଞ୍ଜୟ ରାଉତ, ସୁନାଖଣିଆ ଫରେଷ୍ଟ ର ଅଜୟ ସ୍ୱାଇଁ ଙ୍କ ଉପସ୍ଥିତି ରେ ସୀତଲପାଣି ବିଟ ଡିମ୍ବିରିଆ ଅଞ୍ଚଳ ରେ ଛାଡିଥିବା ସୂଚନାମିଳିଛି l
    1
    ଘରଭିତରୁ ଉଦ୍ଧାର ହେଲା ଅହିରାଜ ଛଅ ଘଣ୍ଟା କଲା ନାକେଦମ 
15ଫୁଟର ଅହିରାଜ ଉଦ୍ଧାର, ସ୍ନେକ ହେଲ୍ପ ଲାଇନ ର 5ଜଣିଆ ଟିମ ଛଘଣ୍ଟା ପରିଶ୍ରମ କରି ଘର ଭିତରୁ କଲେ ଉଦ୍ଧାର l ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧୂଙ୍ଗିଆ ମୁଣ୍ଡାଗିଣ୍ଡୁରୀ ସାହି ଗ୍ରାମର ରତ୍ନାକର ବେହେରା ଙ୍କ ଘରୁ ପନ୍ଦର ଫୁଟ ଲମ୍ବାର ଅହିରାଜ ସାପ ଉଦ୍ଧାର l ଉଦ୍ଧାର ଅହିରାଜ କୁ ପୁରୁଣାକଟକ ରେଞ୍ଜ ଅଧିକାରୀ ଜୟନ୍ତ କୁମାର ଦାସ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଫରେଷ୍ଟର ଦିଗାମ୍ବର ପ୍ରଧାନ ଓ ସ୍ନେକ ହେଲ୍ଫ ଲାଇନ ପ୍ରାଣେଶ୍ଵର ସାହୁ, ମିଥୁନ ଭୋକ୍ତା, ଧନଞ୍ଜୟ ପାତ୍ର, ସଞ୍ଜୟ ଗୁରୁ, ଅର୍ଜୁନ ପାତ୍ର ସମେତ 5ଜଣିଆ ଟିମ ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ କୁସଙ୍ଗ ରେଞ୍ଜଅଧିକାରୀ ସଂସାର ବର୍ଗିଆ, ସୀତଲପାଣି ଫରେଷ୍ଟ ର ସଞ୍ଜୟ ରାଉତ, ସୁନାଖଣିଆ ଫରେଷ୍ଟ ର ଅଜୟ ସ୍ୱାଇଁ ଙ୍କ ଉପସ୍ଥିତି ରେ ସୀତଲପାଣି ବିଟ ଡିମ୍ବିରିଆ ଅଞ୍ଚଳ ରେ ଛାଡିଥିବା ସୂଚନାମିଳିଛି l
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    22 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ବରଘାଟ ରେ ହେବ ଅଷ୍ଟ ପ୍ରହରୀ ନାମଯଜ୍ଞ। ଏଥିପାଇଁ ଏକ ଭବ୍ୟ କଳସ ଶୋଭାଯାତ୍ରା କରାଯାଇଛି। ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷ ଯୋଗଦେଇ ଗ୍ରାମ୍ୟ ପୋଖରୀ ରୁ ଜଳ ପୂର୍ଣ୍ଣ କଳସ ଆଣି ନାମ ମଣ୍ଡପ ଓ ଯଜ୍ଞ ମଣ୍ଡପ ରେ ସ୍ଥାପନ କରାଯାଇଥିଲା।
    4
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ବରଘାଟ ରେ ହେବ ଅଷ୍ଟ ପ୍ରହରୀ ନାମଯଜ୍ଞ। ଏଥିପାଇଁ ଏକ ଭବ୍ୟ କଳସ ଶୋଭାଯାତ୍ରା କରାଯାଇଛି। ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷ ଯୋଗଦେଇ ଗ୍ରାମ୍ୟ ପୋଖରୀ ରୁ ଜଳ ପୂର୍ଣ୍ଣ କଳସ ଆଣି ନାମ ମଣ୍ଡପ ଓ ଯଜ୍ଞ ମଣ୍ଡପ ରେ ସ୍ଥାପନ କରାଯାଇଥିଲା।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.