ସୋର ଥାନା ଅଧୀନ ବିଭିନ୍ନ ଅଞ୍ଚଳରେ ଚଡାଉ କରି ବିପୁଳ ପରିମାଣର ଦେଶୀ ରନ୍ଧା ମଦ ଓ ଗୁଡ଼ ପୋଚ ଜବତ, ୦୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସୋର ଥାନା ଅନ୍ତର୍ଗତ ନୂଆଗାଁ, ବନ୍ଧସାହି, ଗୋପୀନାଥପୁର ଓ ପୁରୁଷୋତ୍ତମପୁର ଗ୍ରାମରେ ଚଢ଼ାଉ କରାଯାଇ ୩୪୫ ଲିଟର ଦେଶୀ ରନ୍ଧା ମଦ ଓ ୩୨୦୦ ଲିଟର ଗୁଡ଼ ପୋଚ ଜବତ କରାଯିବା ସହିତ ଗୋପୀନାଥପୁର ଗ୍ରାମର ଲକ୍ଷ୍ମଣ ଜେନା ଓ ମିନତୀ ଜେନା ଏବଂ ପୁରୁଷୋତ୍ତମପୁର ଗ୍ରାମର ସୁମିତ୍ରା ମଲ୍ଲିକ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ୪୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ସହ ଉପ-ନିରୀକ୍ଷକ ବସନ୍ତ କୁମାର ବାରିକ ଓ କ୍ଷୀରୋଦ କୁମାର ସାହୁ କନେଷ୍ଟବଳ ଶଶୀକାନ୍ତ ସାହୁ, ଦେବାଶିଷ ମଲ୍ଲିକ, ମିନତୀ ପରିଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ସୋର ଆଦର୍ଶ ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।
ସୋର ଥାନା ଅଧୀନ ବିଭିନ୍ନ ଅଞ୍ଚଳରେ ଚଡାଉ କରି ବିପୁଳ ପରିମାଣର ଦେଶୀ ରନ୍ଧା ମଦ ଓ ଗୁଡ଼ ପୋଚ ଜବତ, ୦୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ସୋର ଆଦର୍ଶ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ
ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ସୋର ଥାନା ଅନ୍ତର୍ଗତ ନୂଆଗାଁ, ବନ୍ଧସାହି, ଗୋପୀନାଥପୁର ଓ ପୁରୁଷୋତ୍ତମପୁର ଗ୍ରାମରେ ଚଢ଼ାଉ କରାଯାଇ ୩୪୫ ଲିଟର ଦେଶୀ ରନ୍ଧା ମଦ ଓ ୩୨୦୦ ଲିଟର ଗୁଡ଼ ପୋଚ ଜବତ କରାଯିବା ସହିତ ଗୋପୀନାଥପୁର ଗ୍ରାମର ଲକ୍ଷ୍ମଣ ଜେନା
ଓ ମିନତୀ ଜେନା ଏବଂ ପୁରୁଷୋତ୍ତମପୁର ଗ୍ରାମର ସୁମିତ୍ରା ମଲ୍ଲିକ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଜବତ ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୨ ଲକ୍ଷ ୪୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ
ଚଢ଼ାଉରେ ସୋର ଆଦର୍ଶ ଅବକାରୀ ଥାନା ସହ ଉପ-ନିରୀକ୍ଷକ ବସନ୍ତ କୁମାର ବାରିକ ଓ କ୍ଷୀରୋଦ କୁମାର ସାହୁ କନେଷ୍ଟବଳ ଶଶୀକାନ୍ତ ସାହୁ, ଦେବାଶିଷ ମଲ୍ଲିକ, ମିନତୀ ପରିଡ଼ା ପ୍ରଭୃତି ସାମିଲ ଥିଲେ । ଏନେଇ ସୋର ଆଦର୍ଶ ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।
- ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାଟିଆପଡ଼ା ନିକଟରେ ଦୁର୍ଘଟଣାରେ ୧୪ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ମୃତ୍ୟୁ ବରଣ ହୋଇଥିବା ଗାଡିର ଭୟଙ୍କର ଦୃଶ୍ୟ ସିସିଟିଭି ଫୁଟେଜରେ କଏଦର ଦୃଶ୍ୟ । ସୂଚନା ଅନୁଯାୟୀ ଭୁବନେଶ୍ୱର ଡୁଡୁମ୍ବା ଅଞ୍ଚଳରୁ କିଛି ଲୋକ କଲିକତାକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବା ପାଇଁ ଯାଉଥିଲେ। ସେଠାରୁ ଡୁଡୁମ୍ବାକୁ ଏକ ଟ୍ରାଭେଲର ଯୋଗେ ଫେରୁଥିବା ସମୟରେ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଛୋଟ ପିଲାଙ୍କ ସମେତ ୧୪ଜଣ ଗୁରୁତର ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା ।1
- Post by Srikanta Biswal Adyasha Live1
- ଜଳେଶ୍ୱର ରେ ବାଲି ମାଫିଆ ଦ୍ୱାରା ଜୁଲାଇ 10 ତାରିଖରେ ଆକ୍ରମଣ କରିଥିବା ଆସାମୀ କୁ ଗିରଫ ଦାବିରେ ଜଳେଶ୍ୱର କଂଗ୍ରସ ସାମ୍ବାଦିକ ସମିଳନୀ1
- ଜଳେଶ୍ଵର: ବାଲି ମାଫିଆ ଙ୍କ ଆକ୍ରମଣ ଘଟଣାରେ କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ !!!1
- Post by Chittaranjan Nayak1
- ଖଇରା ତା 17/04/2026 ଖଇରା ଦୁର୍ଗମଣ୍ଡପ ପାଖରେ ଥିବା ବିଜୁବାବୁ ଫୋଟରେ ପୁଷ୍ପମାଳ, ଅପ୍ରଣ କରିଥିଲେ ଖଇରା ସିମୁଳିଆ ଅଞ୍ଚଳ ର ପୂର୍ଵ ତନ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ (ଜ୍ୟୋତି ନନା ) .4
- #BrekingNews ଦ୍ରୁତଗାମୀ ଟ୍ରେନରେ କଟି ଅଜଣା ଯୁବକ ମୃତ୍ୟୁ। ଖନ୍ତାପଡ଼ା ରେଳ ଫାଟକ ନିକଟରେ ଘଟିଛି ଦୁର୍ଘଟଣା।1
- ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ସିମୁଳିଆ ବ୍ଲକ ମାର୍କୋଣା ପଞ୍ଚାୟତ ଗାଁ ମାର୍କୋଣାରେ ଉଡା ପର୍ବ ପାଳିତ ହୋଇଯାଇଛି l2