Shuru
Apke Nagar Ki App…
କେନ୍ଦ୍ରାପଡ଼ା ଗୁଲନଗର ଛକ ଠାରୁ ଗରାପୂର ମୁଖ୍ୟ ରାସ୍ତା ର ଷ୍ଟ୍ରିଟ୍ ଲାଇଟ ମରାମତି ପାଇଁ ଯୁବ କଂଗ୍ରେସ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ
Sarbeswar malik
କେନ୍ଦ୍ରାପଡ଼ା ଗୁଲନଗର ଛକ ଠାରୁ ଗରାପୂର ମୁଖ୍ୟ ରାସ୍ତା ର ଷ୍ଟ୍ରିଟ୍ ଲାଇଟ ମରାମତି ପାଇଁ ଯୁବ କଂଗ୍ରେସ ପକ୍ଷରୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ
More news from ଓଡ଼ିଶା and nearby areas
- ମେହେନ୍ଦିନଗର ଠାରୁ ହୁରାସାହି ଯାଏଁ ରାସ୍ତା ଶୋଚନୀୟ,ଯାତାୟାତ ରେ ବାଧାପ୍ରାପ୍ତ, ଦୃଘଟଣା ଘଟିବାର ସମ୍ଭାବନା1
- କେନ୍ଦ୍ରାପଡା: ଗୁଲନଗର ଛକ ଠାରୁ ଗରାପୁର ମୁଖ୍ୟ ରାସ୍ତାର ଷ୍ଟିଟ ଲାଇଟ ମରାମତି ପାଇ ଯୁବ କଂଗ୍ରେସ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାପାଳ ଙ୍କୁ ଦାବିପତ୍ର ।1
- କଟକ ଜିଲ୍ଲା କୁଶପଡ଼ା ବିଦ୍ୟାଳୟର ବାର୍ଷିକ ଉତ୍ସବ କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ଵାର ବ୍ଲକ ଅଧୀନସ୍ଥ ଗରୁଡ ଗାଁ ପଞ୍ଚାୟତ ସ୍ଥିତ ବିଶ୍ବଳି ଗ୍ରାମର କୁଶପଡ଼ା ଆଶ୍ରମ ବିଦ୍ୟାଳୟ ର ବାର୍ଷିକଉତ୍ସବ ପ୍ରଧାନ ଶିକ୍ଷକ କମଳାକାନ୍ତ ପରିଜା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିଥି ମାନେ ଶ୍ରୀଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୁଷ୍ପ,ଧୂପ ଅର୍ପଣ କରିବା ପରେ ସଭା କାର୍ଯ୍ୟ ଆରମ୍ଭ କରା ଯାଇଥିଲା । ମୁଖ୍ୟ ଅତିଥିଭାବେ ମାହାଙ୍ଗା ଅଞ୍ଚଳର ମହିମା ଧର୍ମ ଗବେଷକ ଡ଼.ଏକାଦଶୀ ପ୍ରଧାନ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଉଦଘାଟନ କରିଥିଲେ । ଉକ୍ତ ଉତ୍ସବରେ ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଦିପ୍ତିମୟି ବେହେରା ,ପୂର୍ବତନ ସରପଞ୍ଚ ସୁବୋଧ କୁମାର ସାମଲ,ମୁଖ୍ୟବକ୍ତା ଅଜୟ କୁମାର ପରିଡ଼ା ପ୍ରଧାନଶିକ୍ଷକ ବିଶିନା କାହାଣୀ ସରକାରୀ ଉଚ୍ଚ ବିଦ୍ୟାଳୟ , ସମ୍ମାନିତ ଅତିଥିଭାବେ ଦିଲୀପ କୁମାର ପୃଷ୍ଟି,ଶିଶୁ ସାହିତ୍ୟିକ ବିଜୟ କୁଅଁର ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିଲୀପ ସାମଲ,କାନପୁର ଆଞ୍ଚଳିକ ସାଧନ ସଂଯୋଜକ ବଂଶୀଧର ସ୍ୱାଇଁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଉତ୍ତମ ଛାତ୍ର ସୃଷ୍ଠି କରିବା ପାଇଁ ଶିକ୍ଷକ ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିବାବେଳେ ଛାତ୍ର ଛାତ୍ରୀ ମାନେ ପାଠପଢା ପ୍ରତି ମନ ନିବେଶ କରିବା ପାଇଁ ପରାମର୍ଶ ଦେଇଥିଲେ । ପିତା ମାତା ଗୁରୁଜନ ମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହିତ ଭଗବାନଙ୍କ ପ୍ରତି ଆସ୍ଥା ପ୍ରକଟ ଓ ନିଘା ରଖିବାପାଇଁ ଗୁରୁତ୍ଵ ଦେଇଥିଲେ । ଅତିଥିମାନେ ଏହି ବାର୍ଷିକ ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ, ଅଭିଭାବକ ,ବୁଦ୍ଧିଜୀବୀ ଓ ସ୍ଥାନୀୟ ଜନ ସାଧାରଣ ଯୋଗଦେଇଥିଲେ ।1
- ଜଗତସିଂହପୁର ଜିଲ୍ଲାରେ ଗୋଟିଏ ବିଶ୍ୱବିଦ୍ୟାଳୟ ଏବଂ ସରକାରୀ ଇଂଜିନିୟରିଂ କଲେଜ ପ୍ରତିଷ୍ଠା କରିବା ପାଇଁ ୨୦୨୬ -୨୭ ଆର୍ଥିକ ବର୍ଷର ବଜେଟ୍ରେ ଘୋଷଣା କରି ଜଗତସିଂହପୁରବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ସାକାର କରିଥିବାରୁ ମୁଖ୍ୟମନ୍ତ୍ରୀ ଓ ଶିଳ୍ପମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପାରାଦୀପ ନଗର ମଣ୍ଡଳ ବିଜେପି ସଭାପତି ସୁବ୍ରତ ପ୍ରଧାନ....1
- ରାସ୍ତା ନିର୍ମାଣ ନା ରେ ଭାଙ୍ଗିଦେଲେ ସରକାର ଙ୍କ ଜମିଉପରେ ହେଇଥିବା ଘର2
- ଯାଜପୁର ଜିଲ୍ଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀ ର ଗଡ଼ମଧୁପୁର ଗ୍ରାମ ପଂଚାୟତ ପନ୍ତୁରି ଗ୍ରାମ ଠାରେ ପୂର୍ବତନ ବିଧାୟକ ଙ୍କ ଫାର୍ମ ହାଉସ ଜମିକୁ ନେଇ ଅଭିଯୋଗ ହୋଇଥିବା ବେଳେ ତହସିଲ ପକ୍ଷରୁ କରାଯାଇଥିଲା ନୋଟିସ ଓ ପରେ ପରେ ଜମି ମାପଚୁପ,ଏହା ଉପରେ ମାପଚୁପ ଆଗରୁ ସାଙ୍ଗଠନିକ ବୈଠକ ରେ ବସୃତ ବିବରଣୀ ଦେଲେ ପ୍ରଣବ1
- କେହି ଜଣେ ବ୍ୟକ୍ତି ଖାନ୍ ନଗର ସ୍ଥିତ ମା ଦକ୍ଷିଣ କାଳୀ ଙ୍କ ମନ୍ଦିର ସମ୍ମୁଖ ରେ ବୁଲେଟ ରଖି ଯାଇଥିଲେ ହେଲେ କୌଣସି କାରଣ ବଶତଃ ବୁଲେଟ ଟିରେ ନିଆଁ ଲାଗି ଯାଇଥିଲା ଯାହାଫଳରେ ଚାହୁଁ ଚାହୁଁ ବୁଲେଟ ଟି ଜଳି ନଷ୍ଟ ହୋଇଯାଇଥିଲା।1
- ଜହ୍ନୀମୂଳ ଗ୍ରାମରେ ଅଗ୍ନିକାଣ୍ଡରେ ଜଳିଗଲା ଏକ ବଖରା ଚାଳ ଘର1