logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ : ୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା : ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ : ୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା : ଭୋଗରାଇ , ୨୬/୮: ଆଉ ଦୁଇ ଦିନ ପରେ ପବିତ୍ର ଭାଇ-ଭଉଣୀ ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ନିଜ ଭାଇର ହାତରେ ରାକ୍ଷୀ ବାନ୍ଧି ତାଙ୍କ ଦୀର୍ଘାୟୁ ଓ ସୁରକ୍ଷା କାମନା କରିଥାଏ। କିନ୍ତୁ ଦେଶର ସୁରକ୍ଷା ପାଇଁ ସୀମାରେ ନିୟୋଜିତ ବୀର ସୈନିକମାନେ ନିଜ କର୍ତ୍ତବ୍ୟ ଯୋଗୁଁ ଏହି ପବିତ୍ର ଦିନରେ ନିଜ ଭଉଣୀଙ୍କ ପାଖକୁ ଆସିପାରନ୍ତି ନାହିଁ। ଏହି ପରିପ୍ରେକ୍ଷୀରେ ଭୋଗରାଇ ଅଞ୍ଚଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି ) ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଭୋଗରାଇର ବିଭିନ୍ନ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ଛାତ୍ରୀମାନଙ୍କଠାରୁ ବୀର ସୈନିକ ଭାଇମାନଙ୍କ ପାଇଁ ୪ହଜାରରୁ ଉର୍ଦ୍ଧ୍ୱ ରାକ୍ଷୀ ସହିତ ଉତ୍ସାହିତ କରିବାପାଇଁ ୧ଟିକରି ଚିଠି ସଂଗ୍ରହ କରାଯାଇଛି। ଏହି ଅବସରରେ କଲେଜରେ ପଢୁଥିବା ଛାତ୍ରୀମାନେ ଆନନ୍ଦ ଓ ଉତ୍ସାହର ସହିତ ବୀର ସୈନିକମାନଙ୍କୁ ନିଜର ଭାଇ ଭାବେ ଗ୍ରହଣ କରି ଗୋଟିଏ ଗୋଟିଏ ରାକ୍ଷୀ ପ୍ରଦାନ କରିଛନ୍ତି। ଦେଶର ସୁରକ୍ଷା ପାଇଁ ନିଜ ଘର, ପରିବାର ଓ ପର୍ବପର୍ବାଣୀଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ସୈନିକମାନଙ୍କ ପ୍ରତି ଏହା ଏକ ସ୍ନେହ ଓ ସମ୍ମାନର ପ୍ରତୀକ ପାଲଟିଛି। ଦେଶ ପାଇଁ ଗୌରବ, ଦେଶ ପାଇଁ ସମର୍ପିତ ଏବଂ ଦେଶର ସୁରକ୍ଷା ପାଇଁ ନିଜ କର୍ତ୍ତବ୍ୟକୁ ସର୍ବୋପରି ରଖୁଥିବା ବୀର ସୈନିକମାନଙ୍କ ପାଇଁ ରାକ୍ଷୀ ପଠାଇ ଭୋଗରାଇ ଛାତ୍ରୀମାନେ ନିଜ ଭାଇଚାରା ଓ ଦେଶପ୍ରେମର ନିଆରା ପରିଚୟ ଦେଇଛନ୍ତି। ଏଗୁଡିକ ଭାରତର ସୀମାନ୍ତ ଓ୍ବାଘା ବୋର୍ଡରକୁ ପଠାଯାଇଥିବା ସୂଚନା ଦେଇଛନ୍ତି।