logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

Significant cultural rise in 2025, India.

2 hrs ago
user_User5115 Susanta Kumar Pattnaik
User5115 Susanta Kumar Pattnaik
Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
2 hrs ago

Significant cultural rise in 2025, India.

More news from ଓଡ଼ିଶା and nearby areas
  • 35 ଲକ୍ଷ୍ୟ ଗାଡ଼ିରୁ 1300 କୋଟି ଜୋରିମନା ଆଦାୟ କରିବା ବନ୍ଦ କରି ରଦ୍ଦ କର:ନବ ନିର୍ମାଣ ଯୁବ ସଂଗଠନ
    1
    35 ଲକ୍ଷ୍ୟ ଗାଡ଼ିରୁ 1300 କୋଟି ଜୋରିମନା ଆଦାୟ କରିବା ବନ୍ଦ କରି ରଦ୍ଦ କର:ନବ ନିର୍ମାଣ ଯୁବ ସଂଗଠନ
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • ଭକ୍ତକବି ମଧୁସୂଦନ ରାଓଙ୍କ ବର୍ଣ୍ଣବୋଧ ଆମପାଇଁ ଏକ ଅମୂଲ୍ୟ ଗ୍ରନ୍ଥ। (ଡ଼ଃ ମନୋଜ କୁମାର ବଳିଆରସିଂ)ପୁରୀ,ଟିକିତାରା ଶିଶୁ କିଶୋର ଷାଣ୍ମାସିକ ପତ୍ରିକାର ବାର୍ଷିକ ଉତ୍ସବ ଏବଂ ଭକ୍ତକବି ମଧୁସୂଦନ ରାଓଙ୍କ ପୁଣ୍ୟ ତିଥି ସ୍ଥାନୀୟ ଭକ୍ତ ସାଲବେଗ ସଭାଗୃହରେ ସୁଶ୍ରୀ କ୍ରିଷ୍ଣା ମହାପାତ୍ରଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ଓଡ଼ିଶାର ପ୍ରଥମ ନିର୍ଦ୍ଦେଶକ ଡକ୍ଟର କୈଳାସ ଚନ୍ଦ୍ର ଟିକାୟତରାୟ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ଶ୍ରୀଯୁକ୍ତ ଚକ୍ରଧର ମହାପାତ୍ର, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଏସ ପି ବିଶ୍ୱପ୍ରକାଶ ପଟ୍ଟନାୟକ, ଡକ୍ଟର ହେମନ୍ତ କୁମାର ଛୋଟରାୟ, ଶ୍ରୀମତୀ ବିଜୟଲକ୍ଷ୍ମୀ ଦାଶ ମିଶ୍ର ଏବଂ ଶ୍ରୀମତୀ ରେଣୁକା ମିଶ୍ର ଯୋଗଦେଇ ଶିଶୁ କିଶୋର ସାହିତ୍ୟ ସୃଷ୍ଟିରେ ବର୍ଣ୍ଣବୋଧର ଭୂମିକା ବିଷୟରେ ଆଲୋକପାତ କରିବା ସହ ଟିକିତାରା ପକ୍ଷରୁ ପିଲାମାନଙ୍କୁ ଉତ୍ସାହିତ କରିବାକୁ ବିଦ୍ୟାଳୟ ମାନଙ୍କରେ ଯେଉଁ କାର୍ଯ୍ୟକ୍ରମ କରାଯାଇଛି ସେଥିପାଇଁ ସମ୍ପାଦକଙ୍କୁ ଧନ୍ୟବାଦ ଓ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ସୁଲଭ ପ୍ରକାଶନୀ ପୁରୀଙ୍କ ଦ୍ୱାରା ପ୍ରକାଶିତ ବିପିନ ବିହାରୀ ଦଳାଇଙ୍କ ସଂପାଦିତ ଶିଶୁ କିଶୋର ଗଳ୍ପ ସଂକଳନ ଏବଂ ଶିଶୁ କିଶୋର କବିତା ସଙ୍କଳନ ଉନ୍ମୋଚିତ ହୋଇଥିଲା। ପ୍ରତିବର୍ଷ ପରି ଚଳିତବର୍ଷ ଶିକ୍ଷାଦାନ ସହିତ ସମାଜସେବା କ୍ଷେତ୍ର ରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀଯୁକ୍ତ ଅଜୟ କୁମାର ବଳିଆର ସିଂହ, ଉର୍ବଶିନୀ ନାୟକ, ଶ୍ରୀଯୁକ୍ତ ଯୋଗେଶ୍ଵର ନାୟକ, ଶ୍ରୀଯୁକ୍ତ ସହଦେଵ ସାହୁ, ଶ୍ରୀମତୀ ସସ୍ମିତା ଜେନା, ଶ୍ରୀଯୁକ୍ତ ରାଜକିଶୋର ସାହୁ, ଶ୍ରୀମତୀ ଲୋପାମୁଦ୍ରା କର, ଶ୍ରୀମତୀ ଗୋଲ୍ଡି ଭଞ୍ଜଙ୍କୁ ଟିକିତାରା ସମ୍ମାନ ୨୦୨୫ରେ ସମ୍ମାନିତ କରାଯାଇଥିଲା। ଏହି ଉତ୍ସବରେ ଅନନ୍ତ ପ୍ରଧାନ, ସତ୍ୟଭାମା ନାୟକ, ଅଜୟ ପଣ୍ଡା, ସୁବାସ ଚନ୍ଦ୍ର ପରିଡ଼ା, ଭାରତୀ ଭୂଷଣ ଦାସ, ଜାନକୀ ବଲ୍ଲଭ ଦାଶ, ସୁନନ୍ଦା ଦାଶ, ପ୍ରତିଭା ଦାଶ, ପର୍ବାଣୀ ଦାସ ପ୍ରମୁଖ ଯୋଗଦେଇ ସ୍ବରଚିତ କବିତା ପାଠ କରିଥିଲେ। ଶେଷରେ ସମ୍ପାଦକ ବିପିନ ବିହାରୀ ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।
    4
    ଭକ୍ତକବି ମଧୁସୂଦନ ରାଓଙ୍କ ବର୍ଣ୍ଣବୋଧ ଆମପାଇଁ ଏକ ଅମୂଲ୍ୟ ଗ୍ରନ୍ଥ।
(ଡ଼ଃ ମନୋଜ କୁମାର ବଳିଆରସିଂ)ପୁରୀ,ଟିକିତାରା ଶିଶୁ କିଶୋର ଷାଣ୍ମାସିକ ପତ୍ରିକାର ବାର୍ଷିକ ଉତ୍ସବ ଏବଂ ଭକ୍ତକବି ମଧୁସୂଦନ ରାଓଙ୍କ ପୁଣ୍ୟ ତିଥି ସ୍ଥାନୀୟ ଭକ୍ତ ସାଲବେଗ ସଭାଗୃହରେ ସୁଶ୍ରୀ କ୍ରିଷ୍ଣା ମହାପାତ୍ରଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ଓଡ଼ିଶାର ପ୍ରଥମ ନିର୍ଦ୍ଦେଶକ ଡକ୍ଟର କୈଳାସ ଚନ୍ଦ୍ର ଟିକାୟତରାୟ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ଶ୍ରୀଯୁକ୍ତ ଚକ୍ରଧର ମହାପାତ୍ର, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଏସ ପି ବିଶ୍ୱପ୍ରକାଶ ପଟ୍ଟନାୟକ, ଡକ୍ଟର ହେମନ୍ତ କୁମାର ଛୋଟରାୟ, ଶ୍ରୀମତୀ ବିଜୟଲକ୍ଷ୍ମୀ ଦାଶ ମିଶ୍ର ଏବଂ ଶ୍ରୀମତୀ ରେଣୁକା ମିଶ୍ର ଯୋଗଦେଇ ଶିଶୁ କିଶୋର ସାହିତ୍ୟ ସୃଷ୍ଟିରେ ବର୍ଣ୍ଣବୋଧର ଭୂମିକା ବିଷୟରେ ଆଲୋକପାତ କରିବା ସହ ଟିକିତାରା ପକ୍ଷରୁ ପିଲାମାନଙ୍କୁ ଉତ୍ସାହିତ କରିବାକୁ ବିଦ୍ୟାଳୟ ମାନଙ୍କରେ ଯେଉଁ କାର୍ଯ୍ୟକ୍ରମ କରାଯାଇଛି ସେଥିପାଇଁ ସମ୍ପାଦକଙ୍କୁ ଧନ୍ୟବାଦ ଓ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ସୁଲଭ ପ୍ରକାଶନୀ ପୁରୀଙ୍କ ଦ୍ୱାରା ପ୍ରକାଶିତ ବିପିନ ବିହାରୀ ଦଳାଇଙ୍କ ସଂପାଦିତ ଶିଶୁ କିଶୋର ଗଳ୍ପ ସଂକଳନ ଏବଂ ଶିଶୁ କିଶୋର କବିତା ସଙ୍କଳନ ଉନ୍ମୋଚିତ ହୋଇଥିଲା। ପ୍ରତିବର୍ଷ ପରି ଚଳିତବର୍ଷ ଶିକ୍ଷାଦାନ ସହିତ ସମାଜସେବା କ୍ଷେତ୍ର ରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀଯୁକ୍ତ ଅଜୟ କୁମାର ବଳିଆର ସିଂହ, ଉର୍ବଶିନୀ ନାୟକ, ଶ୍ରୀଯୁକ୍ତ ଯୋଗେଶ୍ଵର ନାୟକ, ଶ୍ରୀଯୁକ୍ତ ସହଦେଵ ସାହୁ, ଶ୍ରୀମତୀ ସସ୍ମିତା ଜେନା, ଶ୍ରୀଯୁକ୍ତ ରାଜକିଶୋର ସାହୁ, ଶ୍ରୀମତୀ ଲୋପାମୁଦ୍ରା କର, ଶ୍ରୀମତୀ ଗୋଲ୍ଡି ଭଞ୍ଜଙ୍କୁ ଟିକିତାରା ସମ୍ମାନ ୨୦୨୫ରେ ସମ୍ମାନିତ କରାଯାଇଥିଲା। ଏହି ଉତ୍ସବରେ ଅନନ୍ତ ପ୍ରଧାନ, ସତ୍ୟଭାମା ନାୟକ, ଅଜୟ ପଣ୍ଡା, ସୁବାସ ଚନ୍ଦ୍ର ପରିଡ଼ା, ଭାରତୀ ଭୂଷଣ ଦାସ, ଜାନକୀ ବଲ୍ଲଭ ଦାଶ, ସୁନନ୍ଦା ଦାଶ, ପ୍ରତିଭା ଦାଶ, ପର୍ବାଣୀ ଦାସ ପ୍ରମୁଖ ଯୋଗଦେଇ ସ୍ବରଚିତ କବିତା ପାଠ କରିଥିଲେ। ଶେଷରେ ସମ୍ପାଦକ ବିପିନ ବିହାରୀ ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    1 hr ago
  • କେନ୍ଦ୍ରାପଡ଼ା ଜିଲା କଳାବୁଦା ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର, ଵେବସାୟୀ ସୁବାଷ ମଲିକ ଙ୍କୁ ପୋଡି ମାରିଦେବା ଘଟଣା ରେ, ପୋଲିସ ର ସନ୍ଧାନୀ କୁକୁର ସାହାଯ୍ୟ ରେ ଛାନଭିନ୍ ଆରମ୍ଭ..!
    1
    କେନ୍ଦ୍ରାପଡ଼ା ଜିଲା କଳାବୁଦା ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର, ଵେବସାୟୀ ସୁବାଷ ମଲିକ ଙ୍କୁ ପୋଡି ମାରିଦେବା ଘଟଣା ରେ, ପୋଲିସ ର ସନ୍ଧାନୀ କୁକୁର ସାହାଯ୍ୟ ରେ ଛାନଭିନ୍ ଆରମ୍ଭ..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    35 min ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    କୋଡ଼ାଳା, ଗଞ୍ଜାମ, ଓଡ଼ିଶା•
    20 hrs ago
  • ଟିକିରାପଡା
    1
    ଟିକିରାପଡା
    user_ଟଙ୍କଧର .ମେହେର
    ଟଙ୍କଧର .ମେହେର
    Video Creator କୋଲିୟରୀ, ଅନୁଗୁଳ, ଓଡ଼ିଶା•
    6 hrs ago
  • ସମୟ ରେ ସମସ୍ତେ ନିଜର,, ଅସୁବିଧା ପଡ଼ିଲେ କିଏ କାହାର ?
