logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଶିଳ୍ପ ବିପର୍ଯ୍ୟୟ ପ୍ରସ୍ତୁତିର ତଦାରଖ ପାଇଁ ଅନୁଗୁଳରେ ଜରୁରୀକାଳୀନ ମକ୍ ଡ୍ରିଲ୍ ଅନୁଷ୍ଠିତ ଅନୁଗୁଳ:-ଛେଣ୍ଡିପଦା ରୋଡ୍ ସ୍ଥିତ ନିଶା ନିକଟରେ ଏକ ପୂର୍ଣ୍ଣାଙ୍ଗ ଜରୁରୀକାଳୀନ ମକ୍ ଡ୍ରିଲ୍ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଶିଳ୍ପ ଗୁଡ଼ିକ ଜରୁରୀକାଳୀନ ସମୟରେ ଯୋଗାଯୋଗ ବ୍ୟବସ୍ଥା, ଜରୁରୀକାଳୀନ ଯନ୍ତ୍ରପାତି, ସମ୍ବଳ ସଂଗ୍ରହ ଏବଂ ଆନ୍ତଃ-ଏଜେନ୍ସି ସମନ୍ୱୟର ପ୍ରଭାବଶାଳୀ ମୂଲ୍ୟାଙ୍କନ କରିବା ଉଦ୍ଦେଶ୍ୟରେ ଡିସଟ୍ରିକ୍ଟ ଅଫ୍-ସାଇଟ୍ ଏମର୍ଜେନ୍ସି ରେସପନ୍ସ ପ୍ଲାନ୍ (ଓଇଆରପି) ଅନୁଯାୟୀ ଏହି ଅଭ୍ୟାସ କରାଯାଇଥିଲା। ଏହି ମକ୍ ଡ୍ରିଲରେ ଅନୁଗୁଳ ଡିଭିଜନର କାରଖାନା ଏବଂ ବଏଲର୍ସର ଉପନିର୍ଦ୍ଦେଶକ ଡକ୍ଟର ରମେଶ ଚନ୍ଦ୍ର ବେହେରା; ଅନୁଗୁଳ ଜୋନ୍-୧ର କାରଖାନା ଏବଂ ବଏଲର୍ସର ସହାୟକ ନିର୍ଦ୍ଦେଶକ ମନୋଜ ମିଶ୍ର; ଜିଲ୍ଲା ଅଗ୍ନିଶମ ଅଧିକାରୀ ଶରତ ଚନ୍ଦ୍ର ମଲ୍ଲିକ; ଏବଂ ଛେଣ୍ଡିପଦାର ସହକାରୀ ଶ୍ରମ ଅଧିକାରୀ ପଦ୍ମଜା ସାହୁ ପ୍ରମୁଖ ଅଧିକାରୀ ସାମିଲ ହୋଇଥିଲେ। ସେହିପରି ଶିଳ୍ପାନୁଷ୍ଠାନ ପକ୍ଷରୁ ଜିନ୍ଦଲ ଷ୍ଟିଲର ସେପ୍ଟି ମୁଖ୍ୟ(ଅନୁଗୁଳ) ଜିତେନ୍ଦ୍ର ପରିଡା, ଏସବିବିପିପି ପ୍ଲାଣ୍ଟ ମୁଖ୍ୟ (ଏଚଓପି) ଗଜେନ୍ଦ୍ର ରାୱତ ଏବଂ ଏସବିପିପିର ପରିଚାଳନା ଏବଂ ରକ୍ଷଣାବେକ୍ଷଣ (ଓ ଆଣ୍ଡ ଏମ) ମୁଖ୍ୟ ୟୁ. ଭି. ଏମ୍. ରାଓଙ୍କ ସମେତ ଜିନ୍ଦଲ ଷ୍ଟିଲ୍ ଏବଂ ନିକଟବର୍ତ୍ତୀ ଶିଳ୍ପର ପ୍ରତିନିଧିମାନଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଏହି ଡ୍ରିଲ୍‌ରେ ଅଂଶଗ୍ରହଣ କରିଥିଲେ l ଏହି ମକ୍ ଡ୍ରିଲ୍ ଜିନ୍ଦଲ ଷ୍ଟିଲ୍ ଦ୍ୱାରା ଅନୁଗୁଳର କାରଖାନା ଏବଂ ବଏଲର୍ସ ନିର୍ଦ୍ଦେଶାଳୟର ତତ୍ତ୍ୱାବଧାନ ଏବଂ ମାର୍ଗଦର୍ଶନରେ ଆୟୋଜିତ ହୋଇଥିଲା l ଜରୁରୀକାଳୀନ ପରିସ୍ଥିତି ସମୟରେ ସାଧାରଣ ଲୋକଙ୍କ ସୁରକ୍ଷା ଏବଂ ପରିବେଶ ସୁରକ୍ଷାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏଭଳି ଏକ ପ୍ରୟାସ କରାଯାଇଥିଲା। ଯାହା ଫଳରେ ଆଗକୁ ପ୍ରସ୍ତୁତି ସହ ଅସୁବିଧାଗୁଡିକର ଚିହ୍ନଟ କରାଯାଇପାରିବ l

15 hrs ago
user_Priyamadhaba Das
Priyamadhaba Das
Journalists Talcher Sadar, Anugul•
15 hrs ago
d86a46db-0c48-405f-bac8-e5baa52f8f64

More news from ଓଡ଼ିଶା and nearby areas
  • ସୁଜନାରାଜନନମଙ
    1
    ସୁଜନାରାଜନନମଙ
    user_ଟଙ୍କଧର .ମେହେର
    ଟଙ୍କଧର .ମେହେର
    Video Creator କୋଲିୟରୀ, ଅନୁଗୁଳ, ଓଡ଼ିଶା•
    8 hrs ago
  • चीन ने बिना पटरी चलने वाली ट्रेन तकनीक ART (Autonomous Rail Rapid Transit) विकसित की है। यह ट्रेन सामान्य सड़कों पर चलती है और सेंसर, कैमरा व GPS की मदद से सड़क पर बनी वर्चुअल लाइनों को फॉलो करती है। पारंपरिक ट्राम के मुकाबले यह सस्ती, तेज़ और आसान है। ART बस की लचीलापन और मेट्रो जैसी क्षमता को एक साथ जोड़ती है। #FutureTech #ChinaInnovation #SmartTransport #NextGenTransit #ViralNews #TechExplained #PublicTransport
