logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

skcgସ୍ୱୟଂ ଶାସିତ କଲେଜର ଇତିହାସ ବିଭାଗର ଭାଷା,ସଂସ୍କୃତି ଓ ଜନଜାତି ସମାଜ ଉପରେ ଆଲୋଚନା ଚକ୍ର

3 days ago
user_AK14TV
AK14TV
Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
3 days ago

skcgସ୍ୱୟଂ ଶାସିତ କଲେଜର ଇତିହାସ ବିଭାଗର ଭାଷା,ସଂସ୍କୃତି ଓ ଜନଜାତି ସମାଜ ଉପରେ ଆଲୋଚନା ଚକ୍ର

More news from ଓଡ଼ିଶା and nearby areas
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    5 hrs ago
  • ପର୍ଯ୍ୟଟନ ସ୍ଥଳୀରେ ବନ ବିଭାଗର ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଆରମ୍ଭ--- ବର୍ତ୍ତମାନ ପର୍ଯ୍ୟଟନ ଋତୁ ଚାଲିଥିବା ବେଳେ ସମସ୍ତ ପର୍ଯ୍ୟଟନସ୍ଥଳ ମାନଙ୍କରେ ଲୋକଙ୍କର ଭିଡ ଦେଖିବାକୁ ମିଳେ l ଗଜପତି ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ହେଉଛି ପଦ୍ମ ସମ୍ଭବ ବୁଦ୍ଧ ବିହାର ଓ ନିକଟରେ ପ୍ରବାହିତ ହେଉଥିବା ଖସଡ଼ା ଜଳପ୍ରପାତ l ଏହି ଋତୁରେ ପର୍ଯ୍ୟଟକ ମାନେ ରାଜ୍ୟ, ଜିଲ୍ଲା ତଥା ଜିଲ୍ଲା ବାହାରୁ ପରିବାର ବର୍ଗ ଓ ବନ୍ଧୁ ବାନ୍ଧବଙ୍କ ସହ ପିକ୍ ନିକର ମଜା ନେବା ପାଇଁ ଏହି ସ୍ଥାନକୁ ଆସିଥାନ୍ତି। ପଲିଥିନ ଓ ପ୍ଲାଷ୍ଟିକର ବ୍ୟବହାର ପ୍ରବଳମାତ୍ରାରେ ଏଠାରେ ହୋଇଥାଏ l ଫଳରେ ପରିବେଶ ପ୍ରଦୂଷଣର ମଧ୍ୟ ଆଶଙ୍କା ରହିଛି l ତାହାକୁ ଏଠାରେ ଦୃଷ୍ଟିରେ ରଖି ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚନ୍ଦ୍ରଗିରି ଫାଣ୍ଡି ପୋଲିସର ସହାୟତାରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମୁକ୍ତ ପିକନିକ କ୍ୟାମ୍ପ ୨୦୨୬ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।ଚନ୍ଦ୍ରଗିରି ବନାଞ୍ଚଳର ବନପାଳ ଗଣେଶ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ରୂପକ କୁମାର ପ୍ରଧାନ, ଚାନ୍ଦିପୁର ସେକ୍ସନର ବନପାଳ ବାରିକ ବେହେରାଙ୍କ ସମେତ ସମସ୍ତ ବନରକ୍ଷୀ ଓ ସମସ୍ତ ବନ କର୍ମଚାରି ଓ ଅଗ୍ନିଶମ ବାହିନୀ,ଖସଡ଼ା ଗାଁ ଓ ରାଙ୍କୁଡ଼ା ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଏହି ଦୁଇ ପର୍ଯ୍ୟଟନ ସ୍ଥଳକୁ ସଫେଇ କରିଥିଲେ l ଏହି ଖସଡ଼ା ଜଳପ୍ରପାତ କୁ ପରିଷ୍କାର ରଖିବା ପାଇଁ ଲବାରସିଂ ପଞ୍ଚାୟତର ୨ ଖଣ୍ଡ ଗାଁ ଖସଡ଼ା ଓ ରଙ୍କୁଡ଼ା ଗାଁ କୁ ନେଇ ଜୈବ ଉନ୍ନୟନ କମିଟି ଗଠନ କରାଯାଇଛି। ଦୁଇ ମାସ ଧରି ଏହି କମିଟିର ଲୋକ ମାନେ ପାଳି କରି ଏହି ଜଳପ୍ରପାତର ଚତୁଃପାର୍ଶ୍ୱକୁ ସଫେଇ କରାଯାଉଛି ବୋଲି ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ରୂପକ କୁମାର ପ୍ରଧାନ କହିଛନ୍ତି।ତେବେ ଖସଡ଼ା ଠାରେ ଅତ୍ୟଧିକ ପରିମାଣରେ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ହେଉ ଥିବାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ପଲିଥିନ ଓ ପ୍ଲାଷ୍ଟିକର ବ୍ୟବହାର ନ କରିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀ ପ୍ରଧାନ
