#ରଥାଯାତ୍ର_ପାଇଁ_ପ୍ରସ୍ତୁତି_ଆରମ୍ଭ_କରିବାକୁ_ଦାବି #ଗତ_ବର୍ଷ_ଭଳି_ଚଳିତ_ବର୍ଷ_ନହେଉ ସୁବର୍ଣ୍ଣପୁର: ସୁଦର୍ଶନ ହେଉଛନ୍ତି ଅଝଟ, ଦୂର୍ଦ୍ଧର୍ଷ, ଦୁଷ୍ଟ ଏବଂ ଦୁଷ୍ଟ ସଂହାରକ। ସେ ଦୁଷ୍ଟ ଚଗଲା କାରଣରୁ ସେହିଁ ଶୃଙ୍ଖଳିତ ସହିତ ରକ୍ଷକ ମଧ୍ୟ। ତେଣୁ ସୁଦର୍ଶନ ମାତା ସୁଭଦ୍ରାଙ୍କ ସହିତ ରଥରେ ରହି ଶାନ୍ତ ରହିଥାନ୍ତି। ଏବଂ ତାଙ୍କୁ ସୁରକ୍ଷା ମଧ୍ୟ ଯୋଗାଇ ଦେଇଥାନ୍ତି। ସୋନପୁରରେ ସୁଦର୍ଶନ ନାହାନ୍ତି, ତେଣୁ ବଡ଼ ଜଗନ୍ନାଥଙ୍କ ରଥଯାତ୍ରା ସମୟରେ ମାତା ସୁଭଦ୍ରା ବଡ ଭାଇ ବଳଭଦ୍ରଙ୍କ ରଥରେ ରଥାରୂଢ଼ ରହିଥାନ୍ତି। ସମସ୍ୟା, ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଗତ କିଛି ବର୍ଷ ହେବ ନିଜ ଉଚ୍ଚତା ବା ହାଏନେସ ଦେଖାଇବା ପାଇଁ ଦୁଇ ଗୋଟି ରଥ ବଦଳରେ ତିନୋଟି ରଥର ନିର୍ମାଣ କରି ଆସୁଅଛି। ଏବଂ ମାତା ସୁଭଦ୍ରାଙ୍କୁ ଏକ ରଥରେ ଅଧିଷ୍ଠିତ କରାଯାଉଛି। ଏବେ ସଙ୍ଗୀନ ଅବସ୍ଥା ଆଡକୁ ଟାଣି ହୋଇଯାଇଛି ସୋନପୁର ବଡ଼ ଜଗନ୍ନାଥଙ୍କ ରଥଯାତ୍ରା। ପ୍ରଶାସନ ରଥ ନିର୍ମାଣ କରିପାରୁ ନାହିଁ। ଥପାଥନା କରି ରଥ ନିର୍ମାଣ କରୁଛି। ଯା' ଫଳରେ ଦାରୁ ଶ୍ରୀବିଗ୍ରହମାନଙ୍କୁ ରଥାରୂଢ଼ କରିବାରେ ଘୋର ସମସ୍ୟା ସୃଷ୍ଟି ହେଉଛି। ରଥ ଟଣା ବେଳେ ରାସ୍ତାରେ ରଥର ଅଖ ଚକ ଭାଙ୍ଗୁଛି। ସେହିଭଳି ରଥ ସହିତ ପଥରେ ମଧ୍ୟ ସମସ୍ୟା ସୃଷ୍ଟି ହେଉଛି। ଶ୍ରୀବିଗ୍ରହ ମାନଙ୍କୁ ରଥ ପରିକ୍ରମା ସମୟରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଆଗେ ପ୍ରସସ୍ଥ ବଡ ବଡ ରଥ ନିର୍ମାଣ ହେଉଥିଲା। ଏବେ ଅତ୍ୟନ୍ତ ଛୋଟ ଛୋଟ ରଥ ନିର୍ମାଣ ହେଉଥିଲେ ସୁଦ୍ଧା ପରିକ୍ରମାରେ ସମସ୍ୟା ସୃଷ୍ଟି ହେଉଛି। ସୋନପୁର ଉପଜିଲ୍ଲାପାଳ ତଥା ଦେବୋତ୍ତର ଅଧିକାରୀଙ୍କୁ ଯଥେଷ୍ଟ ପୂର୍ବରୁ ସମସ୍ତ ବିଷୟରେ ଅବଗତ କରାଇବା ସତ୍ତ୍ୱେ ଗତ ବର୍ଷ ରଥଯାତ୍ରାରେ ଅନେକ ପ୍ରକାର ନିତୀକାନ୍ତିରେ ବିଭ୍ରାଟ ଦେଖା ଦେଇଥିଲା। ଜିଲ୍ଲା ପ୍ରଶାସନ ତଥା ଦେବୋତ୍ତର ବିଭାଗ କାମ କରିଥିବା କେହି ଅନୁଭବ କରି ପାରିନଥିଲେ। ସାଧାରଣରେ ଅସନ୍ତୋଷ ଦେଖାଦେଇଥିଲା। ଲୋକେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଓ କରିବାକୁ ବାଧ୍ୟ ହୋଇଥିଲେ। ଚଳିତ ବର୍ଷ ରଥଯାତ୍ରା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବ। କିପରି ଜଗନ୍ନାଥଙ୍କ ଏହି ଆଧ୍ୟାତ୍ମିକ ଯାତ୍ରା ଅତ୍ୟନ୍ତ ଦିବ୍ୟ ଓ ଭବ୍ୟ ହୋଇପାରିବ ସେ ଦିଗରେ ପ୍ରଶାସନ ଏବେଠୁ ପ୍ରସ୍ତୁତି ଆରମ୍ଭ କରିବାକୁ ସାଧାରଣରେ ଦାବି ହେଉଛି।

