logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପାନୀୟ ଜଳ ଯୋଗାଣ ନେଇ ପଞ୍ଚାୟତ ବାସି ଙ୍କ ରାସ୍ତାରୋକ, ଦୀର୍ଘ,, ପାନୀୟ ଜଳ ଯୋଗାଣ ଦାବି କରି ଦୀର୍ଘ ସମୟ ଧରି ରାଜରାସ୍ତା ଅବରୋଧ, ଜାନ,ବାହାନ ଚଳା ଚଳ ଠପ୍ । ବଲାଙ୍ଗୀର/ଟିଟିଲାଗଡ, *ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ଜଗୁଆ ଗ୍ରାମ ପଞ୍ଚାୟତବାସୀ ପାନୀୟ ଜଳ ଯୋଗାଣ ଦାବି କରି ଟିଟିଲାଗଡ ରୁ ସିନ୍ଧେକେଲା ମୁଖ୍ୟ ସଡ଼କ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ । ପଞ୍ଚାୟତବାସି ପିଇବା ପାଣି ପାଇଁ ଅକଥନୀୟ ଦୁର୍ଦ୍ଦଶା ଦୀର୍ଘ ବର୍ଷ ଧରି ଭୋଗି ଆସୁଥିବା ବେଳେ ଏ ଦିଗରେ ବିଭାଗୀୟ ଅଧିକାରୀଙ୍କ ଖାମ ଖିଆଲ ମନୋଭାବ ଯୋଗୁଁ ସମସ୍ୟା ର ସମାଧାନ ହୋଇ ପାରୁନି । ଏବେ ଗ୍ରୀଷ୍ମ ଋତୁ ରେ ସମସ୍ୟା ଦୁର୍ବିସହ ହୋଇ ପଡ଼ିଛି । ୪୫ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ସୃଷ୍ଟି କରିଥିବା ବେଳେ ଜଳ ଯୋଗାଣ ଯାହା କି ଲୋକ ଙ୍କ ମୌଳିକ ଅଧିକାର ସେଥିରୁ ବଞ୍ଚିତ ରଖା ଯାଇଛି । ଉତ୍କଟ ଖରା ରେ ଗରା,ବାଲ୍ଟି ନେଇ ସହ,ସହ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଜାନ, ବାହାନ ଚଳା, ଚଳ ସମ୍ପୂର୍ଣ ଠପ୍ ହୋଇଯାଇଥିବା ବେଳେ ବିଭାଗୀୟ ଯନ୍ତ୍ରୀ ଯଥାଶୀଘ୍ର ସମସ୍ୟା ର ସମାଧାନ କରିବେ ବୋଲି ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେଇଥିଲେ । ପୁର୍ବରୁ ଏଭଳି ଅନେକ ପ୍ରତିଶ୍ରୁତି ଦେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ,ଏଣୁ ଏଥର ତିବ୍ର ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।

2 hrs ago
user_Santosh Nayak PRESS
Santosh Nayak PRESS
Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
2 hrs ago

ପାନୀୟ ଜଳ ଯୋଗାଣ ନେଇ ପଞ୍ଚାୟତ ବାସି ଙ୍କ ରାସ୍ତାରୋକ, ଦୀର୍ଘ,, ପାନୀୟ ଜଳ ଯୋଗାଣ ଦାବି କରି ଦୀର୍ଘ ସମୟ ଧରି ରାଜରାସ୍ତା ଅବରୋଧ, ଜାନ,ବାହାନ ଚଳା ଚଳ ଠପ୍ । ବଲାଙ୍ଗୀର/ଟିଟିଲାଗଡ, *ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ଜଗୁଆ ଗ୍ରାମ ପଞ୍ଚାୟତବାସୀ ପାନୀୟ ଜଳ ଯୋଗାଣ ଦାବି କରି ଟିଟିଲାଗଡ ରୁ ସିନ୍ଧେକେଲା ମୁଖ୍ୟ

