logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ହିନ୍ଦୋଳ.ରାସୋଳ ଥାନାରୁ ଆସିଛି ଦୁଇ ଗୋଟି ଦୁଷ୍କର୍ମ ମାମଲା ଖବର. ବାପ କଲା ପାପ.ଅନ୍ୟ ପକ୍ଷରୁ ଭିକାରୁଣୀ କୁ ଦୁଷ୍କର୍ମ କରି ଯୁବକ ଗିରଫ. ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରାସୋଳ ଥାନାରେ ଆଜି ହୋଇଛି ଦୁଇଟି ଦୁଷ୍କର୍ମ ମାମଲା, ଗୋଟିଏ ଘଟଣାରେ ନିଜ ବାପା ଜନ୍ମିତ ଝିଅକୁ ଦୁଷ୍କର୍ମ କରି ପ୍ରସୂତି ପରେ ଖୋଲିଲା ଗୁମର. ଅଭିଯୁକ୍ତ ବାପା କୋର୍ଟ ଚାଲାଣ. ଅନ୍ୟ ମାମଲାରେ ଜଣେ ଭିକାରୁଣୀଙ୍କୁ ଜଣେ ଯୁବକ ଭିକ୍ଷା ଦେବାକୁ ଡାକିନେଇ ଦୁଷ୍କର୍ମ ପରେ ହେଲା ଗିରଫ.

4 hrs ago
user_BIKRAM SAHU
BIKRAM SAHU
City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
4 hrs ago

ହିନ୍ଦୋଳ.ରାସୋଳ ଥାନାରୁ ଆସିଛି ଦୁଇ ଗୋଟି ଦୁଷ୍କର୍ମ ମାମଲା ଖବର. ବାପ କଲା ପାପ.ଅନ୍ୟ ପକ୍ଷରୁ ଭିକାରୁଣୀ କୁ ଦୁଷ୍କର୍ମ କରି ଯୁବକ ଗିରଫ. ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରାସୋଳ ଥାନାରେ ଆଜି ହୋଇଛି ଦୁଇଟି ଦୁଷ୍କର୍ମ ମାମଲା, ଗୋଟିଏ ଘଟଣାରେ ନିଜ ବାପା ଜନ୍ମିତ ଝିଅକୁ ଦୁଷ୍କର୍ମ କରି ପ୍ରସୂତି ପରେ ଖୋଲିଲା ଗୁମର. ଅଭିଯୁକ୍ତ ବାପା କୋର୍ଟ ଚାଲାଣ. ଅନ୍ୟ ମାମଲାରେ ଜଣେ ଭିକାରୁଣୀଙ୍କୁ ଜଣେ ଯୁବକ ଭିକ୍ଷା ଦେବାକୁ ଡାକିନେଇ ଦୁଷ୍କର୍ମ ପରେ ହେଲା ଗିରଫ.

