*କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର* *ମାଲକାନଗିରି, ୯/୩/୨୬:* ଆଜି କାଲିମେଳା ବ୍ଲକ ଅଧିନସ୍ତ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜନ ଶୁଣାଣୀ ଶିବିରରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍,ବନଖଣ୍ଡ ଅଧିକାରୀ ସାଇ କିରଣ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଓ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେI Iଶିବିରରେ ସମୁଦାୟ ୫୨ ଟି ଅଭିଯୋଗ ଗୁଡ଼ିକର ଶୁଣାଣୀ ହୋଇଥିଲା । ତନ୍ମଧ୍ୟରୁ ୧୦ ଟି ବ୍ୟକ୍ତିଗତ ଓ ୪୨ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ, ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେଠାରେ ଏକ ସ୍ୱତନ୍ତ୍ର କ୍ୟାମ୍ପର ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
*କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର* *ମାଲକାନଗିରି, ୯/୩/୨୬:* ଆଜି କାଲିମେଳା ବ୍ଲକ ଅଧିନସ୍ତ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ 'ଯୁଗ୍ମ ଜନ ଶୁଣାଣି ଶିବିର' ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜନ ଶୁଣାଣୀ ଶିବିରରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍,ବନଖଣ୍ଡ ଅଧିକାରୀ ସାଇ କିରଣ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଓ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ
ଅଭିଯୋଗର ଶୁଣାଣି କରିଥିଲେI Iଶିବିରରେ ସମୁଦାୟ ୫୨ ଟି ଅଭିଯୋଗ ଗୁଡ଼ିକର ଶୁଣାଣୀ ହୋଇଥିଲା । ତନ୍ମଧ୍ୟରୁ ୧୦ ଟି ବ୍ୟକ୍ତିଗତ ଓ ୪୨ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ, ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେଠାରେ ଏକ ସ୍ୱତନ୍ତ୍ର କ୍ୟାମ୍ପର ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
- ମାଲକାନଗିରି ମଣ୍ଡି ପ୍ରକ୍ରିୟାରେ ବାଧା ସୃଷ୍ଟି ଅଭିଯୋଗ, ଖୋକନ ମଜୁମଦାରଙ୍କ ନାମରେ ମାମଲା1
- ଆରମ୍ଭ ହେଲା ମା ମଙ୍ଗଳାଙ୍କ ପ୍ରସିଦ୍ଧ ଚୈତ୍ର ମାସ ଝାମୁ ଯାତ୍ରା #kakatpur #maamangala1
- ଜୟପୂର ଆକାଶବାଣୀ କେନ୍ଦ୍ର ବନ୍ଦ ହେବା ଆଶଙ୍କାକୁ ନେଇ ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦଙ୍କ ସହିତ ଆକାଶବାଣୀ କେନ୍ଦ୍ରର କର୍ମକର୍ତ୍ତା ଓ ବୁଦ୍ଧିଜୀବୀ ମାନେ ଜୟପୂର ଆକାଶବାଣୀ କେନ୍ଦ୍ର ମୁଖ୍ୟଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି l1
- କୋରାପୁଟ ଢେପସାହିରେ ଭାଙ୍ଗିଲା ପୁରୁଣା ସରକାରୀ ଦେଶୀ ମଦ ଭାଟି ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ସାହି ବାସିନ୍ଦା1
- ଆଜି ହେଉଛି ଚୈତ୍ର ମାସର ପ୍ରଥମ ମଙ୍ଗଳବାର। ଦାମନଯୋଡିର ଆରାଧ୍ୟ ଦେବୀ ମା'କଣ୍ଟାବାଉଁଶୁଣୀ ପୀଠ ଚଳଚଞ୍ଚଳ ହୋଇଉଠିଛି। ଶ୍ରଦ୍ଧାଳୁ ମାନେ ମା'ଙ୍କ ଆଶୀର୍ବାଦ କାମନା କରି ପୂଜାର୍ଚ୍ଚନା କରୁଛନ୍ତି।1
- Post by Laxmi tanti Tanti4
- Post by HABIL DONGRI1
- ମାଲକାନଗିରି ରେ ପ୍ରକୃତିକ ସମ୍ପଦ ରକ୍ଷାରେ ସଚେତନତା, ଲୋକ ଅଧିକାର ଯାତ୍ରାରେ ଜନସମର୍ଥନ1