ସଡ଼କ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ । ପଞ୍ଚାୟତବାସି ପିଇବା ପାଣି ପାଇଁ ଅକଥନୀୟ ଦୁର୍ଦ୍ଦଶା ଦୀର୍ଘ ବର୍ଷ ଧରି ଭୋଗି ଆସୁଥିବା ବେଳେ ଏ ଦିଗରେ ବିଭାଗୀୟ ଅଧିକାରୀଙ୍କ ଖାମ ଖିଆଲ ମନୋଭାବ ଯୋଗୁଁ ସମସ୍ୟା ର ସମାଧାନ ହୋଇ ପାରୁନି । ଏବେ ଗ୍ରୀଷ୍ମ ଋତୁ ରେ ସମସ୍ୟା ଦୁର୍ବିସହ

ହୋଇ ପଡ଼ିଛି । ୪୫ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ସୃଷ୍ଟି କରିଥିବା ବେଳେ ଜଳ ଯୋଗାଣ ଯାହା କି ଲୋକ ଙ୍କ ମୌଳିକ ଅଧିକାର ସେଥିରୁ ବଞ୍ଚିତ ରଖା ଯାଇଛି । ଉତ୍କଟ ଖରା ରେ ଗରା,ବାଲ୍ଟି ନେଇ ସହ,ସହ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଜାନ, ବାହାନ ଚଳା, ଚଳ

ସମ୍ପୂର୍ଣ ଠପ୍ ହୋଇଯାଇଥିବା ବେଳେ ବିଭାଗୀୟ ଯନ୍ତ୍ରୀ ଯଥାଶୀଘ୍ର ସମସ୍ୟା ର ସମାଧାନ କରିବେ ବୋଲି ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେଇଥିଲେ । ପୁର୍ବରୁ ଏଭଳି ଅନେକ ପ୍ରତିଶ୍ରୁତି ଦେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ,ଏଣୁ ଏଥର ତିବ୍ର ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।

More news from ଓଡ଼ିଶା and nearby areas
  • ପାନୀୟ ଜଳ ଯୋଗାଣ ଦାବି କରି ଦୀର୍ଘ ସମୟ ଧରି ରାଜରାସ୍ତା ଅବରୋଧ, ଜାନ,ବାହାନ ଚଳା ଚଳ ଠପ୍ । ବଲାଙ୍ଗୀର/ଟିଟିଲାଗଡ, *ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ଜଗୁଆ ଗ୍ରାମ ପଞ୍ଚାୟତବାସୀ ପାନୀୟ ଜଳ ଯୋଗାଣ ଦାବି କରି ଟିଟିଲାଗଡ ରୁ ସିନ୍ଧେକେଲା ମୁଖ୍ୟ ସଡ଼କ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ । ପଞ୍ଚାୟତବାସି ପିଇବା ପାଣି ପାଇଁ ଅକଥନୀୟ ଦୁର୍ଦ୍ଦଶା ଦୀର୍ଘ ବର୍ଷ ଧରି ଭୋଗି ଆସୁଥିବା ବେଳେ ଏ ଦିଗରେ ବିଭାଗୀୟ ଅଧିକାରୀଙ୍କ ଖାମ ଖିଆଲ ମନୋଭାବ ଯୋଗୁଁ ସମସ୍ୟା ର ସମାଧାନ ହୋଇ ପାରୁନି । ଏବେ ଗ୍ରୀଷ୍ମ ଋତୁ ରେ ସମସ୍ୟା ଦୁର୍ବିସହ ହୋଇ ପଡ଼ିଛି । ୪୫ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ସୃଷ୍ଟି କରିଥିବା ବେଳେ ଜଳ ଯୋଗାଣ ଯାହା କି ଲୋକ ଙ୍କ ମୌଳିକ ଅଧିକାର ସେଥିରୁ ବଞ୍ଚିତ ରଖା ଯାଇଛି । ଉତ୍କଟ ଖରା ରେ ଗରା,ବାଲ୍ଟି ନେଇ ସହ,ସହ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଜାନ, ବାହାନ ଚଳା, ଚଳ ସମ୍ପୂର୍ଣ ଠପ୍ ହୋଇଯାଇଥିବା ବେଳେ ବିଭାଗୀୟ ଯନ୍ତ୍ରୀ ଯଥାଶୀଘ୍ର ସମସ୍ୟା ର ସମାଧାନ କରିବେ ବୋଲି ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେଇଥିଲେ । ପୁର୍ବରୁ ଏଭଳି ଅନେକ ପ୍ରତିଶ୍ରୁତି ଦେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ,ଏଣୁ ଏଥର ତିବ୍ର ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।
