logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କାଜୁ ବାଡ଼ରେ ବେକରେ ଗାମୁଛା ଲଗାଇ ମହିଳାଙ୍କ ଆତ୍ମହତ୍ୟା #Kundura #National24

2 hrs ago
user_Kopad Breaking News
Kopad Breaking News
କୋଟପାଡ, କୋରାପୁଟ, ଓଡ଼ିଶା•
2 hrs ago

କାଜୁ ବାଡ଼ରେ ବେକରେ ଗାମୁଛା ଲଗାଇ ମହିଳାଙ୍କ ଆତ୍ମହତ୍ୟା #Kundura #National24

More news from ଓଡ଼ିଶା and nearby areas
  • ବିବାଦ ଘେରରେ ଜୟପୁର R&B ବିଭାଗ ଠିକାଦାର–R&B ଅଧିକାରୀଙ୍କ ସଲାସୁତୁରାରେ ଚାଲିଛି କାମ ବୋଲି ଅଭିଯୋଗ ଆସୁଛି! ବିବାଦ ଘେରରେ ଜୟପୁର R&B ବିଭାଗ ଠିକାଦାର–R&B ଅଧିକାରୀଙ୍କ ସଲାସୁତୁରାରେ ଚାଲିଛି କାମ ବୋଲି ଅଭିଯୋଗ ଆସୁଛି!
    1
    ବିବାଦ ଘେରରେ ଜୟପୁର R&B ବିଭାଗ
ଠିକାଦାର–R&B ଅଧିକାରୀଙ୍କ ସଲାସୁତୁରାରେ ଚାଲିଛି କାମ ବୋଲି ଅଭିଯୋଗ ଆସୁଛି!
ବିବାଦ ଘେରରେ ଜୟପୁର R&B ବିଭାଗ
ଠିକାଦାର–R&B ଅଧିକାରୀଙ୍କ ସଲାସୁତୁରାରେ ଚାଲିଛି କାମ ବୋଲି ଅଭିଯୋଗ ଆସୁଛି!
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    5 hrs ago
  • NAACH JHUM BAND PARTY 💥B. MUSKUNI
    1
    NAACH JHUM BAND PARTY 💥B. MUSKUNI
    user_NAACH JHUM BAND PARTY
    NAACH JHUM BAND PARTY
    ରାୟଗଡା, ରାୟଗଡା, ଓଡ଼ିଶା•
    10 hrs ago
  • ଆଜି ଗଙ୍ଗା ଧର ମେହେର ଙ୍କ ୧୬୪ ତମ ଜୟନ୍ତୀ ପାଳନ ଉପଲକ୍ଷେ କବି ମାନଙ୍କ କବିତା ପଠନ।
    1
    ଆଜି ଗଙ୍ଗା ଧର ମେହେର ଙ୍କ ୧୬୪ ତମ ଜୟନ୍ତୀ ପାଳନ ଉପଲକ୍ଷେ କବି ମାନଙ୍କ କବିତା ପଠନ।
    user_Uddhaba Panda
    Uddhaba Panda
    କଳାହାଣ୍ଡି, ଓଡ଼ିଶା•
    4 hrs ago
  • କଣ୍ଟାବାଞ୍ଜି ପୋଲିସ ଓ ଡାକ୍ତର ର ପରିଚୟ ଦେଇ ସ୍ବାମୀ ସ୍ତ୍ରୀ ଙ୍କ ଠାରୁ ୮୭ ହଜାର ଟଙ୍କା ଲୁଟି ନେଲେ ସାଇବର ଲୁଟେରା
    1
    କଣ୍ଟାବାଞ୍ଜି ପୋଲିସ ଓ ଡାକ୍ତର ର ପରିଚୟ ଦେଇ ସ୍ବାମୀ ସ୍ତ୍ରୀ ଙ୍କ ଠାରୁ ୮୭ ହଜାର ଟଙ୍କା ଲୁଟି ନେଲେ ସାଇବର ଲୁଟେରା
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    5 hrs ago
  • 🙂🥺🥺🙄🙄😄🤭
    1
    🙂🥺🥺🙄🙄😄🤭
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    5 hrs ago
  • ୟୁନିଅନ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପକ୍ଷରୁ ବସ୍ତ୍ର ଓ ଚିତ୍ରକଳା ତାଲିମ୍ ଶିବିର ଶୁଭାରମ୍ଭ ୟୁନିଅନ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପକ୍ଷରୁ ବସ୍ତ୍ର ଓ ଚିତ୍ରକଳା ତାଲିମ୍ ଶିବିର ଶୁଭାରମ୍ଭ ପାରଳାଖେମୁଣ୍ଡି,ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ୩୫ଜଣ ମହିଳା ତାଲିମାର୍ଥୀ “ବସ୍ତ୍ର ଓ ଚିତ୍ର କଳା ତାଲିମ” କାର୍ଯ୍ୟକ୍ରମର