ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ ସୁରକ୍ଷା କମିଟି ବୈଠକ ଲଙ୍ଗୁଳି ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ:- ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ର କୁକୁରପେଟା ପଞ୍ଚାୟତ ରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଲି ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲ୍ ଡ୍ରେନ୍ ଦ୍ୱାରା ପଂଚାୟତ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମ ରେ ସରପଞ୍ଚ,ପିଓ,ଅଙ୍ଗନାୱାଡି କର୍ମୀ, ୱାଡମେମ୍ୱର, ଆଶା, ସିଆରପି,ଏନ୍ଏମ୍ ଦିଦି,ଏବଂ ଗ୍ରାମ ର କିଛି ସଦସ୍ୟ ଉପସ୍ଥିତ ଥିଲେ l ଶିଶୁଙ୍କୁ ନିଜର ଅଧିକାର ରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଲନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା ହୋଇଥିଲା l ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ର ଙ୍କ ତତ୍ୱା ବଧାନ ରେ ପ୍ରକଳ୍ପ ସହଯୋଗୀ ସୁନୀତା ମାଝୀ ସଭା ପରିଚାଳନା କରିଥିଲେ l ଶେଷ ରେ ଶପଥ ପାଠ କରାଇଥିଲେ ଏବଂ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ l

- ହିନ୍ଦୋଳ ବନ ବିଭାଗରେ ଅରାଜକତା. ହାତୀ ମଣିଷ ଲଢେଇ କେବଳ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ ଏବଂ କ୍ଷତି ପୂରଣ ପରେ ବିଭାଗ ଚୁପ. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ବନାଞ୍ଚଳରେ ବୃଦ୍ଧି ପାଉଛି ହାତୀ ମଣିଷ ଲଢେଇ. ମୃତକଙ୍କୁ କ୍ଷତି ପୂରଣ ଏବଂ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ କରି ବିଭାଗ ଚୁପ. ସ୍ଥାୟୀ ସମାଧାନ ନହେଲେ ଜନ ଆନ୍ଦୋଳନ ଏଡାଇ ଦିଆ ଯାଇ ନପାରେ.1
- Slug- ସାମ୍ବାଦିକ ସଂଘଜିଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଅତ୍ୟାଧୁନିକ ରୋଗ ନିଦାନ ଯନ୍ତ୍ର ମୁଖ୍ୟ ଚିକିତ୍ସାଳୟ କୁ ପ୍ରଦାନ କରାଗଲା l ମୁଖ୍ୟ ଚିକିତ୍ସାଳରେ ଉନ୍ନତ ମାନର ରକ୍ତ ପରିକ୍ଷା ମେସିନ୍ ଉଦ୍ଘାଟିତ । ରିପୋର୍ଟ - Place -ଢେଙ୍କାନାଳ Date -25-08-26 Faramt -AVB Anchar- ଢ଼େଙ୍କାନାଳ ମୂଖ୍ୟ ଚିକିତ୍ସାଳୟକୁ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ଏକ ଅତ୍ୟଧୁନିକ ଟେକ୍ନୋଲୋଜି ଆଧାରିତ biochemical analyser ମେସିନ ପ୍ରଦାନ କରାଯାଇଛି l ଜାପାନ ନିର୍ମିତ Astira LX-400 ANALYSER Machine ରେ 44 ପ୍ରକାର ରୋଗର ସିରମ୍ ନମୁନା ଟେଷ୍ଟ କରିବାର କ୍ଷମତା ରଖୁଛି l ମାଗଣା ରେ 1 ଘଣ୍ଟାରେ 400 ରୋଗୀଙ୍କ ନମୁନା ପରୀକ୍ଷା କରାଯାଇପାରିବ l ଲିଭର, କିଡନୀ, ବ୍ଲଡ ସୁଗାରର କ୍ରିଟିକାଲ ପରୀକ୍ଷା ପାଇଁ ଢ଼େଙ୍କାନାଳ ବାସୀ କଟକ କିମ୍ବା ଭୁବନେଶ୍ୱର ଯାଉଥିଲେ ଏବଂ ଖର୍ଚ୍ଚ ବହୁଳ ହେଉଥିଲା ତାହା ଏବେ ଅଳ୍ପ ସମୟ ଭିତରେ 100% ସଠିକ ନିରୂପଣ କରିବାର କ୍ଷମତା ରଖୁଛି l ଦକ୍ଷ technician ଙ୍କୁ ନିଯୁକ୍ତି ପାଇ ଏହି ଯନ୍ତ୍ର କୁ ପରିଚାଲନା କରିବେ ବୋଲି CDMO କହିଛନ୍ତି l ମୁଖ୍ୟ ଡ଼ାକ୍ତରଖାନା ନମୁନା ପରୀକ୍ଷା ଗବେଷଣା କେନ୍ଦ୍ରରେ ଏହି ଯନ୍ତ୍ରଟିକୁ ଆନୁଷ୍ଠାନିକ ଭାବରେ ମୁନସିପାଲଟି ଅଧ୍ୟକ୍ଷା ଜୟନ୍ତୀ ପାତ୍ର ଫିତା କାଟି ଉଦଘାଟନ କରିଛନ୍ତି l ଅନ୍ୟତମ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଜିଲ୍ଲପାଳ ରମେଶ ଚନ୍ଦ୍ର ସେଠି, CDMO ଦାୟିତ୍ୱରେ ଥିବା ଡ ଏନ୍ ଡି ସି ବେହେରା, ମେଡିସିନ ସ୍ପେଶିଆଲିଷ୍ଟ ଡ ରାଜେନ୍ଦ୍ର କୁମାର ସେଠି ଓ ଜିଲ୍ଲା ସାମ୍ୱାଦିକ ସଙ୍ଘ ସଭାପତି ପ୍ରସନ୍ନ ପଟ୍ଟନାୟକ ଉପସ୍ଥିତ ଥିଲେ l ଏହି Astira ବାୟୋକେମିକାଲ ମେସିନ କୁ ପରିଚାଲନା କରିବାକୂ ଦୀପଙ୍କର ରାୟ, ସୁନୀଲ ପ୍ରଧାନ, ରଞ୍ଜନ ପୋଥାଳ, ଶିଶିର ସେନାପତି ପ୍ରମୁଖ ଅତିଥିଙ୍କୁ ଅନାଲିଜାର ମେସିନ ଉପାଦେୟତା ସମ୍ପର୍କରେ ଅବଗତ କରାଇ ଥିଲେ l ସାମ୍ବାଦିକ ସଙ୍ଘର ସାମ୍ୱାଦିକମାନେ ମଧ୍ୟ୍ୟ ଉପସ୍ଥିତ ଥିଲେ ଲ #DhenkanalNews #Dhenkanal #DhenkanalDistrict #DhenkanalHospital #HealthNews #MedicalNews #BiochemicalAnalyser #AstiraLX400 #DistrictJournalistsAssociation #OdishaNews #Odisha #Healthcare #DhenkanalNewsOdisha1
- ଢେଙ୍କାନାଳ ପୌରଅଧ୍ୟକ୍ଷ୍ୟା ପ୍ରୋସ ମିଟିଙ୍ଗି ରେ ବରିଷ୍ଟ ସମାଜସେବି ରାମଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା1
- ଦୁଇ କୋଟି ର ଗଞ୍ଜେଇ ଜବତ । G F X,, ନିଶା ବେପାରୀଙ୍କ ନିସ୍ତାର ନାହିଁ , G F X,,ଓଡ଼ିଶା ଛତିଶଗଡ଼ ସୀମାନ୍ତ ରେ ୨ କୋଟିର ଗଞ୍ଜେଇ ଜବତ, G F X,,ଆନ୍ତଃରାଜ୍ୟ ଚୋରା ଚାଲାଣ ନେଟୱାର୍କ ଠାବ।1
- ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ? ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ? #LatestNews #UpdateNews #apanankakhabara #jajpur_city #news #OdishaNews #odisha1
- ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ହେବ ଘରୋଇ କରଣ ଯାହା ଚିନ୍ତା ଏବେ ନବୀନ ଙ୍କ ପାଇଁ1
- ଢେଙ୍କାନାଳ ଜିଲ୍ଲା ପୌରଅଧ୍ୟକ୍ଷ୍ୟା ଙ୍କ ପ୍ରୋସ୍ ମିଟିଙ୍ଗି ଶ୍ରୀମତୀ ଜୟନ୍ତି ପାତ୍ର କୁଟୁଣିଆ ବସ୍ତି ଭଙ୍ଗା ଯିବା ଘଟଣ କୁ ନେଇ1
- ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡ, ଏନେଇ ଆଇନଜୀବିଙ୍କ ପ୍ରତିକ୍ରିୟା ତାଳଚେର ରେଳ ଷ୍ଟେସନ ନିକଟରେ ସୁଭଦ୍ରା ପାଦିଲ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ହତ୍ୟାକାରୀ ବିଶୁ ଗୋଚ୍ଛାୟତକୁ ଯାବତ୍ ଜୀବନ କାରାଦଣ୍ଡରେ ଦଣ୍ଡ ଶୁଣାଇଲେ ଅନୁଗୋଳ ଆଡ ହକ୍ ଜଜ୍ (ଫାଷ୍ଟ ଟ୍ରାକ) ବିରଞ୍ଚି ନାରାୟଣ ମିଶ୍ର l ଏନେଇ ଆଇନଜୀବୀଙ୍କ ପ୍ରତିକ୍ରିୟା l1