    1
    चीन ने बिना पटरी चलने वाली ट्रेन तकनीक ART (Autonomous Rail Rapid Transit) विकसित की है। यह ट्रेन सामान्य सड़कों पर चलती है और सेंसर, कैमरा व GPS की मदद से सड़क पर बनी वर्चुअल लाइनों को फॉलो करती है। पारंपरिक ट्राम के मुकाबले यह सस्ती, तेज़ और आसान है। ART बस की लचीलापन और मेट्रो जैसी क्षमता को एक साथ जोड़ती है।
#FutureTech #ChinaInnovation #SmartTransport #NextGenTransit #ViralNews #TechExplained #PublicTransport
    user_द संक्षेप
    द संक्षेप
    Media company Anugul, Odisha•
    17 hrs ago
  • ସୋମନାଥ ମନ୍ଦିର ଆକ୍ରମଣର ୧୦୦୦ ବର୍ଷ ଏବଂ ମନ୍ଦିର ନିର୍ମାଣର ୭୫ ବର୍ଷ ପୂରଣ ସହ ସୋମନାଥ ସ୍ୱାଭିମାନ ପର୍ବ ପାଳନ ଅବସରରେ ବିଜେପି ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକଙ୍କ ପ୍ରତିକ୍ରିୟା
    1
    ସୋମନାଥ ମନ୍ଦିର ଆକ୍ରମଣର ୧୦୦୦ ବର୍ଷ ଏବଂ ମନ୍ଦିର ନିର୍ମାଣର ୭୫ ବର୍ଷ ପୂରଣ ସହ ସୋମନାଥ ସ୍ୱାଭିମାନ ପର୍ବ ପାଳନ ଅବସରରେ ବିଜେପି ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକଙ୍କ ପ୍ରତିକ୍ରିୟା
    user_Basant Kumar Nayak
    Basant Kumar Nayak
    କଣିହା, ଅନୁଗୁଳ, ଓଡ଼ିଶା•
    7 hrs ago
  • ଅନନ୍ୟା ଙ୍କ ଦ୍ଵାରା
    1
    ଅନନ୍ୟା ଙ୍କ ଦ୍ଵାରା
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    4 hrs ago
  • ଆମ ବସ୍ ର ମନ ମାନି ଚାଲୁଛି ଓଡିଶା ସରକାର କୋ ବସ୍ ଓଡିଶା ବାସି ୟେ ସବୁ ବିଜେପି ସରକାର ର ଶାସନ ଚାଲିଛି,
    1
    ଆମ ବସ୍ ର ମନ ମାନି ଚାଲୁଛି  ଓଡିଶା ସରକାର କୋ ବସ୍ 
ଓଡିଶା ବାସି ୟେ ସବୁ ବିଜେପି ସରକାର ର ଶାସନ ଚାଲିଛି,
    user_SU-PRAVAT-NEWS
    SU-PRAVAT-NEWS
    Job Centre କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    19 hrs ago
  • Post by Rajendra Dash
    1
    Post by Rajendra Dash
    user_Rajendra Dash
    Rajendra Dash
    ଆନନ୍ଦପୁର, କେନ୍ଦୁଝର, ଓଡ଼ିଶା•
    14 hrs ago
  • ବୌଦ୍ଧ କଂଗ୍ରେସ୍ ର ପ୍ରେସ ମିଟ
    1
    ବୌଦ୍ଧ କଂଗ୍ରେସ୍ ର ପ୍ରେସ ମିଟ
    user_Ranjan Kumar Dash
    Ranjan Kumar Dash
    Journalist Baudh Sadar, Boudh•
    21 hrs ago
  • 2nd Days Bajrang club Annual function AGNEYA
    3
    2nd Days Bajrang club 
Annual function AGNEYA
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.