More news from ଓଡ଼ିଶା and nearby areas
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    5 hrs ago
  • ଢେଙ୍କାନାଳ ସହରସ୍ଥ ସ୍ଥାନୀୟ ବିବି ହାଇସ୍କୁଲ ଠାରେ ପ୍ରବେଶ ଉତ୍ସବ ଓ ଖଡିଛୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ଏକ ସଚେତନତା ରଥକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ । ପର ଖଡି ଛୁଆ ଉତ୍ସବରେ ଯୋଗ ଦେଇ ବିଦ୍ୟାଳୟରେ ପାଠପଢ଼ା ଆରମ୍ଭ କରୁଥିବା ଶିଶୁମାନଙ୍କୁ ପୂଜାପାଠ କରି ଶୁଭାରମ୍ବ କରାଯାଇଥିଲା । ମନ୍ତ୍ରୀଙ୍କ ସମେତ ଏହି ଉତ୍ସବରେ ପୌରାଧକ୍ଷା ଜୟନ୍ତୀ ପାତ୍ର, ଜିଲ୍ଲାପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ପୁହାଣ,ସଦର ବ୍ଲକ ଚେୟାରମ୍ୟାନ,ଜିଲ୍ଲାପାଳ ଆଶିଷ ଇଶ୍ବର ପାଟିଲ , ଜିଲ୍ଲା ଶିକ୍ଷାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଆୟୋଜନ କରାଯାଉଥିବା ବେଳେ ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା ।
    1
    ଢେଙ୍କାନାଳ ସହରସ୍ଥ ସ୍ଥାନୀୟ ବିବି ହାଇସ୍କୁଲ ଠାରେ ପ୍ରବେଶ ଉତ୍ସବ ଓ ଖଡିଛୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ଏକ ସଚେତନତା ରଥକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ । ପର ଖଡି ଛୁଆ ଉତ୍ସବରେ ଯୋଗ ଦେଇ ବିଦ୍ୟାଳୟରେ ପାଠପଢ଼ା ଆରମ୍ଭ କରୁଥିବା ଶିଶୁମାନଙ୍କୁ ପୂଜାପାଠ କରି ଶୁଭାରମ୍ବ କରାଯାଇଥିଲା । ମନ୍ତ୍ରୀଙ୍କ ସମେତ ଏହି ଉତ୍ସବରେ ପୌରାଧକ୍ଷା ଜୟନ୍ତୀ ପାତ୍ର, ଜିଲ୍ଲାପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ପୁହାଣ,ସଦର ବ୍ଲକ ଚେୟାରମ୍ୟାନ,ଜିଲ୍ଲାପାଳ ଆଶିଷ ଇଶ୍ବର ପାଟିଲ , ଜିଲ୍ଲା ଶିକ୍ଷାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଆୟୋଜନ କରାଯାଉଥିବା ବେଳେ ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    7 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    11 hrs ago
  • ଡମପଡା ବ୍ଲକ ଜାଭିଅର ସ୍କୁଲ ରେ ପୂର୍ବତନ ଦାୟିତ୍ୱରେ ଥିବା ତୃପ୍ତିମୟୀ ଜେମା ଙ୍କ କେଳେଙ୍କାରୀ #spnewstvliveodia
    1
    ଡମପଡା ବ୍ଲକ ଜାଭିଅର ସ୍କୁଲ ରେ ପୂର୍ବତନ ଦାୟିତ୍ୱରେ ଥିବା  ତୃପ୍ତିମୟୀ ଜେମା ଙ୍କ କେଳେଙ୍କାରୀ #spnewstvliveodia
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    4 hrs ago
  • Post by Tapasdas 6372788705
    1
    Post by Tapasdas 6372788705
    user_Tapasdas 6372788705
    Tapasdas 6372788705
    Photographer Gandia, Dhenkanal•
    12 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by Ranjan hota
    1
    Post by Ranjan hota
    user_Ranjan hota
    Ranjan hota
    କୋଲିୟରୀ, ଅନୁଗୁଳ, ଓଡ଼ିଶା•
    11 hrs ago
  • ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦରଦାମ ବୃଦ୍ଧି ସାଂଗକୁ ଗ୍ୟାସ ନ ମିଳିବା ଏବେ ସବୁଠି ଜନସାଧାରଣ ମାନେ ନାହିଁ ନଥିବ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗ୍ୟାସ ଅଭାବ ଯୋଗୁଁ ହୋଟେଲ ଏବଂ ଜଳଖିଆ ଦୋକାନୀ ମାନେ କାଠ ଚୁଲାରେ ରୋଷେଇ କରୁଥିବା ବେଳେ କିଛି ଦୋକାନ ବନ୍ଦ ହୋଇ ଗଲାଣୀ । ଗୋଦାମରୁ ଗ୍ୟାସ ପାଇବା ପାଇଁ ତ୍ୟେକ ଦିନ ଲମ୍ବା ଧାଡି ଲାଗୁଛି । ଢେଙ୍କାନାଳ ସହରରେ ଗ୍ୟାସ କଳାବଜାରୀ ହେଉଥିବା ଖବର ପାଇ ସଦର ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ଜିଲ୍ଲା ଯୋଗାଣ ଅଧିକାରୀ, ୩ଜଣ ସପ୍ଲାଇ ଇନସପେକ୍ଟର ଓ କର୍ମଚାରୀମାନଙ୍କୁ ନେଇ ଚନ୍ଦନ ବଜାର ଶାସନ ଛକ ନିକଟରେ ଥିବା ସୀତାରାମ ଗ୍ୟାସ ଦୋକାନ ଉପରେ ଚଢ଼ାଉ କରା ଯାଇଥିଲା । ଦୋକାନରୁ ୨୭ଟି ଗ୍ୟାସ ଜବତ କରାଯାଇଥିଲା । ଦୋକାନର ମାଲିକକୁ ଏ ବିଷୟରେ ପଚରା ଉଚରା କରାଯିବା ସହିତ ବଡ ଧରଣର ଫାଇନ ଲଗାଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି ।
    1
    ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦରଦାମ ବୃଦ୍ଧି ସାଂଗକୁ ଗ୍ୟାସ ନ ମିଳିବା ଏବେ ସବୁଠି ଜନସାଧାରଣ ମାନେ ନାହିଁ ନଥିବ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗ୍ୟାସ ଅଭାବ ଯୋଗୁଁ ହୋଟେଲ ଏବଂ ଜଳଖିଆ ଦୋକାନୀ ମାନେ କାଠ ଚୁଲାରେ ରୋଷେଇ କରୁଥିବା ବେଳେ କିଛି ଦୋକାନ ବନ୍ଦ ହୋଇ ଗଲାଣୀ । ଗୋଦାମରୁ ଗ୍ୟାସ ପାଇବା ପାଇଁ ତ୍ୟେକ ଦିନ ଲମ୍ବା ଧାଡି ଲାଗୁଛି । ଢେଙ୍କାନାଳ  ସହରରେ ଗ୍ୟାସ କଳାବଜାରୀ ହେଉଥିବା ଖବର ପାଇ ସଦର ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ଜିଲ୍ଲା ଯୋଗାଣ ଅଧିକାରୀ, ୩ଜଣ ସପ୍ଲାଇ ଇନସପେକ୍ଟର ଓ କର୍ମଚାରୀମାନଙ୍କୁ ନେଇ ଚନ୍ଦନ ବଜାର ଶାସନ ଛକ ନିକଟରେ ଥିବା ସୀତାରାମ ଗ୍ୟାସ ଦୋକାନ ଉପରେ ଚଢ଼ାଉ କରା ଯାଇଥିଲା । ଦୋକାନରୁ ୨୭ଟି ଗ୍ୟାସ ଜବତ କରାଯାଇଥିଲା । ଦୋକାନର ମାଲିକକୁ ଏ ବିଷୟରେ ପଚରା ଉଚରା କରାଯିବା ସହିତ ବଡ ଧରଣର ଫାଇନ ଲଗାଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    7 hrs ago
  • Post by Dipak Kumar Nayak
    2
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.