logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆର୍ ଉଦୟଗିରି ରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ଗଜପତି ଜିଲ୍ଲା ଆର.ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଉପଖଣ୍ଡ ପୋଲିସ୍ ଅଧିକାରୀ ଶ୍ରୀଯୁକ୍ତ ରାକେଶ କୁମାର ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ଆର.ଉଦୟଗିରି ପଞ୍ଚାୟତ ସମିତିର ସମୁଦାୟ ମୋଟ ୪୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୦୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା ୩୯ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୩ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର,ତହସିଲଦାର ଶ୍ରୀ ଜ୍ୟୋତିମୟ ଦାଶ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

2 hrs ago
user_KHABAR TARANGA
KHABAR TARANGA
ସେରଙ୍ଗୋ, ଗଜପତି, ଓଡ଼ିଶା•

More news from ଓଡ଼ିଶା and nearby areas
  • #ହେ ଭ ଗ ବା ନ ଇ ଟା କାଁ ଣା କ ଲୁ ରେ
    1
    #ହେ ଭ ଗ ବା ନ ଇ ଟା କାଁ ଣା କ ଲୁ ରେ
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    17 hrs ago
  • ଜୟପୁର ରାଜମହଲରେ ବିଏସଏଫ (Border Security Force) ଓ ସିଆଇଏସଏଫ (Central Industrial Security Force) ତରଫରୁ ଆୟୋଜିତ ଅସ୍ତ୍ର ପ୍ରଦର୍ଶନୀକୁ ଦେଖିବା ପାଇଁ ସାଧାରଣ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି।
    1
    ଜୟପୁର ରାଜମହଲରେ ବିଏସଏଫ (Border Security Force) ଓ ସିଆଇଏସଏଫ (Central Industrial Security Force) ତରଫରୁ ଆୟୋଜିତ ଅସ୍ତ୍ର ପ୍ରଦର୍ଶନୀକୁ ଦେଖିବା ପାଇଁ ସାଧାରଣ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    5 hrs ago
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur, Odisha•
    8 hrs ago
  • D. R. D. A ର A. P. D. ମହେଶ୍ୱର ରଥ ଙ୍କ ନାମରେ ସଂଗୀନ ଅଭିଯୋଗ #spnewstvliveodia #breakingnews #nayagarhnews
    1
    D. R. D. A ର A. P. D. ମହେଶ୍ୱର ରଥ ଙ୍କ ନାମରେ ସଂଗୀନ ଅଭିଯୋଗ #spnewstvliveodia #breakingnews #nayagarhnews
    user_ସର୍ବେଶ୍ୱର ନାୟକ
    ସର୍ବେଶ୍ୱର ନାୟକ
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    11 hrs ago