ସୈନିକ ଭାଇମାନଙ୍କ ପାଖକୁ ଏବିଭିପି ରାକ୍ଷୀ ପହଞ୍ଚାଇବାର ଏହି ଗୁରୁଦାୟିତ୍ୱ ନେଇଥିବାରୁ ଭୋଗରାଇ ଅଞ୍ଚଳର ଛାତ୍ରୀମାନେ ପ୍ରଶଂସା କରିଛନ୍ତି। ରାଜ ରାଜେଶ୍ୱରୀ ସିଂହ, ବୁଲି ଗଙ୍ଗାଇ, ଶୁଭଲଷ୍ମୀ ସାହୁ, ଗାୟତ୍ରୀ ପରାମାଣିକ, ରଶ୍ମିତା ଦାସ, ସାଗରିକ ଗଙ୍ଗାଇ ସମେତ ଅନେକ କାର୍ଯ୍ୟକର୍ତ୍ତା ସାମିଲ ଥିଲେ l

6 hrs ago
user_ଶିଶିର କୁମାର ପ୍ରଧାନ
ଶିଶିର କୁମାର ପ୍ରଧାନ
ଭୋଗରାଇ, ବାଲେଶ୍ୱର, ଓଡ଼ିଶା•

More news from ଓଡ଼ିଶା and nearby areas
  • ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ : ୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା : ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ : ୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା : ଭୋଗରାଇ , ୨୬/୮: ଆଉ ଦୁଇ ଦିନ ପରେ ପବିତ୍ର ଭାଇ-ଭଉଣୀ ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ନିଜ ଭାଇର ହାତରେ ରାକ୍ଷୀ ବାନ୍ଧି ତାଙ୍କ ଦୀର୍ଘାୟୁ ଓ ସୁରକ୍ଷା କାମନା କରିଥାଏ। କିନ୍ତୁ ଦେଶର ସୁରକ୍ଷା ପାଇଁ ସୀମାରେ ନିୟୋଜିତ ବୀର ସୈନିକମାନେ ନିଜ କର୍ତ୍ତବ୍ୟ ଯୋଗୁଁ ଏହି ପବିତ୍ର ଦିନରେ ନିଜ ଭଉଣୀଙ୍କ ପାଖକୁ ଆସିପାରନ୍ତି ନାହିଁ। ଏହି ପରିପ୍ରେକ୍ଷୀରେ ଭୋଗରାଇ ଅଞ୍ଚଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି ) ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଭୋଗରାଇର ବିଭିନ୍ନ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ଛାତ୍ରୀମାନଙ୍କଠାରୁ ବୀର ସୈନିକ ଭାଇମାନଙ୍କ ପାଇଁ ୪ହଜାରରୁ ଉର୍ଦ୍ଧ୍ୱ ରାକ୍ଷୀ ସହିତ ଉତ୍ସାହିତ କରିବାପାଇଁ ୧ଟିକରି ଚିଠି ସଂଗ୍ରହ କରାଯାଇଛି। ଏହି ଅବସରରେ କଲେଜରେ ପଢୁଥିବା ଛାତ୍ରୀମାନେ ଆନନ୍ଦ ଓ ଉତ୍ସାହର ସହିତ ବୀର ସୈନିକମାନଙ୍କୁ ନିଜର ଭାଇ ଭାବେ ଗ୍ରହଣ କରି ଗୋଟିଏ ଗୋଟିଏ ରାକ୍ଷୀ ପ୍ରଦାନ କରିଛନ୍ତି। ଦେଶର ସୁରକ୍ଷା ପାଇଁ ନିଜ ଘର, ପରିବାର ଓ ପର୍ବପର୍ବାଣୀଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ସୈନିକମାନଙ୍କ ପ୍ରତି ଏହା ଏକ ସ୍ନେହ ଓ ସମ୍ମାନର ପ୍ରତୀକ ପାଲଟିଛି। ଦେଶ ପାଇଁ ଗୌରବ, ଦେଶ ପାଇଁ ସମର୍ପିତ ଏବଂ ଦେଶର ସୁରକ୍ଷା ପାଇଁ ନିଜ କର୍ତ୍ତବ୍ୟକୁ ସର୍ବୋପରି ରଖୁଥିବା ବୀର ସୈନିକମାନଙ୍କ ପାଇଁ ରାକ୍ଷୀ ପଠାଇ ଭୋଗରାଇ ଛାତ୍ରୀମାନେ ନିଜ ଭାଇଚାରା ଓ ଦେଶପ୍ରେମର ନିଆରା ପରିଚୟ ଦେଇଛନ୍ତି। ଏଗୁଡିକ ଭାରତର ସୀମାନ୍ତ ଓ୍ବାଘା ବୋର୍ଡରକୁ ପଠାଯାଇଥିବା ସୂଚନା ଦେଇଛନ୍ତି।ସୈନିକ ଭାଇମାନଙ୍କ ପାଖକୁ ଏବିଭିପି ରାକ୍ଷୀ ପହଞ୍ଚାଇବାର ଏହି ଗୁରୁଦାୟିତ୍ୱ ନେଇଥିବାରୁ ଭୋଗରାଇ ଅଞ୍ଚଳର ଛାତ୍ରୀମାନେ ପ୍ରଶଂସା କରିଛନ୍ତି। ରାଜ ରାଜେଶ୍ୱରୀ ସିଂହ, ବୁଲି ଗଙ୍ଗାଇ, ଶୁଭଲଷ୍ମୀ ସାହୁ, ଗାୟତ୍ରୀ ପରାମାଣିକ, ରଶ୍ମିତା ଦାସ, ସାଗରିକ ଗଙ୍ଗାଇ ସମେତ ଅନେକ କାର୍ଯ୍ୟକର୍ତ୍ତା ସାମିଲ ଥିଲେ l
    1
    ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ :  

୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା :
ଭୋଗରାଇ ଏବିଭିପି ତରଫରୁ ସୈନିକ ଭାଇଙ୍କ ଉଦ୍ଦେଶ୍ୟରେ ରାକ୍ଷୀ :  
୪ହଜାରରୁ ଉର୍ଦ୍ଧ ରାକ୍ଷୀ ସହିତ ଭଉଣୀ ମାନଙ୍କ ହସ୍ତଲିଖିତ ପତ୍ର ଓ୍ବାଘା ସୀମାନ୍ତ ବୋର୍ଡରକୁ ପଠାଗଲା :
ଭୋଗରାଇ , ୨୬/୮: ଆଉ ଦୁଇ ଦିନ ପରେ ପବିତ୍ର ଭାଇ-ଭଉଣୀ ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ନିଜ ଭାଇର ହାତରେ ରାକ୍ଷୀ ବାନ୍ଧି ତାଙ୍କ ଦୀର୍ଘାୟୁ ଓ ସୁରକ୍ଷା କାମନା କରିଥାଏ। କିନ୍ତୁ ଦେଶର ସୁରକ୍ଷା ପାଇଁ ସୀମାରେ ନିୟୋଜିତ ବୀର ସୈନିକମାନେ ନିଜ କର୍ତ୍ତବ୍ୟ ଯୋଗୁଁ ଏହି ପବିତ୍ର ଦିନରେ ନିଜ ଭଉଣୀଙ୍କ ପାଖକୁ ଆସିପାରନ୍ତି ନାହିଁ। ଏହି ପରିପ୍ରେକ୍ଷୀରେ ଭୋଗରାଇ ଅଞ୍ଚଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି ) ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି। ଭୋଗରାଇର ବିଭିନ୍ନ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ଛାତ୍ରୀମାନଙ୍କଠାରୁ ବୀର