    1
    ସମୟ ରେ ସମସ୍ତେ ନିଜର,, ଅସୁବିଧା ପଡ଼ିଲେ କିଏ କାହାର ?
    user_User9947
    User9947
    Social worker ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    22 hrs ago
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • ଜେପି ଭାତରେ ମାରୁଚି ଓ ହାତରେ ଆମ ଆଦମୀ ନେତା ଶାହରୁଖକୁ ମାରିଚି:ଆମ ଆଦମୀ ପାର୍ଟି
    1
    ଜେପି ଭାତରେ ମାରୁଚି ଓ ହାତରେ ଆମ ଆଦମୀ ନେତା ଶାହରୁଖକୁ ମାରିଚି:ଆମ ଆଦମୀ ପାର୍ଟି
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • ଚାଖି ଖୁଣ୍ଟିଆ ଙ୍କ ୨୦୪ ତମ ଜୟନ୍ତୀ ପାଳିତ। (ଡ଼ଃ ମନୋଜ କୁମାର ବଳିଆରସିଂ)ପୁରୀ ୩୦/୧୨ ଦେଶର ସୁରକ୍ଷା ଓ ଗୌରବ ପାଇଁ ବିପ୍ଲବୀ ଚାଖି ଖୁଣ୍ଟିଆ ବା ଚନ୍ଦନ ହଜୁରୀଙ୍କର ଅବଦାନ ଅତୁଳନୀୟ।ସେ ଏପରି ଜଣେ ବୀର ଯିଏ ଦେଶ ମାତୃକାର ସେବା ସହ ମହାପ୍ରଭୁଙ୍କ ସେବା ରେ ମଧ୍ୟ ସମର୍ପିତ ଥିଲେ ବୋଲି କହିଛନ୍ତି ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା। ଆଜି ପୂର୍ବାହ୍ନରେ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଚାଖି ଖୁଣ୍ଟିଆ ସ୍ମୃତି ସମିତି ର ମିଳିତ ସହଯୋଗରେ ଚାଖି ଖୁଣ୍ଟିଆଙ୍କର ୨୦୪ ତମ ଜୟନ୍ତୀ ପାଳିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୌର ନିର୍ବାହୀ ଅଧିକାରୀ ଶ୍ରୀ ବେହେରା ମହାପୁରୁଷ ମାନଙ୍କର ସେବା ତ୍ୟାଗ ଓ ବଳିଦାନ ସମ୍ପର୍କରେ ଆଗାମୀ ପିଢ଼ି କୁ ଅବଗତ କରାଯିବା ଉଚିତ ବୋଲି କହିଥିଲେ।ଅନ୍ୟତମ ଅତିଥି ଭାବେ ପିକେଡିଏ ସଚିବ ଦିଲ୍ଲୀପ କୁମାର ମହାରଣା ଚାଖି ଖୁଣ୍ଟିଆ ଙ୍କ ତ୍ୟାଗ ଓ ବୀରତ୍ବର କଥା କାଳ କାଳକୁ ପ୍ରତିଟି ଓଡ଼ିଆ ଙ୍କୁ ଉଦବୁଦ୍ଧ କରିବ ବୋଲି କହିବା ସହ ଆମ ମହାନ ପରମ୍ପରା ଓ ଗୌରବ କୁ ଆଗକୁ ନେବାକୁ ଶପଥ ନେବାକୁ ମତ ଦେଇଥିଲେ।ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ପ୍ରଫେସର ଅସିତ କୁମାର ମହାନ୍ତି ଚାଖି ଖୁଣ୍ଟିଆ ଙ୍କ ଜନ୍ମ, ନାମର ସାର୍ଥକତା, କର୍ମ,ସଂଗ୍ରାମ, ଦେଶପ୍ରେମ, ଆଧ୍ୟାତ୍ମିକତା, ଚାଖି ଙ୍କ ଦ୍ୱାରା ରଚିତ ଜଗନ୍ନାଥ ଜଣାଣ ଭଜନ ସମ୍ପର୍କରେ ବିଷଦ ଆଲୋକପାତ କରିଥିଲେ।