କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା ଙ୍କ କର୍ମୀ ସମ୍ମିଳନୀ ବୈଠକ ରେ ଯୋଗଦାନ ତା. 17/04/2026 ରିଖ ଦିନ ରାଇକିଆ ବ୍ଲକ ର କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ଉକ୍ତ ବୈଠକ ରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା, ମାନ୍ୟବର ବିଧାୟକ ଜି ଉଦୟଗିରି ଶ୍ରୀଯୁକ୍ତu ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ବ୍ଲକ କଂଗ୍ରେସ ସଭାପତି, ପଂଚାୟତ ସଭାପତି, ୱାର୍ଡ ସଭାପତି ଏବଂ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ, କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ମାନେ ଅନ୍ୟ କାହା କଥା ରେ ପ୍ରେରିତ ହୋଇ ସଭା କୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ସଫଳ ହୋଇ ନ ଥିଲେ। ଜିଲ୍ଲା ରେ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଦାୟିତ୍ୱ ନେଲା ପରେ କଂଗ୍ରେସ ଦଳ ଦିନକୁ ଦିନକୁ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ରେ କଂଗ୍ରେସ କର୍ମୀ ଓ ଭୋଟର ଆଗ୍ରହ ପ୍ରକାଶ କରିଥିବାର ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି। କନ୍ଧମାଳ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର।
କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା ଙ୍କ କର୍ମୀ ସମ୍ମିଳନୀ ବୈଠକ ରେ ଯୋଗଦାନ ତା. 17/04/2026 ରିଖ ଦିନ ରାଇକିଆ ବ୍ଲକ ର କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ଉକ୍ତ ବୈଠକ ରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା, ମାନ୍ୟବର ବିଧାୟକ ଜି ଉଦୟଗିରି ଶ୍ରୀଯୁକ୍ତu ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ବ୍ଲକ କଂଗ୍ରେସ ସଭାପତି, ପଂଚାୟତ ସଭାପତି, ୱାର୍ଡ ସଭାପତି ଏବଂ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ, କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ମାନେ ଅନ୍ୟ କାହା କଥା ରେ ପ୍ରେରିତ ହୋଇ ସଭା କୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ସଫଳ ହୋଇ ନ ଥିଲେ। ଜିଲ୍ଲା ରେ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଦାୟିତ୍ୱ ନେଲା ପରେ କଂଗ୍ରେସ ଦଳ ଦିନକୁ ଦିନକୁ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ରେ କଂଗ୍ରେସ କର୍ମୀ ଓ ଭୋଟର ଆଗ୍ରହ ପ୍ରକାଶ କରିଥିବାର ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି। କନ୍ଧମାଳ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର।
- 🇹🇯🇹🇯🇹🇯🇹🇯🇹🇯🇹🇯🇹🇯🇹🇯🇹🇯🇹🇯1
- ଦାଦନ ଗଡ଼ରେ ମନରେଗାର ହରିଲୁଟ ତୁରକେଲା ବଡ଼ଡକଲା ଗୁର୍ଲଗୁଡା..... ରୁ ଏହି ରିପୋଟ2
- ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।3