ଶୁଭ ଉଦଘାଟନୀ ଉତ୍ସବ ୟୁନିୟନ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଶ୍ରେଣୀ ଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି Iଏହି ୩୧ ଦିନିଆ ତାଲିମ କାର୍ଯ୍ୟକ୍ରମଟି ସ୍ଥାନୀୟ ୟୁନିୟନ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ, ଗଜପତିରେ ଚାଲୁରହିବ l ଏଥିରେ ଗଜପତି ଜିଲ୍ଲାର ୭ ଗୋଟି ବ୍ଲକର ବିଭିନ୍ନ ଗ୍ରାମ ପଂଚାୟତର ମହିଳା ମାନଙ୍କୁ ବସ୍ତ୍ର ଓ ଚିତ୍ର କଳା ତାଲିମ ଦିଆଯିବ। ଏଥିରେ ମୋଟ ୩୫ ଜଣ ମହିଳା ଉପସ୍ଥିତଥିଲେ । ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରୀମାନ ତିମନ ବାରା, ଓଡ଼ିଶା ଜୀବିକା ମିଶନ ତଥା ମିଶନ ଶକ୍ତି-ଗଜପତି ଏବଂ ଶ୍ରୀମାନ ଅଭିଷେକ ମିଶ୍ର, ମୁଖ୍ୟ ଜିଲ୍ଲା ବ୍ୟାଙ୍କ ପରିଚାଳକ ତଥା ନିର୍ଦ୍ଦେଶକ, ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ – ଗଜପତି, ସଭାପତିତ୍ୱ କରିଥିଲେ ତଥା ଶ୍ରୀମତୀ ଏ.ବାଲାମଣି ଆଚାରୀ, ପ୍ରଶିକ୍ଷିକା ସମ୍ମାନିତ ଅତିଥି ଭାବେ ଯୋଗଦେଇ ତାଲିମାର୍ଥୀ ମାନଙ୍କୁ ବସ୍ତ୍ର ଓ ଚିତ୍ର କଳା ତାଲିମ କରି ସ୍ୱରୋଜଗାର କରିବାକୁ ଉତ୍ସାହିତ କରିଥିଲେ l ମହିଳା ତାଲିମ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ ଏବଂ ସମସ୍ତେ ଯେପରି ଭବିଷ୍ୟତରେ ନିଜେ ଜଣେ ସ୍ୱାବଲମ୍ବୀ ଭାବେ ରୋଜକାରୀକ୍ଷମ ଉଦ୍ୟୋଗୀ ହୋଇପାରିବେ । ବରିଷ୍ଠ ପ୍ରାଧ୍ୟାପକ ଶ୍ରୀମାନ ଦିଲ୍ଲୀପ କୁମାର ତନ୍ତି ଉପସ୍ଥିତ ରହି କାର୍ଯ୍ୟକୁ ସୁଚାର ରୂପେ ସମ୍ପାଦନା କରିଥିଲେ ଏବଂ ଅନୁଷ୍ଠାନର ପ୍ରାଧ୍ୟାପକ ତଥା ସଂଯୋଜକ ଶ୍ରୀମାନ ପ୍ରଦୀପ କୁମାର ଦାସ ଉପସ୍ଥିତ ରହି ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ । ଗଜପତି ଜିଲା ରୁ ଟିକି ଲିମା ଙ୍କ ରିପୋର୍ଟ ଖବର ତରଙ୍ଗ
    1
    ୟୁନିଅନ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପକ୍ଷରୁ ବସ୍ତ୍ର ଓ ଚିତ୍ରକଳା ତାଲିମ୍ ଶିବିର ଶୁଭାରମ୍ଭ
ୟୁନିଅନ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ପକ୍ଷରୁ ବସ୍ତ୍ର ଓ ଚିତ୍ରକଳା ତାଲିମ୍ ଶିବିର ଶୁଭାରମ୍ଭ
ପାରଳାଖେମୁଣ୍ଡି,ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ୩୫ଜଣ ମହିଳା ତାଲିମାର୍ଥୀ “ବସ୍ତ୍ର ଓ ଚିତ୍ର କଳା ତାଲିମ” କାର୍ଯ୍ୟକ୍ରମର ଶୁଭ ଉଦଘାଟନୀ ଉତ୍ସବ ୟୁନିୟନ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଶ୍ରେଣୀ ଗୃହ ପରିସରରେ  ଅନୁଷ୍ଠିତ ହୋଇଯାଇଛି Iଏହି ୩୧ ଦିନିଆ ତାଲିମ କାର୍ଯ୍ୟକ୍ରମଟି ସ୍ଥାନୀୟ ୟୁନିୟନ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ, ଗଜପତିରେ ଚାଲୁରହିବ l ଏଥିରେ ଗଜପତି ଜିଲ୍ଲାର ୭ ଗୋଟି ବ୍ଲକର ବିଭିନ୍ନ ଗ୍ରାମ ପଂଚାୟତର ମହିଳା ମାନଙ୍କୁ ବସ୍ତ୍ର ଓ ଚିତ୍ର କଳା ତାଲିମ ଦିଆଯିବ। ଏଥିରେ ମୋଟ ୩୫ ଜଣ ମହିଳା ଉପସ୍ଥିତଥିଲେ । ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରୀମାନ ତିମନ ବାରା, ଓଡ଼ିଶା ଜୀବିକା ମିଶନ ତଥା ମିଶନ ଶକ୍ତି-ଗଜପତି  ଏବଂ ଶ୍ରୀମାନ ଅଭିଷେକ ମିଶ୍ର, ମୁଖ୍ୟ  ଜିଲ୍ଲା  ବ୍ୟାଙ୍କ  ପରିଚାଳକ ତଥା ନିର୍ଦ୍ଦେଶକ, ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ – ଗଜପତି, ସଭାପତିତ୍ୱ କରିଥିଲେ ତଥା ଶ୍ରୀମତୀ ଏ.ବାଲାମଣି ଆଚାରୀ, ପ୍ରଶିକ୍ଷିକା  ସମ୍ମାନିତ ଅତିଥି ଭାବେ ଯୋଗଦେଇ ତାଲିମାର୍ଥୀ ମାନଙ୍କୁ ବସ୍ତ୍ର ଓ ଚିତ୍ର କଳା ତାଲିମ କରି ସ୍ୱରୋଜଗାର କରିବାକୁ ଉତ୍ସାହିତ କରିଥିଲେ l
ମହିଳା ତାଲିମ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ ଏବଂ ସମସ୍ତେ ଯେପରି ଭବିଷ୍ୟତରେ ନିଜେ ଜଣେ ସ୍ୱାବଲମ୍ବୀ ଭାବେ ରୋଜକାରୀକ୍ଷମ ଉଦ୍ୟୋଗୀ ହୋଇପାରିବେ ।  ବରିଷ୍ଠ ପ୍ରାଧ୍ୟାପକ ଶ୍ରୀମାନ ଦିଲ୍ଲୀପ କୁମାର ତନ୍ତି ଉପସ୍ଥିତ ରହି କାର୍ଯ୍ୟକୁ ସୁଚାର ରୂପେ ସମ୍ପାଦନା କରିଥିଲେ ଏବଂ ଅନୁଷ୍ଠାନର ପ୍ରାଧ୍ୟାପକ ତଥା ସଂଯୋଜକ ଶ୍ରୀମାନ ପ୍ରଦୀପ କୁମାର ଦାସ ଉପସ୍ଥିତ ରହି ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।
ଗଜପତି ଜିଲା ରୁ ଟିକି ଲିମା ଙ୍କ ରିପୋର୍ଟ ଖବର ତରଙ୍ଗ
    user_KHABAR TARANGA
    KHABAR TARANGA
    ସେରଙ୍ଗୋ, ଗଜପତି, ଓଡ଼ିଶା•
    20 hrs ago
  • Post by Kopad Breaking News
    1
    Post by Kopad Breaking News
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    4 hrs ago
  • ଜୟପୁରରେ ସରସ୍ୱତୀ ଶିଶୁ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ ଜୟପୁରରେ ସରସ୍ୱତୀ ଶିଶୁ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ ଜୟପୁରରେ ସରସ୍ୱତୀ ଶିଶୁ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ
    1
    ଜୟପୁରରେ ସରସ୍ୱତୀ ଶିଶୁ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

ଜୟପୁରରେ ସରସ୍ୱତୀ ଶିଶୁ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ
ଜୟପୁରରେ ସରସ୍ୱତୀ ଶିଶୁ ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    6 hrs ago
  • କପିଲାଭଟା ରେ ଦିନ କୁ ଦିନ କୁକୁର ମାନଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି
    1
    କପିଲାଭଟା ରେ ଦିନ କୁ ଦିନ କୁକୁର ମାନଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି
    user_HULESWAR HANS YADAV
    HULESWAR HANS YADAV
    Local News Reporter କଣ୍ଟାବାଞ୍ଜି, ବଲାଙ୍ଗୀର, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.