Shuru
Apke Nagar Ki App…
ବିଶ୍ବରେ ଶାନ୍ତି ପ୍ରତିଷ୍ଠା ପାଇଁ କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିସରରେ ଚାଲିଛି ବିଶ୍ବ ଶାନ୍ତି ମହାଯଜ୍ଞ ବିଶ୍ବରେ ଶାନ୍ତି ପ୍ରତିଷ୍ଠା ପାଇଁ କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିସରରେ ଚାଲିଛି ବିଶ୍ବ ଶାନ୍ତି ମହାଯଜ୍ଞ
Koraput News
ବିଶ୍ବରେ ଶାନ୍ତି ପ୍ରତିଷ୍ଠା ପାଇଁ କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିସରରେ ଚାଲିଛି ବିଶ୍ବ ଶାନ୍ତି ମହାଯଜ୍ଞ ବିଶ୍ବରେ ଶାନ୍ତି ପ୍ରତିଷ୍ଠା ପାଇଁ କୋରାପୁଟ ଶାବର ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିସରରେ ଚାଲିଛି ବିଶ୍ବ ଶାନ୍ତି ମହାଯଜ୍ଞ
More news from ଓଡ଼ିଶା and nearby areas
- ଜିଲ୍ଲା ବାହାର ଠିକାଦାରଙ୍କୁ ବିରୋଧ କଲା ମା ପାଟଖଣ୍ଡା ଠିକାଦାର ସଂଘ1
- ମାଲକାନଗିରି ଜିଲ୍ଲା ମୋଟୁ ବନାଞ୍ଚଳ ପକ୍ଷ୍ୟରୁ ଏମଭି ୭୯ ଠାରେ ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୋଟୁ ବନବିଭାଗ ଏମଭି ୭୯ ସ୍ଥିତ ରେଞ୍ଜ୍ କର୍ଜ୍ୟାଳୟ ଠାରେ ଏକ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ କରଯାଇଛି l ଏହି କାର୍ଯ୍ୟକ୍ରମ ରେ acf ମୋନସୁନ ଖେମୁଣ୍ଡୁ , ରେଞ୍ଜ ଅଫିସର ତନୁଜା କାର୍ତିକି ,ପରିଚାଳନା ରେ ଶ୍ରୀ ତପନ କୁମର ସାହା , ମୋଟୁ ଫୋରେଷ୍ଟର ମୁରଲୀ ଧର ଅନୁଗୁଳିଆ, ଦୀପଙ୍କର ଶିଉଳି ଫୋରେଷ୍ଟର ଏବଂ ଅତିଥି ଏମଭି–୭୯ ଡଃ ଶ୍ୟାମା ପ୍ରସାଦ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନି ଅଧ୍ୟକ୍ଷା ପ୍ରଭାସିନୀ ମହାପାତ୍ର ସହ ଆଖ ପାଖ ଗ୍ରାମ ର vss ମେମ୍ବର ଓ ଗ୍ରାମ ବାସୀ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ବଣ ଅଗ୍ନିକୁ ରୋକିବା ପାଇଁ ଅଣ୍ଟା ଭିଡିଲା ବନ ବିଭାଗ ମାଲକାନଗିରି: ଗ୍ରୀଷ୍ମ ଋତୁ ପୂର୍ବରୁ ଜଙ୍ଗଲକୁ ନିଆଁରୁ ରକ୍ଷା କରିବା ପାଇଁ ମୋଟୁ ରେଞ୍ଜ ଅଫିସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜଙ୍ଗଲ ସୁରକ୍ଷା କମିଟିର ସଭାପତିମାନଙ୍କୁ ସାମିଲ କରାଯାଇ ନିଆଁ ଲିଭାଇବାର ବିଭିନ୍ନ କୌଶଳ ଶିଖାଯାଇଛି। ବନ ବିଭାଗ ଅଧିକାରୀଙ୍କ କହିବା ଅନୁସାରେ, ଜଙ୍ଗଲ ହେଉଛି ଆମର ଜାତୀୟ ସମ୍ପତ୍ତି। ଏଥିରେ ନିଆଁ ଲାଗିଲେ ବହୁ ମୂଲ୍ୟବାନ ଗଛଲତା ଓ ପଶୁପକ୍ଷୀ ପ୍ରାଣ ହରାନ୍ତି। ତେଣୁ ସ୍ଥାନୀୟ ଲୋକଙ୍କ ସହଯୋଗରେ ଜଙ୍ଗଲକୁ "ଅଗ୍ନିମୁକ୍ତ" ରଖିବା ପାଇଁ ଏହି ପ୍ରୟାସ କରାଯାଇଛି। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମହିଳା ଓ ସ୍ଥାନୀୟ ଗ୍ରାମବାସୀମାନେ ମଧ୍ୟ ଜଙ୍ଗଲ ବଞ୍ଚାଇବାକୁ ଶପଥ ନେଇଛନ୍ତି।1
- Post by Narattam Kumar padhy3
- ରାଜ୍ୟ ସରକାରଙ୍କୁ ଘେରିବାକୁ ଚାଷୀ ନେତାଙ୍କ ଚେତାବନୀ1
- Post by Rabindra Mandal1
- #ଏଦିଲୀ ଜଖୋମୋଡେଙ୍କର1
- ମାଲକାନଗିରି : LPG ବା ରନ୍ଧନ ଗ୍ୟାସକୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ #Malkangiri #Lpgissue @DeshDuniyaKhabar241
- ଆଜି ମାଲକାନାଗିରି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ପ୍ରଥମେଶ ଅରବିନ୍ଦ ରଜସିର୍କେ କାର୍ଯ୍ୟରେ ଯୋଗଦେଇଛନ୍ତି। କାର୍ଯ୍ୟଭାର ଗ୍ରହଣ କରିବା ପରେ ସେ ଜିଲ୍ଲାର ବିକାଶ ଓ ଜନସାଧାରଣଙ୍କ ସମସ୍ୟାର ସମାଧାନକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି।1
- Post by Rabindra Mandal1