  • ଟିଟିଲାଗଡ଼ ସହର ଦେଇ ଯାଇଥିବା ଜାତୀୟ ରାଜପଥ ୫୯ ନମ୍ବର ଡି ଏ ଭି କଲେଜ ହଳଦୀ ରାସ୍ତା ର ବେଳପଦର ଗାଁ ନିକଟରେ ଏକ କାର୍ଟୁନ ବୋଝେଇ ଟ୍ରକ ରେ ହଠାତ ନିଆଁ ଲାଗି ହୁ ହୁ ହୋଇ ଜଳି ଯିବା ଦେଖି ଟ୍ରକ ଚାଳକ ଗାଡି ଅଟକାଇ ରୁ ଡେଇଁ ପଡ଼ିଥିଲେ l ପରେ ଏନେଇ ସ୍ଥାନୀୟ ଅଗ୍ନିଶ୍ରମ ବିଭାଗ କୁ ଖବର ଦିଆଯାଇଥିଲା l ଅଗ୍ନିଶ୍ରମ ବିଭାଗ ର କର୍ମଚାରୀ ମାନେ ଆସି ନିଆଁ ଲିଭାଇଥିଲେ l ହେଲେ ସେ ସମୟ ଭିତରେ ଗାଡି ଟି ସମ୍ପୂର୍ଣ ଜଳି ଯାଇଥିଲା l ଟିଟିଲାଗଡ଼ ରୁ ରାୟପୁର ଅଭିମୁଖେ ଯାଉଥିବା ଏହି ଟ୍ରକ ରେ କାର୍ଟୁନ ଗୁଡିକ ଭର୍ତି ରହିଥିଲା l ତେବେ ସଟ ସର୍କିଟ ହୋଇ ଟ୍ରକ ରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି l
    2
    ଟିଟିଲାଗଡ଼ ସହର ଦେଇ ଯାଇଥିବା ଜାତୀୟ ରାଜପଥ ୫୯ ନମ୍ବର ଡି ଏ ଭି କଲେଜ ହଳଦୀ ରାସ୍ତା ର ବେଳପଦର ଗାଁ ନିକଟରେ ଏକ କାର୍ଟୁନ ବୋଝେଇ ଟ୍ରକ ରେ ହଠାତ ନିଆଁ ଲାଗି ହୁ ହୁ ହୋଇ ଜଳି ଯିବା ଦେଖି ଟ୍ରକ ଚାଳକ ଗାଡି ଅଟକାଇ ରୁ ଡେଇଁ ପଡ଼ିଥିଲେ l ପରେ ଏନେଇ ସ୍ଥାନୀୟ ଅଗ୍ନିଶ୍ରମ ବିଭାଗ କୁ ଖବର ଦିଆଯାଇଥିଲା l ଅଗ୍ନିଶ୍ରମ ବିଭାଗ ର କର୍ମଚାରୀ ମାନେ ଆସି ନିଆଁ ଲିଭାଇଥିଲେ l ହେଲେ ସେ ସମୟ ଭିତରେ ଗାଡି ଟି ସମ୍ପୂର୍ଣ ଜଳି ଯାଇଥିଲା l ଟିଟିଲାଗଡ଼ ରୁ ରାୟପୁର ଅଭିମୁଖେ ଯାଉଥିବା ଏହି ଟ୍ରକ ରେ କାର୍ଟୁନ ଗୁଡିକ ଭର୍ତି ରହିଥିଲା l ତେବେ ସଟ ସର୍କିଟ ହୋଇ ଟ୍ରକ ରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି l
    user_ସଞ୍ଜୟ କୁମାର ବେହେରା
    ସଞ୍ଜୟ କୁମାର ବେହେରା
    Photographer ଟିଟିଲାଗଡ଼, ବଲାଙ୍ଗୀର, ଓଡ଼ିଶା•
    15 hrs ago
  • Post by MSP TV (Reporter:-MiHiR)
    1
    Post by MSP TV (Reporter:-MiHiR)
    user_MSP TV (Reporter:-MiHiR)
    MSP TV (Reporter:-MiHiR)
    Lawyer ଡାବୁଗାନ, ନବରଙ୍ଗପୁର, ଓଡ଼ିଶା•
    3 hrs ago
  • Post by Padmanabha Naik
    1
    Post by Padmanabha Naik
    user_Padmanabha Naik
    Padmanabha Naik
    Video Creator ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    11 hrs ago
  • ଜୟପୁର ସହରରେ ପ୍ରଥମଥର ପାଇଁ BSF ପକ୍ଷରୁ ବିଶାଳ କାର୍ଯ୍ୟକ୍ରମ ଜୟପୁର ରାଜା ମହଲରେ ସାଧାରଣ ଲୋକଙ୍କ ପାଇଁ ଆୟୋଜନ କରାଯାଇଛି।
    1
    ଜୟପୁର ସହରରେ ପ୍ରଥମଥର ପାଇଁ BSF ପକ୍ଷରୁ ବିଶାଳ କାର୍ଯ୍ୟକ୍ରମ ଜୟପୁର ରାଜା ମହଲରେ ସାଧାରଣ ଲୋକଙ୍କ ପାଇଁ  ଆୟୋଜନ କରାଯାଇଛି।
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    7 hrs ago
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur, Odisha•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.