    4
    ପାନୀୟ ଜଳ ଯୋଗାଣ ଦାବି କରି ଦୀର୍ଘ ସମୟ ଧରି  ରାଜରାସ୍ତା ଅବରୋଧ, ଜାନ,ବାହାନ ଚଳା ଚଳ ଠପ୍ ।
ବଲାଙ୍ଗୀର/ଟିଟିଲାଗଡ,
*ଟିଟିଲାଗଡ଼ ବ୍ଳକ ଅନ୍ତର୍ଗତ ଜଗୁଆ ଗ୍ରାମ ପଞ୍ଚାୟତବାସୀ ପାନୀୟ ଜଳ ଯୋଗାଣ ଦାବି କରି ଟିଟିଲାଗଡ ରୁ ସିନ୍ଧେକେଲା ମୁଖ୍ୟ ସଡ଼କ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ । ପଞ୍ଚାୟତବାସି ପିଇବା ପାଣି ପାଇଁ ଅକଥନୀୟ ଦୁର୍ଦ୍ଦଶା ଦୀର୍ଘ ବର୍ଷ ଧରି ଭୋଗି ଆସୁଥିବା ବେଳେ ଏ ଦିଗରେ ବିଭାଗୀୟ ଅଧିକାରୀଙ୍କ ଖାମ ଖିଆଲ ମନୋଭାବ ଯୋଗୁଁ ସମସ୍ୟା ର ସମାଧାନ ହୋଇ ପାରୁନି ।
ଏବେ ଗ୍ରୀଷ୍ମ ଋତୁ ରେ ସମସ୍ୟା ଦୁର୍ବିସହ ହୋଇ ପଡ଼ିଛି । ୪୫ ଡିଗ୍ରୀ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ସୃଷ୍ଟି କରିଥିବା ବେଳେ ଜଳ ଯୋଗାଣ ଯାହା କି ଲୋକ ଙ୍କ ମୌଳିକ ଅଧିକାର ସେଥିରୁ ବଞ୍ଚିତ ରଖା ଯାଇଛି ।
ଉତ୍କଟ ଖରା ରେ ଗରା,ବାଲ୍ଟି ନେଇ ସହ,ସହ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। 
ଜାନ, ବାହାନ  ଚଳା, ଚଳ ସମ୍ପୂର୍ଣ ଠପ୍ ହୋଇଯାଇଥିବା ବେଳେ ବିଭାଗୀୟ ଯନ୍ତ୍ରୀ ଯଥାଶୀଘ୍ର ସମସ୍ୟା ର ସମାଧାନ କରିବେ ବୋଲି ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେଇଥିଲେ । ପୁର୍ବରୁ ଏଭଳି ଅନେକ ପ୍ରତିଶ୍ରୁତି ଦେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ,ଏଣୁ ଏଥର ତିବ୍ର ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    2 hrs ago
  • ଦାଦନ ଗଡ଼ରେ ମନରେଗାର ହରିଲୁଟ ତୁରକେଲା ବଡ଼ଡକଲା ଗୁର୍ଲଗୁଡା..... ରୁ ଏହି ରିପୋଟ
    2
    ଦାଦନ ଗଡ଼ରେ ମନରେଗାର ହରିଲୁଟ ତୁରକେଲା ବଡ଼ଡକଲା ଗୁର୍ଲଗୁଡା..... ରୁ ଏହି ରିପୋଟ
    user_ଆମ ଓଡିଶା ଖବର ଓଡିଶା
    ଆମ ଓଡିଶା ଖବର ଓଡିଶା
    Interior designer ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    21 hrs ago
  • Post by RAGHUNANDAN SINGH
    1
    Post by RAGHUNANDAN SINGH
    user_RAGHUNANDAN SINGH
    RAGHUNANDAN SINGH
    Video Creator ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    23 hrs ago
