Shuru
Apke Nagar Ki App…
#ହୋମଗାର୍ଡ ଚୋରି କଲେ ପାଣି ପାଇପ୍ ବାଲେଶ୍ଵର ଜିଲ୍ଲା ସିଂଲା ଥାନା ରେ ଏମିତି ଘଟଣା।
Mahima tv Rajesh Kumar Giri
#ହୋମଗାର୍ଡ ଚୋରି କଲେ ପାଣି ପାଇପ୍ ବାଲେଶ୍ଵର ଜିଲ୍ଲା ସିଂଲା ଥାନା ରେ ଏମିତି ଘଟଣା।
More news from ଓଡ଼ିଶା and nearby areas
- ବାଲେଶ୍ଵର ଜିଲ୍ଲା ସିଂଲା ଥାନା ରେ ଏମିତି ଘଟଣା।1
- ମେଳା ବୁଲି ଫେରିବା ବାଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା। 4 ଜଣ ଗୁରୁତର । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଧୀନ ମୁସାମାରି ନିକଟରେ ଦୁଇ ବାଇକ୍ ପରସ୍ପରକୁ ସାମ୍ନା ସାମ୍ନି ଧକ୍କା ଦେବା ଫଳରେ ଦୁଇ ବାଇକ୍ ରେ 4 ଜଣ ରାସ୍ତାରେ ପଡ଼ି ଛଟପଟ ହେଉଥିବା ଦେଖିବାକୁ ମିଳିଥିଲା , ସୂଚନା ଅନୁଯାୟୀ ଦେବୋଷୋଲ ରେ ଜାଗୋର ମେଳା ଲାଗିଥିବାରୁ ଲୋକଙ୍କ ଗହଳି ଲାଗିଥାଏ , ତେବେ ମେଳା ଦେଖି ସାରି ଦୁଇ ଜଣ ଯୁବକ ରାସଗୋବିନ୍ଦପୁର ଆଡ଼କୁ ଦୃତ ଗତିରେ ରେଶିଂ ବାଇକ୍ ଯୋଗେ ଯାଉଥିବା ବେଳେ ଅପରପକ୍ଷରୁ ଆସୁଥିବା ଆଉ ଏକ ବାଇକ୍ କୁ ବାଡେଇ ଥିଲା । ତେବେ ଟକ୍କର ଏତେ ଯୋର୍ ରେ ଥିଲା ଯେ ଶବ୍ଦରେ ପ୍ରାୟ 200 ମିଟର ପର୍ଯ୍ୟନ୍ତ ଲୋକେ ହଟାତ୍ କିଛି ବୁଝିପାରିନଥିଲେ। ତେବେ ସ୍ଥାନୀୟ ଲୋକେ ଦୁଇ ବାଇକ୍ ଆରୋହିଙ୍କୁ ଉଦ୍ଧାର କରିବା ସହ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର କୁ ନେଇଯାଇଥିଲେ । ଅନ୍ୟପଟେ 3 ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇଥିବା ନେଇ ସୂଚନା ମିଳିଛି। ତେବେ ଗୁରୁତର ମାନେ ଅଙ୍ଗାରଗାଡିଆ ଗ୍ରାମର ରାୟା ମାରାଣ୍ଡି , ଏବଂ ଡୋମାନ ମୁର୍ମୁ , କରଞ୍ଜିଆ ବସ୍ତା ଅଞ୍ଚଳର କାହ୍ନୁ ରାମ ଏବଂ ପର୍ଶୁ ରାମ ବୋଲି ଜଣାପଡିଛି ।1
- ବାଲେଶ୍ବର ଜିଲ୍ଲା ବାଲିଆପାଳ ବ୍ଲକ ବଣିଆଡିହା ପଞ୍ଚାୟତର ଲଙ୍ଗଳେଶ୍ବର ଗ୍ରାମରେ ଜଣେ ବିଧବା ମହିଳା ଦିର୍ଘ ୨ବର୍ଷ ହେଲା ଆବେଦନ ପରେ ବି ଆଜି ଯାଏଁ ମିଳିପାରୁ ନାହିଁ ଭତ୍ତା ବିଧବା ଭତ୍ତା ଆବେଦନ ପରେ ବି ପ୍ରଶାସନ ନିରବ1
- ବାଲେଶ୍ଵର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ବଣିଆଡିହା ପଂଚାୟତ ରେ ଜଣେ ବିଧବା ମହିଳା ଦିର୍ଘ ୨ବର୍ଷ ହେଲା ଆବେଦନ ପରେ ବି ଆଜି ଯାଏଁ ମିଳିନାହିଁ ଭତ୍ତା ସେ ନେଇ ରଖିଲେ ପ୍ରତିକ୍ରିୟା1
- ବନବିଭାଗ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ମୃତ ମୁଖରୁ ବଞ୍ଚିଲା କାଳିଆ।1
- ବାରିପଦା ସିଦ୍ଧି ବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ହେଉଥିବା କଳସ ଯାତ୍ରାରେ ନିଜେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର। #baripada #mayurbhanj #viral1
- ବାରିପଦା ସ୍ଥିତ ଫରେଷ୍ଟ କଲୋନୀ ଥରେ ନବନିର୍ମିତ ସିଦ୍ଧି ବିନାୟକ ମନ୍ଦିର ପ୍ରତିଷ୍ଠା ଅବସରରେ ସହରରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହିତ ପ୍ରାୟ 3 ହଜାରରୁ ଉର୍ଦ୍ଧ୍ଵ ମହିଳାଙ୍କ କଳସ ସହ ନଗର ପରିକ୍ରମା।ଦୀର୍ଘ ୨୭ ବର୍ଷ ପରେ ସ୍ବପ୍ନ ସକର ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କଲେ ମନ୍ତ୍ରୀ ଶ୍ରୀ ମହାପାତ୍ର4
- #ପାଣି_ଚିନ୍ତାରେ_ଗାଁ_ଲୋକେ । 🟥ବାରମ୍ବାର ଅଫିସ ଆସି ଫେରୁଛନ୍ତି ଦେଖା ମିଳୁନି କି ପାଣି ମିଳୁନି । 🟥ପିଇବା ପାଣି ସମସ୍ୟା ନେଇ ତାତିଲେ ବସ୍ତା ବ୍ଲକ ଦୁଧ ହଂସା ପଞ୍ଚାୟତ ବେଢାକଣା ଗାଁ ର ମହିଳା ଓ ଯୁବନେତା ସୁଧାଂଶୁ ଜେନା ।1