Shuru
Apke Nagar Ki App…
my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
Tulasi Pramod Alatia
my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
More news from ଓଡ଼ିଶା and nearby areas
- ମହାପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଆଳତି ଦର୍ଶନ କରନ୍ତୁ! ଜୟ ଜଗନ୍ନାଥ1
- ରକ୍ଷାବନ୍ଧନ (ରାଖି) କେବଳ ଏକ ସୂତା ସୂତା ନୁହେଁ, ଏହା ଭାଇ-ଭଉଣୀଙ୍କ ଆଜୀବନ ସୁରକ୍ଷା, ବିଶ୍ୱାସ ଏବଂ ତ୍ୟାଗର ପ୍ରତୀକ। ନ୍ୟୁଜ୍ ପୋଷ୍ଟ / ସୋସିଆଲ୍ ମିଡିଆ କ୍ୟାପସନ୍ ପ୍ରସ୍ତାବ: ଶୀର୍ଷକ: "ସମ୍ପର୍କର ସବୁଠୁ ସୁନ୍ଦର ପରିଭାଷା: ଭାଇ-ଭଉଣୀଙ୍କ ନିସ୍ୱାର୍ଥପର ଭଲପାଇବା" ଆଜିର ଭୌତିକବାଦୀ ଦୁନିଆରେ ଜିନିଷ ଓ ସମ୍ପର୍କର ମୂଲ୍ୟ ବଦଳିଯାଉଥିଲେ ବି, ଭାଇ-ଭଉଣୀଙ୍କ ଭଲପାଇବା ସଦାସର୍ବଦା ଅମର। ରାଖି କେବଳ ଏକ ପବିତ୍ର ସୂତା ନୁହେଁ, ଏହା ପରସ୍ପରର ଦୁଃଖ-ସୁଖରେ ଛିଡ଼ା ହେବାର ଏକ ଦୃଢ଼ ପ୍ରତିଶ୍ରୁତି। ତ୍ୟାଗ ଓ ସମର୍ପଣ: ଭାଇ ତା' ଭଉଣୀର ଖୁସି ପାଇଁ ସବୁକିଛି ସମର୍ପି ଦେବାକୁ ପ୍ରସ୍ତୁତ ଥାଏ, ଏବଂ ଭଉଣୀ ତା' ପ୍ରାର୍ଥନା ଦ୍ୱାରା ଭାଇର ସୁରକ୍ଷା କାମନା କରେ। ସମାଜ ପାଇଁ ଶିକ୍ଷା: ବ୍ୟକ୍ତିଗତ ସ୍ୱାର୍ଥରୁ ଊର୍ଦ୍ଧ୍ୱକୁ ଯାଇ ପାରିବାରିକ ସମ୍ପର୍କ ଓ ସ୍ନେହକୁ ସମ୍ମାନ ଦେବା ହିଁ ପ୍ରକୃତ ମାନବିକତା।1
- ଗଞ୍ଜାମ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର ୧,୩୭୧ଟି ବିସ୍ଥାପିତ ପରିବାର ପାଇଁ ୭୫ କୋଟି ୬୦ ଲକ୍ଷ ୩୦ ହଜାର ଟଙ୍କାର ଏକ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ (R&R) ପ୍ୟାକେଜ୍ ଘୋଷଣା କରିବା ସହ ଏହାର ଶୁଭାରମ୍ଭ କରିଛନ୍ତି। ଏହାସହିତ ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ବିସ୍ଥାପିତ ୧୧୨ଟି ପରିବାରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୬ଟି ପରିବାରକୁ ଘରବାରି ଓ ଚାଷଜମିର ପଟ୍ଟା ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମର ଆରମ୍ଭରେ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମଞ୍ଚ ଉପରେ ନିଜ ହାତରେ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରିଥିଲେ। #Live_odisha_News_update #FacebookPage1
- ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର1
- ଶ୍ରାବଣୀ ଉପାକର୍ମ ଉତ୍ସବରେ ଗୁରୁ ପୂଜନ ଓ ଶିଷ୍ୟଙ୍କ ଉପଦେଶ ଗ୍ରହଣ ଶ୍ରୀକ୍ଷେତ୍ର ପୁରୀ ସ୍ଥିତ ପ୍ରଫେସର ଦିବାକର ମହାପାତ୍ରଙ୍କ ବାସଗୃହରେ ଶିଷ୍ୟମାନେ ଏକତ୍ରିତ ହୋଇ ନିଜ ଗୁରୁ ପ୍ରଫେସର ମହାପାତ୍ରଙ୍କୁ ପୂଜନ କରିଥିଲେ। ଏହି ପରିପ୍ରେକ୍ଷୀରେ ପୂଜନ ପରେ ଉପସ୍ଥିତ ଶିଷ୍ୟ ପଣ୍ଡିତ ଶ୍ରୀକାନ୍ତ ମହାପାତ୍ର, ପଣ୍ଡିତ ମହନ୍ତ ଶ୍ରୀ ବିଶ୍ବରଂଜନ ଚଇନି, ପଣ୍ଡିତ ଶ୍ରୀନିବାସ ମହାପାତ୍ର, ପଣ୍ଡିତ ସୁରେନ୍ଦ୍ର ଦାଶ, ପଣ୍ଡିତ ବିରଞ୍ଚି ନାରାୟଣ ଷଡ଼ଙ୍ଗୀ, ଡ଼ଃ କୃପାସିନ୍ଧୁ ପଣ୍ଡା ପ୍ରଭୃତି ବହୁ ଶିଷ୍ୟମାନଙ୍କୁ ଶ୍ରାବଣୀ ଉପାକର୍ମର ଉପାଦେୟତା ଏବଂ କିଭଳି ଜନ୍ମଜନ୍ମାନ୍ତର ଜ୍ଞାତ ଅଜ୍ଞାତ ପଞ୍ଚସୂନାଦି କୃତ ସମସ୍ତ ପାତକ ଉପପାତକକୁ ଉତ୍ସର୍ଗ କରି ଦଶ ବିଧ ସ୍ନାନ ଇତ୍ୟାଦି ଦ୍ବାରା ଶୁଦ୍ଧି ହୋଇ ନୂତନ ଯଜ୍ଞୋପବିତ ଧାରଣ କରିଥାନ୍ତି। ଯାଜ୍ଞବଳ୍କ୍ୟାଦି ଋଷିଙ୍କୁ ପୂଜନ କରି ଦେବାଦେବୀଙ୍କୁ କାଷ୍ଠ ପଞ୍ଚକ ମନ୍ତ୍ର ରେ ହୋମ କରି ବେଦ ବେଦାଙ୍ଗାଦି ଅଧ୍ୟୟନ କରିଥାନ୍ତି। ଗୃହସ୍ଥ ଆଦି ସମସ୍ତ ବୈଦିକ ମାନେ ଏହି ଉତ୍ସର୍ଗ ଉପାକର୍ମ କରିବା ନିତ୍ୟାନ୍ତ ଆବଶ୍ୟକ ଏବଂ ଵ୍ରହ୍ମଯଜ୍ଞାଦି ପଞ୍ଚ ମହାଯଜ୍ଞ ପ୍ରତ୍ୟେକଦିନ କରିବା ଉଚିତ ଏହା ଦ୍ବାରା ସମଗ୍ର ବିଶ୍ଵରେ ସୁଖ, ଶାନ୍ତି, ମୈତ୍ରୀ ଓ ସମୃଦ୍ଧି ହୋଇଥାଏ ବୋଲି ଉପଦେଶ ଦେଇଛନ୍ତି।3
- ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ଏକ ପଂଚାୟତ ର ବିଦ୍ୟାଳୟ ରେ ତେଲୁଗୁ ସିନିମା ସୁଟିଙ୍ଗି ହେଇଥିବା ବେଳେ ପ୍ରଶାସନ ର ବିନା ଅନୁମତି ରେ କିପରି ହେଲା ଫୁଣି ସରପଞ୍ଚ ନିଜେ ଭାଇରଲ କଲେ1
- my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha4
- ଲୁହାଗୁଡ଼ି ଗ୍ରାମ ରେ ବିଷାକ୍ତ ସାପ ସହ ଗୋଟିଏ ଘରେ ରହୁଛନ୍ତି ଯୁବକ ଭୟ ନଥିବା କହିଛନ୍ତି କଣ କହୁଛନ୍ତି ଶୁଣନ୍ତୁ2
- ବେଦ ପାଠଶାଳା ଦ୍ବାରା ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ପାଳିତ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳା ଦ୍ବାରା ଗୁରୁଦେବ ପ୍ରଫେସର ଦିବାକର ମହାପାତ୍ରଙ୍କ ଉପଦେଶ ଅନୁଯାୟୀ ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ବିଦ୍ଧିବଦ୍ଧ ଅନୁସାରେ ରାମେଶ୍ବର ମା ବନଦୁର୍ଗା ମନ୍ଦିରରେ ପ୍ରଧାନାଚାର୍ଯ୍ୟ ଡଃ କୃପାସିନ୍ଧୁ ପଣ୍ଡାଙ୍କ ଦ୍ଵାରା ଗୋ ପୂଜା, ଗୁରୁ ପୂଜନ, ଋଷି ପୂଜନ, ଦେବାଦବୀ ମାନଙ୍କୁ ଆବାହନ ପୂଜନ, ଦଶବିଧ ସ୍ନାନ ପୂର୍ବକ ସଂସ୍କାର କର୍ମ ପାରମ୍ପରିକ ରୀତିନୀତିରେ କରାଯାଇଥିଲା। ଆଚାର୍ଯ୍ୟ ଶିଷ୍ୟମାନଙ୍କୁ ଯଜ୍ଞାଦି କର୍ମ କରି ଷଡ଼ଙ୍ଗ ଚତୁର୍ବେଦାରମ୍ଭ ସହିତ ଶୁକ୍ଳ ୟଜୁର୍ବେଦ ସ୍ବଶାଖା କାଣ୍ବଶାଖା ମନ୍ତ୍ର ଶିଷ୍ୟମାନଙ୍କୁ ପ୍ରଦାନ କରିଥିଲେ। ଜଗତର କଲ୍ୟାଣ ପାଇଁ ପରମାତ୍ମାଙ୍କର ଅନବଦ୍ୟ ଦାନ ବେଦ। ବୈଦିକ ସଂସ୍କୃତି ଓ ବିଶ୍ବ ସଂସ୍କୃତ ଦିବସ ଉପଲକ୍ଷେ ସଚେତନତା ଶୋଭାଯାତ୍ରା କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଶିକ୍ଷାବିତ୍ ବିଶ୍ବନାଥ ରଥଙ୍କ ଦିଗ୍ ଦର୍ଶନରେ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀ କାନ୍ତ ନନ୍ଦ, ପଣ୍ଡିତ ବସନ୍ତ କୁମାର ପଣ୍ଡା଼, ବିଷ୍ଣୁପ୍ରୀୟା ପଟ୍ଟଯୋଷୀ, ଅଭିଭାବକ ଓ ନିକଟବର୍ତ୍ତୀ ଅଞ୍ଚଳର ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଳ୍ୟ ମଣ୍ଡିତ କରିଥିଲେ।4