    1
    ପର୍ଯ୍ୟଟନ ସ୍ଥଳୀରେ ବନ ବିଭାଗର ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଆରମ୍ଭ---
ବର୍ତ୍ତମାନ ପର୍ଯ୍ୟଟନ ଋତୁ ଚାଲିଥିବା ବେଳେ ସମସ୍ତ ପର୍ଯ୍ୟଟନସ୍ଥଳ ମାନଙ୍କରେ ଲୋକଙ୍କର ଭିଡ ଦେଖିବାକୁ ମିଳେ l ଗଜପତି ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ହେଉଛି ପଦ୍ମ ସମ୍ଭବ ବୁଦ୍ଧ ବିହାର ଓ ନିକଟରେ ପ୍ରବାହିତ ହେଉଥିବା ଖସଡ଼ା ଜଳପ୍ରପାତ l ଏହି ଋତୁରେ ପର୍ଯ୍ୟଟକ ମାନେ ରାଜ୍ୟ, ଜିଲ୍ଲା ତଥା ଜିଲ୍ଲା ବାହାରୁ ପରିବାର ବର୍ଗ ଓ ବନ୍ଧୁ ବାନ୍ଧବଙ୍କ ସହ ପିକ୍ ନିକର ମଜା ନେବା ପାଇଁ ଏହି ସ୍ଥାନକୁ ଆସିଥାନ୍ତି।  ପଲିଥିନ ଓ ପ୍ଲାଷ୍ଟିକର ବ୍ୟବହାର ପ୍ରବଳମାତ୍ରାରେ ଏଠାରେ ହୋଇଥାଏ l ଫଳରେ ପରିବେଶ ପ୍ରଦୂଷଣର ମଧ୍ୟ ଆଶଙ୍କା ରହିଛି l ତାହାକୁ ଏଠାରେ ଦୃଷ୍ଟିରେ ରଖି ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚନ୍ଦ୍ରଗିରି ଫାଣ୍ଡି ପୋଲିସର ସହାୟତାରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ମୁକ୍ତ ପିକନିକ କ୍ୟାମ୍ପ ୨୦୨୬ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।ଚନ୍ଦ୍ରଗିରି ବନାଞ୍ଚଳର ବନପାଳ ଗଣେଶ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ରୂପକ କୁମାର ପ୍ରଧାନ, ଚାନ୍ଦିପୁର ସେକ୍ସନର ବନପାଳ ବାରିକ ବେହେରାଙ୍କ ସମେତ ସମସ୍ତ ବନରକ୍ଷୀ ଓ ସମସ୍ତ ବନ କର୍ମଚାରି ଓ ଅଗ୍ନିଶମ ବାହିନୀ,ଖସଡ଼ା ଗାଁ ଓ ରାଙ୍କୁଡ଼ା ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଏହି ଦୁଇ ପର୍ଯ୍ୟଟନ ସ୍ଥଳକୁ ସଫେଇ କରିଥିଲେ l ଏହି ଖସଡ଼ା ଜଳପ୍ରପାତ କୁ ପରିଷ୍କାର ରଖିବା ପାଇଁ ଲବାରସିଂ ପଞ୍ଚାୟତର ୨ ଖଣ୍ଡ ଗାଁ ଖସଡ଼ା ଓ ରଙ୍କୁଡ଼ା ଗାଁ କୁ ନେଇ ଜୈବ ଉନ୍ନୟନ କମିଟି ଗଠନ କରାଯାଇଛି। ଦୁଇ ମାସ ଧରି ଏହି କମିଟିର ଲୋକ ମାନେ ପାଳି କରି ଏହି ଜଳପ୍ରପାତର ଚତୁଃପାର୍ଶ୍ୱକୁ ସଫେଇ କରାଯାଉଛି ବୋଲି ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ରୂପକ କୁମାର ପ୍ରଧାନ କହିଛନ୍ତି।ତେବେ ଖସଡ଼ା ଠାରେ ଅତ୍ୟଧିକ ପରିମାଣରେ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ହେଉ ଥିବାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ପଲିଥିନ ଓ ପ୍ଲାଷ୍ଟିକର ବ୍ୟବହାର ନ କରିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀ ପ୍ରଧାନ
    user_GUMMA UPDATE NEWS
    GUMMA UPDATE NEWS
    Journalist ସେରଙ୍ଗୋ, ଗଜପତି, ଓଡ଼ିଶା•
    2 hrs ago
  • ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷ -୨୦୨୬ ସାରା ରାଜ୍ୟରେ ପାଳନ ହେଉଥିବା ବେଳେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ଖୁଦ୍ର ଜଳସେଚନ ବିଭାଜନ ୧ ଗଞ୍ଜାମ ଆନୁକୂଲ୍ୟରେ ମହୁରୀ କାଳୁଆ ମନ୍ଦିର ପ୍ରାଙ୍ଗଣରେ ପାଣି ପଞ୍ଚାୟତ ପକ୍ଷ ପାଳିତ #live_odisha_news_update #published_from #Brahamapur #kukudakhandi
