logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଞ୍ଜାମ ଜିଲ୍ଲା ବ୍ଳକ ପରିସରରେ ମନ୍ତ୍ରୀଙ୍କ କରକମଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ । ପୋଲସରା ୨୩/୦୩/୨୬ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଗାଁ କୁ ବିକଶିତ କରିବା ପାଇଁ ପ୍ରୟାସ ଜାରି ରଖିଥିବା ବେଳେ ବିଭିନ୍ନ ପ୍ରକଳ୍ପର ମନ୍ତ୍ରୀ ଙ୍କ କରକମଳରେ ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଆଜି ବ୍ଳକ ପରିସରରେ ବିକଶିତ ଗାଁ ବିକଶିତ ଓଡିଶା ଅନ୍ତର୍ଗତ ୨୬ ଗୋଟି ପଞ୍ଚାୟତରେ ୧୩୪ ଟି ପ୍ରକଳ୍ପ,ଗ୍ରାଣ୍ଟ ଇନ୍ ଏଡ୍ ଅନ୍ତର୍ଗତ ୬୦ ଟି ପ୍ରକଳ୍ପ, ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠି ଅନ୍ତର୍ଗତ ୧୩ ଟି ପ୍ରକଳ୍ପ, ବିଧାୟକ ପାଣ୍ଠି ଅନ୍ତର୍ଗତ ୨୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନଙ୍କ ତତ୍ତ୍ଵାବଧାନରେ ଭିତ୍ତିପ୍ରସ୍ତର ଓ ଉଦ୍ଘାଟନ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ସାମୁହିକ ଭାବରେ ସମସ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାସହିତ ଜଳ ସେବା ଶିବିର ଓ ପଞ୍ଚାୟତ ସମିତି ଅଧିନସ୍ଥ ଭିଡିଓ କନଫରେନ୍ସ ହଲର ଶୁଭ ଉଦ୍ଘାଟନ କରିଥିଲେ। ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲାବେଳେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ,ଝୁନୁ ଦାସ, ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ଯୁବନେତା ପ୍ରଭାକର ପଣ୍ଡା ସମେତ ୨୬ ଗୋଟି ଗୋଟି ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ/ସଭ୍ୟା ଉପସ୍ଥିତ ଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ

23 hrs ago
user_Utkal Gourav
Utkal Gourav
Media company ଧରାକୋଟେ, ଗଞ୍ଜାମ, ଓଡ଼ିଶା•
23 hrs ago

ଗଞ୍ଜାମ ଜିଲ୍ଲା ବ୍ଳକ ପରିସରରେ ମନ୍ତ୍ରୀଙ୍କ କରକମଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ । ପୋଲସରା ୨୩/୦୩/୨୬ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଗାଁ କୁ ବିକଶିତ କରିବା ପାଇଁ ପ୍ରୟାସ ଜାରି ରଖିଥିବା ବେଳେ ବିଭିନ୍ନ ପ୍ରକଳ୍ପର ମନ୍ତ୍ରୀ ଙ୍କ କରକମଳରେ ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଆଜି ବ୍ଳକ ପରିସରରେ ବିକଶିତ ଗାଁ ବିକଶିତ ଓଡିଶା ଅନ୍ତର୍ଗତ ୨୬ ଗୋଟି ପଞ୍ଚାୟତରେ ୧୩୪ ଟି ପ୍ରକଳ୍ପ,ଗ୍ରାଣ୍ଟ ଇନ୍ ଏଡ୍ ଅନ୍ତର୍ଗତ ୬୦ ଟି ପ୍ରକଳ୍ପ, ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠି ଅନ୍ତର୍ଗତ ୧୩ ଟି ପ୍ରକଳ୍ପ, ବିଧାୟକ ପାଣ୍ଠି ଅନ୍ତର୍ଗତ ୨୪ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୋଲସରା ବ୍ଲକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନଙ୍କ ତତ୍ତ୍ଵାବଧାନରେ ଭିତ୍ତିପ୍ରସ୍ତର ଓ ଉଦ୍ଘାଟନ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ସାମୁହିକ ଭାବରେ ସମସ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାସହିତ ଜଳ ସେବା ଶିବିର ଓ ପଞ୍ଚାୟତ ସମିତି ଅଧିନସ୍ଥ ଭିଡିଓ କନଫରେନ୍ସ ହଲର ଶୁଭ ଉଦ୍ଘାଟନ କରିଥିଲେ। ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲାବେଳେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ,ଝୁନୁ ଦାସ, ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ, ଯୁବନେତା ପ୍ରଭାକର ପଣ୍ଡା ସମେତ ୨୬ ଗୋଟି ଗୋଟି ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ/ସଭ୍ୟା ଉପସ୍ଥିତ ଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ

More news from ଓଡ଼ିଶା and nearby areas
  • ନିଲମ୍ବିତ ବିଧାୟକ ରମେଶ ଜେନାଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଭେଟି ଦାବିପତ୍ର ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ଦଳନେତା ରାମଚନ୍ଦ୍ର କାଡାମ ଓ ମୁଖ୍ୟ ସଚେତକ ସିଏସ୍ ରାଜନ ଏକ୍କା ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ନିଲମ୍ବିତ ବିଧାୟକ ରମେଶ ଜେନାଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଭେଟି ଦାବିପତ୍ର ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ଦଳନେତା ରାମଚନ୍ଦ୍ର କାଡାମ ଓ ମୁଖ୍ୟ ସଚେତକ ସିଏସ୍  ରାଜନ ଏକ୍କା ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    21 hrs ago
  • ଦକ୍ଷିଣପୁର ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି live odisha News update
    1
    ଦକ୍ଷିଣପୁର ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି 
live odisha News update
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    13 hrs ago
  • ଗଜପତି ଜିଲ୍ଲା ନୁଆଗଡ ବ୍ଳକ ବେତରସିଂ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଡିଓ ଲୋକନାଥ ଶବର , ବ୍ଳକ ଅଧ୍ୟକ୍ଷା ମାଳତୀ ପ୍ରଧାନ, ନିର୍ବାହୀ ଯନ୍ତୀ ପ୍ରଦୁ୍ନ୍ନୁ କୁମାର ଦାସ, ଜିପିଡିଓ ଶସାଙ୍କ ସେଖର ସୁବୁଦ୍ଧି ଏବଂ WEO ପ୍ରମୁଖ ଯୋଗଦେଇ ପଞ୍ଚାୟତର ବିଭିନ୍ନ ଗ୍ରାମରୁ ୯୪ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥିରୁ ମଧ୍ୟରୁ ୭୨ଟି ବ୍ୟକ୍ତିଗତ ଅଭିଯୋଗ ଓ ୨୨ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଆସିଥିଲା । ସେଥିରୁ ଆବାସଗୃହ, ସୌଲାଳ ଦ୍ବାରା ଗ୍ରାମ ଜଳଯୋଗାଣ , ପ୍ରଧାନମନ୍ତୀ ସୋଡକ ଯୋଜନା ଗ୍ରାମକୁ ରାସ୍ତା ନିର୍ମାଣ ଓ ଭତ୍ତା ଟଙ୍କାକୁ ହାତଦେବା ସମ୍ପର୍କରେ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନେଙ୍କୁ ବିଡିଓ ନିର୍ଦେଶ ଦେଇଥିଲେ । ଶିବିରର ବ୍ଳକରେ ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ , ସ୍ଥାନୀୟ ସରପଞ୍ଚ ସେହଲତା ପ୍ରଧାନ, ଓ୍ବାର୍ଡସଭ୍ୟ/ସଭ୍ୟା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣିକୁ ସ୍ଥାନୀୟ ପଞ୍ଚାୟତ ପିଇଓ ମିନତି ମିଶ୍ର ପରିଚାଳନା କରିଥିବା ବେଳେ ତାଙ୍କୁ ସହଯୋଗ କରିଥିଲେ ପଞ୍ଚାୟତ ଅନ୍ୟ କର୍ମଚାରୀମାନେ ।
    1
    ଗଜପତି ଜିଲ୍ଲା ନୁଆଗଡ ବ୍ଳକ ବେତରସିଂ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ପଞ୍ଚାୟତ କାର୍ଯ୍ୟାଳୟ ଠାରେ  ଅନୁଷ୍ଠିତ ହୋଇଥିଲା । ଏଥିରେ ବିଡିଓ ଲୋକନାଥ ଶବର , ବ୍ଳକ ଅଧ୍ୟକ୍ଷା ମାଳତୀ ପ୍ରଧାନ,  ନିର୍ବାହୀ ଯନ୍ତୀ ପ୍ରଦୁ୍ନ୍ନୁ କୁମାର ଦାସ, ଜିପିଡିଓ ଶସାଙ୍କ ସେଖର ସୁବୁଦ୍ଧି ଏବଂ WEO  ପ୍ରମୁଖ ଯୋଗଦେଇ ପଞ୍ଚାୟତର ବିଭିନ୍ନ ଗ୍ରାମରୁ ୯୪ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥିରୁ ମଧ୍ୟରୁ ୭୨ଟି ବ୍ୟକ୍ତିଗତ ଅଭିଯୋଗ ଓ ୨୨ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଆସିଥିଲା । ସେଥିରୁ ଆବାସଗୃହ, ସୌଲାଳ  ଦ୍ବାରା ଗ୍ରାମ ଜଳଯୋଗାଣ , ପ୍ରଧାନମନ୍ତୀ ସୋଡକ ଯୋଜନା ଗ୍ରାମକୁ ରାସ୍ତା ନିର୍ମାଣ ଓ ଭତ୍ତା ଟଙ୍କାକୁ ହାତଦେବା ସମ୍ପର୍କରେ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନେଙ୍କୁ ବିଡିଓ ନିର୍ଦେଶ ଦେଇଥିଲେ । ଶିବିରର ବ୍ଳକରେ ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ , ସ୍ଥାନୀୟ ସରପଞ୍ଚ ସେହଲତା ପ୍ରଧାନ, ଓ୍ବାର୍ଡସଭ୍ୟ/ସଭ୍ୟା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣିକୁ ସ୍ଥାନୀୟ ପଞ୍ଚାୟତ   ପିଇଓ ମିନତି ମିଶ୍ର ପରିଚାଳନା କରିଥିବା ବେଳେ ତାଙ୍କୁ ସହଯୋଗ କରିଥିଲେ ପଞ୍ଚାୟତ ଅନ୍ୟ କର୍ମଚାରୀମାନେ ।
