Shuru
Apke Nagar Ki App…
I want news only
Jay shree Ram
I want news only
More news from Sonepur and nearby areas
- ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଓ ଜିଲ୍ଲା ସ୍ତରୀୟ ସୁଶାସନ କର୍ମଶାଳା ଅନୁଷ୍ଠିତ ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଜିଲ୍ଲା ସ୍ତରୀୟ ସୁଶାସନ କର୍ମଶାଳା ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଂଘିଯୁବା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୯୭ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ଗୋଟିଏ ଅଭିଯୋଗ ପତ୍ର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟ ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଜିଲ୍ଲାର ପ୍ରାୟ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାର ସୁଶାସନ ସପ୍ତାହ ୧୯-୨୫ ଡିସେମ୍ବର ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ସୁଶାସନ ସମ୍ପର୍କୀୟ କର୍ମଶାଳା ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି ସୁଶାସନ କର୍ମଶାଳାରେ ସୁବର୍ଣ୍ଣପୁର ଜିଲ୍ଲାର ସୁଶାସନ ଉପରେ ଆଲୋଚନା କରାଯାଇଥିଲା।1
- Mid_Night_Mashup_26_Organize_By_Mehfiil_Restaurant_Full_Details_video_Food_Fun_Masti1
- Post by MOR KHABAR4
- Post by ଓମ୍ ସାଇ ରାମ୍1
- kantananji କଣ୍ଟାବାଞ୍ଜି ୭ ତମ ଲୋକ ମହୋତ୍ସବ1
- ସାରା ବିଶ୍ୱ ପରିବେଶ ସୁରକ୍ଷାକୁ ଅଗ୍ରାଧିକାର ଦେଉଥିବା ବେଳେ ହଜାର ହଜାର ଗଛ କାଟି ବାରିପଦାରେ ବସଷ୍ଟାଣ୍ଡ ନିର୍ମାଣ କରିବାର ଜିଦ ପ୍ରଭାବଶାଳୀ ଲୋକଙ୍କୁ ସରକାରୀ ଜାଗା ପ୍ରଦାନ ପାଇଁ ଜିଲ୍ଲା ପ୍ରଶାସନ ପ୍ରତ୍ୟକ୍ଷ ସହଯୋଗ କରୁଛି ବୋଲି ସ୍ଥାନୀୟ ବାସିନ୍ଦା ଓ ଅଣ ରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ଅଭିଯୋଗ କରାଯାଇଛି...1
- କଣ୍ଟାବାଞ୍ଜି ୭ ତମ ଲୋକ ମୋହସ୍ୱବ ୨୦୨୫1
- ଆଜି ଜିଲ୍ଲା କଂଗ୍ରେସ କମିଟି ଜିଲ୍ଲା ସଭାପତି ଶ୍ରୀ ପୂର୍ଣଚନ୍ଦ୍ର ବିଶ୍ୱାଳ ଙ୍କ ନେତୃତ୍ୱରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମୁଖରେ ମୁଖ୍ୟ ଦୁଇ ଦାବି ନେଇ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ1
- Post by Sandeep Barla1