logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ସାର୍ବଜନୀନ ଦୁର୍ଗାପୂଜା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆସନ୍ତା ଦୁର୍ଗାପୂଜାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ଚିତ୍ତାକର୍ଷକ ଭାବେ ଆୟୋଜନ କରିବାକୁ ସମସ୍ତେ ମତ ଦେଇଥିଲେ। 

1 day ago
user_Ramesh Chandra Nayak
Ramesh Chandra Nayak
ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
1 day ago
4327ed30-79ed-40c6-afde-2cca59fed37d

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ସାର୍ବଜନୀନ ଦୁର୍ଗାପୂଜା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆସନ୍ତା ଦୁର୍ଗାପୂଜାକୁ ଅତ୍ୟନ୍ତ ଆକର୍ଷଣୀୟ ଓ ଚିତ୍ତାକର୍ଷକ ଭାବେ ଆୟୋଜନ କରିବାକୁ ସମସ୍ତେ ମତ ଦେଇଥିଲେ।

More news from ଓଡ଼ିଶା and nearby areas
  • Format - ପକେଜ Date -27. 8.26 Slug - NEET ରେ ସଫଳତା ରାୟଗଡା ଜ଼ିଲ୍ଲା ର ପ୍ରଥମ ଆଦିବାସୀ ଝିଅ ! Place - ବିଷମକଟକ Report - ନରୋତ୍ତମ ପାଢ଼ୀ Anchor, ଦୃଢ ଇଚ୍ଛାଶକ୍ତି, ଅକ୍ଳାନ୍ତ ପରିଶ୍ରମ ଓ ଡାକ୍ତର ହେବାର ସ୍ୱପ୍ନକୁ ସାକାର କରିଛନ୍ତି ବିଷମକଟକ ନିର୍ବାଚନ ମଣ୍ଡଳୀ ସାହାଡ଼ା ଗ୍ରାମର ପ୍ରଥମ ଆଦିବାସୀ ଝିଅ କବିତା ହିକକା । ନିଟ୍ ପରୀକ୍ଷାରେ ସଫଳତା ହାସଲ କରି ସେ ଅଞ୍ଚଳ ପାଇଁ ଗୌରବ ଆଣିଥିବା ବେଳେ, ଅର୍ଥାଭାବ ଏବେ ତାଙ୍କ ଡାକ୍ତରୀ ପାଠପଢ଼ାରେ ବଡ଼ ବାଧକ ସାଜିଛି । VO -1- ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ଅନ୍ତର୍ଗତ ସାହାଡ଼ା ଗ୍ରାମର ଲବ ହିକକା ଓ ମାତା କମଳା ହିକକାଙ୍କ ଏକମାତ୍ର ଝିଅ କବିତା ହିକକା। ଚଳିତ ନିଟ ପରୀକ୍ଷାରେ ତୃତୀୟ ଚେଷ୍ଟାରେ ସଫଳତା ହାସଲ କରିଛନ୍ତି। କବିତା ନିଜ ଶିକ୍ଷା ଗାଁ ବିଦ୍ୟାଳୟରୁ ଆରମ୍ଭ କରି ଭାଲେରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଦଶମରେ ୯୦ ପ୍ରତିଶତ ନମ୍ବର ରଖ୍ ଉଚ୍ଚଶିକ୍ଷା ପାଇଁ ଭୁବନେଶ୍ବରର ଆଇକନିକ୍ରେ ମନୋନୀତ ହୋଇଥିଲେ। ତାଙ୍କର ଲକ୍ଷ୍ୟ ଥିଲା ସେ ଡାକ୍ତର ହେବେ। ଦୃଢ଼ଇଚ୍ଛା ଶକ୍ତି ଅଗ୍ଲାନ୍ତ ପରିଶ୍ରମ ବଳରେ ସଫଳତା ହାସଲ କରିଛନ୍ତି। କବିତା ଓଡ଼ିଶା ରାଜ୍ୟ ରେଙ୍କ ୪୧୭୮ ଓ ଏସ୍‌ଟି ୧୩୭ ରେଙ୍କରେ ଉତ୍ତୀର୍ଣ୍ଣହୋଇ କୋରାପୁଟ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଡ଼ିବା ପାଇଁ ମନୋନୀତ ହୋଇଛନ୍ତି। ଅକ୍ଲାନ୍ତ ପରିଶ୍ରମ ସହ ବାପା ମା, ଗୁରୁଜୀଙ୍କ ପ୍ରେରଣା ତାଙ୍କୁ ଏହି ସଫଳତା ଆଣିଦେଇଥିବା