    user_GUMMA UPDATE NEWS
    GUMMA UPDATE NEWS
    ସାମ୍ବାଦିକ ସେରଙ୍ଗୋ, ଗଜପତି, ଓଡ଼ିଶା•
    49 min ago
  • ଗଜପତି ଜିଲ୍ଲାର ପ୍ରତିଷ୍ଠିତ ବେସରକାରୀ ବିଶ୍ୱ ବିଦ୍ୟାଳୟର ଛାତ୍ରୀଙ୍କ ସହ ଗଣ ଦୁଷ୍କର୍ମ ଅଭିଯୋଗ। ମୂର୍ଶିଦାବାଦ୍ ଅଞ୍ଚଳର ଏକ ସଂଖ୍ୟା ଲଘୁ ସମ୍ପ୍ରଦାୟ ର ନାବାଳିକା ଛାତ୍ରୀଙ୍କୁ ନିଶା ଦେଇ ଗଣ ଦୁଷ୍କର୍ମ କରିଥିବା ଶୁଣିବାକୁ ମିଳିଛି। ସୂଚନା ପ୍ରକାରେ ଦୁଷ୍କର୍ମ କରିଥିବା ସମସ୍ତ ଅଭିଯୁକ୍ତ ଉକ୍ତ ବିଶ୍ୱ ବିଦ୍ୟାଳୟ ଛାତ୍ର ବୋଲି ଅଭିଯୋଗରେ ସ୍ପଷ୍ଟ ହୋଇଛି। ଏହି ସଂକ୍ରାନ୍ତରେ ଏକ ଭିଡିଓ ଭାଇରାଲ ହୋଇ ଥିବା ବେଳେ ଗୁରାଣ୍ଡି ଥାନାରେ ଏ ନେଇ ଗତ ଦିନରେ ଅଭିଯୋଗ ହୋଇଛି। ଅନ୍ୟ ପଟେ ଏପରି ଘଟଣା ଟି ଘଟି ଥିବା ବେଳେ ଏହି ଘଟଣା ଟି ଯେପରି ବାହାରକୁ ପ୍ରକଟ ନ ହେବ ସେ ନେଇ କର୍ତ୍ତୃପକ୍ଷ ସମ୍ପୂର୍ଣ୍ଣ ଚେଷ୍ଟା ଚଳାଇ ଥିବା ସାଧାରଣରେ ଶୁଣିବାକୁ ମିଳୁଛି।
    1
    ଗଜପତି ଜିଲ୍ଲାର ପ୍ରତିଷ୍ଠିତ ବେସରକାରୀ ବିଶ୍ୱ ବିଦ୍ୟାଳୟର ଛାତ୍ରୀଙ୍କ ସହ ଗଣ ଦୁଷ୍କର୍ମ ଅଭିଯୋଗ। ମୂର୍ଶିଦାବାଦ୍ ଅଞ୍ଚଳର ଏକ ସଂଖ୍ୟା ଲଘୁ ସମ୍ପ୍ରଦାୟ ର ନାବାଳିକା ଛାତ୍ରୀଙ୍କୁ ନିଶା ଦେଇ ଗଣ ଦୁଷ୍କର୍ମ କରିଥିବା ଶୁଣିବାକୁ ମିଳିଛି। ସୂଚନା ପ୍ରକାରେ ଦୁଷ୍କର୍ମ କରିଥିବା ସମସ୍ତ ଅଭିଯୁକ୍ତ ଉକ୍ତ ବିଶ୍ୱ ବିଦ୍ୟାଳୟ ଛାତ୍ର ବୋଲି ଅଭିଯୋଗରେ ସ୍ପଷ୍ଟ ହୋଇଛି। ଏହି ସଂକ୍ରାନ୍ତରେ ଏକ ଭିଡିଓ ଭାଇରାଲ ହୋଇ ଥିବା ବେଳେ ଗୁରାଣ୍ଡି ଥାନାରେ ଏ ନେଇ ଗତ ଦିନରେ ଅଭିଯୋଗ ହୋଇଛି। ଅନ୍ୟ ପଟେ ଏପରି ଘଟଣା ଟି ଘଟି ଥିବା ବେଳେ ଏହି ଘଟଣା ଟି ଯେପରି ବାହାରକୁ ପ୍ରକଟ ନ ହେବ ସେ ନେଇ କର୍ତ୍ତୃପକ୍ଷ ସମ୍ପୂର୍ଣ୍ଣ ଚେଷ୍ଟା ଚଳାଇ ଥିବା ସାଧାରଣରେ ଶୁଣିବାକୁ ମିଳୁଛି।
    user_AK14TV
    AK14TV
    ସାମ୍ବାଦିକ ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    20 hrs ago
  • Post by Bd Ok
    3
    Post by Bd Ok
    user_Bd Ok
    Bd Ok
    ବିଷମାକଟକ, ରାୟଗଡା, ଓଡ଼ିଶା•
    16 hrs ago
  • ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନୂଆବଗ ପଂଚାୟତ ସାଳବଣୀ ସାହିରେ ଗତକାଲି ଅଗ୍ନିକାଣ୍ଡରେ ବିପର୍ଣ ପରିବାର ବର୍ଗଙ୍କୁ ଆଜି ପୂର୍ବତନ ସାଂସଦ ଭେଟି ସହାୟତା ପ୍ରଦାନ କରିବା ସହ ସମବେଦନା ଜଣାଇଲେ. ଲୋକଙ୍କ ପାଇଁ ସେ ପକ୍କା ଘର ପାଇଁ ଦାବି କରିବେ ବୋଲି ପ୍ରତିଶୃତି ମଧ୍ୟ ଦେଇଛନ୍ତି.
