Shuru
Apke Nagar Ki App…
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଷୋଳବନ୍ଦ ରେ ପଢ଼ୁଥିବା,କନେଇଟାଲ ଗାଁ ର ଆଦିବାସୀ ଛାତ୍ର ମୃତ୍ୟୁ ଘଟଣା, ପରିବାର ବର୍ଗ ଙ୍କୁ ସମବେଦନା ଜଣାଇଲେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ପରିବାର ଲୋକଙ୍କର ଦୁଃଖ ସୁଖ ବୁଝୁଲେ ଶ୍ରୀ ପୂର୍ବତନ ରାଜ୍ୟସଭା ସାଂସଦ ଶ୍ରୀ ବିଶି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଷୋଳବନ୍ଦ ରେ ପଢ଼ୁଥିବା,କନେଇଟାଲ ଗାଁ ର ଆଦିବାସୀ ଛାତ୍ର ମୃତ୍ୟୁ ଘଟଣା, ପରିବାର ବର୍ଗ ଙ୍କୁ ସମବେଦନା ଜଣାଇଲେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ପରିବାର ଲୋକଙ୍କର ଦୁଃଖ ସୁଖ ବୁଝୁଲେ ଶ୍ରୀ ପୂର୍ବତନ ରାଜ୍ୟସଭା ସାଂସଦ ଶ୍ରୀ ବିଶି
ଦୁର୍ଯ୍ୟୋଧନ ବର୍ଗେ
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଷୋଳବନ୍ଦ ରେ ପଢ଼ୁଥିବା,କନେଇଟାଲ ଗାଁ ର ଆଦିବାସୀ ଛାତ୍ର ମୃତ୍ୟୁ ଘଟଣା, ପରିବାର ବର୍ଗ ଙ୍କୁ ସମବେଦନା ଜଣାଇଲେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ପରିବାର ଲୋକଙ୍କର ଦୁଃଖ ସୁଖ ବୁଝୁଲେ ଶ୍ରୀ ପୂର୍ବତନ ରାଜ୍ୟସଭା ସାଂସଦ ଶ୍ରୀ ବିଶି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଷୋଳବନ୍ଦ ରେ ପଢ଼ୁଥିବା,କନେଇଟାଲ ଗାଁ ର ଆଦିବାସୀ ଛାତ୍ର ମୃତ୍ୟୁ ଘଟଣା, ପରିବାର ବର୍ଗ ଙ୍କୁ ସମବେଦନା ଜଣାଇଲେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ପରିବାର ଲୋକଙ୍କର ଦୁଃଖ ସୁଖ ବୁଝୁଲେ ଶ୍ରୀ ପୂର୍ବତନ ରାଜ୍ୟସଭା ସାଂସଦ ଶ୍ରୀ ବିଶି
More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଶ୍ରୀରାମ ମହାବିଦ୍ୟାଳୟ ର ସିଢି ତଳରୁ 10 ଫୁଟର ଅଜଗର ଉଦ୍ଧାର କଲେଜ ଭିତରୁ ଦସ ଫୁଟର ଅଜଗର ଉଦ୍ଧାର l ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଶ୍ରୀରାମ ମହାବିଦ୍ୟାଳୟ ର ସିଢି ତଲେ ବିରାଟ ଅଜଗର ସାପ ଥିବା କର୍ମଚାରୀ ଦେଖିବାକୁ ପାଇଥିଲେ l ପରେ କଲେଜର କର୍ମଚାରୀ ମାନେ ବନ ବିଭାଗକୁ ଖବର ଦେଇଥିଲେ l ଖବର ପାଇ ବିନିକା ବନ ବିଭାଗ ତୁରନ୍ତ ମହାବିଦ୍ୟାଳୟକୁ ପହଞ୍ଚି ସୁରକ୍ଷିତ ଭାବରେ ଉଦ୍ଧାର କରିଛି l କଲେଜ ଭିତରେ ବିରାଟ ଅଜଗର ଦେଖି କର୍ମଚାରୀ ମାନେ ଭୟଭୀତ ହୋଇଯାଇଥିଲେ l ପରେ ବନ ବିଭାଗ ଆସି ଉଦ୍ଧାର କରିବା ପରେ ଅଜଗର ସାପକୁ ଦେଖିବା ପାଇଁ ଲୋକଙ୍କ ଭିଡ ଦେଖା ଦେଇଥିଲା l1
- #ସାରର_ବ୍ୟାପକ_କଳାବଜାରୀ_ଏବଂ_ସମବାୟ_ସଂସ୍ଥା_ଚୁରମାର୍_ହୋଇଯାଇଛି_ଏହି_ସାରଳାର_ରେ... - ଅମିୟ ପଟ୍ଟନାୟକ ଅଧ୍ୟକ୍ଷ ପିସିସି ସମବାୟ କଣ କହୁଛନ୍ତି ଟିକେ ଶୁଣନ୍ତୁ #rishitv #highlightseveryone #PCC #congressnews #viralreelsシ #farmer #problem1
- ସଂସଦ ଏକ ବିଲ୍ ପାରିତ କରିଛି ଯାହା ଆମ ପରୀକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବ - ପୁଣି ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ1