  • Post by Rajes Argus news
    1
    Post by Rajes Argus news
    user_Rajes Argus news
    Rajes Argus news
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    3 hrs ago
  • Post by SonepurSambad
    1
    Post by SonepurSambad
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    6 hrs ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ଡିସେମ୍ବର ମାସ ସୁଦ୍ଧା କାର୍ଯ୍ୟକାରୀ ହେବ ମେଗା ପ୍ରକଳ୍ପ ୨୦୨୭ ପୂର୍ବରୁ ଲୋକ ପାନୀୟ ଜଳ ସମସ୍ୟା ଭୋଗିଲେ ମୁଁ କଣ କରିବି,ଜିଲ୍ଲା ମୁଖ୍ୟ ଜଳ ଯୋଗାଣ ଅଧିକାରୀ ବଲାଙ୍ଗୀରଟିଟିଲାଗଡ, ତା୨୦-୦୪: ତତଲାକଡେଇ ରେ ଟିଟିଲାଗଡ ସବ ଡିଭିଜନ ଅଞ୍ଚଳ ର ଲୋକେ ଡହଳ ବିକଳ ହୋଇ ଆସୁଥିବା ବେଳେ ନିୟମିତ ଅଂଶୁଘାତ ରୋଗୀଙ୍କ ସୁଅ ଛୁଟୁଛି । ପ୍ରକାଶ ଯେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ ରେ ଅଂଶୁଘାତ କକ୍ଷ ବ୍ୟବସ୍ଥା ରହିଛି। ପ୍ରକାଶ ଯେ, ବିଗତ ଦିନରେ ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ରବି ନାରାୟଣ ନାଏକ ଏକ ଗସ୍ତ ରେ ଆସି ଥିବା ଓ ପାନୀୟ ଜଳ ଯୋଗାଣ ସମସ୍ୟା ତଥା ବୃକ୍ଷ ରୋପଣ ନେଇ କେବଳ ଭାଷଣ ଦେଇ ଚାଲି ଯାଇଥିଲେ । ବିଭାଗୀୟ ଅଧିକାରୀ ଡିସେମ୍ବର ମାସ ପୂର୍ବରୁ କୋଟି, କୋଟି ଟଙ୍କା ର ମେଗା ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ପାରିବନି ବୋଲି ପ୍ରକାଶ କରିଥିବା ବେଳେ ତୀବ୍ର ଜନ ଅସନ୍ତୋଷ ବୃଦ୍ଧି ପାଇଛି । ଜିଲ୍ଲା ଜଳ ଯୋଗାଣ ମୁଖ୍ୟ ଅଧିକାରୀ ଡିସେମ୍ବର ମାସ ସୁଦ୍ଧା ପାନୀୟ ଜଳ ଯୋଗାଣ ହୋଇ ପାରିବନି ବୋଲି ସ୍ପଷ୍ଟୀକରଣ କରି ସେ ବର୍ଷେ ହେବ ଯୋଗ ଦେଇଛି ପୂର୍ବ ଅଧିକାରୀ ଙ୍କ ତାହା କାମ ବୋଲି କହି ମୁଁ କଣ କରିବି ବୋଲି ପ୍ରକାଶ କରିଛନ୍ତି । ଟିଟିଲାଗଡ ଉପ ଜିଲ୍ଲାପାଳ ଅଂଶୁଘାତ ର ମୁକାବିଲା କରାଯିବ ଓ ପ୍ରତିଟି ଗ୍ରାମ ରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରାଯିବ ବୋଲି ପ୍ରକାଶ କରିଛନ୍ତି । ଏଠି ପ୍ରଶ୍ନ ଉଠୁଚି ଯେ,ସମୟ ସୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ ନ କଲେ ବିଭାଗୀୟ ଅଧିକାରୀ ଙ୍କ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିୟମ ରହିଛି । ଏହା ସମ୍ପୂର୍ଣ୍ଣ ସରକାରୀ ଅଧିକାରୀ ଙ୍କ ଦାୟିତ୍ୱ ହୀନତା ବୋଲି ଗୁରୁତର ଅଭିଯୋଗ ହୋଇଛି। ଏବେ ଅଂଶୁଘାତ ଜନିତ ମୃତ୍ୟୁ ନ ହେବା ,ଲୋକ ଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ନିଜେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହୋଇଛି।
