logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗୋପାଳପୁର ଗ୍ରାମରେ ଅଗ୍ନିକାଣ୍ଡରେ ୫ ବଖରା ଘର ଜଳି ପୋଡ଼ି ପାଉଁଶ ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ୍ ଦେଓଗାଁ ଗ୍ରାମ ପଞ୍ଚାୟତ ଗୋପାଳପୁର ଗ୍ରାମରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ଗୋପାଳପୁର ଗ୍ରାମରର ସମର ନାୟକ ଓ ତାଙ୍କ ସାନଭାଇ ସୁଧୀର ନାୟକଙ୍କ ୫ ବଖରା ଚାଳଛପର ଘର ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ଅପରାହ୍ନରେ ଘରେ ସମସ୍ତ ପରିବାରଙ୍କ ଉପସ୍ଥିତିବେଳେ ଘରେ ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଘରେ ନିଆଁ ଲାଗିଯାଇଥିଲା। ପ୍ରଥମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିବା ପାଇଁ ଚେଷ୍ଟା କରିଥିଲେ ପରେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡରେ ସମସ୍ତ ଆସବା ପତ୍ର ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜଳି ପୋଡ଼ି ପାଉଁଶ ହୋଇଯାଇଅଛି। ଅଗ୍ନିବିପନ୍ନ କୃଷି ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।

15 hrs ago
user_Amani Sahoo
Amani Sahoo
ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
15 hrs ago

ଗୋପାଳପୁର ଗ୍ରାମରେ ଅଗ୍ନିକାଣ୍ଡରେ ୫ ବଖରା ଘର ଜଳି ପୋଡ଼ି ପାଉଁଶ ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ୍ ଦେଓଗାଁ ଗ୍ରାମ ପଞ୍ଚାୟତ ଗୋପାଳପୁର ଗ୍ରାମରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ଗୋପାଳପୁର ଗ୍ରାମରର ସମର ନାୟକ ଓ ତାଙ୍କ ସାନଭାଇ ସୁଧୀର ନାୟକଙ୍କ ୫ ବଖରା ଚାଳଛପର ଘର ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ଅପରାହ୍ନରେ ଘରେ ସମସ୍ତ ପରିବାରଙ୍କ ଉପସ୍ଥିତିବେଳେ ଘରେ ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଘରେ ନିଆଁ ଲାଗିଯାଇଥିଲା। ପ୍ରଥମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିବା ପାଇଁ ଚେଷ୍ଟା କରିଥିଲେ ପରେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡରେ ସମସ୍ତ ଆସବା ପତ୍ର ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜଳି ପୋଡ଼ି ପାଉଁଶ ହୋଇଯାଇଅଛି। ଅଗ୍ନିବିପନ୍ନ କୃଷି ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।

More news from ଓଡ଼ିଶା and nearby areas