ଚାଖି ଖୁଣ୍ଟିଆ ଓ ଜୟୀ ରାଜଗୁରୁ ଙ୍କ ପରି ପ୍ରଥମ ଓ ପ୍ରଧାନ ସଂଗ୍ରାମୀ ମାନଙ୍କ ସମ୍ପର୍କରେ ଅଧିକ ପ୍ରାମାଣିକ ତଥ୍ୟ ଆଧାରିତ ଗବେଷଣା ଜରୁରୀ ବୋଲି ସେ କହିବା ସହ ଯୁବ ପିଢି ଏହା ଉପରେ ଅଧିକ ମନୋନିବେଶ ପାଇଁ ପରାମର୍ଶ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ଚାଖି ଙ୍କ ଦାୟାଦ ହଜୁରୀ ନୀଳକଣ୍ଠ ଖୁଣ୍ଟିଆ, ସ୍ମୃତି ସମିତିର କାର୍ଯ୍ୟକାରୀ ସଭାପତି ତଥା ଉତ୍ସବ ର ସଭାପତି ମାୟାଧର ମହାରଣା ଚାଖି ଙ୍କ ଜୀବନୀ ଓ କାର୍ଯ୍ୟ ଧାରା ସମ୍ପର୍କରେ ଆଲୋଚନା କରି ତାଙ୍କ ପରି ଦୁର୍ଦ୍ଦଶ ସଂଗ୍ରାମୀ ପୁରୀ ମାଟିରେ ଜନ୍ମ ନେବା ଅତ୍ୟନ୍ତ ଗୌରବର କଥା।ତାଙ୍କରି ଭଳି ସାହସୀ ଓ ଦେଶ ପ୍ରେମୀ ହେବାକୁ ସେମାନେ ଅନୁରୋଧ କରିଥିଲେ। ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ମଞ୍ଚ ପରିଚାଳନା କରିବା ସହ ସମସ୍ତଙ୍କୁ ସ୍ବାଗତ, ଅତିଥି ପରିଚୟ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଚାଖି ଖୁଣ୍ଟିଆ ସ୍ମୃତି ସମିତି ସମ୍ପାଦକ ଧୃବ ଚରଣ କର ସମସ୍ତଙ୍କୁ ସ୍ୱାଗତ କରିଥିଲେ।ଉଲ୍ଲେଖନୀୟ ଅବଦାନ ପାଇଁ ଭଗବାନ ସୁଆର ଓ ଫକୀର ପଣ୍ଡାଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ।ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତାର କୃତି ପ୍ରତଯୋଗୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।ସେହିପରି ଗଙ୍ଗାଧର ହାଇସ୍କୁଲ ର ଏନସିସି ଓ ଘୋଡ଼ା ବଜାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଗାଇଡ ଟିମକୁ ଶୃଙ୍ଖଳା ରକ୍ଷା ପାଇଁ ପୁରସ୍କୃତ କରାଯାଇଥିଲା।ଶ୍ରୀପର୍ଣ୍ଣା କଳା ପରିଷଦ ସ୍ୱାଗତ ସଂଗୀତ ଓ ଚାଖି ଙ୍କ ରଚିତ ଭଜନ ପରିବେଷଣ କରିଥିଲେ।ଶେଷରେ ଅନାମ ଚନ୍ଦ୍ର ସାହୁ ,ଶିବ ସୁନ୍ଦର ମିଶ୍ର ଓ କ୍ରିଷ୍ଣା ମହାପାତ୍ର ଙ୍କ ସଂଯୋଜନା ରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟୁଷରୁ ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ ଙ୍କ କାର୍ଯ୍ୟାଳୟ ଠାରେ ଚାଖି ଖୁଣ୍ଟିଆ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା।ଉପରୋକ୍ତ ଅତିଥି ମାନଙ୍କ ସହ କୃଷ୍ଣଚନ୍ଦ୍ର ମିଶ୍ର, ଗଣେଶ୍ବର ପ୍ରହରାଜ, ସୁକାନ୍ତ ପଣ୍ଡା, ଅଖିଳ କୁମାର ଦଳାଇ, ବିଜୟ ଦାସ,ଅନାମ ଚରଣ ସାହୁ, ଶିବ ସୁନ୍ଦର ମିଶ୍ର, ସୂର୍ଯ୍ୟ ନାରାୟଣ ମିଶ୍ର,ବିଭୁଦାନନ୍ଦ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ମାଲ୍ୟାର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ।ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ଯୋଗ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।
    4
    ଚାଖି ଖୁଣ୍ଟିଆ ଙ୍କ ୨୦୪ ତମ ଜୟନ୍ତୀ ପାଳିତ।
(ଡ଼ଃ ମନୋଜ କୁମାର ବଳିଆରସିଂ)ପୁରୀ ୩୦/୧୨ ଦେଶର ସୁରକ୍ଷା ଓ ଗୌରବ ପାଇଁ ବିପ୍ଲବୀ ଚାଖି ଖୁଣ୍ଟିଆ ବା ଚନ୍ଦନ ହଜୁରୀଙ୍କର ଅବଦାନ ଅତୁଳନୀୟ।ସେ ଏପରି ଜଣେ ବୀର ଯିଏ ଦେଶ ମାତୃକାର ସେବା ସହ ମହାପ୍ରଭୁଙ୍କ ସେବା ରେ ମଧ୍ୟ ସମର୍ପିତ ଥିଲେ ବୋଲି କହିଛନ୍ତି ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା। ଆଜି ପୂର୍ବାହ୍ନରେ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଚାଖି ଖୁଣ୍ଟିଆ ସ୍ମୃତି ସମିତି ର ମିଳିତ ସହଯୋଗରେ ଚାଖି ଖୁଣ୍ଟିଆଙ୍କର ୨୦୪ ତମ ଜୟନ୍ତୀ ପାଳିତ ହୋଇଥିଲା।ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୌର ନିର୍ବାହୀ ଅଧିକାରୀ ଶ୍ରୀ ବେହେରା ମହାପୁରୁଷ ମାନଙ୍କର ସେବା ତ୍ୟାଗ ଓ ବଳିଦାନ ସମ୍ପର୍କରେ ଆଗାମୀ ପିଢ଼ି କୁ ଅବଗତ କରାଯିବା ଉଚିତ ବୋଲି କହିଥିଲେ।ଅନ୍ୟତମ ଅତିଥି ଭାବେ ପିକେଡିଏ ସଚିବ ଦିଲ୍ଲୀପ କୁମାର ମହାରଣା ଚାଖି ଖୁଣ୍ଟିଆ ଙ୍କ ତ୍ୟାଗ ଓ ବୀରତ୍ବର କଥା କାଳ କାଳକୁ ପ୍ରତିଟି ଓଡ଼ିଆ ଙ୍କୁ ଉଦବୁଦ୍ଧ କରିବ ବୋଲି କହିବା ସହ ଆମ ମହାନ ପରମ୍ପରା ଓ ଗୌରବ କୁ ଆଗକୁ ନେବାକୁ ଶପଥ ନେବାକୁ ମତ ଦେଇଥିଲେ।ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ପ୍ରଫେସର ଅସିତ କୁମାର ମହାନ୍ତି ଚାଖି ଖୁଣ୍ଟିଆ ଙ୍କ ଜନ୍ମ, ନାମର ସାର୍ଥକତା, କର୍ମ,ସଂଗ୍ରାମ, ଦେଶପ୍ରେମ, ଆଧ୍ୟାତ୍ମିକତା, ଚାଖି ଙ୍କ ଦ୍ୱାରା ରଚିତ ଜଗନ୍ନାଥ ଜଣାଣ ଭଜନ ସମ୍ପର୍କରେ ବିଷଦ ଆଲୋକପାତ କରିଥିଲେ।ଚାଖି ଖୁଣ୍ଟିଆ ଓ ଜୟୀ ରାଜଗୁରୁ ଙ୍କ ପରି ପ୍ରଥମ ଓ ପ୍ରଧାନ ସଂଗ୍ରାମୀ ମାନଙ୍କ ସମ୍ପର୍କରେ ଅଧିକ ପ୍ରାମାଣିକ ତଥ୍ୟ ଆଧାରିତ ଗବେଷଣା ଜରୁରୀ ବୋଲି ସେ କହିବା ସହ ଯୁବ ପିଢି ଏହା ଉପରେ ଅଧିକ ମନୋନିବେଶ ପାଇଁ ପରାମର୍ଶ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ଚାଖି ଙ୍କ ଦାୟାଦ ହଜୁରୀ ନୀଳକଣ୍ଠ ଖୁଣ୍ଟିଆ, ସ୍ମୃତି ସମିତିର କାର୍ଯ୍ୟକାରୀ ସଭାପତି ତଥା ଉତ୍ସବ ର ସଭାପତି ମାୟାଧର ମହାରଣା ଚାଖି ଙ୍କ ଜୀବନୀ ଓ କାର୍ଯ୍ୟ ଧାରା ସମ୍ପର୍କରେ ଆଲୋଚନା କରି ତାଙ୍କ ପରି ଦୁର୍ଦ୍ଦଶ ସଂଗ୍ରାମୀ ପୁରୀ ମାଟିରେ ଜନ୍ମ ନେବା ଅତ୍ୟନ୍ତ ଗୌରବର କଥା।