କହିଛନ୍ତି କବିତା. ତେବେ ଉଦ୍ୟମ କରିବା ସହ ଆଗାମୀ ଦିନରେ ଅଞ୍ଚଳର ବହୁ ଆଦିବାସୀ ଛାତ୍ରୀ ନିଟ ପରୀକ୍ଷାରେ ତାଙ୍କୁ ସନୁସରଣ କରିବେ ବୋଲି କହିଛନ୍ତି କବିତା। Byte -କବିତା ହିକକା, ସଫଳ ପ୍ରଥମ ଆଦିବାସୀ ଝିଅ। VO -2- କବିତାଙ୍କ ବାପା ଲବ ହିକକା ଓ ମାତା କମଳା ହିକକା ଦିନମଜୁରିଆ ଭାବେ କାମ କରି ପରିବାରର ଭରଣପୋଷଣ କରୁଛନ୍ତି । ସୀମିତ ଆୟରେ ପରିବାର ଚଳାଇବା ମଧ୍ଯ କଷ୍ଟକର ହୋଇଥିବା ବେଳେ ଝିଅର ଡାକ୍ତରୀ ଶିକ୍ଷାର ଖର୍ଚ୍ଚ ବହନ କରିବା ପରିବାର ପାଇଁ ଚିନ୍ତାର କାରଣ ହୋଇଛି। ଟଙ୍କା କେଉଁଠୁ ଆଣି ଝିଅକୁ କେମିତି ଡାକ୍ତରୀ ପାଠ ପଢ଼ାଇବେ ଚିନ୍ତାରେ ରହି ସରକାରୀ ସହାୟତା ପାଇଁ ଅନୁରୋଧ କରିଛନ୍ତି ପରିବାର। Byte -ବାପା ଲବ ହିକକା ! ଅନ୍ୟପଟେ ରାୟଗଡା ଜ଼ିଲ୍ଲା ର ପୂର୍ବତନ ସଭାପତି ଶ୍ରୀ ସୁଧୀର ଦାସ ଏଇ ଆଦିବାସୀ ଝିଅର ସଫଳତା କୁ ଆହୁରି ମଜବୁତ କରିବା ଦିଗରେ ପରିବାର କୁ ଭେଟି ଶିକ୍ଷା ପାଇଁ ପ୍ରତିବର୍ଷ 50000 ଟଙ୍କା ଦେବା ପାଇଁ ପ୍ରତିଶୃତି ଦେଇ , ଆଦିବାସୀ ଝିଅ ର ମନବଳ କୁ ଆହୁରି ସୁଦୃଢ କରି , ଭବିଷ୍ୟ ଗଠନ ର ମାର୍ଗ ଦର୍ଶକ ହୋଇ ଚର୍ଚ୍ଚା ର କେନ୍ଦ୍ର ବିନ୍ଦୁ ହୋଇ ଛନ୍ତି , Byte - ସୁଧୀର ଦାସ ( ପୂର୍ବତନ ଜ଼ିଲ୍ଲା ବିଜେଡି ସଭାପତି ) ଏବଂ ବରଗଡ଼ ଜ଼ିଲ୍ଲା ର ଏକ ଡାକ୍ତର ଦମ୍ପତି ସସ୍ମିତା ଦାସ ଓ ରାଜିବ ତ୍ରିପାଠି ଖବର ପାଇ ଚଳିତ ବର୍ଷ ର ଫି ବହନ ପାଇଁ ସହଯୋଗ ର ହାତ ବଢ଼େଇ ଛନ୍ତି ! ଏଥିସହ ସ୍ଥାନୀୟ ତହସିଲଦାର ମଧ୍ୟ ସରକାର ଙ୍କ ତରଫରୁ ଯଥା ସମ୍ଭବ ସାହାଯ୍ୟ କରିବା କଥା ମଧ୍ୟ ଜଣାଇ ଥିବା ବେଳେ , ଭୁବନେଶ୍ୱର ନୟାପଲ୍ଲୀ ର ଜଣେ ବ୍ୟବସାୟୀ ଶ୍ରୀ ବିକାଶ ରାଉତ ପରିବାର ସହ ଯୋଗାଯୋଗ କରି ତାଙ୍କ ଏକାଉଣ୍ଟ କୁ 41 ହଜାର ଟଙ୍କା ପଠେଇ ଝିଅ ଟିର ଶିକ୍ଷା ଦିଗରେ ସହାନୁଭୂତି ର ଦୃଢତା କୁ ସଶକ୍ତ କରିଛନ୍ତି ! Vol 3 ରାୟଗଡା ଜ଼ିଲ୍ଲା ର ପ୍ରଥମ ଆଦିବାସୀ ଝିଅ ଡାକ୍ତରୀ ପଢି ସମାଜ ର ସେବା ରେ ସମର୍ପିତ ପାଇଁ ଆଗଭର ହେଉଥିବା ବେଳେ ସମସ୍ତଙ୍କ ଆଶ୍ରିବାଦ ଓ ସହାନୁଭୂତି କୁ ପାଥେୟ କରି ଉଜ୍ବଳ ଭବିଷ୍ୟ ଗଠନ ରେ ସହାୟ ହେଉ ଏହା ସମସ୍ତ ଙ୍କ ତରଫରୁ ମଧ୍ୟ ଶୁଭେଚ୍ଛା ଓ ଶୁଭ କାମନା ରହିବ ! Byte - ଅଶୋକ ପାଢ଼ୀ ( ସମାଜ ସେବୀ ) Byte 1 - ସୁଧୀର ଦାସ ( ପୂର୍ବତନ ବିଜେଡି ଜ଼ିଲ୍ଲା ସଭାପତି ) Byte -2 କବିତା ହିକକା ( ଛାତ୍ରୀ ) Byte 3, ଅଶୋକ ପାଢ଼ୀ ( ସମାଜ ସେବୀ ) Byte 4 , ରାମଚାନ୍ଦ୍ର କୁତୃକା (ଆଦିବାସୀ ସମାଜ ସଭାପତି )
    4
    Format - ପକେଜ
Date -27. 8.26
Slug - NEET ରେ  ସଫଳତା  ରାୟଗଡା ଜ଼ିଲ୍ଲା ର  ପ୍ରଥମ ଆଦିବାସୀ ଝିଅ !
Place - ବିଷମକଟକ 
Report - ନରୋତ୍ତମ ପାଢ଼ୀ 
       Anchor,

ଦୃଢ ଇଚ୍ଛାଶକ୍ତି, ଅକ୍ଳାନ୍ତ ପରିଶ୍ରମ ଓ ଡାକ୍ତର ହେବାର ସ୍ୱପ୍ନକୁ ସାକାର କରିଛନ୍ତି ବିଷମକଟକ ନିର୍ବାଚନ ମଣ୍ଡଳୀ ସାହାଡ଼ା ଗ୍ରାମର ପ୍ରଥମ ଆଦିବାସୀ ଝିଅ କବିତା ହିକକା । ନିଟ୍ ପରୀକ୍ଷାରେ ସଫଳତା ହାସଲ କରି ସେ ଅଞ୍ଚଳ ପାଇଁ ଗୌରବ ଆଣିଥିବା ବେଳେ, ଅର୍ଥାଭାବ ଏବେ ତାଙ୍କ ଡାକ୍ତରୀ ପାଠପଢ଼ାରେ ବଡ଼ ବାଧକ ସାଜିଛି ।

VO -1- ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ ଅନ୍ତର୍ଗତ ସାହାଡ଼ା ଗ୍ରାମର ଲବ ହିକକା ଓ ମାତା କମଳା ହିକକାଙ୍କ ଏକମାତ୍ର ଝିଅ କବିତା ହିକକା। ଚଳିତ ନିଟ ପରୀକ୍ଷାରେ ତୃତୀୟ ଚେଷ୍ଟାରେ ସଫଳତା ହାସଲ କରିଛନ୍ତି। କବିତା ନିଜ ଶିକ୍ଷା ଗାଁ ବିଦ୍ୟାଳୟରୁ ଆରମ୍ଭ କରି ଭାଲେରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଦଶମରେ ୯୦ ପ୍ରତିଶତ ନମ୍ବର ରଖ୍ ଉଚ୍ଚଶିକ୍ଷା ପାଇଁ ଭୁବନେଶ୍ବରର ଆଇକନିକ୍ରେ ମନୋନୀତ ହୋଇଥିଲେ। ତାଙ୍କର ଲକ୍ଷ୍ୟ ଥିଲା ସେ ଡାକ୍ତର ହେବେ। ଦୃଢ଼ଇଚ୍ଛା ଶକ୍ତି ଅଗ୍ଲାନ୍ତ ପରିଶ୍ରମ ବଳରେ ସଫଳତା ହାସଲ କରିଛନ୍ତି। କବିତା ଓଡ଼ିଶା ରାଜ୍ୟ ରେଙ୍କ ୪୧୭୮ ଓ ଏସ୍‌ଟି  ୧୩୭ ରେଙ୍କରେ ଉତ୍ତୀର୍ଣ୍ଣହୋଇ କୋରାପୁଟ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଡ଼ିବା ପାଇଁ ମନୋନୀତ ହୋଇଛନ୍ତି। ଅକ୍ଲାନ୍ତ ପରିଶ୍ରମ ସହ ବାପା ମା, ଗୁରୁଜୀଙ୍କ ପ୍ରେରଣା ତାଙ୍କୁ ଏହି ସଫଳତା ଆଣିଦେଇଥିବା କହିଛନ୍ତି କବିତା. ତେବେ ଉଦ୍ୟମ କରିବା ସହ ଆଗାମୀ ଦିନରେ ଅଞ୍ଚଳର ବହୁ ଆଦିବାସୀ ଛାତ୍ରୀ ନିଟ ପରୀକ୍ଷାରେ ତାଙ୍କୁ ସନୁସରଣ କରିବେ ବୋଲି କହିଛନ୍ତି କବିତା।
Byte -କବିତା ହିକକା, ସଫଳ ପ୍ରଥମ ଆଦିବାସୀ ଝିଅ।
VO -2- କବିତାଙ୍କ ବାପା ଲବ ହିକକା ଓ ମାତା କମଳା ହିକକା ଦିନମଜୁରିଆ ଭାବେ କାମ କରି ପରିବାରର ଭରଣପୋଷଣ କରୁଛନ୍ତି । ସୀମିତ ଆୟରେ ପରିବାର ଚଳାଇବା ମଧ୍ଯ କଷ୍ଟକର ହୋଇଥିବା ବେଳେ ଝିଅର ଡାକ୍ତରୀ ଶିକ୍ଷାର ଖର୍ଚ୍ଚ ବହନ କରିବା ପରିବାର ପାଇଁ ଚିନ୍ତାର କାରଣ ହୋଇଛି। ଟଙ୍କା କେଉଁଠୁ ଆଣି ଝିଅକୁ କେମିତି ଡାକ୍ତରୀ ପାଠ ପଢ଼ାଇବେ ଚିନ୍ତାରେ ରହି ସରକାରୀ ସହାୟତା ପାଇଁ ଅନୁରୋଧ କରିଛନ୍ତି ପରିବାର।
Byte -ବାପା ଲବ ହିକକା  !