  • ଢେଙ୍କାନାଳ ସହର ଉପକଣ୍ଠରେ ବୁଲୁଚି ଦନ୍ତାହାତୀ | ଲୋକମାନେ ଭୟରେ ଘରୁ ବାହାରିବାକୁ ଭୟଭିତ ହୋଇପଡିଛନ୍ତି । ସଦର ରେଂଜଠାରୁ ମାତ୍ର ୫ କିମିରେ ଥିବା ଏହି ଅଞ୍ଚଳଟିରେ ବନ କର୍ମଚାରୀ ପହଞ୍ଚିପାରି ନାହାନ୍ତି। ବନ ବିଭାଗର ଏଭଳି ଦାୟିତ୍ବ ହୀନତାକୁ ନେଇ ଅଭିଯୋଗ ଆଣିଛନ୍ତି ଅଞ୍ଚଳବାସୀ । ଦୃଶ୍ୟଟି ଢେଙ୍କାନାଳ ପୋୖରପାଳିକା ଅନ୍ତର୍ଗତ ୮ ନମ୍ବର ୱାର୍ଡ ଗଜମରାର ବୋଲି ସୂଚନା ମିଳିଛି ।
    1
    ଢେଙ୍କାନାଳ ସହର ଉପକଣ୍ଠରେ ବୁଲୁଚି ଦନ୍ତାହାତୀ | ଲୋକମାନେ ଭୟରେ ଘରୁ ବାହାରିବାକୁ ଭୟଭିତ ହୋଇପଡିଛନ୍ତି ।  ସଦର ରେଂଜଠାରୁ ମାତ୍ର ୫ କିମିରେ ଥିବା ଏହି ଅଞ୍ଚଳଟିରେ ବନ କର୍ମଚାରୀ ପହଞ୍ଚିପାରି ନାହାନ୍ତି। ବନ ବିଭାଗର ଏଭଳି ଦାୟିତ୍ବ ହୀନତାକୁ ନେଇ ଅଭିଯୋଗ ଆଣିଛନ୍ତି  ଅଞ୍ଚଳବାସୀ । ଦୃଶ୍ୟଟି ଢେଙ୍କାନାଳ ପୋୖରପାଳିକା ଅନ୍ତର୍ଗତ ୮ ନମ୍ବର ୱାର୍ଡ ଗଜମରାର ବୋଲି ସୂଚନା ମିଳିଛି ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    41 min ago
  • ଢେଙ୍କାନାଳ ସଦର ବ୍ଲକ ଗହମ ଖୁଣ୍ଟିରେ ମାଗଣା ସ୍ଵସ୍ଥ ସେବାସିବିର ର କିଛି ଦୂଶ୍ୟ
    4
    ଢେଙ୍କାନାଳ ସଦର ବ୍ଲକ ଗହମ ଖୁଣ୍ଟିରେ ମାଗଣା ସ୍ଵସ୍ଥ ସେବାସିବିର ର କିଛି ଦୂଶ୍ୟ
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    52 min ago
  • ପ୍ରଥମ ଦିନରେ ଟିକେ ଡର ଲାଗୁଥିଲା ତଥାପି ଭଲ ହେଲା
    1
    ପ୍ରଥମ ଦିନରେ ଟିକେ ଡର ଲାଗୁଥିଲା ତଥାପି ଭଲ ହେଲା
    user_Tapasdas 6372788705
    Tapasdas 6372788705
    Gandia, Dhenkanal•
    6 hrs ago
  • କେହି ଜଣେ ବ୍ୟକ୍ତି ଖାନ୍ ନଗର ସ୍ଥିତ ମା ଦକ୍ଷିଣ କାଳୀ ଙ୍କ ମନ୍ଦିର ସମ୍ମୁଖ ରେ ବୁଲେଟ ରଖି ଯାଇଥିଲେ ହେଲେ କୌଣସି କାରଣ ବଶତଃ ବୁଲେଟ ଟିରେ ନିଆଁ ଲାଗି ଯାଇଥିଲା ଯାହାଫଳରେ ଚାହୁଁ ଚାହୁଁ ବୁଲେଟ ଟି ଜଳି ନଷ୍ଟ ହୋଇଯାଇଥିଲା।
    1
    କେହି ଜଣେ ବ୍ୟକ୍ତି ଖାନ୍ ନଗର ସ୍ଥିତ ମା ଦକ୍ଷିଣ  କାଳୀ ଙ୍କ ମନ୍ଦିର ସମ୍ମୁଖ ରେ ବୁଲେଟ ରଖି ଯାଇଥିଲେ ହେଲେ କୌଣସି କାରଣ ବଶତଃ ବୁଲେଟ ଟିରେ ନିଆଁ ଲାଗି ଯାଇଥିଲା ଯାହାଫଳରେ ଚାହୁଁ ଚାହୁଁ ବୁଲେଟ ଟି ଜଳି ନଷ୍ଟ ହୋଇଯାଇଥିଲା।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
  • ଏ ସିନେମା ଓଡ଼ିଆଙ୍କ ଗର୍ବ | କାହାଣୀ ଆମ ଓଡ଼ିଆଙ୍କ ପରମ୍ପରା ଉପରେ ଆଧାରିତ | ଏ ସିନେମାକୁ ଆମେ ସମସ୍ତେ ଦେଖିବା ଆଉ କହିବା ଆମେ ଓଡ଼ିଆ ଭାରି ବଢ଼ିଆ.. ଭୁବନେଶ୍ୱର, ଓଡ଼ିଶା #bhubaneswar #odisha
    1
    ଏ ସିନେମା ଓଡ଼ିଆଙ୍କ ଗର୍ବ | କାହାଣୀ ଆମ ଓଡ଼ିଆଙ୍କ ପରମ୍ପରା ଉପରେ ଆଧାରିତ | ଏ ସିନେମାକୁ ଆମେ ସମସ୍ତେ ଦେଖିବା ଆଉ କହିବା ଆମେ ଓଡ଼ିଆ ଭାରି ବଢ଼ିଆ..
