Shuru
Apke Nagar Ki App…
पानी का दुरुपयोग और कंपनी का लापरवाही के कारण पानी के बर्बादी गाँव में लोगों को पानी नेह मिल रहा है परंतु ईधर पानी बर्बाद हो रही हे l सरकार से अनुराध कृपया इसके ध्यान दे. अभी गर्मी का समय है आगे चलकर पानी का बहुत परिस्तिथियों जटिल होने बला है. और पाइप लाइन बाला contractor se बिनती ही इसे जल्द से जल्द सुधार कार्य किया जाए naranpu matiali road
Aasutosh das
पानी का दुरुपयोग और कंपनी का लापरवाही के कारण पानी के बर्बादी गाँव में लोगों को पानी नेह मिल रहा है परंतु ईधर पानी बर्बाद हो रही हे l सरकार से अनुराध कृपया इसके ध्यान दे. अभी गर्मी का समय है आगे चलकर पानी का बहुत परिस्तिथियों जटिल होने बला है. और पाइप लाइन बाला contractor se बिनती ही इसे जल्द से जल्द सुधार कार्य किया जाए naranpu matiali road
More news from ଓଡ଼ିଶା and nearby areas
- ମୟୂରଭଞ୍ଜ ଜିଲ୍ଲା ଲଙ୍ଗଳକଟା ସ୍ଥିତ ଶକ୍ତିମାନ୍ ଜିମ୍ ପକ୍ଷରୁ ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି। ଏ ଅବସରରେ ଅନୁଷ୍ଠାନର ପ୍ରତଷ୍ଠାତା ପରେଶ ଚନ୍ଦ୍ର ମହାନ୍ତଙ୍କ ନେତୃତ୍ୱରେ ଏକ ବିଶାଳ କ୍ରୀଡା ଓ ସାଂସ୍କୃତିକ ଶୋଭାଯାତ୍ରା ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମ ଠାରୁ ଆରମ୍ଭ ହୋଇ ଭଞ୍ଜପୁର ସ୍ଥିତ ଜଗଦ୍ଧାତ୍ରୀ ପଡିଆ ଠାରେ ସମାପ୍ତ ହୋଇଥିଲା। ମୟୂରଭଞ୍ଜ ଲୋକସଭା ସାଂସଦ ନବ ଚରଣ ମାଝୀ, ପୂର୍ବତନ ବିଧାୟକ ରାଜ କିଶୋର ଦାସ, ବିଶିଷ୍ଟ ଶୀଳ୍ପପତି ଗିରିଶ ଚନ୍ଦ୍ର ଦାସ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ମାନେ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ପ୍ରକାଶ ଥାଉ କି ଏହି ଜିମ୍ ରୁ ତାଲିମ ପ୍ରାପ୍ତ ହୋଇ ଅନେକ ଛାତ୍ର ଛାତ୍ରୀ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ନିଜ ନିଜର ପାରଦର୍ଶିତା ଦେଖାଇ ସାରିଛନ୍ତି। ଏଥି ସହିତ କିଛି ଶିକ୍ଷାର୍ଥୀ ଅନେକ ବିଭାଗରେ ଚାକିରି ମଧ୍ୟ କରିଛନ୍ତି। #mayurbhanj #odia #shaktimaan #gym #annualfunction #baripada #mayurbhanjnews #dlhkhabar1
- #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur #udalanews ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 70089447031
- Post by Debendra Barik4
- ଏପ୍ରିଲ 16ରୁ ବାରିପଦାରେ ବଳାଙ୍ଗୀ ମହୋତ୍ସବ ବୁଢାରାଉଳ ମଠରେ ଓଡ଼ିଆ ନବବର୍ଷ ପାଳନ ସହ ପ୍ରସ୍ତୁତି ବୈଠକ ବାରିପଦା ତା 14/4 (ପି.ଏନ.ଏସ.) ମୟୁରଭଞ୍ଜ ଜିଲ୍ଲାରେ ଓଡ଼ିଆ ଭାଷା ସାହିତ୍ୟ, କଳା ସଂସ୍କୃତି ଏବଂ ପର୍ଯ୍ୟଟନର ସୁରକ୍ଷା ଏବଂ ସମୃଦ୍ଧି ନିମନ୍ତେ ବିଗତ 2003 ମସିହା ଠାରୁ ବାରିପଦାର ବାବା ବୁଢା ରାଉଳ ମଠ ନିକଟ ବୁଢାବଳଙ୍ଗ, ଚିପଟ ଏବଂ ଇଟାଯୋଡ଼ି ନଦୀର ତ୍ରିବେଣୀ ସଙ୍ଗମ ପୀଠରେ ମୟୁରଭଞ୍ଜ ଜିଲ୍ଲାର ମହାନ ଗଣପର୍ବ ମୟୁରଭଞ୍ଜ ବାଲି ମେଳା ବଳାଙ୍ଗୀ ମହୋତ୍ସବ ପାଳିତ ହୋଇ ଆସୁଥିବା ବେଳେ, ଚଳିତ ଥର 24ତମ ରାଜ୍ୟ ସ୍ତରୀୟ ବଳାଙ୍ଗୀ ମହୋତ୍ସବ-2026 ଆସନ୍ତା ଏପ୍ରିଲ 16ରୁ 22 ତାରିଖ ପର୍ଯ୍ୟନ୍ତ 7ଦିନ ଧରି ପାଳିତ ହେବ. ଏହି ଅବସରରେ ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ପାଳନ ଉପଲକ୍ଷେ ବାବା ବୁଢାରାଉଳ ମଠରେ ମହୋତ୍ସବ କମିଟି ତରଫରୁ ବିଧିବଦ୍ଧ ସଂକ୍ରାନ୍ତି ପୂଜା ଅନୁଷ୍ଠିତ ହୋଇ ଯାଇଛି. ମହୋତ୍ସବର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଚୂଡାନ୍ତ ପ୍ରସ୍ତୁତି ବୈଠକରେ ସଭାପତି ଅଧ୍ୟକ୍ଷ୍ୟ ଅରବିନ୍ଦ ଦାସ, ଉପାଧ୍ୟକ୍ଷ୍ୟ ରାଜୀବ ଲୋଚନ ସେନାପତି, ବରିଷ୍ଠ ସଦସ୍ୟ ମନୋଜ କୁମାର କୁଅଁର, ଡ଼. ଶଶୀଧର ବିଶ୍ୱାଳ, ଭାଗବତ ପଣ୍ଡା, ଇନ୍ଦୁମତି ମହାନ୍ତି, କାର୍ଯ୍ୟକାରୀ ସମ୍ପାଦକ ଦୀପକ କୁମାର ନାୟକ, ବଳାଙ୍ଗୀ ସେନାର ଅଧ୍ୟକ୍ଷ କୁମରେଶ ନାୟକ, କୋଷାଧ୍ୟକ୍ଷ ଲିଙ୍ଗରାଜ ମିଶ୍ର, ସଦସ୍ୟ ପିତାମ୍ବର ମଲ୍ଲିକ, ନିରୋଜ ପୋଥାଳ, ପ୍ରାଧ୍ୟାପକ ସୁନୀଲ କୁମାର ନାୟକ, ସୋମନାଥ ସିଂହ, ମିଥୁନ ବାରିକ, ସନତ କୁମାର ବାରିକ, ଦିଲ୍ଲୀପ ପାତ୍ର, ଗୋଲୋକ ମହାନ୍ତି, ରଞ୍ଜିତ ପଲେଇ, ବିଜୁ ଜିତ, ରାଜ କିଶୋର ମହାନ୍ତ ପ୍ରମୁଖ ବହୁ ସଦସ୍ୟ ଏବଂ କର୍ମକର୍ତ୍ତା ଉପସ୍ଥିତ ରହି ଚଳିତ ବର୍ଷ ମେଳା କିଭଳି ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ ହେବ ସେବାବଦରେ ମତାମତ ରଖିଥିଲେ. ଚଳିତ ବର୍ଷ ଜିଲ୍ଲାର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସ୍ଥାନିତ କରାଯିବା ସହ ଜିଲ୍ଲା ତଥା ରାଜ୍ୟ ବାହାରୁ ମଧ୍ୟ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ଏବଂ ମହୋତ୍ସବ ସ୍ଥଳରେ ମୟୁରଭଞ୍ଜ ଐତିହ୍ୟ ନେଇ ଏକ ସ୍ପଟ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସିଦ୍ଧାନ୍ତ ନିଆଯାଇଛି ବୋଲି ପ୍ରତିଷ୍ଠାତା ସମ୍ପାଦକ ଶ୍ରୀ ନାୟକ କହିଛନ୍ତି.1
- ବିକାଶ'ର ଆଇନା ଦେଖାଇଲେ ଯୋଗୀ: ସଭାରେ ଯୋଗୀ ଆଦିତ୍ୟନାଥ ଉତ୍ତର ପ୍ରଦେଶ ଏବଂ ପଶ୍ଚିମବଙ୍ଗ ମଧ୍ୟରେ ବିକାଶର ତୁଳନା କରିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ଯେଉଁଠି ଉତ୍ତର ପ୍ରଦେଶରେ "ଡବଲ ଇଞ୍ଜିନ ସରକାର" ଯୋଗୁଁ 'ମାଫିଆ ରାଜ' ଶେଷ ହୋଇଛି ଏବଂ ବିକାଶ ତ୍ୱରାନ୍ୱିତ ହୋଇଛି, ସେଠି ପଶ୍ଚିମବଙ୍ଗରେ ଟିଏମସି ଶାସନରେ କେବଳ ଭ୍ରଷ୍ଟାଚାର ଏବଂ ହିଂସା ବୃଦ୍ଧି ପାଇଛି। ସେ ମମତା ସରକାରଙ୍କୁ "ତୁଷ୍ଟିକରଣ" ରାଜନୀତିର ସୌଦାଗର ବୋଲି ଆଖ୍ୟା ଦେଇଛନ୍ତି।1
- ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାଟିଆପଡ଼ା ନିକଟରେ ଦୁର୍ଘଟଣାରେ ୧୪ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ମୃତ୍ୟୁ ବରଣ କରିଛନ୍ତି। ସୂଚନା ଅନୁଯାୟୀ ଭୁବନେଶ୍ୱର ଡୁଡୁମ୍ବା ଅଞ୍ଚଳରୁ କିଛି ଲୋକ କଲିକତାକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବା ପାଇଁ ଯାଉଥିଲେ। ସେଠାରୁ ଡୁଡୁମ୍ବାକୁ ଏକ ଟ୍ରାଭେଲର ଯୋଗେ ଫେରୁଥିବା ସମୟରେ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଛୋଟ ପିଲାଙ୍କ ସମେତ ୧୪ଜଣ ଗୁରୁତର ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।3
- ସିମୁଳିଆ,ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ମାଟିଆପଡ଼ା ନିକଟରେ ଦୁର୍ଘଟଣାରେ ୧୪ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ମୃତ୍ୟୁ ବରଣ କରିଛନ୍ତି। ସୂଚନା ଅନୁଯାୟୀ ଭୁବନେଶ୍ୱର ଡୁଡୁମ୍ବା ଅଞ୍ଚଳରୁ କିଛି ଲୋକ କଲିକତାକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବା ପାଇଁ ଯାଇଥିଲେ। ବିବାହ କାର୍ଯ୍ୟ ସାରି ସେଠାରୁ ଡୁଡୁମ୍ବାକୁ ଏକ ଟ୍ରାଭେଲର ଯୋଗେ ଫେରୁଥିବା ସମୟରେ ସିମୁଳିଆ ଥାନା ଅନ୍ତର୍ଗତ 16ନଂ ଜାତୀୟ ରାଜପଥ ମାଟିଆପଡା ଛକ ନିକଟରେ ଗାଡି ଚାଳକର ନିଦ ଲାଗିଯିବାରୁ ଭାରସାମ୍ୟ ହରାଇ ନୟନଯୋରୀକୁ ଓଲଟି ଗଛକୁ ପିଟି ହୋଇ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏଥିରେ ଶୋଏବ ଅନସାରୀ ମୃତ୍ୟୁ ବରଣ କରିଥିବା ବେଳେ ଛୋଟ ପିଲାଙ୍କ ସମେତ ୧୪ଜଣ ଗୁରୁତର ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ସିମୁଳିଆ ଅଧିକ ଗୁରୁତର ହେବାରୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।3
- ଦୁର୍ଘଟଣାରେ ଗାଡି ଚାଳକ ସମେତ ୩ ଯାତ୍ରୀ ଆହତ l ସୂଚନାଯୋଗ୍ୟ, ସିମୁଳିଆ ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ଜାମୁଝାଡ଼ି ଗଳା ପୋଲ ଉପରେ ପୁରୀ ଟାଟା ଶାନ୍ତିଲତା ଯାତ୍ରିବାହୀ ବସ ଦ୍ରୁତଗତିରେ ଅତିକ୍ରମ କରୁଥିବା ସମୟରେ ଏକ ମାଛ ବୋଝେଇ ଟ୍ରକ ପଛ ପଟୁ ଧକ୍କା ଦେଇଥିଲା l ଫଳରେ ଘଟଣା ସ୍ଥଳରେ ଗାଡି ଚାଳକ ଅଜଗର ଆଲାମ (୪୮)ବର୍ଷ ସମେତ ଛଅ ଜଣ ଯାତ୍ରୀ ଆହତ ହୋଇଥିଲେ l ସେଥି ମଧ୍ୟରୁ ଚାରି ଜଣ ଗୁରୁତରଙ୍କୁ ସ୍ଥାନୀୟ ସମାଜସେବୀ ସୁରେଶ ଚନ୍ଦ୍ର ସାହୁ ଓ ଟିକୁ ବାରିକ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସିମୁଳିଆ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ l ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାଯାଇଛି l ତେବେ ଏହି ବସରେ ୪୨ଜଣ ଯାତ୍ରୀଙ୍କୁ ପୁରୀରୁ ଟାଟା ଅଭିମୁଖେ ଯାଉଥିବା ଜଣାଯାଇଛି l2
- ପୁଣି ଫେରିଛି ପିଠା,ଓଡ଼ିଆ ପକ୍ଷରେ ପିଠା ପ୍ରଦର୍ଶନୀ ଫାଷ୍ଟ ଫୁଡ୍ କୁ ବର୍ଜନ କରି ମା ମାନେ ପିଠା ତିଆରି କରନ୍ତୁ।1