ଅନ୍ୟପଟେ  ରାୟଗଡା ଜ଼ିଲ୍ଲା ର ପୂର୍ବତନ  ସଭାପତି  ଶ୍ରୀ ସୁଧୀର ଦାସ 
ଏଇ ଆଦିବାସୀ ଝିଅର ସଫଳତା କୁ ଆହୁରି ମଜବୁତ  କରିବା ଦିଗରେ  ପରିବାର କୁ ଭେଟି  ଶିକ୍ଷା ପାଇଁ ପ୍ରତିବର୍ଷ  50000 ଟଙ୍କା  ଦେବା ପାଇଁ 
ପ୍ରତିଶୃତି ଦେଇ , ଆଦିବାସୀ ଝିଅ ର ମନବଳ କୁ ଆହୁରି  ସୁଦୃଢ କରି , ଭବିଷ୍ୟ ଗଠନ ର ମାର୍ଗ ଦର୍ଶକ ହୋଇ  ଚର୍ଚ୍ଚା ର କେନ୍ଦ୍ର ବିନ୍ଦୁ ହୋଇ ଛନ୍ତି  ,
Byte  - ସୁଧୀର ଦାସ ( ପୂର୍ବତନ  ଜ଼ିଲ୍ଲା ବିଜେଡି ସଭାପତି  )

ଏବଂ  ବରଗଡ଼ ଜ଼ିଲ୍ଲା ର ଏକ ଡାକ୍ତର ଦମ୍ପତି   ସସ୍ମିତା ଦାସ ଓ ରାଜିବ ତ୍ରିପାଠି  ଖବର ପାଇ  ଚଳିତ ବର୍ଷ ର ଫି   ବହନ ପାଇଁ  ସହଯୋଗ ର ହାତ ବଢ଼େଇ ଛନ୍ତି !  ଏଥିସହ  ସ୍ଥାନୀୟ ତହସିଲଦାର ମଧ୍ୟ ସରକାର ଙ୍କ ତରଫରୁ  ଯଥା ସମ୍ଭବ  ସାହାଯ୍ୟ କରିବା କଥା  ମଧ୍ୟ ଜଣାଇ ଥିବା ବେଳେ ,   ଭୁବନେଶ୍ୱର  ନୟାପଲ୍ଲୀ  ର ଜଣେ ବ୍ୟବସାୟୀ ଶ୍ରୀ ବିକାଶ ରାଉତ  ପରିବାର ସହ ଯୋଗାଯୋଗ କରି  ତାଙ୍କ  ଏକାଉଣ୍ଟ କୁ  41 ହଜାର ଟଙ୍କା ପଠେଇ  ଝିଅ ଟିର  ଶିକ୍ଷା ଦିଗରେ  ସହାନୁଭୂତି ର ଦୃଢତା କୁ  ସଶକ୍ତ କରିଛନ୍ତି  !
Vol 3
ରାୟଗଡା ଜ଼ିଲ୍ଲା ର ପ୍ରଥମ ଆଦିବାସୀ  ଝିଅ  ଡାକ୍ତରୀ ପଢି  ସମାଜ ର ସେବା  ରେ  ସମର୍ପିତ  ପାଇଁ  ଆଗଭର  ହେଉଥିବା ବେଳେ   ସମସ୍ତଙ୍କ  ଆଶ୍ରିବାଦ ଓ ସହାନୁଭୂତି  କୁ  ପାଥେୟ କରି  ଉଜ୍ବଳ ଭବିଷ୍ୟ  ଗଠନ ରେ  ସହାୟ ହେଉ  ଏହା   ସମସ୍ତ ଙ୍କ ତରଫରୁ  ମଧ୍ୟ 
ଶୁଭେଚ୍ଛା ଓ ଶୁଭ କାମନା ରହିବ !
Byte  - ଅଶୋକ  ପାଢ଼ୀ  ( ସମାଜ ସେବୀ  )


Byte  1 - ସୁଧୀର ଦାସ ( ପୂର୍ବତନ ବିଜେଡି  ଜ଼ିଲ୍ଲା ସଭାପତି )
Byte -2   କବିତା ହିକକା  ( ଛାତ୍ରୀ )
Byte  3,  ଅଶୋକ ପାଢ଼ୀ  ( ସମାଜ ସେବୀ  )
Byte 4 ,  ରାମଚାନ୍ଦ୍ର କୁତୃକା     (ଆଦିବାସୀ ସମାଜ  ସଭାପତି )
    user_Narattam Kumar padhy
    Narattam Kumar padhy
    ବିଷମାକଟକ, ରାୟଗଡା, ଓଡ଼ିଶା•
    1 hr ago
  • ଆଜି ଗଙ୍ଗା ଧର ମେହେର ଙ୍କ ୧୬୪ ତମ ଜୟନ୍ତୀ ପାଳନ ଉପଲକ୍ଷେ କବି ମାନଙ୍କ କବିତା ପଠନ।
    1
    ଆଜି ଗଙ୍ଗା ଧର ମେହେର ଙ୍କ ୧୬୪ ତମ ଜୟନ୍ତୀ ପାଳନ ଉପଲକ୍ଷେ କବି ମାନଙ୍କ କବିତା ପଠନ।
    user_Uddhaba Panda
    Uddhaba Panda
    କଳାହାଣ୍ଡି, ଓଡ଼ିଶା•
    10 hrs ago
  • 🙂🥺🥺🙄🙄😄🤭
    1
    🙂🥺🥺🙄🙄😄🤭
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    10 hrs ago
  • Slug _୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପରେ ନିଆରା ରକ୍ଷା ବନ୍ଧନ ଦେଶର ରକ୍ଷକ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ Anchor:- ଭାଇ-ଭଉଣୀଙ୍କ ଅତୁଟ ସ୍ନେହ, ବିଶ୍ୱାସ ଓ ସୁରକ୍ଷାର ପ୍ରତୀକ ପବିତ୍ର ରକ୍ଷା ବନ୍ଧନ ପର୍ବ ଅବସରରେ ଭାବପୂର୍ଣ୍ଣ ହୋଇଉଠିଲା ଭବାନୀପାଟଣା ଅଟଙ୍ଗଗୁଡ଼ା ସ୍ଥିତ ୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପ। ଏହି ଅବସରରେ ଛାତ୍ରୀ ଓ ଭଉଣୀମାନେ ସିଆରପିଏଫ୍ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧି ଭାଇଚାରା ଓ ଆତ୍ମୀୟତାର ନିଆରା ବାର୍ତ୍ତା ଦେଇଥିଲେ। ଦେଶର ସୁରକ୍ଷା ପାଇଁ ନିଜ ପରିବାରଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ଯବାନମାନଙ୍କୁ ନିଜ ଭାଇ ଭାବେ ରାକ୍ଷୀ ବାନ୍ଧିବା ଦୃଶ୍ୟ କ୍ୟାମ୍ପ ପରିସରରେ ଏକ ଭାବପୂର୍ଣ୍ଣ ପରିବେଶ ସୃଷ୍ଟି କରିଥିଲା। ରାକ୍ଷୀ ବାନ୍ଧିବା ସହ ଭଉଣୀମାନେ ଯବାନଙ୍କ ଦୀର୍ଘାୟୁ, ସୁସ୍ଥ ଓ ସୁରକ୍ଷିତ ଜୀବନ କାମନା କରିଥିଲେ। ଅନ୍ୟପକ୍ଷରେ, ଯବାନମାନେ ମଧ୍ୟ ଏହି ସ୍ନେହ ଓ ଆତ୍ମୀୟତାର ଅନୁଭବକୁ ଆନନ୍ଦର ସହ ଗ୍ରହଣ କରିଥିଲେ। ପରିବାରଠାରୁ ଦୂରରେ ରହି ଦେଶର ସୁରକ୍ଷାରେ ନିୟୋଜିତ ଯବାନମାନଙ୍କ ପାଇଁ ଏଭଳି ଆୟୋଜନ ରକ୍ଷା ବନ୍ଧନର ମହତ୍ତ୍ୱକୁ ଆହୁରି ଉଜ୍ଜ୍ୱଳ କରିଛି। ସ୍ନେହ, ସମ୍ମାନ ଓ ଭାଇଚାରାର ଏହି ନିଆରା ଉତ୍ସବ ଉପସ୍ଥିତ ସମସ୍ତଙ୍କ ମନରେ ଏକ ସ୍ମରଣୀୟ ଅନୁଭୂତି ଛାଡ଼ିଯାଇଥିଲ Slug _୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପରେ ନିଆରା ରକ୍ଷା ବନ୍ଧନ ଦେଶର ରକ୍ଷକ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ Anchor:- ଭାଇ-ଭଉଣୀଙ୍କ ଅତୁଟ ସ୍ନେହ, ବିଶ୍ୱାସ ଓ ସୁରକ୍ଷାର ପ୍ରତୀକ ପବିତ୍ର ରକ୍ଷା ବନ୍ଧନ ପର୍ବ ଅବସରରେ ଭାବପୂର୍ଣ୍ଣ ହୋଇଉଠିଲା ଭବାନୀପାଟଣା ଅଟଙ୍ଗଗୁଡ଼ା ସ୍ଥିତ ୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପ। ଏହି ଅବସରରେ ଛାତ୍ରୀ ଓ ଭଉଣୀମାନେ ସିଆରପିଏଫ୍ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧି ଭାଇଚାରା ଓ ଆତ୍ମୀୟତାର ନିଆରା ବାର୍ତ୍ତା ଦେଇଥିଲେ। ଦେଶର ସୁରକ୍ଷା ପାଇଁ ନିଜ ପରିବାରଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ଯବାନମାନଙ୍କୁ ନିଜ ଭାଇ ଭାବେ ରାକ୍ଷୀ ବାନ୍ଧିବା ଦୃଶ୍ୟ କ୍ୟାମ୍ପ ପରିସରରେ ଏକ ଭାବପୂର୍ଣ୍ଣ ପରିବେଶ ସୃଷ୍ଟି କରିଥିଲା। ରାକ୍ଷୀ ବାନ୍ଧିବା ସହ ଭଉଣୀମାନେ ଯବାନଙ୍କ ଦୀର୍ଘାୟୁ, ସୁସ୍ଥ ଓ ସୁରକ୍ଷିତ ଜୀବନ କାମନା କରିଥିଲେ। ଅନ୍ୟପକ୍ଷରେ, ଯବାନମାନେ ମଧ୍ୟ ଏହି ସ୍ନେହ ଓ ଆତ୍ମୀୟତାର ଅନୁଭବକୁ ଆନନ୍ଦର ସହ ଗ୍ରହଣ କରିଥିଲେ। ପରିବାରଠାରୁ ଦୂରରେ ରହି ଦେଶର ସୁରକ୍ଷାରେ ନିୟୋଜିତ ଯବାନମାନଙ୍କ ପାଇଁ ଏଭଳି ଆୟୋଜନ ରକ୍ଷା ବନ୍ଧନର ମହତ୍ତ୍ୱକୁ ଆହୁରି ଉଜ୍ଜ୍ୱଳ କରିଛି। ସ୍ନେହ, ସମ୍ମାନ ଓ ଭାଇଚାରାର ଏହି ନିଆରା ଉତ୍ସବ ଉପସ୍ଥିତ ସମସ୍ତଙ୍କ ମନରେ ଏକ ସ୍ମରଣୀୟ ଅନୁଭୂତି ଛାଡ଼ିଯାଇଥିଲ
    4
    Slug _୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପରେ ନିଆରା ରକ୍ଷା ବନ୍ଧନ
ଦେଶର ରକ୍ଷକ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ


Anchor:- ଭାଇ-ଭଉଣୀଙ୍କ ଅତୁଟ ସ୍ନେହ, ବିଶ୍ୱାସ ଓ ସୁରକ୍ଷାର ପ୍ରତୀକ ପବିତ୍ର ରକ୍ଷା ବନ୍ଧନ ପର୍ବ ଅବସରରେ ଭାବପୂର୍ଣ୍ଣ ହୋଇଉଠିଲା ଭବାନୀପାଟଣା ଅଟଙ୍ଗଗୁଡ଼ା ସ୍ଥିତ ୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପ।
ଏହି ଅବସରରେ ଛାତ୍ରୀ ଓ ଭଉଣୀମାନେ ସିଆରପିଏଫ୍ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧି ଭାଇଚାରା ଓ ଆତ୍ମୀୟତାର ନିଆରା ବାର୍ତ୍ତା ଦେଇଥିଲେ। ଦେଶର ସୁରକ୍ଷା ପାଇଁ ନିଜ ପରିବାରଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ଯବାନମାନଙ୍କୁ ନିଜ ଭାଇ ଭାବେ ରାକ୍ଷୀ ବାନ୍ଧିବା ଦୃଶ୍ୟ କ୍ୟାମ୍ପ ପରିସରରେ ଏକ ଭାବପୂର୍ଣ୍ଣ ପରିବେଶ ସୃଷ୍ଟି କରିଥିଲା।
ରାକ୍ଷୀ ବାନ୍ଧିବା ସହ ଭଉଣୀମାନେ ଯବାନଙ୍କ ଦୀର୍ଘାୟୁ, ସୁସ୍ଥ ଓ ସୁରକ୍ଷିତ ଜୀବନ କାମନା କରିଥିଲେ। ଅନ୍ୟପକ୍ଷରେ, ଯବାନମାନେ ମଧ୍ୟ ଏହି ସ୍ନେହ ଓ ଆତ୍ମୀୟତାର ଅନୁଭବକୁ ଆନନ୍ଦର ସହ ଗ୍ରହଣ କରିଥିଲେ।
