logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ସଂସ୍କୃତ ଦିବସ ପାଳନ ସହ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।

2 hrs ago
user_SonepurSambad
SonepurSambad
Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
2 hrs ago

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ସଂସ୍କୃତ ଦିବସ ପାଳନ ସହ ରକ୍ଷା ବନ୍ଧନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।

More news from Odisha and nearby areas
  • ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏 ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏
    1
    ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏
ତୁନେ ଆପନେ ଜଗନ୍ନାଥ ହେ ସବ କା ହେ ଭଗବାନ, ଜୟ ଜୟ ଜଗନ୍ନାଥ ଜୟ ଜୟ ଜଗନ୍ନାଥ 🙏🙏
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    8 hrs ago
  • ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସଭାରେ କଲେଜର ଅଧ୍ୟକ୍ଷ ଅନିରୁଦ୍ଧ ମହାକୁଳ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ l ଖେଳ କୁଦର ମହତ୍ୱ ଏବଂ ଯୁବ ସମାଜର ବିକାଶରେ କ୍ରୀଡ଼ାର ଭୂମିକା ସମ୍ପର୍କରେ ସେ ଆଲୋକପାତ କରିଥିଲେ l ସେହି ଅବସରରେ ପ୍ରଧାନମନ୍ତ୍ରୀ କ୍ରୀଡ଼ା ସମ୍ବନ୍ଧୀୟ ବାର୍ତ୍ତା ସହ ସଭିଏଁ ଯୋଡ଼ି ହୋଇଥିଲେ l ସେହି ପରି ଅଧ୍ୟାପକ ବାବାରାମ ଦେହୁରୀ ସଭା ସାଂଯୋଜନା କରିଥିଲେ l ଏହି କାର୍ଯ୍ୟକ୍ରମ ରେ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହ ବହୁତ ସଂଖ୍ୟାରେ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ l
    1
    ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ
ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ 
ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସଭାରେ କଲେଜର ଅଧ୍ୟକ୍ଷ ଅନିରୁଦ୍ଧ ମହାକୁଳ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ l ଖେଳ କୁଦର ମହତ୍ୱ ଏବଂ ଯୁବ ସମାଜର ବିକାଶରେ କ୍ରୀଡ଼ାର ଭୂମିକା ସମ୍ପର୍କରେ ସେ ଆଲୋକପାତ କରିଥିଲେ l ସେହି ଅବସରରେ ପ୍ରଧାନମନ୍ତ୍ରୀ କ୍ରୀଡ଼ା ସମ୍ବନ୍ଧୀୟ ବାର୍ତ୍ତା ସହ ସଭିଏଁ ଯୋଡ଼ି ହୋଇଥିଲେ l ସେହି ପରି ଅଧ୍ୟାପକ ବାବାରାମ ଦେହୁରୀ ସଭା ସାଂଯୋଜନା କରିଥିଲେ l ଏହି କାର୍ଯ୍ୟକ୍ରମ ରେ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହ ବହୁତ ସଂଖ୍ୟାରେ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ l
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    4 hrs ago
