logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କମେଡି ଛୁଙ୍କ Comedy ସନୁ & ମନୁ

9 hrs ago
user_Uttam@9777334422
Uttam@9777334422
Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
9 hrs ago

କମେଡି ଛୁଙ୍କ Comedy ସନୁ & ମନୁ

More news from ଓଡ଼ିଶା and nearby areas
  • Post by Uttam@9777334422
    1
    Post by Uttam@9777334422
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    8 hrs ago
  • Post by ମିଲନ କୁମାର ନାଏକ
    1
    Post by ମିଲନ କୁମାର ନାଏକ
    user_ମିଲନ କୁମାର ନାଏକ
    ମିଲନ କୁମାର ନାଏକ
    ପାଟଣା, କେନ୍ଦୁଝର, ଓଡ଼ିଶା•
    12 hrs ago
  • Post by Jitendra raj
    2
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    8 hrs ago
  • କରଞ୍ଜିଆ,୧୮/୪(ପାର୍ଥ ପ୍ରଶନ୍ନ ମିଶ୍ର): କରଞ୍ଜିଆ ସହର ଦେଇ ଯାଇଥିବା ୨୨୦ ନମ୍ୱର ଜାତୀୟ ରାଜପଥର ବାଇପାସ୍ ଶିବ ମନ୍ଦିର ନିକଟରେ ଆଜି ରାତି ପ୍ରାୟ ୯ ଘଟିକା ସମୟରେ ବାଇକ୍ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ଚାଳକ ଗୁରୁତର ହୋଇ ରାସ୍ତା କଡକୁ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଭର୍ତ୍ତି କରିଛନ୍ତି। ଗୁରୁତର ଯୁବକ ଜଣକ ନୂଆସାହି ର ସମୀର ଦେହୁରୀ ବୋଲି ଜଣାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
    1
    କରଞ୍ଜିଆ,୧୮/୪(ପାର୍ଥ ପ୍ରଶନ୍ନ ମିଶ୍ର): କରଞ୍ଜିଆ ସହର ଦେଇ ଯାଇଥିବା ୨୨୦ ନମ୍ୱର ଜାତୀୟ ରାଜପଥର ବାଇପାସ୍ ଶିବ ମନ୍ଦିର ନିକଟରେ ଆଜି ରାତି ପ୍ରାୟ ୯ ଘଟିକା ସମୟରେ ବାଇକ୍ ଅଟୋ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ଚାଳକ ଗୁରୁତର ହୋଇ ରାସ୍ତା କଡକୁ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଭର୍ତ୍ତି କରିଛନ୍ତି। ଗୁରୁତର ଯୁବକ ଜଣକ ନୂଆସାହି ର ସମୀର ଦେହୁରୀ ବୋଲି ଜଣାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
    user_Partha Prasanna Mishra
    Partha Prasanna Mishra
    ସାମ୍ବାଦିକ Karanjia, Mayurbhanj•
    19 hrs ago
  • ଜୀବନକୁ ବାଜି ଲଗେଇ ୫୦ ଫୁଟ ତଳକୁ ଡେଇଁ ରିଲସ୍ କରୁଛନ୍ତି ନାବାଳକ । ନିଷିଦ୍ଧାଞ୍ଚଳ ଏରିଆରେ ହେଉଛି ରିଲସ୍, ପ୍ରଶାସନ ନୀରବ । ଏ ଭିଡ଼ିଓ ଏବେ ଭାଇରଲ ହେବାରେ ଲାଗିଛି । କିଛି ଯୁବକ ଏବଂ ନାବାଳକ ଜୀବନକୁ ବାଜି ଲଗେଇ ୫୦ ଫୁଟ ଉପରୁ ଡେଉଁଥିବାର ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ରେ ମୋବାଇଲ ରୁ ମୋବାଇଲ ଘୁରିବୁଲୁଛି । ଭିଡିଓ ଟି ଓଡିଶାର ଦ୍ଵିତୀୟ ବୃହତ ଜଳଭଣ୍ଡାର ଅନୁଗୋଳ ଜିଲ୍ଲା କଣିଁହା ବ୍ଲକ ଅନ୍ତର୍ଗତ ରେଙ୍ଗାଳି ଡ୍ୟାମ ରେ ସୁଟିଂ ହୋଇଥିବା ଜଣାପଡିଛି । ଏଠାରେ ଜୀବନର ମୂଲ୍ୟ କିଛି ନଥିବା ଭଳି ବ୍ୟବସ୍ଥା ପରିଲକ୍ଷିତ ହେଉଛି । କେମିତି ଓ କିଏ ଦୁଃସାହସିକ ଭାବେ ବନ୍ଧ ଉପରୁ ତଳକୁ ଡେଇଁ ରିଲସ୍ କରୁଛି ତାହା ଏବେ ପ୍ରଶ୍ନ ଉଠିଛି । ନିଶା କେବଳ ରିଲସ୍ ଏବଂ ସୋସିଆଲ ମିଡିଆରେ ଭାଇରାଲ ହେବା । ଡ୍ୟାମ ଟି ସମ୍ପୂର୍ଣ୍ଣ ଏକ କିଲୋମିଟର ଚାଳିଶ ମିଟର ଲମ୍ବ ହୋଇଥିବାବେଳେ ଦୁଇପାର୍ଶ୍ୱରେ ସରକାରଙ୍କ ତରଫରୁ ଦୁଇପାର୍ଶ୍ୱରେ ଜଗୁଆଳୀ ଅଛନ୍ତି ମାତ୍ର ଚାରିଜଣ । ଯଦି କିଛି ଅଘଟଣ ଘଟେ, ତେବେ ଏଥିପାଇଁ କିଏ ରହିବ ଦାୟୀ । ଏନେଇ ରେଙ୍ଗାଳି ଡ୍ୟାମ କର୍ତ୍ତୃପକ୍ଷ ଅଧିକ୍ଷଣ ଯନ୍ତ୍ରୀ ସୌମେନେନ୍ଦ୍ର ବେହେରାଙ୍କ ମତାମତ ପାଇଁ ଚେଷ୍ଟାକରିଥିଲେ ମଧ୍ଯ କ୍ୟାମେରା ସାମ୍ନାରେ କିଛି କହିବାକୁ ମନା କରିଦେଇଛନ୍ତି । ତେବେ ଦେଖିବାକୁ ରହିଲା ଆଗାମୀଦିନରେ ପ୍ରଶାସନ ର ନଜର କିଭଳି ପଡୁଛି ଏହି ଡ୍ୟାମ ଉପରେ ।
    1
    ଜୀବନକୁ ବାଜି ଲଗେଇ ୫୦ ଫୁଟ ତଳକୁ ଡେଇଁ ରିଲସ୍ କରୁଛନ୍ତି ନାବାଳକ । ନିଷିଦ୍ଧାଞ୍ଚଳ ଏରିଆରେ ହେଉଛି ରିଲସ୍, ପ୍ରଶାସନ ନୀରବ । ଏ ଭିଡ଼ିଓ ଏବେ ଭାଇରଲ ହେବାରେ ଲାଗିଛି । କିଛି ଯୁବକ ଏବଂ ନାବାଳକ ଜୀବନକୁ ବାଜି ଲଗେଇ ୫୦ ଫୁଟ ଉପରୁ ଡେଉଁଥିବାର ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ରେ ମୋବାଇଲ ରୁ ମୋବାଇଲ ଘୁରିବୁଲୁଛି । ଭିଡିଓ ଟି ଓଡିଶାର ଦ୍ଵିତୀୟ ବୃହତ ଜଳଭଣ୍ଡାର ଅନୁଗୋଳ ଜିଲ୍ଲା କଣିଁହା ବ୍ଲକ ଅନ୍ତର୍ଗତ ରେଙ୍ଗାଳି ଡ୍ୟାମ ରେ ସୁଟିଂ ହୋଇଥିବା ଜଣାପଡିଛି । ଏଠାରେ ଜୀବନର ମୂଲ୍ୟ କିଛି ନଥିବା ଭଳି ବ୍ୟବସ୍ଥା ପରିଲକ୍ଷିତ ହେଉଛି । କେମିତି ଓ କିଏ ଦୁଃସାହସିକ ଭାବେ ବନ୍ଧ ଉପରୁ ତଳକୁ ଡେଇଁ ରିଲସ୍ କରୁଛି ତାହା ଏବେ ପ୍ରଶ୍ନ ଉଠିଛି । ନିଶା କେବଳ ରିଲସ୍ ଏବଂ ସୋସିଆଲ ମିଡିଆରେ ଭାଇରାଲ ହେବା । ଡ୍ୟାମ ଟି ସମ୍ପୂର୍ଣ୍ଣ ଏକ କିଲୋମିଟର ଚାଳିଶ ମିଟର ଲମ୍ବ ହୋଇଥିବାବେଳେ ଦୁଇପାର୍ଶ୍ୱରେ ସରକାରଙ୍କ ତରଫରୁ ଦୁଇପାର୍ଶ୍ୱରେ ଜଗୁଆଳୀ ଅଛନ୍ତି ମାତ୍ର ଚାରିଜଣ । ଯଦି କିଛି ଅଘଟଣ ଘଟେ, ତେବେ ଏଥିପାଇଁ କିଏ ରହିବ ଦାୟୀ । ଏନେଇ ରେଙ୍ଗାଳି ଡ୍ୟାମ କର୍ତ୍ତୃପକ୍ଷ ଅଧିକ୍ଷଣ ଯନ୍ତ୍ରୀ ସୌମେନେନ୍ଦ୍ର ବେହେରାଙ୍କ ମତାମତ ପାଇଁ ଚେଷ୍ଟାକରିଥିଲେ ମଧ୍ଯ କ୍ୟାମେରା ସାମ୍ନାରେ କିଛି କହିବାକୁ ମନା କରିଦେଇଛନ୍ତି । ତେବେ ଦେଖିବାକୁ ରହିଲା ଆଗାମୀଦିନରେ ପ୍ରଶାସନ ର ନଜର କିଭଳି ପଡୁଛି ଏହି ଡ୍ୟାମ ଉପରେ ।