- Post by RAGHUNANDAN SINGH1
- Post by Ansubhai Pandey1
- ଗୀତ ଶୁଣନ୍ତୁ 🙏🙏🙏1
- ତା.19/04/2026 ରିଖ ଜିଲ୍ଲା ପ୍ରଶାସନ ଓ ଶ୍ରୀକ୍ଷେତ୍ର ପଞ୍ଚ ମହାଦେବ ସେବାୟତ ନିଯୋଗର ମିଳିତ ଆନୁକୁଲ୍ୟରେ ମହାପ୍ରଭୁଙ୍କ ର ଚଳିତ ବର୍ଷ ର ଚନ୍ଦନ ଯାତ୍ରା ଉପଲକ୍ଷେ ଏକ ପ୍ରସୂତି ବୈଠକ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ ଅଧ୍ୟକ୍ଷତାରେ ଲୋକନାଥ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା।. ଚଳିତ ବର୍ଷ ଅକ୍ଷୟ ତୃତୀୟ ଠାରୁ ଆରମ୍ଭ ହେବାକୁ ଥିବା ୨୧ ଦିନ ଧରି ଚନ୍ଦନ ଯାତ୍ରା କୁ ଯେପରି ଶାନ୍ତି ଓ ଶୃଙ୍ଖଳିତ କରିବା ସହିତ ସମସ୍ତ ନୀତି କାନ୍ତି ସଠିକ୍ ହୋଇ ପାରିବ ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।ଠାକୁର ଯିବା ଆସିବା ରାସ୍ତାରେ ମଇଳା ପାଣି ଯେପରି ନ ଭାସେ ତାହାକୁ ରୋକାଯିବା. ସ୍ତାନେ ସ୍ତାନେ ରାସ୍ତା ରେ ଛାଈ ର୍ ବ୍ଯବ୍ଯସ୍ଥା ଭୀଷଣ ତାତି କୁ ରୋକିବା ପାଇଁ ଜଳ ଢାଳି ରାସ୍ତା କୁ ଥଣ୍ଡା କରିବା,ରାତ୍ରି ସମୟରେ ଆଲୋକ ଓ ଆରକ୍ଷୀ ଅଧିକ୍ଷକଙ୍କ ପକ୍ଷରୁ ସୁରକ୍ଷା ବ୍ଯବସ୍ଥା. କୁ ସଠିକ୍ କରିବା ସହିତ ମନ୍ଦିର ରେ ଚନ୍ଦନ ଯାତ୍ରା ପାଇଁ ଆଲୋକ ବ୍ୟବସ୍ଥା କରିବା ପାଇଁ ସେବାୟତ ଙ୍କ ନିବେଦନ ରହିଥିଲା।ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ କୁ ସଠିକ୍ ଭାବେ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରିବା ସହ,ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ବ୍ୟବସ୍ଥା କରାଯିବ ବୋଲି ଆରକ୍ଷୀ ଅଧିକ୍ଷକ ପ୍ରତୀକ ସିଂ ସୂଚନା ଦେଇଥିଲେ।ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ରାଜ କିଶୋର ଜେନା, ଶ୍ରୀମନ୍ଦିର ଉପ ପ୍ରଶାସକ ରଞ୍ଜନ କୁମାର ବେହେରା,ସିଟି ଡିଏସପି ରଶ୍ମି ରଞ୍ଜନ ମହାପାତ୍ର, ଟାଉନ ଥାନା ଆଇଆଇସି ଗୋକୁଳ ନନ୍ଦ ଦାଶ, ଆଇଆଇସି ବାସେଳୀ ସାହି,ପଞ୍ଚୁ ମହାଦେବ କମିଟି ର୍ ସଭାପତି ରବି ନାରାୟଣ ପଣ୍ଡା, ସମ୍ପାଦକ ମଦନ ଖୁଣ୍ଟିଆ, ନରେନ୍ଦ୍ର ମହାନ୍ତି, ବୈଦ୍ୟ ନଥା ପଣ୍ଡା, ସନ୍ତୋଷ ପଣ୍ଡା, ଦାମ୍ଦର୍ ମହାପାତ୍ର,, କୃଷ୍ଣଚନ୍ଦ୍ର ଦାସ, ଗଣେଶ ମହାସୁଆର, ସନ୍ତୋଷ ପଣ୍ଡା, ରଘୁନାଥ ଖୁଣ୍ଟିଆ, କାନୁ ଚରଣ ପଣ୍ଡା, ଙ୍କ ସମେତ ପଞ୍ଚୁ ମହାଦେବ ଙ୍କ ମନ୍ଦିର ସଭାପତି, ସମ୍ପାଦକ, ଓ ବୟୋଜ୍ୟେଷ୍ଠ ସଦସ୍ୟ ରହି ଆଲୋଚନା ରେ ଭାଗ ନେଇଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର1
- ଦାଦନ ଗଡ଼ରେ ମନରେଗାର ଆତ୍ମସାତ ବଡ଼ଡ଼କଲା... ଗୁର୍ଲଗୁଡା ରୁ ଦେଖିବା ରିପୋଟ.....1
- ମହିଳା ସଂରକ୍ଷଣ ବିଲ୍କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା। ମହିଳା ସଂରକ୍ଷଣ ବିଲ୍କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି। ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।1