ସୈନିକ ଭାଇମାନଙ୍କ ପାଇଁ ୪ହଜାରରୁ ଉର୍ଦ୍ଧ୍ୱ ରାକ୍ଷୀ ସହିତ ଉତ୍ସାହିତ କରିବାପାଇଁ ୧ଟିକରି ଚିଠି ସଂଗ୍ରହ କରାଯାଇଛି। ଏହି ଅବସରରେ କଲେଜରେ ପଢୁଥିବା ଛାତ୍ରୀମାନେ ଆନନ୍ଦ ଓ ଉତ୍ସାହର ସହିତ ବୀର ସୈନିକମାନଙ୍କୁ ନିଜର ଭାଇ ଭାବେ ଗ୍ରହଣ କରି ଗୋଟିଏ ଗୋଟିଏ ରାକ୍ଷୀ ପ୍ରଦାନ କରିଛନ୍ତି। ଦେଶର ସୁରକ୍ଷା ପାଇଁ ନିଜ ଘର, ପରିବାର ଓ ପର୍ବପର୍ବାଣୀଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ସୈନିକମାନଙ୍କ ପ୍ରତି ଏହା ଏକ ସ୍ନେହ ଓ ସମ୍ମାନର ପ୍ରତୀକ ପାଲଟିଛି। ଦେଶ ପାଇଁ ଗୌରବ, ଦେଶ ପାଇଁ ସମର୍ପିତ ଏବଂ ଦେଶର ସୁରକ୍ଷା ପାଇଁ ନିଜ କର୍ତ୍ତବ୍ୟକୁ ସର୍ବୋପରି ରଖୁଥିବା ବୀର ସୈନିକମାନଙ୍କ ପାଇଁ ରାକ୍ଷୀ ପଠାଇ ଭୋଗରାଇ ଛାତ୍ରୀମାନେ ନିଜ ଭାଇଚାରା ଓ ଦେଶପ୍ରେମର ନିଆରା ପରିଚୟ ଦେଇଛନ୍ତି। ଏଗୁଡିକ ଭାରତର ସୀମାନ୍ତ ଓ୍ବାଘା ବୋର୍ଡରକୁ ପଠାଯାଇଥିବା ସୂଚନା ଦେଇଛନ୍ତି।ସୈନିକ ଭାଇମାନଙ୍କ ପାଖକୁ ଏବିଭିପି ରାକ୍ଷୀ ପହଞ୍ଚାଇବାର ଏହି ଗୁରୁଦାୟିତ୍ୱ ନେଇଥିବାରୁ ଭୋଗରାଇ ଅଞ୍ଚଳର   ଛାତ୍ରୀମାନେ ପ୍ରଶଂସା କରିଛନ୍ତି। ରାଜ ରାଜେଶ୍ୱରୀ ସିଂହ, ବୁଲି ଗଙ୍ଗାଇ, ଶୁଭଲଷ୍ମୀ ସାହୁ, ଗାୟତ୍ରୀ ପରାମାଣିକ, ରଶ୍ମିତା ଦାସ, ସାଗରିକ ଗଙ୍ଗାଇ ସମେତ ଅନେକ କାର୍ଯ୍ୟକର୍ତ୍ତା ସାମିଲ ଥିଲେ l
    user_ଶିଶିର କୁମାର ପ୍ରଧାନ
    ଶିଶିର କୁମାର ପ୍ରଧାନ
    ଭୋଗରାଇ, ବାଲେଶ୍ୱର, ଓଡ଼ିଶା•
    6 hrs ago
  • ବିଡ଼ିଓ ପରିଚୟ ଦେଇ ସୁନା ଗହଣା ଲୁଟିନେଲେ ଦୁର୍ବୁର୍ତ୍ତ l ସିମୁଳିଆ ବିଡ଼ିଓ ପରିଚୟ ଦେଇ ସୁନା ଗହଣା ଲୁଟିନେଲେ ଦୁର୍ବୁର୍ତ୍ତ l ସିମୁଳିଆ
    1
    ବିଡ଼ିଓ ପରିଚୟ ଦେଇ ସୁନା ଗହଣା ଲୁଟିନେଲେ ଦୁର୍ବୁର୍ତ୍ତ l ସିମୁଳିଆ 
ବିଡ଼ିଓ ପରିଚୟ ଦେଇ ସୁନା ଗହଣା ଲୁଟିନେଲେ ଦୁର୍ବୁର୍ତ୍ତ l ସିମୁଳିଆ
    user_PP NEWS ODISHA
    PP NEWS ODISHA
    ସିମିଳିଆ, ବାଲେଶ୍ୱର, ଓଡ଼ିଶା•
    13 hrs ago