    4
    ଡିସେମ୍ବର ମାସ ସୁଦ୍ଧା କାର୍ଯ୍ୟକାରୀ ହେବ ମେଗା ପ୍ରକଳ୍ପ ୨୦୨୭ ପୂର୍ବରୁ ଲୋକ ପାନୀୟ ଜଳ ସମସ୍ୟା ଭୋଗିଲେ ମୁଁ କଣ କରିବି,ଜିଲ୍ଲା ମୁଖ୍ୟ ଜଳ ଯୋଗାଣ ଅଧିକାରୀ
ବଲାଙ୍ଗୀରଟିଟିଲାଗଡ, ତା୨୦-୦୪:
ତତଲାକଡେଇ ରେ ଟିଟିଲାଗଡ ସବ ଡିଭିଜନ ଅଞ୍ଚଳ ର ଲୋକେ ଡହଳ ବିକଳ ହୋଇ ଆସୁଥିବା ବେଳେ ନିୟମିତ ଅଂଶୁଘାତ ରୋଗୀଙ୍କ ସୁଅ ଛୁଟୁଛି ।
ପ୍ରକାଶ ଯେ ଟିଟିଲାଗଡ ଜିଲ୍ଲା ସ୍ତରୀୟ ମୁଖ୍ୟ ଚିକିତ୍ସାଳୟ ରେ ଅଂଶୁଘାତ କକ୍ଷ ବ୍ୟବସ୍ଥା ରହିଛି।
ପ୍ରକାଶ ଯେ, ବିଗତ ଦିନରେ 
ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ରବି ନାରାୟଣ ନାଏକ ଏକ ଗସ୍ତ ରେ ଆସି ଥିବା ଓ ପାନୀୟ ଜଳ ଯୋଗାଣ ସମସ୍ୟା ତଥା ବୃକ୍ଷ ରୋପଣ ନେଇ କେବଳ ଭାଷଣ ଦେଇ ଚାଲି ଯାଇଥିଲେ ।
ବିଭାଗୀୟ ଅଧିକାରୀ ଡିସେମ୍ବର ମାସ ପୂର୍ବରୁ କୋଟି, କୋଟି ଟଙ୍କା ର ମେଗା ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇ ପାରିବନି ବୋଲି ପ୍ରକାଶ କରିଥିବା ବେଳେ ତୀବ୍ର ଜନ ଅସନ୍ତୋଷ ବୃଦ୍ଧି ପାଇଛି ।
ଜିଲ୍ଲା ଜଳ ଯୋଗାଣ ମୁଖ୍ୟ ଅଧିକାରୀ ଡିସେମ୍ବର ମାସ ସୁଦ୍ଧା ପାନୀୟ ଜଳ ଯୋଗାଣ ହୋଇ ପାରିବନି ବୋଲି ସ୍ପଷ୍ଟୀକରଣ କରି ସେ ବର୍ଷେ ହେବ ଯୋଗ ଦେଇଛି ପୂର୍ବ ଅଧିକାରୀ ଙ୍କ ତାହା କାମ ବୋଲି କହି ମୁଁ କଣ କରିବି ବୋଲି ପ୍ରକାଶ କରିଛନ୍ତି ।
ଟିଟିଲାଗଡ ଉପ ଜିଲ୍ଲାପାଳ ଅଂଶୁଘାତ ର ମୁକାବିଲା କରାଯିବ ଓ ପ୍ରତିଟି ଗ୍ରାମ ରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରାଯିବ ବୋଲି ପ୍ରକାଶ କରିଛନ୍ତି । 
ଏଠି ପ୍ରଶ୍ନ ଉଠୁଚି ଯେ,ସମୟ ସୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ ନ କଲେ ବିଭାଗୀୟ ଅଧିକାରୀ ଙ୍କ ବିରୋଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିୟମ ରହିଛି । ଏହା ସମ୍ପୂର୍ଣ୍ଣ ସରକାରୀ ଅଧିକାରୀ ଙ୍କ ଦାୟିତ୍ୱ ହୀନତା ବୋଲି ଗୁରୁତର ଅଭିଯୋଗ ହୋଇଛି।
ଏବେ ଅଂଶୁଘାତ ଜନିତ ମୃତ୍ୟୁ ନ ହେବା ,ଲୋକ ଙ୍କୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ନିଜେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହୋଇଛି।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.