    1
    ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନୂଆବଗ ପଂଚାୟତ ସାଳବଣୀ ସାହିରେ ଗତକାଲି ଅଗ୍ନିକାଣ୍ଡରେ ବିପର୍ଣ ପରିବାର ବର୍ଗଙ୍କୁ ଆଜି  ପୂର୍ବତନ ସାଂସଦ ଭେଟି ସହାୟତା ପ୍ରଦାନ କରିବା ସହ ସମବେଦନା ଜଣାଇଲେ. ଲୋକଙ୍କ ପାଇଁ ସେ ପକ୍କା ଘର ପାଇଁ ଦାବି କରିବେ ବୋଲି ପ୍ରତିଶୃତି ମଧ୍ୟ ଦେଇଛନ୍ତି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • ନିଲମ୍ବିତ ବିଧାୟକ ରମେଶ ଜେନାଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଭେଟି ଦାବିପତ୍ର ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ଦଳନେତା ରାମଚନ୍ଦ୍ର କାଡାମ ଓ ମୁଖ୍ୟ ସଚେତକ ସିଏସ୍ ରାଜନ ଏକ୍କା ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ନିଲମ୍ବିତ ବିଧାୟକ ରମେଶ ଜେନାଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଭେଟି ଦାବିପତ୍ର ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ, କଂଗ୍ରେସ ବିଧାୟକ ଦଳନେତା ରାମଚନ୍ଦ୍ର କାଡାମ ଓ ମୁଖ୍ୟ ସଚେତକ ସିଏସ୍  ରାଜନ ଏକ୍କା ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    21 hrs ago
  • ବିଜେପି ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ହେଲେ ସୂର୍ଯ୍ୟ ନାରାୟଣ ଦାସ
    1
    ବିଜେପି ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ହେଲେ ସୂର୍ଯ୍ୟ ନାରାୟଣ ଦାସ
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    23 hrs ago
  • ଭାରତୀୟ ରେଡକ୍ରସ ଓଡିଶା ରାଜ୍ୟ ଶାଖା ଭୁବନେଶ୍ୱର ଓ ଗଜପତି ଜିଲ୍ଲା ଜୁନିଅର ରେଡକ୍ରସର ମିଳିତ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସଦର ନିକଟସ୍ଥ ମହେନ୍ଦ୍ରଗିରି ମୁନିସିପାଲିଟି ଉଚ୍ଚ ବିଦ୍ୟାଳୟ ରେ ଏକ ଦିବସୀୟ ମେକ୍ ଏ ଚେଞ୍ଜ ଇନିସିଏଟିଭ୍ ଅଧୀନରେ ଅନୁସୂଚିତ ଜାତି ଓ ଜନଜାତି ବାଳିକା ସଶକ୍ତିକରଣ ଏବଂ ଅନାଥ ଶିଶୁଙ୍କ ପାଇଁ କ୍ଷମତା ନିର୍ମାଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାନନୀୟ ଜିଲ୍ଲା ଶିକ୍ଷାଧିକାରୀ ଡ଼ ମାୟାଧର ସାହୁ ଙ୍କ ନିର୍ଦେଶ କ୍ରମେ ଏବଂଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଏସ, ଗିରିଧାରୀ ଙ୍କ ଉପସ୍ଥିତି ରେ ଓ ଜିଲ୍ଲା କ୍ରୀଡା ଶିକ୍ଷାଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ରଙ୍କ ତତ୍ତ୍ୱାବଧାନରେ ଜିଲ୍ଲା ରେଡକ୍ରସଧିକାରୀ ସଂଜୀବ କୁମାର ଦାସ ଓ ବରିଷ୍ଠ ସମ୍ବଳ ସାଧନକର୍ମୀ ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ସାହୁଙ୍କ ସଂଯୋଜନାରେ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ ଙ୍କ ମାର୍ଗଦର୍ଶନ ରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଏ. ରବି କୁମାର, ମୁଖ୍ୟ ବକ୍ତା ରୂପେ ନିକଟସ୍ଥ ଗାନ୍ଧୀ ମେମୋରିଆଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଏସ. ତିରୁପତି ଯୋଗ ଦେଇ ବିଦ୍ୟାର୍ଥୀ ମାନଙ୍କୁ ଉତ୍ସାହିତ କରିବା ସହ ଜିଲ୍ଲା ରେଡକ୍ରସର ସକ୍ରିୟ ସମ୍ବଳ ସାଧନକର୍ମୀ, ଶ୍ରୀ ପ୍ରହ୍ଲାଦ ଶିଅଳ,ଶ୍ରୀ ମୁକ୍ତିକାନ୍ତ ମଲ୍ଲିକ୍,ଶ୍ରୀ ନୀତେଶ ଲେଙ୍କା ପ୍ରମୁଖ ସମ୍ବଳ ସାଧନ କର୍ମୀ ଭାବେ ଯୋଗଦାନ କରି ଶିକ୍ଷାର୍ଥୀ ମାନଙ୍କୁ ଙ୍କୁ ଶିକ୍ଷା ପ୍ରଦାନ କରିବା ସହିତ ରେଡକ୍ରସ ଲକ୍ଷ୍ୟ ଓ ଉଦେଶ୍ୟ ବିଷୟରେ ଅବଗତ କରାଇଥିଲେ । ଏହି ଶିବିରରେ ଗଜପତି ଜିଲ୍ଲା ର ଜାତି ଓ ଉପଜାତି ର ୧୦୦ ଜଣ ବାଳିକା ଜୁନିଅର ଯୋଗଦାନ କରି ରେଡକ୍ରସର ଇତିହାସ ଓ ବିଦ୍ୟାଳୟ ସ୍ତରରେ ରେଡକ୍ରସର ଭୁମିକା,ପ୍ରାଥମିକ ଚିକିତ୍ସା, ସଡ଼କ ସୁରକ୍ଷା,ବିଦ୍ୟାଳୟ ନିରାପତ୍ତା, ରକ୍ତଦାନ, ପ୍ରାକୃତିକ ବିପର୍ଯ୍ୟୟ ଓ ପ୍ରଶମନ, ସାପ କାମୁଡା, କୁକୁର କାମୁଡା ,ସାଇବର ସୁରକ୍ଷା, ତମାଖୁ ବର୍ଜନ, ବଜ୍ରପାତ ରୁ ସୁରକ୍ଷା ଓ ଏଚ. ଆଇଭି ଏଡ଼ସ ଆଦି ବିଷୟରେ ଶିକ୍ଷା ପ୍ରଦାନ କରି ସମସ୍ତଙ୍କୁ ସଚେତନ କରାଇଥିଲେ।ଏହି ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିବା ସହ ପରିଚାଳନା କମିଟିର ସମସ୍ତ ସହକର୍ମୀ ଯୋଗଦାନ କରିଥିଲେ। ପରିଶେଷରେ ସମସ୍ତ ଙ୍କୁ ରାଜ୍ୟ ଜୁନିଅର ରେଡକ୍ରସ ତରଫରୁ ସ୍କାର୍ଫ, ଓଗଲ, ବ୍ୟାଚ୍, ଖାତା, କଲମ ସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା।ଏହି ଉତ୍ସବ ରେ ରାଜ୍ୟ ଜୁନିଅର ରେଡକ୍ରସ ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ସ୍ବାଇଁ ଙ୍କୁ ଗଜପତି ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ କରିଥିବା ବେଳେ ଇ ବିଦ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।ଏଭଳି ସାମାଜିକ ଉନ୍ନତିମୂଳକ କାର୍ଯ୍ୟକୁ ବିଭିନ୍ନ ମହଲରେ ଭୁରୀ ଭୁରୀ ପ୍ରଶଂସା କରାଯାଇଥିଲା ।
    1
    ଭାରତୀୟ ରେଡକ୍ରସ ଓଡିଶା ରାଜ୍ୟ ଶାଖା ଭୁବନେଶ୍ୱର ଓ ଗଜପତି ଜିଲ୍ଲା ଜୁନିଅର ରେଡକ୍ରସର ମିଳିତ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସଦର ନିକଟସ୍ଥ ମହେନ୍ଦ୍ରଗିରି ମୁନିସିପାଲିଟି ଉଚ୍ଚ ବିଦ୍ୟାଳୟ ରେ ଏକ ଦିବସୀୟ ମେକ୍ ଏ ଚେଞ୍ଜ ଇନିସିଏଟିଭ୍ ଅଧୀନରେ ଅନୁସୂଚିତ ଜାତି ଓ ଜନଜାତି ବାଳିକା ସଶକ୍ତିକରଣ ଏବଂ ଅନାଥ ଶିଶୁଙ୍କ ପାଇଁ କ୍ଷମତା ନିର୍ମାଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାନନୀୟ ଜିଲ୍ଲା ଶିକ୍ଷାଧିକାରୀ ଡ଼ ମାୟାଧର ସାହୁ ଙ୍କ ନିର୍ଦେଶ କ୍ରମେ ଏବଂଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଏସ, ଗିରିଧାରୀ ଙ୍କ ଉପସ୍ଥିତି ରେ ଓ ଜିଲ୍ଲା କ୍ରୀଡା ଶିକ୍ଷାଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ରଙ୍କ ତତ୍ତ୍ୱାବଧାନରେ ଜିଲ୍ଲା ରେଡକ୍ରସଧିକାରୀ ସଂଜୀବ କୁମାର ଦାସ ଓ ବରିଷ୍ଠ ସମ୍ବଳ ସାଧନକର୍ମୀ ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ସାହୁଙ୍କ ସଂଯୋଜନାରେ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ ଙ୍କ ମାର୍ଗଦର୍ଶନ ରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଏ. ରବି କୁମାର, ମୁଖ୍ୟ ବକ୍ତା ରୂପେ ନିକଟସ୍ଥ ଗାନ୍ଧୀ ମେମୋରିଆଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଏସ. ତିରୁପତି ଯୋଗ ଦେଇ ବିଦ୍ୟାର୍ଥୀ ମାନଙ୍କୁ ଉତ୍ସାହିତ କରିବା ସହ ଜିଲ୍ଲା ରେଡକ୍ରସର ସକ୍ରିୟ ସମ୍ବଳ ସାଧନକର୍ମୀ, ଶ୍ରୀ ପ୍ରହ୍ଲାଦ ଶିଅଳ,ଶ୍ରୀ ମୁକ୍ତିକାନ୍ତ ମଲ୍ଲିକ୍,ଶ୍ରୀ ନୀତେଶ ଲେଙ୍କା ପ୍ରମୁଖ ସମ୍ବଳ ସାଧନ କର୍ମୀ ଭାବେ ଯୋଗଦାନ କରି ଶିକ୍ଷାର୍ଥୀ ମାନଙ୍କୁ ଙ୍କୁ ଶିକ୍ଷା ପ୍ରଦାନ କରିବା ସହିତ ରେଡକ୍ରସ ଲକ୍ଷ୍ୟ ଓ ଉଦେଶ୍ୟ ବିଷୟରେ ଅବଗତ କରାଇଥିଲେ  । ଏହି ଶିବିରରେ ଗଜପତି ଜିଲ୍ଲା ର ଜାତି ଓ ଉପଜାତି ର ୧୦୦ ଜଣ ବାଳିକା ଜୁନିଅର  ଯୋଗଦାନ କରି ରେଡକ୍ରସର ଇତିହାସ ଓ ବିଦ୍ୟାଳୟ ସ୍ତରରେ ରେଡକ୍ରସର ଭୁମିକା,ପ୍ରାଥମିକ ଚିକିତ୍ସା, ସଡ଼କ ସୁରକ୍ଷା,ବିଦ୍ୟାଳୟ ନିରାପତ୍ତା, ରକ୍ତଦାନ, ପ୍ରାକୃତିକ ବିପର୍ଯ୍ୟୟ ଓ ପ୍ରଶମନ, ସାପ କାମୁଡା, କୁକୁର କାମୁଡା ,ସାଇବର ସୁରକ୍ଷା, ତମାଖୁ ବର୍ଜନ, ବଜ୍ରପାତ ରୁ ସୁରକ୍ଷା ଓ ଏଚ. ଆଇଭି ଏଡ଼ସ ଆଦି ବିଷୟରେ ଶିକ୍ଷା ପ୍ରଦାନ କରି ସମସ୍ତଙ୍କୁ ସଚେତନ କରାଇଥିଲେ।ଏହି ପ୍ରଶିକ୍ଷଣ ଶିବିରରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିବା ସହ ପରିଚାଳନା କମିଟିର ସମସ୍ତ ସହକର୍ମୀ ଯୋଗଦାନ କରିଥିଲେ। ପରିଶେଷରେ ସମସ୍ତ ଙ୍କୁ ରାଜ୍ୟ ଜୁନିଅର ରେଡକ୍ରସ ତରଫରୁ  ସ୍କାର୍ଫ, ଓଗଲ, ବ୍ୟାଚ୍, ଖାତା, କଲମ ସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା।ଏହି ଉତ୍ସବ ରେ ରାଜ୍ୟ ଜୁନିଅର ରେଡକ୍ରସ ଅଧିକାରୀ ଶ୍ରୀ ଲକ୍ଷ୍ମଣ  କୁମାର ସ୍ବାଇଁ ଙ୍କୁ ଗଜପତି ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ   ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ କରିଥିବା ବେଳେ ଇ ବିଦ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।ଏଭଳି ସାମାଜିକ ଉନ୍ନତିମୂଳକ କାର୍ଯ୍ୟକୁ ବିଭିନ୍ନ ମହଲରେ ଭୁରୀ ଭୁରୀ ପ୍ରଶଂସା କରାଯାଇଥିଲା ।
    user_GUMMA UPDATE NEWS
    GUMMA UPDATE NEWS
    ସାମ୍ବାଦିକ ସେରଙ୍ଗୋ, ଗଜପତି, ଓଡ଼ିଶା•
    1 day ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.