Shuru
Apke Nagar Ki App…
ରାଇପଦା ନିକଟରେ ବାଘ - ହାତୀ ପରେ ବାଘ ଭାୟ - ଜଙ୍ଗଲକୁ ନଯିବା କୁ ସତର୍କ କଲା ବନବିଭାଗ- ଜି.ଉଦୟଗିରି,୧୦/୦୧(ଚିନ୍ମୟ କୁମାର ସେଠୀ) କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତା ବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ୍ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକ ଙ୍କ ମଧ୍ୟରେ ଭୟର ବାତାବରଣ ଦେଖି ସ୍ଥାନୀୟ ବନବିଭାଗ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ସତର୍କ ରହିବା ପାଇଁ ସଚେତନ କରିଛନ୍ତି ।
CHINMAYA KUMAR SETHI

More news from ଓଡ଼ିଶା and nearby areas
- ରାଇପଦା ନିକଟରେ ବାଘ - ହାତୀ ପରେ ବାଘ ଭାୟ - ଜଙ୍ଗଲକୁ ନଯିବା କୁ ସତର୍କ କଲା ବନବିଭାଗ- ଜି.ଉଦୟଗିରି,୧୦/୦୧(ଚିନ୍ମୟ କୁମାର ସେଠୀ) କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତା ବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ୍ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକ ଙ୍କ ମଧ୍ୟରେ ଭୟର ବାତାବରଣ ଦେଖି ସ୍ଥାନୀୟ ବନବିଭାଗ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ସତର୍କ ରହିବା ପାଇଁ ସଚେତନ କରିଛନ୍ତି ।2
- କଳିଙ୍ଗା ଘାଟିର ବଗିଚାରେ ବାଘ1
- ତୁମୁଡିବନ୍ଧ ଯାତ୍ରୀ ବିଶ୍ରାମ ଗୃହ ନିକଟରେ ପାନୀୟ ଜଳ ବ୍ୟବସ୍ତା ରହିଛି ସତ, ହେଲେ ଆନୁସାଙ୍ଗିକ ବ୍ୟବସ୍ତା ନଥିବାରୁ ଯାତ୍ରୀ ବାଧ୍ୟ ହୋଇ ହାତରେ ପାଣି ପିଉଛନ୍ତି1
- ଗଞ୍ଜାମ ଧରାକୋଟ ବରଡାବିଲି ବଡ଼ ଭାଇକୁ ପ୍ରେଟ୍ରୋଲ ପକାଇ ପୋଡି ଦେଲା ସାନ ଭାଇ ଗଣେଶ ପାଣିଗ୍ରାହୀ ରିପୋର୍ଟ1
- Post by Jay kala _ jay Kalinga1
- ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ। ୧୦ ଜଣ ଚାଷୀଙ୍କ ପ୍ରାୟ ୨୦ ଏକର ଧାନ ପୋଡ଼ି ପାଉଁଶ ହୋଇଗଲା। ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ବର୍ଷକର ଖାଦ୍ୟ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ପାଇଁ ଦାବି।1
- ବୌଦ୍ଧ କଂଗ୍ରେସ୍ ର ପ୍ରେସ ମିଟ1
- ବାଲିଗୁଡା ପୋଲିସ କୁ ମିଳିଛି ବଡ ସଫଳତା, ଚୋରି ଗ୍ୟାଙ୍ଗ କୁ ଧରିବାରେ ସଫଳ ହେଇଛି ବାଲିଗୁଡା ପୋଲିସ1