  • ଗିରଫ ହୋଇ ଜେଲ ଗଲେ ମଦ ମାଫିଆ ସେକ ସାଜନ, ବେଆଇନ ଭାବେ ଚୋରା ଦେଶୀ ମଦ କାରବାର କରୁଥିବା ଅଭିଯୋଗରେହେଲେ ଗିରଫ । ଗିରଫ ହୋଇ ଜେଲ ଗଲେ ମଦ ମାଫିଆ ସେକ ସାଜନ, ବେଆଇନ ଭାବେ ଚୋରା ଦେଶୀ ମଦ କାରବାର କରୁଥିବା ଅଭିଯୋଗରେହେଲେ ଗିରଫ ।
    2
    ଗିରଫ ହୋଇ ଜେଲ ଗଲେ ମଦ ମାଫିଆ ସେକ ସାଜନ, ବେଆଇନ ଭାବେ ଚୋରା ଦେଶୀ ମଦ କାରବାର କରୁଥିବା ଅଭିଯୋଗରେହେଲେ ଗିରଫ ।
ଗିରଫ ହୋଇ ଜେଲ ଗଲେ ମଦ ମାଫିଆ ସେକ ସାଜନ, ବେଆଇନ ଭାବେ ଚୋରା ଦେଶୀ ମଦ କାରବାର କରୁଥିବା ଅଭିଯୋଗରେହେଲେ ଗିରଫ ।
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    20 hrs ago
  • ରାଇରଙ୍ଗପୁର ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ
    1
    ରାଇରଙ୍ଗପୁର ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    5 hrs ago
  • ବାଲେଶ୍ୱର ଜିଲ୍ଲାର ମାର୍କୋଣା ବଜାରରେ ଏକ ଭୟାନକ ସଡ଼କ ଦୁର୍ଘଟଣା! କୋଲକାତା-ପୁରୀ ଯାତ୍ରୀବାହୀ ବସ୍‌ର ଧକ୍କାରେ ଦୁଇଟି କାର ଚୂର୍ଣ୍ଣବିଚୂର୍ଣ୍ଣ ହୋଇଯାଇଛି। ଦୁର୍ଘଟଣାରେ ଦୁଇ କାର ଚାଳକ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ପହଞ୍ଚିଛି ସ୍ଥାନୀୟ ପୋଲିସ୍‌, ଚାଲିଛି ତଦନ୍ତ। 🚨 #Balasore #Markona #RoadAccident #BusAccident #OdishaNews #BreakingNews
    1
    ବାଲେଶ୍ୱର ଜିଲ୍ଲାର ମାର୍କୋଣା ବଜାରରେ ଏକ ଭୟାନକ ସଡ଼କ ଦୁର୍ଘଟଣା! କୋଲକାତା-ପୁରୀ ଯାତ୍ରୀବାହୀ ବସ୍‌ର ଧକ୍କାରେ ଦୁଇଟି କାର ଚୂର୍ଣ୍ଣବିଚୂର୍ଣ୍ଣ ହୋଇଯାଇଛି। ଦୁର୍ଘଟଣାରେ ଦୁଇ କାର ଚାଳକ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ପହଞ୍ଚିଛି ସ୍ଥାନୀୟ ପୋଲିସ୍‌, ଚାଲିଛି ତଦନ୍ତ। 🚨
#Balasore #Markona #RoadAccident #BusAccident #OdishaNews #BreakingNews
    user_Odisha khabar
    Odisha khabar
    Baleshwar (M), Odisha•
    19 hrs ago