ତାଙ୍କରି ଭଳି ସାହସୀ ଓ ଦେଶ ପ୍ରେମୀ ହେବାକୁ ସେମାନେ ଅନୁରୋଧ କରିଥିଲେ। ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ମଞ୍ଚ ପରିଚାଳନା କରିବା ସହ ସମସ୍ତଙ୍କୁ ସ୍ବାଗତ, ଅତିଥି ପରିଚୟ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଚାଖି ଖୁଣ୍ଟିଆ ସ୍ମୃତି ସମିତି ସମ୍ପାଦକ ଧୃବ ଚରଣ କର ସମସ୍ତଙ୍କୁ ସ୍ୱାଗତ କରିଥିଲେ।ଉଲ୍ଲେଖନୀୟ ଅବଦାନ ପାଇଁ ଭଗବାନ ସୁଆର ଓ ଫକୀର ପଣ୍ଡାଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ।ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତାର କୃତି ପ୍ରତଯୋଗୀ ଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ।ସେହିପରି ଗଙ୍ଗାଧର ହାଇସ୍କୁଲ ର ଏନସିସି ଓ ଘୋଡ଼ା ବଜାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଗାଇଡ ଟିମକୁ ଶୃଙ୍ଖଳା ରକ୍ଷା ପାଇଁ ପୁରସ୍କୃତ କରାଯାଇଥିଲା।ଶ୍ରୀପର୍ଣ୍ଣା କଳା ପରିଷଦ ସ୍ୱାଗତ ସଂଗୀତ ଓ ଚାଖି ଙ୍କ ରଚିତ ଭଜନ ପରିବେଷଣ କରିଥିଲେ।ଶେଷରେ ଅନାମ ଚନ୍ଦ୍ର ସାହୁ ,ଶିବ ସୁନ୍ଦର ମିଶ୍ର ଓ କ୍ରିଷ୍ଣା ମହାପାତ୍ର ଙ୍କ ସଂଯୋଜନା ରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା।
ପ୍ରତ୍ୟୁଷରୁ ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ ଙ୍କ କାର୍ଯ୍ୟାଳୟ ଠାରେ ଚାଖି ଖୁଣ୍ଟିଆ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା।ଉପରୋକ୍ତ ଅତିଥି ମାନଙ୍କ ସହ କୃଷ୍ଣଚନ୍ଦ୍ର ମିଶ୍ର, ଗଣେଶ୍ବର ପ୍ରହରାଜ, ସୁକାନ୍ତ ପଣ୍ଡା, ଅଖିଳ କୁମାର ଦଳାଇ,  ବିଜୟ ଦାସ,ଅନାମ ଚରଣ ସାହୁ, ଶିବ ସୁନ୍ଦର ମିଶ୍ର, ସୂର୍ଯ୍ୟ ନାରାୟଣ ମିଶ୍ର,ବିଭୁଦାନନ୍ଦ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ମାଲ୍ୟାର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ।ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀ ଯୋଗ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.