    1
    ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷ -୨୦୨୬ ସାରା ରାଜ୍ୟରେ ପାଳନ ହେଉଥିବା ବେଳେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ଖୁଦ୍ର ଜଳସେଚନ ବିଭାଜନ ୧ ଗଞ୍ଜାମ ଆନୁକୂଲ୍ୟରେ ମହୁରୀ କାଳୁଆ ମନ୍ଦିର ପ୍ରାଙ୍ଗଣରେ ପାଣି ପଞ୍ଚାୟତ ପକ୍ଷ ପାଳିତ 
#live_odisha_news_update #published_from #Brahamapur #kukudakhandi
    user_Live Odisha NewsUpdate District reporter
    Live Odisha NewsUpdate District reporter
    Reporter ବ୍ରହ୍ମପୁର ସଦର, ଗଞ୍ଜାମ, ଓଡ଼ିଶା•
    9 hrs ago
  • ନନ୍ଦପୁର ବ୍ଲକ ହିକିମପୁଟରେ ଦେଖିବାକୁ ମିଳିଛି ଏକ ଭିନ୍ନ ପ୍ରଜାତିର ପ୍ରଜାପତି,ଭୟ ଭିତ ମଧ୍ୟରେ ଆନନ୍ଦ
    1
    ନନ୍ଦପୁର ବ୍ଲକ ହିକିମପୁଟରେ ଦେଖିବାକୁ ମିଳିଛି ଏକ ଭିନ୍ନ ପ୍ରଜାତିର ପ୍ରଜାପତି,ଭୟ ଭିତ ମଧ୍ୟରେ ଆନନ୍ଦ
    user_KADAMBINI
    KADAMBINI
    Journalist ଲକ୍ଷ୍ମୀପୁର, କୋରାପୁଟ, ଓଡ଼ିଶା•
    2 hrs ago
  • ରାଉରକେଲା ପ୍ଲେନ୍ କ୍ରାସ୍ ରେ ମୁହଁ ଖୋଲିଲେ ପାଇଲଟ୍.. ଗୋଟିଏ ନିଷ୍ପତ୍ତିରେ ସମସ୍ତଙ୍କ ଜୀବନ ବଞ୍ଚାଇଦେଲେ ... ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ରାଉରକେଲା ପ୍ଲେନ୍ କ୍ରାସ୍ ରେ ମୁହଁ ଖୋଲିଲେ ପାଇଲଟ୍.. ଗୋଟିଏ ନିଷ୍ପତ୍ତିରେ ସମସ୍ତଙ୍କ ଜୀବନ ବଞ୍ଚାଇଦେଲେ ... ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    4 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    Badagada, Ganjam•
    11 hrs ago
  • #ANM_ଦିଦିଙ୍କ_ଔଦ୍ଧତ୍ୟ_ସାମ୍ବାଦିକଙ୍କୁ_ଦୁର୍ବ୍ୟବହାର ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ମେଡିକାଲରେ ANM ଦିଦିଙ୍କ ଔଦ୍ଧତ୍ୟ। ମେଡିକାଲରେ ଡାକ୍ତର ଅଭାବ ନେଇ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଦୁର୍ବ୍ୟବହାର । ୪ଟି ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିଙ୍କୁ ନାଲି ଆଖି ଦେଖାଇବା ସହ ମାଡ ମାରିବାକୁ ଧମକ । #Ganjam #ANM #Journalist #Misbehaviour #Odisha
    1
    #ANM_ଦିଦିଙ୍କ_ଔଦ୍ଧତ୍ୟ_ସାମ୍ବାଦିକଙ୍କୁ_ଦୁର୍ବ୍ୟବହାର
ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ମେଡିକାଲରେ ANM ଦିଦିଙ୍କ ଔଦ୍ଧତ୍ୟ। ମେଡିକାଲରେ ଡାକ୍ତର ଅଭାବ ନେଇ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଦୁର୍ବ୍ୟବହାର । ୪ଟି ବୈଦ୍ୟୁତିକ  ଗଣମାଧ୍ୟମର ପ୍ରତିନିଧିଙ୍କୁ ନାଲି ଆଖି ଦେଖାଇବା ସହ ମାଡ ମାରିବାକୁ ଧମକ । 
#Ganjam #ANM #Journalist #Misbehaviour #Odisha
    user_Ganjam Khabar
    Ganjam Khabar
    Journalist Purusottampur, Ganjam•
    9 hrs ago
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.