  • 🚨 ବନ୍ୟା କମିଲା, ହେଲେ ବଢ଼ିଲା ଦୁର୍ଦ୍ଦଶା! ରାଜ୍ୟରେ ବନ୍ୟା ପରିସ୍ଥିତି ଧୀରେ ଧୀରେ କମିଥିବା ବେଳେ ବନ୍ୟା ପରେ ଅନେକ ଅଞ୍ଚଳରେ ସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ବନ୍ୟାର ପ୍ରଖର ସ୍ରୋତରେ ରାସ୍ତା ଓ ପୋଲ ଧୋଇଯାଇଥିବାରୁ ଯାତାୟାତ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। 📍 ଏହି ଦୃଶ୍ୟ ଉଦଳା–କଇଁସାରି ଦେଓ ନଦୀ ଜାମଘାଟ ପୋଲର। ପୋଲ ଓ ରାସ୍ତାର ଅବସ୍ଥା ଦେଖି ଅଞ୍ଚଳବାସୀଙ୍କ ମନରେ ଭୟ ଓ ଚିନ୍ତା ବଢ଼ିଛି। ଦୈନନ୍ଦିନ ଯାତାୟାତ ସହ ଜରୁରୀକାଳୀନ ସେବା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି। ❓ କେବେ ପଡ଼ିବ ପ୍ରଶାସନର ନଜର? ❓ କେବେ ଆରମ୍ଭ ହେବ ମରାମତି କାମ? ❓ କେବେ ପୁଣି ସୁଗମ ହେବ ଯାତାୟାତ? ପ୍ରଶାସନ ଯଥାଶୀଘ୍ର ଘଟଣାସ୍ଥଳ ପରିଦର୍ଶନ କରି ରାସ୍ତା ଓ ପୋଲର ମରାମତି ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀଙ୍କ ଦାବି। 🎥 ଦେଖନ୍ତୁ ବନ୍ୟା ପରବର୍ତ୍ତୀ ଜାମଘାଟ ପୋଲର ପୁରା ଦୃଶ୍ୟ... 🚨 ବନ୍ୟା କମିଲା, ହେଲେ ବଢ଼ିଲା ଦୁର୍ଦ୍ଦଶା! ରାଜ୍ୟରେ ବନ୍ୟା ପରିସ୍ଥିତି ଧୀରେ ଧୀରେ କମିଥିବା ବେଳେ ବନ୍ୟା ପରେ ଅନେକ ଅଞ୍ଚଳରେ ସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ବନ୍ୟାର ପ୍ରଖର ସ୍ରୋତରେ ରାସ୍ତା ଓ ପୋଲ ଧୋଇଯାଇଥିବାରୁ ଯାତାୟାତ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। 📍 ଏହି ଦୃଶ୍ୟ ଉଦଳା–କଇଁସାରି ଦେଓ ନଦୀ ଜାମଘାଟ ପୋଲର। ପୋଲ ଓ ରାସ୍ତାର ଅବସ୍ଥା ଦେଖି ଅଞ୍ଚଳବାସୀଙ୍କ ମନରେ ଭୟ ଓ ଚିନ୍ତା ବଢ଼ିଛି। ଦୈନନ୍ଦିନ ଯାତାୟାତ ସହ ଜରୁରୀକାଳୀନ ସେବା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି। ❓ କେବେ ପଡ଼ିବ ପ୍ରଶାସନର ନଜର? ❓ କେବେ ଆରମ୍ଭ ହେବ ମରାମତି କାମ? ❓ କେବେ ପୁଣି ସୁଗମ ହେବ ଯାତାୟାତ? ପ୍ରଶାସନ ଯଥାଶୀଘ୍ର ଘଟଣାସ୍ଥଳ ପରିଦର୍ଶନ କରି ରାସ୍ତା ଓ ପୋଲର ମରାମତି ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀଙ୍କ ଦାବି। 🎥 ଦେଖନ୍ତୁ ବନ୍ୟା ପରବର୍ତ୍ତୀ ଜାମଘାଟ ପୋଲର ପୁରା ଦୃଶ୍ୟ...
    4
    🚨 ବନ୍ୟା କମିଲା, ହେଲେ ବଢ଼ିଲା ଦୁର୍ଦ୍ଦଶା!