ପରିବାରଠାରୁ ଦୂରରେ ରହି ଦେଶର ସୁରକ୍ଷାରେ ନିୟୋଜିତ ଯବାନମାନଙ୍କ ପାଇଁ ଏଭଳି ଆୟୋଜନ ରକ୍ଷା ବନ୍ଧନର ମହତ୍ତ୍ୱକୁ ଆହୁରି ଉଜ୍ଜ୍ୱଳ କରିଛି। ସ୍ନେହ, ସମ୍ମାନ ଓ ଭାଇଚାରାର ଏହି ନିଆରା ଉତ୍ସବ ଉପସ୍ଥିତ ସମସ୍ତଙ୍କ ମନରେ ଏକ ସ୍ମରଣୀୟ ଅନୁଭୂତି ଛାଡ଼ିଯାଇଥିଲ
Slug _୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପରେ ନିଆରା ରକ୍ଷା ବନ୍ଧନ
ଦେଶର ରକ୍ଷକ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ
Anchor:- ଭାଇ-ଭଉଣୀଙ୍କ ଅତୁଟ ସ୍ନେହ, ବିଶ୍ୱାସ ଓ ସୁରକ୍ଷାର ପ୍ରତୀକ ପବିତ୍ର ରକ୍ଷା ବନ୍ଧନ ପର୍ବ ଅବସରରେ ଭାବପୂର୍ଣ୍ଣ ହୋଇଉଠିଲା ଭବାନୀପାଟଣା ଅଟଙ୍ଗଗୁଡ଼ା ସ୍ଥିତ ୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପ।
ଏହି ଅବସରରେ ଛାତ୍ରୀ ଓ ଭଉଣୀମାନେ ସିଆରପିଏଫ୍ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧି ଭାଇଚାରା ଓ ଆତ୍ମୀୟତାର ନିଆରା ବାର୍ତ୍ତା ଦେଇଥିଲେ। ଦେଶର ସୁରକ୍ଷା ପାଇଁ ନିଜ ପରିବାରଠାରୁ ଦୂରରେ ରହି କର୍ତ୍ତବ୍ୟ ସମ୍ପାଦନ କରୁଥିବା ଯବାନମାନଙ୍କୁ ନିଜ ଭାଇ ଭାବେ ରାକ୍ଷୀ ବାନ୍ଧିବା ଦୃଶ୍ୟ କ୍ୟାମ୍ପ ପରିସରରେ ଏକ ଭାବପୂର୍ଣ୍ଣ ପରିବେଶ ସୃଷ୍ଟି କରିଥିଲା।
ରାକ୍ଷୀ ବାନ୍ଧିବା ସହ ଭଉଣୀମାନେ ଯବାନଙ୍କ ଦୀର୍ଘାୟୁ, ସୁସ୍ଥ ଓ ସୁରକ୍ଷିତ ଜୀବନ କାମନା କରିଥିଲେ। ଅନ୍ୟପକ୍ଷରେ, ଯବାନମାନେ ମଧ୍ୟ ଏହି ସ୍ନେହ ଓ ଆତ୍ମୀୟତାର ଅନୁଭବକୁ ଆନନ୍ଦର ସହ ଗ୍ରହଣ କରିଥିଲେ।
ପରିବାରଠାରୁ ଦୂରରେ ରହି ଦେଶର ସୁରକ୍ଷାରେ ନିୟୋଜିତ ଯବାନମାନଙ୍କ ପାଇଁ ଏଭଳି ଆୟୋଜନ ରକ୍ଷା ବନ୍ଧନର ମହତ୍ତ୍ୱକୁ ଆହୁରି ଉଜ୍ଜ୍ୱଳ କରିଛି। ସ୍ନେହ, ସମ୍ମାନ ଓ ଭାଇଚାରାର ଏହି ନିଆରା ଉତ୍ସବ ଉପସ୍ଥିତ ସମସ୍ତଙ୍କ ମନରେ ଏକ ସ୍ମରଣୀୟ ଅନୁଭୂତି ଛାଡ଼ିଯାଇଥିଲ
    user_ରିତେଶ ମୁଣ୍ଡ କୋକସରା ମେଡ଼ିଆ
    ରିତେଶ ମୁଣ୍ଡ କୋକସରା ମେଡ଼ିଆ
    Press advisory କୋକସରା, କଳାହାଣ୍ଡି, ଓଡ଼ିଶା•
    2 hrs ago
  • NAACH JHUM BAND PARTY 💥B. MUSKUNI
    1
    NAACH JHUM BAND PARTY 💥B. MUSKUNI
    user_NAACH JHUM BAND PARTY
    NAACH JHUM BAND PARTY
    ରାୟଗଡା, ରାୟଗଡା, ଓଡ଼ିଶା•
    16 hrs ago
  • orissa cinderella con news belangerful school dhanyavad
    1
    orissa cinderella con news
belangerful school dhanyavad
    user_Jitendra sahu
    Jitendra sahu
    Construction Worker ବାଙ୍ଗୋମୁଣ୍ଡା, ବଲାଙ୍ଗୀର, ଓଡ଼ିଶା•
    1 hr ago
  • ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ଏକ ପଂଚାୟତ ର ବିଦ୍ୟାଳୟ ରେ ତେଲୁଗୁ ସିନିମା ସୁଟିଙ୍ଗି ହେଇଥିବା ବେଳେ ପ୍ରଶାସନ ର ବିନା ଅନୁମତି ରେ କିପରି ହେଲା ଫୁଣି ସରପଞ୍ଚ ନିଜେ ଭାଇରଲ କଲେ
    1
    ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ଏକ ପଂଚାୟତ ର ବିଦ୍ୟାଳୟ ରେ ତେଲୁଗୁ ସିନିମା ସୁଟିଙ୍ଗି ହେଇଥିବା ବେଳେ ପ୍ରଶାସନ ର ବିନା ଅନୁମତି ରେ କିପରି ହେଲା ଫୁଣି ସରପଞ୍ଚ ନିଜେ ଭାଇରଲ କଲେ
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    1 hr ago