ଭୁବନେଶ୍ୱର, ଓଡ଼ିଶା 
#bhubaneswar #odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • କଟକ ମଧୁପାଟଣା ଛକରେ ରାସ୍ତା ମଝିରେ ବସ୍ ରଖି ଲୋକ ଚଢାଇବା ପଡ଼ିଲା ମହଙ୍ଗା। ଦିନକୁ ଦିନ ବଢ଼ିବାରେ ଲାଗିଛି ବସ୍ ବାଲାଙ୍କ ଗୁଣ୍ଡଗର୍ଦୀ ଯୋଉଠି ଇଚ୍ଛା ରାସ୍ତା ମଝିରେ ବସ୍ ଅଟକାଇଲେ ଲୋକ ଚଢ଼ାଇଲେ। ବିଗତ ଦିନରେ ଏଇଥିପାଇଁ ଦୁଇ ଜଣ ନିରୀହ ଲୋକଙ୍କର ଜୀବନ ଯାଇଛି ଏହି ବସ୍ ଵାଲାଙ୍କ ପାଇଁ। ସେଥିପାଇଁ ଆଜି କଟକ ମଧୁପାଟଣା ଛକ ନିକଟରେ ରାସ୍ତା ଉପରେ ବସ୍ ରଖି ଲୋକ ଉଠାଉଥିବା ବେଳେ ଧରିନେଲେ ଟ୍ରାଫିକ ବାବୁ।
    1
    କଟକ ମଧୁପାଟଣା ଛକରେ ରାସ୍ତା ମଝିରେ ବସ୍ ରଖି ଲୋକ ଚଢାଇବା ପଡ଼ିଲା ମହଙ୍ଗା। ଦିନକୁ ଦିନ ବଢ଼ିବାରେ ଲାଗିଛି ବସ୍ ବାଲାଙ୍କ ଗୁଣ୍ଡଗର୍ଦୀ ଯୋଉଠି ଇଚ୍ଛା ରାସ୍ତା ମଝିରେ ବସ୍ ଅଟକାଇଲେ ଲୋକ ଚଢ଼ାଇଲେ। ବିଗତ ଦିନରେ ଏଇଥିପାଇଁ ଦୁଇ ଜଣ ନିରୀହ ଲୋକଙ୍କର ଜୀବନ ଯାଇଛି ଏହି ବସ୍ ଵାଲାଙ୍କ ପାଇଁ। ସେଥିପାଇଁ ଆଜି କଟକ ମଧୁପାଟଣା ଛକ ନିକଟରେ ରାସ୍ତା ଉପରେ ବସ୍ ରଖି ଲୋକ ଉଠାଉଥିବା ବେଳେ ଧରିନେଲେ ଟ୍ରାଫିକ ବାବୁ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    4 hrs ago
  • କାଳିଆପାଣିରେ ମାର୍କେଟ କମ୍ପ୍ଲେକ୍ସ ଭଙ୍ଗା: ସ୍ଥାନୀୟ ମହଲ ରେ ଚର୍ଚ୍ଚା ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଗ୍ରାମ ପଞ୍ଚାୟତ ନିକଟରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସକୁ ଶୁକ୍ରବାର ଦିନ ପ୍ରଶାସନ ପକ୍ଷରୁ ଭଙ୍ଗାଯାଇଥିବା ଦେଖିବାକୁ ମିଳିଛି। ଘଟଣାଟି ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଓ ଆଲୋଚନା ବଢ଼ିଛି। ଏହି କମ୍ପ୍ଲେକ୍ସ ଦ୍ୱାରା ଅନେକ ଛୋଟ ବ୍ୟବସାୟୀ ଓ ଯୁବକ ରୋଜଗାର ସୁଯୋଗ ପାଉଥିଲେ ବୋଲି କୁହାଯାଉଛି। ତେଣୁ ଏହାର ଭଙ୍ଗା କାର୍ଯ୍ୟବାହୀ ସ୍ଥାନୀୟ ମହଳରେ ପ୍ରଭାବ ପକାଇଛି। ଅନ୍ୟପଟେ, ପ୍ରଶାସନ ପକ୍ଷରୁ କାନୁନ ପ୍ରକ୍ରିୟା ଅନୁସାରେ ପଦକ୍ଷେପ ନିଆଯାଇଥିବା ଦାବି କରାଯାଉଛି। ସମସ୍ତ ପ୍ରସଙ୍ଗର ସଠିକ ତଥ୍ୟ ସ୍ପଷ୍ଟ ହେବା ଏବଂ ଆଇନ ଅନୁସାରେ ନିଷ୍ପକ୍ଷ ତଦନ୍ତ ହେବାକୁ ସାଧାରଣ ଲୋକ ଆଶା କରୁଛନ୍ତି। ଲୋକତନ୍ତ୍ରରେ ପାରଦର୍ଶିତା ଓ ନ୍ୟାୟ ପ୍ରତ୍ୟେକ ନିଷ୍ପତ୍ତିର ମୂଳ ଆଧାର ହେବା ଉଚିତ। ଆଗାମୀ ଦିନରେ ଏହି ଘଟଣା କେମିତି ଦିଗନିର୍ଦ୍ଦେଶ ନେବ, ସେଥିପାଇଁ ସମସ୍ତଙ୍କ ନଜର ରହିଛି। #kaliapani #Sukinda #JajpurOdisha #LocalNews #PublicConcern #RuleOfLaw #transparency #rajendra #kaliapaniUpdate #highlight
    2
    କାଳିଆପାଣିରେ ମାର୍କେଟ କମ୍ପ୍ଲେକ୍ସ ଭଙ୍ଗା: ସ୍ଥାନୀୟ ମହଲ ରେ ଚର୍ଚ୍ଚା
ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଗ୍ରାମ ପଞ୍ଚାୟତ ନିକଟରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସକୁ ଶୁକ୍ରବାର ଦିନ ପ୍ରଶାସନ ପକ୍ଷରୁ ଭଙ୍ଗାଯାଇଥିବା ଦେଖିବାକୁ ମିଳିଛି।
ଘଟଣାଟି ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଓ ଆଲୋଚନା ବଢ଼ିଛି। ଏହି କମ୍ପ୍ଲେକ୍ସ ଦ୍ୱାରା ଅନେକ ଛୋଟ ବ୍ୟବସାୟୀ ଓ ଯୁବକ ରୋଜଗାର ସୁଯୋଗ ପାଉଥିଲେ ବୋଲି କୁହାଯାଉଛି। ତେଣୁ ଏହାର ଭଙ୍ଗା କାର୍ଯ୍ୟବାହୀ ସ୍ଥାନୀୟ ମହଳରେ ପ୍ରଭାବ ପକାଇଛି।
ଅନ୍ୟପଟେ, ପ୍ରଶାସନ ପକ୍ଷରୁ କାନୁନ ପ୍ରକ୍ରିୟା ଅନୁସାରେ ପଦକ୍ଷେପ ନିଆଯାଇଥିବା ଦାବି କରାଯାଉଛି। ସମସ୍ତ ପ୍ରସଙ୍ଗର ସଠିକ ତଥ୍ୟ ସ୍ପଷ୍ଟ ହେବା ଏବଂ ଆଇନ ଅନୁସାରେ ନିଷ୍ପକ୍ଷ ତଦନ୍ତ ହେବାକୁ ସାଧାରଣ ଲୋକ ଆଶା କରୁଛନ୍ତି।
ଲୋକତନ୍ତ୍ରରେ ପାରଦର୍ଶିତା ଓ ନ୍ୟାୟ ପ୍ରତ୍ୟେକ ନିଷ୍ପତ୍ତିର ମୂଳ ଆଧାର ହେବା ଉଚିତ। ଆଗାମୀ ଦିନରେ ଏହି ଘଟଣା କେମିତି ଦିଗନିର୍ଦ୍ଦେଶ ନେବ, ସେଥିପାଇଁ ସମସ୍ତଙ୍କ ନଜର ରହିଛି।
#kaliapani #Sukinda #JajpurOdisha #LocalNews #PublicConcern #RuleOfLaw #transparency  #rajendra #kaliapaniUpdate #highlight
    user_RAJENDRA MAHANTA
    RAJENDRA MAHANTA
    କାଳିଆପାଣି, ଯାଜପୁର, ଓଡ଼ିଶା•
    2 hrs ago
  • ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ୍ ଦେଓଗାଁ ଗ୍ରାମ ପଞ୍ଚାୟତ ଗୋପାଳପୁର ଗ୍ରାମରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ଗୋପାଳପୁର ଗ୍ରାମରର ସମର ନାୟକ ଓ ତାଙ୍କ ସାନଭାଇ ସୁଧୀର ନାୟକଙ୍କ ୫ ବଖରା ଚାଳଛପର ଘର ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ଅପରାହ୍ନରେ ଘରେ ସମସ୍ତ ପରିବାରଙ୍କ ଉପସ୍ଥିତିବେଳେ ଘରେ ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଘରେ ନିଆଁ ଲାଗିଯାଇଥିଲା। ପ୍ରଥମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିବା ପାଇଁ ଚେଷ୍ଟା କରିଥିଲେ ପରେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡରେ ସମସ୍ତ ଆସବା ପତ୍ର ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜଳି ପୋଡ଼ି ପାଉଁଶ ହୋଇଯାଇଅଛି। ଅଗ୍ନିବିପନ୍ନ କୃଷି ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।
    1
    ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ୍ ଦେଓଗାଁ ଗ୍ରାମ ପଞ୍ଚାୟତ ଗୋପାଳପୁର ଗ୍ରାମରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ଗୋପାଳପୁର ଗ୍ରାମରର ସମର ନାୟକ ଓ ତାଙ୍କ ସାନଭାଇ ସୁଧୀର ନାୟକଙ୍କ ୫ ବଖରା ଚାଳଛପର ଘର ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଅନୁଯାୟୀ ଅପରାହ୍ନରେ ଘରେ ସମସ୍ତ ପରିବାରଙ୍କ ଉପସ୍ଥିତିବେଳେ ଘରେ ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଘରେ ନିଆଁ ଲାଗିଯାଇଥିଲା। ପ୍ରଥମେ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିବା ପାଇଁ ଚେଷ୍ଟା କରିଥିଲେ ପରେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଅଗ୍ନିକାଣ୍ଡରେ ସମସ୍ତ ଆସବା ପତ୍ର ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜଳି ପୋଡ଼ି ପାଉଁଶ ହୋଇଯାଇଅଛି। ଅଗ୍ନିବିପନ୍ନ କୃଷି ପରିବାରକୁ ତୁରନ୍ତ ସରକାରୀ ସହାୟତା ସହ ପକ୍କାଘର ଯୋଗାଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.