    user_DEB REPOTER
    DEB REPOTER
    Credit reporting agency ପାଲଲହଡା, ଅନୁଗୁଳ, ଓଡ଼ିଶା•
    57 min ago
  • #MRI_କରିବାକୁ_କେହି_ନାହାନ୍ତି_ତାତିଲେ_ଡାକ୍ତରୀ_ଛାତ୍ର MRI କରିବାକୁ କେହିନାହାନ୍ତି କହି ତାତିଲେ ଡାକ୍ତରୀ ଛାତ୍ର । ରୋଗୀମାନଙ୍କ ସମସ୍ୟା ଦୂର କରିବାକୁ ତୁରନ୍ତ MRI ପାଇଁଷ୍ଟାଫ୍ ନିଯୁକ୍ତ କରିବାକୁ ଦାବି କରିଛନ୍ତି ଭିମସାର୍ ଛାତ୍ର । #MRI #vimsar #OdishaReporter
    1
    #MRI_କରିବାକୁ_କେହି_ନାହାନ୍ତି_ତାତିଲେ_ଡାକ୍ତରୀ_ଛାତ୍ର
MRI କରିବାକୁ କେହିନାହାନ୍ତି କହି ତାତିଲେ ଡାକ୍ତରୀ ଛାତ୍ର । ରୋଗୀମାନଙ୍କ ସମସ୍ୟା ଦୂର କରିବାକୁ ତୁରନ୍ତ MRI ପାଇଁଷ୍ଟାଫ୍ ନିଯୁକ୍ତ କରିବାକୁ ଦାବି କରିଛନ୍ତି ଭିମସାର୍ ଛାତ୍ର । #MRI #vimsar #OdishaReporter
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    55 min ago
  • ଚିକାଟାମାଟି ପଂଚାୟତ ର ଚିକଟ ମାଟି ଗ୍ରାମର ଜଳ ପରିମଳ ବ୍ୟବସ୍ତା ଶୋଚନୀୟ! ବ୍ରାହ୍ମଣୀ ତରଙ୍ଗ - ଲାଠିକଟା ବ୍ଳକ ଅନ୍ତର୍ଗତ ଚିକଟ ମାଟି ଗ୍ରାମର ଜଳ ପରିମଳ ଅବସ୍ଥା ଶୋଚନୀୟ ହୋଇ ପଡ଼ିଥିବା ବେଳେ, ପଂଚାୟତ କତୃପକ୍ଷ ଏଥିପ୍ରତି ଧ୍ୟାନ ଦେଉ ନ ଥିବା ଗ୍ରାମ ବାସୀ ଅଭିଯୋଗ କରିଛନ୍ତି!ସରକାର ପ୍ରତି ବର୍ଷ ଗ୍ରାମାଞ୍ଚଳ ର ସ୍ୱଛତା ରଖିବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ତାହାର ସଫଳ ରୂପାୟନ ଦେଖିବାକୁ ମିଳୁ ନାହିଁ!ତେଣୁ ବ୍ଲକ କତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ଦାବୀ କରିଛନ୍ତି!
    2
    ଚିକାଟାମାଟି ପଂଚାୟତ ର ଚିକଟ ମାଟି ଗ୍ରାମର ଜଳ ପରିମଳ ବ୍ୟବସ୍ତା ଶୋଚନୀୟ!
ବ୍ରାହ୍ମଣୀ ତରଙ୍ଗ - ଲାଠିକଟା ବ୍ଳକ ଅନ୍ତର୍ଗତ ଚିକଟ ମାଟି ଗ୍ରାମର ଜଳ ପରିମଳ ଅବସ୍ଥା ଶୋଚନୀୟ ହୋଇ ପଡ଼ିଥିବା ବେଳେ, ପଂଚାୟତ କତୃପକ୍ଷ ଏଥିପ୍ରତି ଧ୍ୟାନ ଦେଉ ନ ଥିବା ଗ୍ରାମ ବାସୀ ଅଭିଯୋଗ କରିଛନ୍ତି!ସରକାର ପ୍ରତି ବର୍ଷ ଗ୍ରାମାଞ୍ଚଳ ର ସ୍ୱଛତା ରଖିବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ତାହାର ସଫଳ ରୂପାୟନ ଦେଖିବାକୁ ମିଳୁ ନାହିଁ!ତେଣୁ ବ୍ଲକ କତୃପକ୍ଷ ତୁରନ୍ତ ଦୃଷ୍ଟି ଦେବାକୁ ଦାବୀ କରିଛନ୍ତି!
    user_Rabindra Nayak
    Rabindra Nayak
    ବ୍ରାହ୍ମଣୀ ତରଙ୍ଗ, ସୁନ୍ଦରଗଡ଼, ଓଡ଼ିଶା•
    5 hrs ago
  • କମେଡି ଛୁଙ୍କ Comedy ସନୁ & ମନୁ
    1
    କମେଡି ଛୁଙ୍କ Comedy ସନୁ & ମନୁ
    user_Uttam@9777334422
    Uttam@9777334422
    Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.