  • ରାକ୍ଷୀ ପୁର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ସୁଭଦ୍ରା ଭେଟି - ପଞ୍ଚମ କିସ୍ତି ବାବଦ ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ - ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା - ୧ କୋଟି ୩ ଲକ୍ଷ ୨୬ ହଜାର ‘ସୁଭଦ୍ରା’ ହିତାଧିକାରୀଙ୍କୁ ମିଳିଲା ଟଙ୍କା
    1
    ରାକ୍ଷୀ ପୁର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ସୁଭଦ୍ରା ଭେଟି
- ପଞ୍ଚମ କିସ୍ତି ବାବଦ ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
- ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା
- ୧ କୋଟି ୩ ଲକ୍ଷ ୨୬ ହଜାର ‘ସୁଭଦ୍ରା’ ହିତାଧିକାରୀଙ୍କୁ ମିଳିଲା ଟଙ୍କା
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    7 hrs ago
  • ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ତାରିଖ:- ୨୮.୦୮.୨୦୨୬ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଅଗଷ୍ଟ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଜାତୀୟ କ୍ରୀଡ଼ା ଦିବସର ତା. ୨୮.୦୮.୨୦୨୬ ପ୍ରଥମ ଦିନକୁ ‘ଟ୍ରିବ୍ୟୁଟ୍’ ଭାବେ ପାଳନ କରଯାଇଅଛି l ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଶିବିରକୁ ଶୁଭ ଉଦଘାଟନ କରିଥିଲେ l ସମ୍ମାନୀତ ଅତିଥି ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବାଲାଜୀ ବିଶ୍ଵନାଥ, ସମେତ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶୀମତୀ ଯମୁନା ପ୍ରଧାନ, ଶାରୀରିକ ଶିକ୍ଷୟତ୍ରୀ ଶୀମତୀ ସନ୍ଧ୍ୟାରାଣୀ ଖେତି, PTI ଖେଳ ଇଣ୍ଡିଆ ଶ୍ରୀ ମହମ୍ମଦ କଳିମ ଉପସ୍ଥିତ ଥିଲେ l ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଖେଳ ଇଣ୍ଡିଆ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ ଖେଳରେ ଯୋଗଦେଇଥିଲେ l ଏହି ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ସମସ୍ତ ଅତିଥିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଳ ଅର୍ପଣ କରିଥିଲେ l ତାପରେ ମୁଖ୍ୟ ଅତିଥି ନିଜର ଅଭିଭାଷଣ ପ୍ରଦାନ କରିଥିଲେ l ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି, ଫିଟନେସ୍ ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନତା ସୃଷ୍ଟି ସହ ମେଜର ଧ୍ୟାନଚାନ୍ଦଙ୍କ କ୍ରୀଡ଼ା ପ୍ରତି ଅବଦାନକୁ ସ୍ମରଣ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତ ରଖିଥିଲେ l ସଭା ଶେଷରେ ସମସ୍ତେ କ୍ରୀଡା କୁ ଆପଣେଇ ସୁସ୍ଥ ଶାରୀରିକ ଓ ମାନସିକ ରଖିବା ପାଇଁ ଶପଥପାଠ କରିଥିଲେ l ସକାଳ ୭ଟାରୁ ସୋନପୁର ଗାନ୍ଧୀ ଷ୍ଟାଡିୟମରେ ଡିଜିଟାଲ୍ ଚ୍ୟାଲେଞ୍ଜ୍‌ରେ ଅଂଶଗ୍ରହଣକାରୀମାନେ ୨୯ ଥର ଯେକୌଣସି କ୍ରୀଡ଼ା ଯଥା—ହକି ଡ୍ରିବଲିଂ, ଫୁଟବଲ୍ କିକ୍, ବାସ୍କେଟବଲ୍ ଡ୍ରିବଲିଂ, ବ୍ୟାଡମିଣ୍ଟନ୍ ରାଲି, ଦଉଡ଼ି ଡିଆଁ (Skipping), ବଲ୍ ବାଉନ୍ସ କିମ୍ବା ଅନ୍ୟ କୌଣସି ଉପଯୁକ୍ତ କ୍ରୀଡ଼ା କାର୍ଯ୍ୟକଳାପ କରାଯାଇଥିଲା l ଏହି କ୍ରୀଡା ଦିବସ ପାଳନ ସଭାକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର ସଂଯୋଜନା ଓ ଆୟୋଜନ ମଧ୍ୟ କରିଥିଲେ l
    1
    ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। 
ତାରିଖ:- ୨୮.୦୮.୨୦୨୬
ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଅଗଷ୍ଟ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।
ଜାତୀୟ କ୍ରୀଡ଼ା ଦିବସର ତା. ୨୮.୦୮.୨୦୨୬ ପ୍ରଥମ ଦିନକୁ ‘ଟ୍ରିବ୍ୟୁଟ୍’ ଭାବେ ପାଳନ କରଯାଇଅଛି l ଏହି ଅବସରରେ   ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଶିବିରକୁ ଶୁଭ ଉଦଘାଟନ କରିଥିଲେ l 
ସମ୍ମାନୀତ ଅତିଥି ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବାଲାଜୀ ବିଶ୍ଵନାଥ, ସମେତ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶୀମତୀ ଯମୁନା ପ୍ରଧାନ, ଶାରୀରିକ ଶିକ୍ଷୟତ୍ରୀ ଶୀମତୀ ସନ୍ଧ୍ୟାରାଣୀ ଖେତି, PTI ଖେଳ ଇଣ୍ଡିଆ ଶ୍ରୀ ମହମ୍ମଦ କଳିମ ଉପସ୍ଥିତ ଥିଲେ l 
ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଖେଳ ଇଣ୍ଡିଆ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ ଖେଳରେ ଯୋଗଦେଇଥିଲେ l 
ଏହି ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ସମସ୍ତ ଅତିଥିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ  ଏବଂ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଳ ଅର୍ପଣ କରିଥିଲେ l  ତାପରେ 
ମୁଖ୍ୟ ଅତିଥି ନିଜର ଅଭିଭାଷଣ ପ୍ରଦାନ କରିଥିଲେ l  ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି, ଫିଟନେସ୍ ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନତା ସୃଷ୍ଟି ସହ ମେଜର ଧ୍ୟାନଚାନ୍ଦଙ୍କ କ୍ରୀଡ଼ା ପ୍ରତି ଅବଦାନକୁ ସ୍ମରଣ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତ ରଖିଥିଲେ l 
ସଭା ଶେଷରେ ସମସ୍ତେ କ୍ରୀଡା କୁ ଆପଣେଇ ସୁସ୍ଥ ଶାରୀରିକ ଓ ମାନସିକ ରଖିବା ପାଇଁ ଶପଥପାଠ କରିଥିଲେ l 
ସକାଳ ୭ଟାରୁ ସୋନପୁର ଗାନ୍ଧୀ ଷ୍ଟାଡିୟମରେ ଡିଜିଟାଲ୍ ଚ୍ୟାଲେଞ୍ଜ୍‌ରେ ଅଂଶଗ୍ରହଣକାରୀମାନେ ୨୯ ଥର ଯେକୌଣସି କ୍ରୀଡ଼ା   ଯଥା—ହକି ଡ୍ରିବଲିଂ, ଫୁଟବଲ୍ କିକ୍, ବାସ୍କେଟବଲ୍ ଡ୍ରିବଲିଂ, ବ୍ୟାଡମିଣ୍ଟନ୍ ରାଲି, ଦଉଡ଼ି ଡିଆଁ (Skipping), ବଲ୍ ବାଉନ୍ସ କିମ୍ବା ଅନ୍ୟ କୌଣସି ଉପଯୁକ୍ତ କ୍ରୀଡ଼ା କାର୍ଯ୍ୟକଳାପ କରାଯାଇଥିଲା l 
ଏହି କ୍ରୀଡା ଦିବସ ପାଳନ ସଭାକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ  ଚିତ୍ତରଞ୍ଜନ ମିଶ୍ର ସଂଯୋଜନା ଓ  ଆୟୋଜନ ମଧ୍ୟ କରିଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
  • ପରମ୍ପରା ରିତୀ ନିତୀ ଅନୁସାରେ କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଗ୍ରାମରେ ପାଳିଲେ ଭାଇ ଭଉଣୀଙ୍କ ବନ୍ଧନ...ରକ୍ଷାବନ୍ଧନ,
    4
    ପରମ୍ପରା ରିତୀ ନିତୀ ଅନୁସାରେ କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଗ୍ରାମରେ ପାଳିଲେ ଭାଇ ଭଉଣୀଙ୍କ ବନ୍ଧନ...ରକ୍ଷାବନ୍ଧନ,
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    12 hrs ago
  • ମେଗା ଲିଫ୍ଟ ଠିକାଦାରଙ୍କ ମନମାନି -ଝୁଲଣ ଯାତ୍ରା ପୂର୍ବରୁ ସୁବଳୟାର ରାସ୍ତା ଖୋଳିଦେଲେ - ତୁରନ୍ତ ମରାମତି ପାଇଁ ଦାବି ସୁବର୍ଣ୍ଣପୁର ଜିଲ୍ଲାରେ ଘରେ ଘରେ ପାନୀୟ ଜଳ ଯୋଗାଣ ପାଇଁ ଚାଲିଥିବା ମେଗା ଲିଫ୍ଟ ପ୍ରକଳ୍ପ କାମକୁ ନେଇ ପୁଣି ଅଭିଯୋଗ ସାମ୍ନାକୁ ଆସିଛି। ରାସ୍ତା ଖୋଳି ପାଇପ ବିଛାଇବା ପରେ ଠିକ୍ ସମୟରେ ମରାମତି ନ କରାଯିବାରୁ ବିଭିନ୍ନ ଅଞ୍ଚଳରେ ଯାତାୟାତ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଏବେ ସୁବଳୟାରେ ପ୍ରସିଦ୍ଧ ଝୁଲଣ ଯାତ୍ରା ପୂର୍ବରୁ ସହରର ବିଭିନ୍ନ ପଡ଼ା, ସାହି ଓ ମୁଖ୍ୟ ରାସ୍ତା ଖୋଳାଯିବାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଚିନ୍ତା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ସୁବର୍ଣ୍ଣପୁର ଜିଲ୍ଲାରେ ଘରେ ଘରେ ପାନୀୟ ଜଳ ପହଞ୍ଚାଇବା ଲକ୍ଷ୍ୟରେ ମେଗା ଲିଫ୍ଟ ପ୍ରକଳ୍ପର କାମ ଚାଲିଛି। ଏଥିପାଇଁ ନିୟୋଜିତ ଠିକାଦାର ବିଭିନ୍ନ ଗାଁ ଓ ସହରର ସାହିଗଳିରେ ପାଇପ ବିଛାଇବା ପାଇଁ ରାସ୍ତା ଖୋଳୁଛନ୍ତି। ତେବେ କାମ ପରେ ରାସ୍ତାଗୁଡ଼ିକୁ ତୁରନ୍ତ ପୂର୍ବାବସ୍ଥାକୁ ଫେରାଇ ନ ଆଣିବାରୁ ଅନେକ ସ୍ଥାନରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ୁଥିବା ଅଭିଯୋଗ ହୋଇଆସୁଛି। ବୀରମହାରାଜପୁର ବ୍ଲକର ବିଭିନ୍ନ ଗାଁରୁ ଏନେଇ ବାରମ୍ବାର ଅଭିଯୋଗ ଆସୁଥିବାବେଳେ ରାସ୍ତା ଖୋଳା ଯୋଗୁଁ ଯାତାୟାତରେ ବାଧା ସୃଷ୍ଟି ହେଉଥିବା ସହ ଛୋଟମୋଟ ଦୁର୍ଘଟଣା ଘଟୁଥିବା ମଧ୍ୟ ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ଆସନ୍ତାକାଲି ସୁବଳୟାରେ ପ୍ରସିଦ୍ଧ ଝୁଲଣ ଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଏଠାରେ ଲକ୍ଷାଧିକ ଦର୍ଶକ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏପରି ସମୟରେ ସହରର ବିଭିନ୍ନ ପଡ଼ା, ସାହି ଓ ମୁଖ୍ୟ ରାସ୍ତାର କଂକ୍ରିଟ ଅଂଶକୁ ପାଇପ ବିଛାଇବା ପାଇଁ ଖୋଳି ଛାଡ଼ି ଦିଆଯାଇଛି। ଝୁଲଣ ଯାତ୍ରା ପୂର୍ବରୁ ରାସ୍ତା ନ ଖୋଳିବା ପାଇଁ କିଛି ସଚେତନ ନାଗରିକ ଅନୁରୋଧ କରିଥିବା ସତ୍ତ୍ୱେ କାମ ଜାରି ରହିଥିବା ଅଭିଯୋଗ ହୋଇଛି। ଶୀଘ୍ର କାମ ସମାପ୍ତ କରି ରାସ୍ତା ମରାମତି କରାଯିବ ବୋଲି କୁହାଯାଇଥିଲେ ମଧ୍ୟ ବର୍ତ୍ତମାନ ଖୋଳା ରାସ୍ତାଗୁଡ଼ିକୁ ନେଇ ଜନସାଧାରଣଙ୍କ ଚିନ୍ତା ବଢ଼ିଛି। ରାସ୍ତା ଖୋଳା ରହିଲେ ଝୁଲଣ ଯାତ୍ରାରେ ମେଢ଼ ଯିବାରେ ସମସ୍ୟା ସୃଷ୍ଟି ହେବା ସହ ସଂକୀର୍ତ୍ତନ ଦଳଗୁଡ଼ିକର ଯାତାୟାତ ଓ ପରିବେଷଣରେ ବାଧା ଉପୁଜିପାରେ। ସେହିପରି ବିପୁଳ ଜନସମାଗମ ମଧ୍ୟରେ ଖୋଳା ରାସ୍ତା ଦୁର୍ଘଟଣାର ଆଶଙ୍କା ସୃଷ୍ଟି କରୁଥିବାରୁ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି।ତେଣୁ ଝୁଲଣ ଯାତ୍ରା ପୂର୍ବରୁ ଖୋଳା ରାସ୍ତାଗୁଡ଼ିକର ତୁରନ୍ତ ମରାମତି କରି ସୁରକ୍ଷିତ ଯାତାୟାତର ବ୍ୟବସ୍ଥା କରିବାକୁ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହେଉଛି।
    3
    ମେଗା ଲିଫ୍ଟ ଠିକାଦାରଙ୍କ ମନମାନି 
-ଝୁଲଣ ଯାତ୍ରା ପୂର୍ବରୁ ସୁବଳୟାର ରାସ୍ତା ଖୋଳିଦେଲେ
- ତୁରନ୍ତ ମରାମତି ପାଇଁ ଦାବି

ସୁବର୍ଣ୍ଣପୁର ଜିଲ୍ଲାରେ ଘରେ ଘରେ ପାନୀୟ ଜଳ ଯୋଗାଣ ପାଇଁ ଚାଲିଥିବା ମେଗା ଲିଫ୍ଟ ପ୍ରକଳ୍ପ କାମକୁ ନେଇ ପୁଣି ଅଭିଯୋଗ ସାମ୍ନାକୁ ଆସିଛି। ରାସ୍ତା ଖୋଳି ପାଇପ ବିଛାଇବା ପରେ ଠିକ୍ ସମୟରେ ମରାମତି ନ କରାଯିବାରୁ ବିଭିନ୍ନ ଅଞ୍ଚଳରେ ଯାତାୟାତ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଏବେ ସୁବଳୟାରେ ପ୍ରସିଦ୍ଧ ଝୁଲଣ ଯାତ୍ରା ପୂର୍ବରୁ ସହରର ବିଭିନ୍ନ ପଡ଼ା, ସାହି ଓ ମୁଖ୍ୟ ରାସ୍ତା ଖୋଳାଯିବାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଚିନ୍ତା ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ସୁବର୍ଣ୍ଣପୁର ଜିଲ୍ଲାରେ ଘରେ ଘରେ ପାନୀୟ ଜଳ ପହଞ୍ଚାଇବା ଲକ୍ଷ୍ୟରେ ମେଗା ଲିଫ୍ଟ ପ୍ରକଳ୍ପର କାମ ଚାଲିଛି। ଏଥିପାଇଁ ନିୟୋଜିତ ଠିକାଦାର ବିଭିନ୍ନ ଗାଁ ଓ ସହରର ସାହିଗଳିରେ ପାଇପ ବିଛାଇବା ପାଇଁ ରାସ୍ତା ଖୋଳୁଛନ୍ତି। ତେବେ କାମ ପରେ ରାସ୍ତାଗୁଡ଼ିକୁ ତୁରନ୍ତ ପୂର୍ବାବସ୍ଥାକୁ ଫେରାଇ ନ ଆଣିବାରୁ ଅନେକ ସ୍ଥାନରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ୁଥିବା ଅଭିଯୋଗ ହୋଇଆସୁଛି।
ବୀରମହାରାଜପୁର ବ୍ଲକର ବିଭିନ୍ନ ଗାଁରୁ ଏନେଇ ବାରମ୍ବାର ଅଭିଯୋଗ ଆସୁଥିବାବେଳେ ରାସ୍ତା ଖୋଳା ଯୋଗୁଁ ଯାତାୟାତରେ ବାଧା ସୃଷ୍ଟି ହେଉଥିବା ସହ ଛୋଟମୋଟ ଦୁର୍ଘଟଣା ଘଟୁଥିବା ମଧ୍ୟ ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।
ଆସନ୍ତାକାଲି ସୁବଳୟାରେ ପ୍ରସିଦ୍ଧ ଝୁଲଣ ଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଏଠାରେ ଲକ୍ଷାଧିକ ଦର୍ଶକ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏପରି ସମୟରେ ସହରର ବିଭିନ୍ନ ପଡ଼ା, ସାହି ଓ ମୁଖ୍ୟ ରାସ୍ତାର କଂକ୍ରିଟ ଅଂଶକୁ ପାଇପ ବିଛାଇବା ପାଇଁ ଖୋଳି ଛାଡ଼ି ଦିଆଯାଇଛି।