- Post by BAHUJAN ADHIKAR1
- ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୩୧/୦୩/୨୦୨୬ ମଙ୍ଗଲବାର । ଦିନର ୧୨ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।1
- Post by Sonepur news khulasa1
- ୧୦ କୋଟି ଟଙ୍କାର ଗଞ୍ଜେଇ ଜବତ ସୁବର୍ଣ୍ଣପୁର: ଏକ ଚଉଦ ଚକିଆ ଟ୍ରକରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ସୋନପୁର ପୋଲିସ। ବୌଦ୍ଧ ଜିଲ୍ଲାରୁ ସୁବର୍ଣ୍ଣପୁର ଜିଲ୍ଲା ଦେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଥିଲା। କୌଣସି ସୂତ୍ରରୁ ଖବର ପାଇ ପୁଲିସ ସ୍ଥାନୀୟ ବୁଢ଼ାରଜା ଛକରେ ଟ୍ରକଟିକୁ ଅଟକ ରଖିଥିଲା। ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତନଖି କରାଯାଇଥିଲା। ୧୦.୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଯାହାର ବଜାର ଦର ପ୍ରାୟ ଦଶ କୋଟି ହେବ ବୋଲି ଜଣାଯାଇଛି। ଟ୍ରକ ସହ ଡ୍ରାଇଭର ଲକ୍ଷ୍ମଣ ଯାଦବ(୫୯) ଏବଂ ହେଲ୍ପର ଲକ୍ଷ୍ମଣ ଯାଦବ (୨୯) ଙ୍କୁ ଗିରଫ କରିଛି। ସେହିପରି ବିନିକା ଥାନା ଦାନିପାଲି ଛକରୁ ୩.୭୨୦ ଏବଂ ବୀରମହାରାଜପୁରରୁ ୩୭.୪୫୦ କେଜି ମୋଟ ୧୦୯୧ କେଜି ଗଞ୍ଜେଇ ଜବତ କରିଛି ପୁଲିସ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ବରଘାଟ ରେ ହେବ ଅଷ୍ଟ ପ୍ରହରୀ ନାମଯଜ୍ଞ। ଏଥିପାଇଁ ଏକ ଭବ୍ୟ କଳସ ଶୋଭାଯାତ୍ରା କରାଯାଇଛି। ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷ ଯୋଗଦେଇ ଗ୍ରାମ୍ୟ ପୋଖରୀ ରୁ ଜଳ ପୂର୍ଣ୍ଣ କଳସ ଆଣି ନାମ ମଣ୍ଡପ ଓ ଯଜ୍ଞ ମଣ୍ଡପ ରେ ସ୍ଥାପନ କରାଯାଇଥିଲା।4
- ସୁବର୍ଣ୍ଣପୁର ଜିଲ୍ଲାର ବିରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ଵ ସ୍ଥିତ ପ୍ରାଥମିକ ସେବା ସମବାୟ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ : * ବିଭିନ୍ନ ପ୍ରକାରର ୪୮( ଅଠଚାଳିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ : ସୁବର୍ଣ୍ଣପୁର ଜିଲ୍ଲା ବିରହାହାରଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ଵ ସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୮( ଅଠଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୬ (ଛତିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୨ (ବାଆର) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର, ରାଜୀବ କୁମାର ହାଁସଦା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ରାଜେନ୍ଦ୍ର ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ବୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର, ଉପାଧ୍ୟକ୍ଷ, ବୀରମହାରାଜପୁର ପଞ୍ଚୟତ ସମିତି, ନାରାୟଣ ଲୁହା, ତହସିଲଦାର, ବୀରମହାରାଜପୁର, ସୁଶ୍ରୀ ସୁଚିଶ୍ମିତା ପାଣିଗ୍ରାହୀ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନି ସାହୁଙ୍କ ସମେତ ସରପଞ୍ଚ, ଉଫୁଲା, ଶ୍ରୀମତି ଶ୍ରୀୟା କର୍ମୀ ଓ ସରପଞ୍ଚ,ବାଗବାର ଗ୍ରାମ ପଞ୍ଚାୟତ, ଶ୍ରୀମତି ନିରୁପମା ବଗର୍ତ୍ତି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।1
- ଘରଭିତରୁ ଉଦ୍ଧାର ହେଲା ଅହିରାଜ ଛଅ ଘଣ୍ଟା କଲା ନାକେଦମ 15ଫୁଟର ଅହିରାଜ ଉଦ୍ଧାର, ସ୍ନେକ ହେଲ୍ପ ଲାଇନ ର 5ଜଣିଆ ଟିମ ଛଘଣ୍ଟା ପରିଶ୍ରମ କରି ଘର ଭିତରୁ କଲେ ଉଦ୍ଧାର l ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧୂଙ୍ଗିଆ ମୁଣ୍ଡାଗିଣ୍ଡୁରୀ ସାହି ଗ୍ରାମର ରତ୍ନାକର ବେହେରା ଙ୍କ ଘରୁ ପନ୍ଦର ଫୁଟ ଲମ୍ବାର ଅହିରାଜ ସାପ ଉଦ୍ଧାର l ଉଦ୍ଧାର ଅହିରାଜ କୁ ପୁରୁଣାକଟକ ରେଞ୍ଜ ଅଧିକାରୀ ଜୟନ୍ତ କୁମାର ଦାସ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଫରେଷ୍ଟର ଦିଗାମ୍ବର ପ୍ରଧାନ ଓ ସ୍ନେକ ହେଲ୍ଫ ଲାଇନ ପ୍ରାଣେଶ୍ଵର ସାହୁ, ମିଥୁନ ଭୋକ୍ତା, ଧନଞ୍ଜୟ ପାତ୍ର, ସଞ୍ଜୟ ଗୁରୁ, ଅର୍ଜୁନ ପାତ୍ର ସମେତ 5ଜଣିଆ ଟିମ ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ କୁସଙ୍ଗ ରେଞ୍ଜଅଧିକାରୀ ସଂସାର ବର୍ଗିଆ, ସୀତଲପାଣି ଫରେଷ୍ଟ ର ସଞ୍ଜୟ ରାଉତ, ସୁନାଖଣିଆ ଫରେଷ୍ଟ ର ଅଜୟ ସ୍ୱାଇଁ ଙ୍କ ଉପସ୍ଥିତି ରେ ସୀତଲପାଣି ବିଟ ଡିମ୍ବିରିଆ ଅଞ୍ଚଳ ରେ ଛାଡିଥିବା ସୂଚନାମିଳିଛି l1
- Post by BAHUJAN ADHIKAR1