logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଠାରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ ତମ ତିରୋଧାନ ଦିବସ ପାଳିତ I

22 hrs ago
user_Ramesh Chandra Nayak
Ramesh Chandra Nayak
ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
22 hrs ago
1e415710-bffe-43f1-a004-d7e2d21eff53

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଠାରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ ତମ ତିରୋଧାନ ଦିବସ ପାଳିତ I

More news from ଓଡ଼ିଶା and nearby areas
  • ତା.18/04/2026 ରିଖ ପ୍ରତ୍ୟେକ ନାରୀ ମଧ୍ୟରେ ଅଫୁରନ୍ତ ପ୍ରତିଭା ରହିଛି।ସେ ଶକ୍ତିମୟୀ, କଲ୍ୟାଣମୟୀ।ସଶକ୍ତ ନାରୀ ସଶକ୍ତ ଭାରତ ବୋଲି କହିଛନ୍ତି ପୁରୀ ମୁନିସିପାଲ କର୍ପୋରେସନ ର କମିଶନର ଅରୁଗୁଳା ସ୍ନେହା।ନାରୀ ମାନଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ ଲକ୍ଷ୍ୟ ରେ ଆଜି ପୂର୍ବାହ୍ନରେ ଏକ ଦୌଡ ଜିଲ୍ଲା ପ୍ରଶାସନ କ୍ରୀଡା କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇଥିଲା।ଏହି ଦୌଡ ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରୁ ଆରମ୍ଭ ହୋଇ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ଠାରେ ପହଞ୍ଚି ଥିଲା।ଏହି ଦୌଡ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କମିଶନର ସୁଶ୍ରୀ ସ୍ନେହା ପୁରୁଷ ମାନଙ୍କ ସମକକ୍ଷ ହୋଇ ନାରୀ ବି ସବୁ କରିପାରେ।ଏପରିକି ପୁରୁଷ ଙ୍କ ଠାରୁ ଅଧିକ ମଧ୍ୟ କରିପାରେ।ନିଜର ଗୋଟେ ଲକ୍ଷ୍ୟ ସ୍ଥିର କରି ମନ ପ୍ରାଣ ଦେଇ ତାହାକୁ ସଫଳ କରିବାର ପ୍ରୟାସ ପାଇଁ ସେ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ନାରୀ ମାନଙ୍କ ପ୍ରତିଭାର ବିକାଶ ରାଷ୍ଟ୍ର ବିକାଶ ରେ ସହାୟକ ହୋଇଥାଏ ବୋଲି କହିଥିଲେ।ଆଜିର ସମୟରେ ବିଭିନ୍ନ କ୍ଷେତ୍ରରେ ମହିଳା ମାନଙ୍କର ଶକ୍ତି ଓ ସାମର୍ଥ୍ୟ ର ପରିପ୍ରକାଶ ଘଟିଛି।ଏହାକୁ ଅଧିକ ଋଦ୍ଧିମନ୍ତ ସହ ସେମାନଙ୍କ ଅଧିକାର, କର୍ତ୍ତବ୍ୟ, ଶକ୍ତି ଓ ସମ୍ଭାବନା ସମ୍ପର୍କରେ ସଚେତନ କରାଇବା ଲକ୍ଷ୍ୟ ରେ ଏହିଭଳି କାର୍ଯ୍ୟକ୍ରମ ବେଶ ସହାୟକ ହେବ ବୋଲି ସେ ମତ ଦେଇଥିଲେ।ଚଳିତ ସିବିଏସଇ ଦଶମ ପରୀକ୍ଷାରେ ପ୍ରଥମ ହୋଇଥିବା ପୁରୀ ଜିଲ୍ଲାର ଟିନା ରଥ ଙ୍କୁ ଏହି କାର୍ଯ୍ୟକ୍ରମ ରେ ସମ୍ବର୍ଦ୍ଧିତ କରାଯାଇଥିଲା।ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,ଖୋ ଖୋ ଖେଳର ମୁଖ୍ୟ ଜାତୀୟ କୋଚ ସଞ୍ଜୀବ କୁମାର ଶର୍ମା, ସର୍ବ ଭାରତୀୟ ଖୋଖୋ ସଂଘର ଉପ ସଭାପତି ପ୍ରଦ୍ୟୁମ୍ନ ମିଶ୍ର,ଓଡିଶା ଅଲମ୍ପିକ ସଂଘର କୋଷାଧ୍ୟକ୍ଷ ରବି ଶଙ୍କର ପ୍ରତିହାରୀ,ଖୋ ଖୋ କୋଚ ଚୌଧୁରୀ ପାର୍ଥ ସାରଥୀ ମହାପାତ୍ର ଓ ଟିନା ରଥ ଙ୍କ ପିତାମାତା ପ୍ରମୁଖ ଯୋଗ ଦେଇ ନାରୀ ମାନଙ୍କ ଶକ୍ତି,ପ୍ରତିଭା ଓ ଉତଥାନ ସମ୍ପର୍କରେ ଆଲୋକପାତ କରିଥିଲେ।ଏହି ଅବସରରେ ସଚେତନତା ଲକ୍ଷ୍ୟ ରେ ସ୍ବାକ୍ଷର ଅଭିଯାନରେ ପ୍ରତ୍ୟେକ ସ୍ବାକ୍ଷର କରିଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    1
    ତା.18/04/2026 ରିଖ ପ୍ରତ୍ୟେକ ନାରୀ ମଧ୍ୟରେ ଅଫୁରନ୍ତ ପ୍ରତିଭା ରହିଛି।ସେ ଶକ୍ତିମୟୀ, କଲ୍ୟାଣମୟୀ।ସଶକ୍ତ ନାରୀ ସଶକ୍ତ ଭାରତ ବୋଲି କହିଛନ୍ତି ପୁରୀ ମୁନିସିପାଲ କର୍ପୋରେସନ ର କମିଶନର ଅରୁଗୁଳା ସ୍ନେହା।ନାରୀ ମାନଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ ଲକ୍ଷ୍ୟ ରେ ଆଜି ପୂର୍ବାହ୍ନରେ ଏକ ଦୌଡ ଜିଲ୍ଲା ପ୍ରଶାସନ କ୍ରୀଡା କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହୋଇଥିଲା।ଏହି ଦୌଡ ତାଳବଣିଆ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଠାରୁ ଆରମ୍ଭ ହୋଇ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ଠାରେ ପହଞ୍ଚି ଥିଲା।ଏହି ଦୌଡ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କମିଶନର ସୁଶ୍ରୀ ସ୍ନେହା ପୁରୁଷ ମାନଙ୍କ ସମକକ୍ଷ ହୋଇ ନାରୀ ବି ସବୁ କରିପାରେ।ଏପରିକି ପୁରୁଷ ଙ୍କ ଠାରୁ ଅଧିକ ମଧ୍ୟ କରିପାରେ।ନିଜର ଗୋଟେ ଲକ୍ଷ୍ୟ ସ୍ଥିର କରି ମନ ପ୍ରାଣ ଦେଇ ତାହାକୁ ସଫଳ କରିବାର ପ୍ରୟାସ ପାଇଁ ସେ ପରାମର୍ଶ ଦେଇଥିଲେ।
ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ନାରୀ ମାନଙ୍କ ପ୍ରତିଭାର ବିକାଶ ରାଷ୍ଟ୍ର ବିକାଶ ରେ ସହାୟକ ହୋଇଥାଏ ବୋଲି କହିଥିଲେ।ଆଜିର ସମୟରେ ବିଭିନ୍ନ କ୍ଷେତ୍ରରେ ମହିଳା ମାନଙ୍କର ଶକ୍ତି ଓ ସାମର୍ଥ୍ୟ ର ପରିପ୍ରକାଶ ଘଟିଛି।ଏହାକୁ ଅଧିକ ଋଦ୍ଧିମନ୍ତ ସହ ସେମାନଙ୍କ ଅଧିକାର, କର୍ତ୍ତବ୍ୟ, ଶକ୍ତି ଓ ସମ୍ଭାବନା ସମ୍ପର୍କରେ ସଚେତନ କରାଇବା ଲକ୍ଷ୍ୟ ରେ ଏହିଭଳି କାର୍ଯ୍ୟକ୍ରମ ବେଶ ସହାୟକ ହେବ ବୋଲି ସେ ମତ ଦେଇଥିଲେ।ଚଳିତ ସିବିଏସଇ ଦଶମ ପରୀକ୍ଷାରେ ପ୍ରଥମ ହୋଇଥିବା ପୁରୀ ଜିଲ୍ଲାର  ଟିନା ରଥ ଙ୍କୁ ଏହି କାର୍ଯ୍ୟକ୍ରମ ରେ ସମ୍ବର୍ଦ୍ଧିତ କରାଯାଇଥିଲା।ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,ଖୋ ଖୋ ଖେଳର ମୁଖ୍ୟ ଜାତୀୟ କୋଚ ସଞ୍ଜୀବ କୁମାର ଶର୍ମା, ସର୍ବ ଭାରତୀୟ ଖୋଖୋ ସଂଘର ଉପ ସଭାପତି ପ୍ରଦ୍ୟୁମ୍ନ ମିଶ୍ର,ଓଡିଶା ଅଲମ୍ପିକ ସଂଘର କୋଷାଧ୍ୟକ୍ଷ ରବି ଶଙ୍କର ପ୍ରତିହାରୀ,ଖୋ ଖୋ କୋଚ ଚୌଧୁରୀ ପାର୍ଥ ସାରଥୀ ମହାପାତ୍ର ଓ ଟିନା ରଥ ଙ୍କ ପିତାମାତା ପ୍ରମୁଖ ଯୋଗ ଦେଇ ନାରୀ ମାନଙ୍କ ଶକ୍ତି,ପ୍ରତିଭା ଓ ଉତଥାନ ସମ୍ପର୍କରେ ଆଲୋକପାତ କରିଥିଲେ।ଏହି ଅବସରରେ ସଚେତନତା ଲକ୍ଷ୍ୟ ରେ ସ୍ବାକ୍ଷର ଅଭିଯାନରେ ପ୍ରତ୍ୟେକ ସ୍ବାକ୍ଷର କରିଥିଲେ।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    2 hrs ago
  • ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଟିକିରି ର ପ୍ରଶାନ୍ତ ଦାସ ଶିକ୍ଷକ ବାଇକ୍ ଦୁର୍ଘଟଣା ମୃତ୍ୟୁ
    1
    ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଟିକିରି ର  ପ୍ରଶାନ୍ତ ଦାସ ଶିକ୍ଷକ ବାଇକ୍ ଦୁର୍ଘଟଣା ମୃତ୍ୟୁ
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    17 hrs ago
  • 🌹🌹🌹🌹🌹🌹🌹🇹🇯🌹
    1
    🌹🌹🌹🌹🌹🌹🌹🇹🇯🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    9 hrs ago
  • ରଜାମରା କୀର୍ତ୍ତନ ମଣ୍ଡଳୀ #ଗୁରୁ ମନୋଜ ପାଣ୍ଡେ #@ ନିଉ, ଭିଡ଼ିଓ
    1
    ରଜାମରା କୀର୍ତ୍ତନ ମଣ୍ଡଳୀ #ଗୁରୁ  ମନୋଜ ପାଣ୍ଡେ #@ ନିଉ, ଭିଡ଼ିଓ
    user_ରଜାମରା କୀର୍ତ୍ତନ ମଣ୍ଡଳୀ
    ରଜାମରା କୀର୍ତ୍ତନ ମଣ୍ଡଳୀ
    କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    22 hrs ago
  • ଅଂଶୁଘାତ ରେ ସମ୍ବଲପୁରୀ ଗାୟକ ତୀର୍ଥରାଜ ବାରିହା ମେଡ଼ିକାଲ ରେ ଭର୍ତ୍ତି।
    1
    ଅଂଶୁଘାତ ରେ ସମ୍ବଲପୁରୀ ଗାୟକ ତୀର୍ଥରାଜ ବାରିହା ମେଡ଼ିକାଲ ରେ ଭର୍ତ୍ତି।
    user_BHOJARAJ DANDASENA
    BHOJARAJ DANDASENA
    Journalist ବେଲପରା, ବଲାଙ୍ଗୀର, ଓଡ଼ିଶା•
    9 hrs ago
  • ପାହାଡ ପର୍ବତ ଘେରା ଦୁର୍ଗମ ଗୁମ୍ମା ବ୍ଲକ ଅଞ୍ଚଳ ରେ ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ହେଉ ବା ଦୁର୍ଘଟଣା ହେଉ କିମ୍ବା ଘର ପୋଡ଼ି ଲୋକଙ୍କ ପାଖରେ ପହଞ୍ଚି ତୁରଂତ ସେବା ଯୋଗାଇଥାନ୍ତି ଗୁମ୍ମା ଦମକଳ କେନ୍ଦ୍ର ର ଅଗ୍ନିଶ୍ରମ ବାହିନୀ। ଚଳିତ ମାସ ଚଉଦ ତାରିଖ ଠାରୁ କୋଡ଼ିଏ ତାରିଖ ପର୍ଯ୍ୟନ୍ତ ଜାରି ରହିଛି ଅଗ୍ନି ସେବା ସପ୍ତାହ। ଗୁମ୍ମା ବ୍ଲକର ଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଗାଇବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ବାଇଝାଲ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସହିତ ବିଭିନ୍ନ ଅପହଞ୍ଚ ଗାଁରେ ପହଞ୍ଚି ଚଳିତ ଗ୍ରୀଷ୍ମ ଋତୁରେ କିପରି ଅଗ୍ନିକାଣ୍ଡ ଘଟିପାରେ, ଏହାର ନିରାକରଣ ଓ ପ୍ରତିକାର ପାଇଁ କି କି ପଦକ୍ଷେପ ନେବା ଉଚିତ୍, ସେ ସଂପର୍କରେ ଅଞ୍ଚଳବାସୀ ତଥା ବିଭିନ୍ନ ସ୍ଵାସ୍ଥ୍ୟ କେନ୍ଦ୍ର କର୍ମଚାରୀ ମାନଙ୍କୁ ସଚେତନ କରାଇଥିଲେ। ଗୁମ୍ମା ଦମକଳ ବାହିନୀ ଦାୟିତ୍ୱରେ ଥିବା ଅଧିକାରୀ ଆର୍ ଦୁର୍ଯ୍ୟ ରେଡ୍ଡୀ ଙ୍କ ସହ ଛା ଜଣ ଫାୟାର୍ ମ୍ୟାନ୍ ଏହି ସଚେତନ କାର୍ଯ୍ୟକ୍ରମ ରେ ଗାଁ ଗାଁ ବୁଲି ଲୋକଙ୍କୁ ସଚେତନ କରୁଛନ୍ତି।
    1
    ପାହାଡ ପର୍ବତ ଘେରା ଦୁର୍ଗମ ଗୁମ୍ମା ବ୍ଲକ ଅଞ୍ଚଳ ରେ ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ହେଉ ବା ଦୁର୍ଘଟଣା ହେଉ କିମ୍ବା ଘର ପୋଡ଼ି ଲୋକଙ୍କ ପାଖରେ ପହଞ୍ଚି ତୁରଂତ ସେବା ଯୋଗାଇଥାନ୍ତି ଗୁମ୍ମା ଦମକଳ କେନ୍ଦ୍ର ର ଅଗ୍ନିଶ୍ରମ ବାହିନୀ। ଚଳିତ ମାସ ଚଉଦ ତାରିଖ ଠାରୁ କୋଡ଼ିଏ ତାରିଖ ପର୍ଯ୍ୟନ୍ତ ଜାରି ରହିଛି ଅଗ୍ନି ସେବା ସପ୍ତାହ। ଗୁମ୍ମା ବ୍ଲକର ଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଗାଇବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ବାଇଝାଲ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସହିତ ବିଭିନ୍ନ ଅପହଞ୍ଚ ଗାଁରେ ପହଞ୍ଚି ଚଳିତ ଗ୍ରୀଷ୍ମ ଋତୁରେ କିପରି ଅଗ୍ନିକାଣ୍ଡ ଘଟିପାରେ, ଏହାର ନିରାକରଣ ଓ ପ୍ରତିକାର ପାଇଁ କି କି ପଦକ୍ଷେପ ନେବା ଉଚିତ୍, ସେ ସଂପର୍କରେ ଅଞ୍ଚଳବାସୀ ତଥା ବିଭିନ୍ନ ସ୍ଵାସ୍ଥ୍ୟ କେନ୍ଦ୍ର କର୍ମଚାରୀ ମାନଙ୍କୁ ସଚେତନ କରାଇଥିଲେ। ଗୁମ୍ମା ଦମକଳ ବାହିନୀ ଦାୟିତ୍ୱରେ ଥିବା ଅଧିକାରୀ ଆର୍ ଦୁର୍ଯ୍ୟ ରେଡ୍ଡୀ ଙ୍କ ସହ ଛା ଜଣ ଫାୟାର୍ ମ୍ୟାନ୍ ଏହି ସଚେତନ କାର୍ଯ୍ୟକ୍ରମ ରେ ଗାଁ ଗାଁ ବୁଲି ଲୋକଙ୍କୁ ସଚେତନ କରୁଛନ୍ତି।
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    12 hrs ago
  • Post by Raj yadav
    1
    Post by Raj yadav
    user_Raj yadav
    Raj yadav
    ବେଲପରା, ବଲାଙ୍ଗୀର, ଓଡ଼ିଶା•
    19 hrs ago
  • ଅଦ୍ୟ ତା. 18/04/2026 ରିଖ, ନିମାପଡ଼ା ବ୍ଲକ୍ ଅରିଷଣ୍ଢ ପଞ୍ଚାୟତ କୁମାର ସାହି ୧୪ ନମ୍ବର ୱାର୍ଡ ର ନଳକୂପ ଆଜକୁ ପ୍ରାୟ ୧୮ ଦିନ ହେବ ଅଚଳ ହୋଇ ପଡ଼ିଛି। ଜନସାଧାରଣ ପିଇବା ପାଣି ନ ପାଇ ଡହଳ ବିକଳ ହେଉଥିବା ଦେଖିବା କୁ ମିଳିଛି। ଏଣୁ ବିଭାଗୀୟ ଅଧିକାରୀ ତୁରନ୍ତ ଏଥି ପ୍ରତି ଧ୍ୟାନ ଦେଇ ତୁରନ୍ତ ମରାମତି କରିବା ବ୍ୟବସ୍ଥା କଲେ ଜନ ସାଧାରଣ ପିଇବା ପାଣି ପାଇ ପାରିବେ ବୋଲି ଅଞ୍ଚଳ ବାସୀ ଜଣାଇଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ଅଦ୍ୟ ତା.   18/04/2026 ରିଖ,
ନିମାପଡ଼ା ବ୍ଲକ୍ ଅରିଷଣ୍ଢ ପଞ୍ଚାୟତ କୁମାର ସାହି ୧୪ ନମ୍ବର ୱାର୍ଡ ର ନଳକୂପ ଆଜକୁ ପ୍ରାୟ ୧୮ ଦିନ ହେବ ଅଚଳ ହୋଇ ପଡ଼ିଛି।
ଜନସାଧାରଣ  ପିଇବା 
ପାଣି ନ ପାଇ ଡହଳ ବିକଳ ହେଉଥିବା ଦେଖିବା କୁ ମିଳିଛି। ଏଣୁ ବିଭାଗୀୟ ଅଧିକାରୀ ତୁରନ୍ତ ଏଥି ପ୍ରତି ଧ୍ୟାନ ଦେଇ ତୁରନ୍ତ ମରାମତି କରିବା ବ୍ୟବସ୍ଥା କଲେ ଜନ ସାଧାରଣ ପିଇବା ପାଣି ପାଇ ପାରିବେ ବୋଲି ଅଞ୍ଚଳ ବାସୀ ଜଣାଇଛନ୍ତି।
ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.