  • ଶୀର୍ଷକ: ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି ସ୍ଲଗ୍: ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ, ଜଣେ ଭବାନୀପାଟଣା ସ୍ଥାନାନ୍ତର ଆଙ୍କର: ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ିଲା ମାଟି ଘର। ଅଳ୍ପକେ ବର୍ତ୍ତିଲେ ଦମ୍ପତି। ଶୋଇଥିବା ସମୟରେ ହଠାତ୍‌ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ପ୍ରାଣୀ ମାଟି ତଳେ ଚାପି ହୋଇଯାଇଥିଲେ। ପରେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ। ଭଏସ୍‌ ଓଭର: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବାଣ୍ଡି ଗାଁରେ ଘଟିଛି ଏଭଳି ଅଘଟଣ। ପ୍ରାଥମିକ ସୂଚନା ଅନୁସାରେ, ଲଗାଣ ଲଘୁଚାପଜନିତ ବର୍ଷାରେ ଗତରାତି ପ୍ରାୟ ୧୦ଟା ୩୦ ସମୟରେ ଟଙ୍କଧର ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀ ମିଥିଲା ପାଣିଗ୍ରାହୀ ଘରେ ଶୋଇଥିବା ବେଳେ ହଠାତ୍‌ ମାଟି ଘରଟି ଭୁଶୁଡ଼ି ପଡ଼ିଥିଲା। ଘର ଭୁଶୁଡ଼ିବାରୁ ଦୁଇଜଣ ମାଟି ତଳେ ଚାପି ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ପଡ଼ୋଶୀମାନେ ତୁରନ୍ତ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ପରେ ଉଭୟଙ୍କୁ କଳମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଟଙ୍କଧର ପାଣିଗ୍ରାହୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ପରବର୍ତ୍ତୀ ସମୟରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼ ଶୀର୍ଷକ: ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି ସ୍ଲଗ୍: ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ, ଜଣେ ଭବାନୀପାଟଣା ସ୍ଥାନାନ୍ତର ଆଙ୍କର: ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ିଲା ମାଟି ଘର। ଅଳ୍ପକେ ବର୍ତ୍ତିଲେ ଦମ୍ପତି। ଶୋଇଥିବା ସମୟରେ ହଠାତ୍‌ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ପ୍ରାଣୀ ମାଟି ତଳେ ଚାପି ହୋଇଯାଇଥିଲେ। ପରେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ। ଭଏସ୍‌ ଓଭର: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବାଣ୍ଡି ଗାଁରେ ଘଟିଛି ଏଭଳି ଅଘଟଣ। ପ୍ରାଥମିକ ସୂଚନା ଅନୁସାରେ, ଲଗାଣ ଲଘୁଚାପଜନିତ ବର୍ଷାରେ ଗତରାତି ପ୍ରାୟ ୧୦ଟା ୩୦ ସମୟରେ ଟଙ୍କଧର ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀ ମିଥିଲା ପାଣିଗ୍ରାହୀ ଘରେ ଶୋଇଥିବା ବେଳେ ହଠାତ୍‌ ମାଟି ଘରଟି ଭୁଶୁଡ଼ି ପଡ଼ିଥିଲା। ଘର ଭୁଶୁଡ଼ିବାରୁ ଦୁଇଜଣ ମାଟି ତଳେ ଚାପି ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ପଡ଼ୋଶୀମାନେ ତୁରନ୍ତ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ପରେ ଉଭୟଙ୍କୁ କଳମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଟଙ୍କଧର ପାଣିଗ୍ରାହୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ପରବର୍ତ୍ତୀ ସମୟରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି। ଏପଟେ ଲଗାଣ ବର୍ଷା ଯୋଗୁଁ ମାଟି ଘରେ ରହୁଥିବା ପରିବାରଗୁଡ଼ିକ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଜୟପାଟଣା ଅଞ୍ଚଳରେ ମଧ୍ୟ ଭାରୀ ବର୍ଷାର ପ୍ରଭାବ ରହିଥିବା ନେଇ ସମ୍ପ୍ରତି ରିପୋର୍ଟ ଆସିଛି।
    4
    ଶୀର୍ଷକ: ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି

ସ୍ଲଗ୍: ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ, ଜଣେ ଭବାନୀପାଟଣା ସ୍ଥାନାନ୍ତର

ଆଙ୍କର:
ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ିଲା ମାଟି ଘର। ଅଳ୍ପକେ ବର୍ତ୍ତିଲେ ଦମ୍ପତି। ଶୋଇଥିବା ସମୟରେ ହଠାତ୍‌ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ପ୍ରାଣୀ ମାଟି ତଳେ ଚାପି ହୋଇଯାଇଥିଲେ। ପରେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ।

ଭଏସ୍‌ ଓଭର:
କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବାଣ୍ଡି ଗାଁରେ ଘଟିଛି ଏଭଳି ଅଘଟଣ। ପ୍ରାଥମିକ ସୂଚନା ଅନୁସାରେ, ଲଗାଣ ଲଘୁଚାପଜନିତ ବର୍ଷାରେ ଗତରାତି ପ୍ରାୟ ୧୦ଟା ୩୦ ସମୟରେ ଟଙ୍କଧର ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀ ମିଥିଲା ପାଣିଗ୍ରାହୀ ଘରେ ଶୋଇଥିବା ବେଳେ ହଠାତ୍‌ ମାଟି ଘରଟି ଭୁଶୁଡ଼ି ପଡ଼ିଥିଲା।

ଘର ଭୁଶୁଡ଼ିବାରୁ ଦୁଇଜଣ ମାଟି ତଳେ ଚାପି ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ପଡ଼ୋଶୀମାନେ ତୁରନ୍ତ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ପରେ ଉଭୟଙ୍କୁ କଳମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।

ତେବେ ଟଙ୍କଧର ପାଣିଗ୍ରାହୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ପରବର୍ତ୍ତୀ ସମୟରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼


ଶୀର୍ଷକ: ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି
ସ୍ଲଗ୍: ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ, ଜଣେ ଭବାନୀପାଟଣା ସ୍ଥାନାନ୍ତର
ଆଙ୍କର:
ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ିଲା ମାଟି ଘର। ଅଳ୍ପକେ ବର୍ତ୍ତିଲେ ଦମ୍ପତି। ଶୋଇଥିବା ସମୟରେ ହଠାତ୍‌ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ପ୍ରାଣୀ ମାଟି ତଳେ ଚାପି ହୋଇଯାଇଥିଲେ। ପରେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ।
ଭଏସ୍‌ ଓଭର:
କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବାଣ୍ଡି ଗାଁରେ ଘଟିଛି ଏଭଳି ଅଘଟଣ। ପ୍ରାଥମିକ ସୂଚନା ଅନୁସାରେ, ଲଗାଣ ଲଘୁଚାପଜନିତ ବର୍ଷାରେ ଗତରାତି ପ୍ରାୟ ୧୦ଟା ୩୦ ସମୟରେ ଟଙ୍କଧର ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀ ମିଥିଲା ପାଣିଗ୍ରାହୀ ଘରେ ଶୋଇଥିବା ବେଳେ ହଠାତ୍‌ ମାଟି ଘରଟି ଭୁଶୁଡ଼ି ପଡ଼ିଥିଲା।
ଘର ଭୁଶୁଡ଼ିବାରୁ ଦୁଇଜଣ ମାଟି ତଳେ ଚାପି ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ପଡ଼ୋଶୀମାନେ ତୁରନ୍ତ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ପରେ ଉଭୟଙ୍କୁ କଳମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।
ତେବେ ଟଙ୍କଧର ପାଣିଗ୍ରାହୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ପରବର୍ତ୍ତୀ ସମୟରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି।
ଏପଟେ ଲଗାଣ ବର୍ଷା ଯୋଗୁଁ ମାଟି ଘରେ ରହୁଥିବା ପରିବାରଗୁଡ଼ିକ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଜୟପାଟଣା ଅଞ୍ଚଳରେ ମଧ୍ୟ ଭାରୀ ବର୍ଷାର ପ୍ରଭାବ ରହିଥିବା ନେଇ ସମ୍ପ୍ରତି ରିପୋର୍ଟ ଆସିଛି।
    user_ରିତେଶ ମୁଣ୍ଡ କୋକସରା ମେଡ଼ିଆ
    ରିତେଶ ମୁଣ୍ଡ କୋକସରା ମେଡ଼ିଆ
    Press advisory କୋକସରା, କଳାହାଣ୍ଡି, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.