ରାଜ୍ୟରେ ବନ୍ୟା ପରିସ୍ଥିତି ଧୀରେ ଧୀରେ କମିଥିବା ବେଳେ ବନ୍ୟା ପରେ ଅନେକ ଅଞ୍ଚଳରେ ସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ବନ୍ୟାର ପ୍ରଖର ସ୍ରୋତରେ ରାସ୍ତା ଓ ପୋଲ ଧୋଇଯାଇଥିବାରୁ ଯାତାୟାତ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି।
📍 ଏହି ଦୃଶ୍ୟ ଉଦଳା–କଇଁସାରି ଦେଓ ନଦୀ ଜାମଘାଟ ପୋଲର।
ପୋଲ ଓ ରାସ୍ତାର ଅବସ୍ଥା ଦେଖି ଅଞ୍ଚଳବାସୀଙ୍କ ମନରେ ଭୟ ଓ ଚିନ୍ତା ବଢ଼ିଛି। ଦୈନନ୍ଦିନ ଯାତାୟାତ ସହ ଜରୁରୀକାଳୀନ ସେବା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି।
❓ କେବେ ପଡ଼ିବ ପ୍ରଶାସନର ନଜର?
❓ କେବେ ଆରମ୍ଭ ହେବ ମରାମତି କାମ?
❓ କେବେ ପୁଣି ସୁଗମ ହେବ ଯାତାୟାତ?
ପ୍ରଶାସନ ଯଥାଶୀଘ୍ର ଘଟଣାସ୍ଥଳ ପରିଦର୍ଶନ କରି ରାସ୍ତା ଓ ପୋଲର ମରାମତି ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀଙ୍କ ଦାବି।
🎥 ଦେଖନ୍ତୁ ବନ୍ୟା ପରବର୍ତ୍ତୀ ଜାମଘାଟ ପୋଲର ପୁରା ଦୃଶ୍ୟ...

    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ଓଡ଼ିଶାର ସ୍ୱାର୍ଥ ବିରୋଧୀ ଖଣି ଓ ଖଣିଜ ପଦାର୍ଥ ସଂଶୋଧନ ଆଇନ–୨୦୨୬କୁ ରଦ୍ଦ ଦାବି : ଇଣ୍ଡିଆ ମେଂଟ
    1
    ଓଡ଼ିଶାର ସ୍ୱାର୍ଥ ବିରୋଧୀ ଖଣି ଓ ଖଣିଜ ପଦାର୍ଥ  ସଂଶୋଧନ ଆଇନ–୨୦୨୬କୁ ରଦ୍ଦ ଦାବି :  ଇଣ୍ଡିଆ ମେଂଟ
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    10 hrs ago
  • ଭୋଗରାଇବାସୀଙ୍କ ସ୍ୱାର୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ଦେଖିଥିବା ତାଙ୍କର ସେହି ସ୍ୱପ୍ନକୁ ସାକାର କରିବା ପାଇଁ, ତାଙ୍କ ନାମରେ ନାମିତ "ଅନନ୍ତ ଦାସ ଫାଉଣ୍ଡେସନ୍" ଆଜି ସଂକଳ୍ପବଦ୍ଧ। ଭୋଗରାଇବାସୀଙ୍କ ସ୍ୱାର୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ଦେଖିଥିବା ତାଙ୍କର ସେହି ସ୍ୱପ୍ନକୁ ସାକାର କରିବା ପାଇଁ, ତାଙ୍କ ନାମରେ ନାମିତ "ଅନନ୍ତ ଦାସ ଫାଉଣ୍ଡେସନ୍" ଆଜି ସଂକଳ୍ପବଦ୍ଧ। ଭୋଗରାଇ, ୨୬/୮ ଦୀର୍ଘ ବର୍ଷ ଧରି ପ୍ରଳୟଙ୍କାରୀ ବନ୍ୟା ଭୋଗରାଇବାସୀଙ୍କ ଜୀବନ, ଜୀବିକା ଓ ପରିବାରର ଆର୍ଥିକ ସ୍ଥିତି ଉପରେ ଗଭୀର ପ୍ରଭାବ ପକାଇ ଆସୁଛି। ପ୍ରତିବର୍ଷ ବନ୍ୟାର ଯନ୍ତ୍ରଣା ଭୋଗୁଥିବା ଭୋଗରାଇବାସୀଙ୍କ ପାଇଁ ଏହାର ସ୍ଥାୟୀ ପ୍ରତିକାର ହିଁ ଏକମାତ୍ର ସମାଧାନ। ଏହି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସ୍ୱର୍ଗତ ଅନନ୍ତ ଦାସ ଦୀର୍ଘ ବର୍ଷ ଧରି ସୁବର୍ଣ୍ଣରେଖା ସଂସ୍କାରଣ ପ୍ରକଳ୍ପ ପାଇଁ ଦୃଢ଼ ସ୍ୱର ଉଠାଇ ଆସୁଥିଲେ। ଭୋଗରାଇବାସୀଙ୍କ ସ୍ୱାର୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ଦେଖିଥିବା ତାଙ୍କର ସେହି ସ୍ୱପ୍ନକୁ ସାକାର କରିବା ପାଇଁ, ତାଙ୍କ ନାମରେ ନାମିତ "ଅନନ୍ତ ଦାସ ଫାଉଣ୍ଡେସନ୍" ଆଜି ସଂକଳ୍ପବଦ୍ଧ।
    1
    ଭୋଗରାଇବାସୀଙ୍କ ସ୍ୱାର୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ଦେଖିଥିବା ତାଙ୍କର ସେହି ସ୍ୱପ୍ନକୁ ସାକାର କରିବା ପାଇଁ, ତାଙ୍କ ନାମରେ ନାମିତ "ଅନନ୍ତ ଦାସ ଫାଉଣ୍ଡେସନ୍" ଆଜି ସଂକଳ୍ପବଦ୍ଧ।
ଭୋଗରାଇବାସୀଙ୍କ ସ୍ୱାର୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ଦେଖିଥିବା ତାଙ୍କର ସେହି ସ୍ୱପ୍ନକୁ ସାକାର କରିବା ପାଇଁ, ତାଙ୍କ ନାମରେ ନାମିତ "ଅନନ୍ତ ଦାସ ଫାଉଣ୍ଡେସନ୍" ଆଜି ସଂକଳ୍ପବଦ୍ଧ।
ଭୋଗରାଇ, ୨୬/୮ ଦୀର୍ଘ ବର୍ଷ ଧରି ପ୍ରଳୟଙ୍କାରୀ ବନ୍ୟା ଭୋଗରାଇବାସୀଙ୍କ ଜୀବନ, ଜୀବିକା ଓ ପରିବାରର ଆର୍ଥିକ ସ୍ଥିତି ଉପରେ ଗଭୀର ପ୍ରଭାବ ପକାଇ ଆସୁଛି। ପ୍ରତିବର୍ଷ ବନ୍ୟାର ଯନ୍ତ୍ରଣା ଭୋଗୁଥିବା ଭୋଗରାଇବାସୀଙ୍କ ପାଇଁ ଏହାର ସ୍ଥାୟୀ ପ୍ରତିକାର ହିଁ ଏକମାତ୍ର ସମାଧାନ।
ଏହି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସ୍ୱର୍ଗତ ଅନନ୍ତ ଦାସ ଦୀର୍ଘ ବର୍ଷ ଧରି ସୁବର୍ଣ୍ଣରେଖା ସଂସ୍କାରଣ ପ୍ରକଳ୍ପ ପାଇଁ ଦୃଢ଼ ସ୍ୱର ଉଠାଇ ଆସୁଥିଲେ। ଭୋଗରାଇବାସୀଙ୍କ ସ୍ୱାର୍ଥ ଓ ସୁରକ୍ଷିତ ଭବିଷ୍ୟତ ପାଇଁ ଦେଖିଥିବା ତାଙ୍କର ସେହି ସ୍ୱପ୍ନକୁ ସାକାର କରିବା ପାଇଁ, ତାଙ୍କ ନାମରେ ନାମିତ "ଅନନ୍ତ ଦାସ ଫାଉଣ୍ଡେସନ୍" ଆଜି ସଂକଳ୍ପବଦ୍ଧ।
    user_ଶିଶିର କୁମାର ପ୍ରଧାନ
    ଶିଶିର କୁମାର ପ୍ରଧାନ
    ଭୋଗରାଇ, ବାଲେଶ୍ୱର, ଓଡ଼ିଶା•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.