- ଅନ୍ତୋଦୟ ଗୃହ ଯୋଜନାରୁ ବାଦ୍ ପଡ଼ିଲେ ୯୦ ବର୍ଷରୁ ଊର୍ଦ୍ଧ୍ୱ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା ଭଙ୍ଗା ଘରେ ଅମାନବୀୟ ଜୀବନ; ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି ମ. ରାମପୁର, ୨୯/୦୭ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାର ଉଦ୍ଦେଶ୍ୟ ପ୍ରକୃତ ଘରବିହୀନ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରଙ୍କୁ ପକ୍କା ଘର ଯୋଗାଇବା। ହେଲେ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକରେ ଘଟିଥିବା ଏକ ଘଟଣା ଏହି ଯୋଜନାର କାର୍ଯ୍ୟକାରିତା ଓ ହିତାଧିକାରୀ ଚୟନ ପ୍ରକ୍ରିୟାକୁ ନେଇ ଗୁରୁତର ପ୍ରଶ୍ନ ସୃଷ୍ଟି କରିଛି। ବ୍ଲକ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ବାସିନ୍ଦା ବାସନ୍ତୀ ଭୋଇ (୯୦ ବର୍ଷରୁ ଊର୍ଦ୍ଧ୍ୱ) ଜଣେ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା। ସ୍ୱାମୀଙ୍କ ମୃତ୍ୟୁ ପରେ ସେ ଏକାକୀ ଜୀବନ ବିତାଉଛନ୍ତି। ଶାରୀରିକ ଅକ୍ଷମତା କାରଣରୁ ସେ ଘୂରୁଣ୍ଡି ଘୂରୁଣ୍ଡି ଯିବାକୁ ବାଧ୍ୟ ହେଉଥିବାବେଳେ ଏକ ଅତି ଜରାଜୀର୍ଣ୍ଣ ଓ ଭଙ୍ଗା ଘରେ ଅମାନବୀୟ ପରିସ୍ଥିତିରେ ଦିନ କାଟୁଛନ୍ତି। ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ତାଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରାଯାଇନଥିବା ଅଭିଯୋଗ ଉଠିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ବର୍ଷା ହେଲେ ଘର ଭିତରକୁ ପାଣି ପଶିଯାଉଥିବାରୁ ବୃଦ୍ଧାଙ୍କ ଜୀବନ ଅଧିକ ଦୁର୍ବିଷହ ହୋଇପଡ଼ିଛି। ପ୍ରକୃତ ହିତାଧିକାରୀ ହୋଇ ମଧ୍ୟ ସରକାରୀ ଆବାସରୁ ବଞ୍ଚିତ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି କରିଛି। ଏହା ସହିତ ଅନ୍ତୋଦୟ ଗୃହ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟାର ସ୍ୱଚ୍ଛତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ସ୍ଥାନୀୟ ବାସିନ୍ଦା, ସାମାଜିକ କର୍ମୀ ଓ ବୁଦ୍ଧିଜୀବୀମାନେ ଘଟଣାର ନିରପେକ୍ଷ ଯାଞ୍ଚ କରିବା ସହ ବାସନ୍ତୀ ଭୋଇଙ୍କୁ ତୁରନ୍ତ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରି ପକ୍କା ଘର ପ୍ରଦାନ କରିବାକୁ ଦାବି କରିଛନ୍ତି। ସେହିପରି ମାନ୍ୟବର ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି ଏହି ଅସହାୟ ଭିନ୍ନକ୍ଷମ ବୃଦ୍ଧାଙ୍କୁ ଆବଶ୍ୟକ ସରକାରୀ ସହାୟତା ଓ ସୁରକ୍ଷିତ ବାସସ୍ଥାନ ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ଘଟଣା ପୁଣିଥରେ ପ୍ରଶ୍ନ ଉଠାଇଛି—ସରକାରୀ ଯୋଜନାର ପ୍ରକୃତ ହକ୍ଦାର ମାନେ କେବେ ନ୍ୟାୟ ପାଇବେ ତାହା ବିଡ଼ିଓ ଶ୍ରୀ ଶରତ ଚନ୍ଦ୍ର ସେଠୀ ଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ?3
- ରାସ୍ତା ପାଇଁ ବହୁତ ଅସୁବିଧା 😭😭🙏🙏2
- 🌹🌹🌹🌹🌹🌹🌹🌹🇹🇯1
- ଟ୍ରେନ ଦୁର୍ଘଟଣା ରେ 40 ଛେଲି ମୃତ ବୌଦ୍ଧ ଜ଼ିଲ୍ଲା ଦ ହ୍ୟା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଖଲିଆପାଲି. କା ଦୋ ପଦର ସାନ ନାଲି ନିକଟରେ ହୋଇ ଥିବାର ଜଣାପଡିଛି1