ଝୁଲଣ ଯାତ୍ରା ପୂର୍ବରୁ ରାସ୍ତା ନ ଖୋଳିବା ପାଇଁ କିଛି ସଚେତନ ନାଗରିକ ଅନୁରୋଧ କରିଥିବା ସତ୍ତ୍ୱେ କାମ ଜାରି ରହିଥିବା ଅଭିଯୋଗ ହୋଇଛି। ଶୀଘ୍ର କାମ ସମାପ୍ତ କରି ରାସ୍ତା ମରାମତି କରାଯିବ ବୋଲି କୁହାଯାଇଥିଲେ ମଧ୍ୟ ବର୍ତ୍ତମାନ ଖୋଳା ରାସ୍ତାଗୁଡ଼ିକୁ ନେଇ ଜନସାଧାରଣଙ୍କ ଚିନ୍ତା ବଢ଼ିଛି।
ରାସ୍ତା ଖୋଳା ରହିଲେ ଝୁଲଣ ଯାତ୍ରାରେ ମେଢ଼ ଯିବାରେ ସମସ୍ୟା ସୃଷ୍ଟି ହେବା ସହ ସଂକୀର୍ତ୍ତନ ଦଳଗୁଡ଼ିକର ଯାତାୟାତ ଓ ପରିବେଷଣରେ ବାଧା ଉପୁଜିପାରେ। ସେହିପରି ବିପୁଳ ଜନସମାଗମ ମଧ୍ୟରେ ଖୋଳା ରାସ୍ତା ଦୁର୍ଘଟଣାର ଆଶଙ୍କା ସୃଷ୍ଟି କରୁଥିବାରୁ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି।ତେଣୁ ଝୁଲଣ ଯାତ୍ରା ପୂର୍ବରୁ ଖୋଳା ରାସ୍ତାଗୁଡ଼ିକର ତୁରନ୍ତ ମରାମତି କରି ସୁରକ୍ଷିତ ଯାତାୟାତର ବ୍ୟବସ୍ଥା କରିବାକୁ ଜିଲ୍ଲା ପ୍ରଶାସନ ଓ ସମ୍ପୃକ୍ତ ବିଭାଗ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହେଉଛି।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    2 hrs ago
  • ଧାନ ବୋଝେଇ ଅଶୋକ ଲେଲ୍ୟାଣ୍ଡ ଆଇଚର ରାସ୍ତା ରେ ଛିଡା ହୋଇ ଥିବା ମାର୍ଶାଲ ଗାଡି ଉପରେ ଓଲଟିଲା, ଜଣ ଙ୍କ ଶୋଚନୀୟ ମୃତ୍ୟୁ। ଧାନ ବୋଝେଇ ଅଶୋକ ଲେଲ୍ୟାଣ୍ଡ ଆଇଚର ରାସ୍ତା ରେ ଛିଡା ହୋଇ ଥିବା ମାର୍ଶାଲ ଗାଡି ଉପରେ ଓଲଟିଲା, ଜଣ ଙ୍କ ଶୋଚନୀୟ ମୃତ୍ୟୁ।
    3
    ଧାନ ବୋଝେଇ ଅଶୋକ ଲେଲ୍ୟାଣ୍ଡ ଆଇଚର ରାସ୍ତା ରେ ଛିଡା ହୋଇ ଥିବା ମାର୍ଶାଲ ଗାଡି ଉପରେ ଓଲଟିଲା, ଜଣ ଙ୍କ ଶୋଚନୀୟ ମୃତ୍ୟୁ।
ଧାନ ବୋଝେଇ ଅଶୋକ ଲେଲ୍ୟାଣ୍ଡ ଆଇଚର ରାସ୍ତା ରେ ଛିଡା ହୋଇ ଥିବା ମାର୍ଶାଲ ଗାଡି ଉପରେ ଓଲଟିଲା, ଜଣ ଙ୍କ ଶୋଚନୀୟ ମୃତ୍ୟୁ।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    9 hrs ago
  • ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    1
    ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
  • ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l ଲଛିପୁର l ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ। #sonepur_odisha #SonepurNews #vairalpost #vairalvideo #highlight
    1
    ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l

ଲଛିପୁର l
ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ
ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ। #sonepur_odisha #SonepurNews #vairalpost #vairalvideo #highlight
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.