ବିଇଓ ଙ୍କ କଡ଼ା ଆକ୍ସନ : ୬୦ ବର୍ଷରୁ ଅଧିକ ବୟସ୍କ କୁକ୍-କମ୍-ହେଲ୍ପର ଙ୍କୁ କାର୍ଯ୍ୟରୁ ବାଦ ନକରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ – ୩୭ ଜଣ ପ୍ରଧାନଶିକ୍ଷକ ଙ୍କ ଦରମା ଅଟକାଇଲେ। ନୂଆପଡ଼ା -୧/୮- ନୂଆପଡ଼ା ଜିଲ୍ଲା ଶିକ୍ଷା ବିଭାଗରେ ଅବହେଳା ବିରୋଧରେ ପୁଣି ଥରେ କଡ଼ା ପଦକ୍ଷେପ ନିଆଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ୬୦ ବର୍ଷରୁ ଅଧିକ ବୟସ୍କ Cook-cum-Helper ମାନଙ୍କୁ କାର୍ଯ୍ୟରୁ ବାଦ ନକରିବା ଅଭିଯୋଗରେ କୋମନା ଓ ନୂଆପଡ଼ା ବ୍ଲକର ମୋଟ ୩୭ ଜଣ ପ୍ରଧାନଶିକ୍ଷକଙ୍କ ଜୁଲାଇ ୨୦୨୬ ମାସର ଦରମା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଟକାଇ ଦିଆଯାଇଛି। ଜାରି ହୋଇଥିବା କାର୍ଯ୍ୟାଳୟ ଆଦେଶ ଅନୁଯାୟୀ, କୋମନା ବ୍ଲକର ୩୩ ଜଣ ଏବଂ ନୂଆପଡ଼ା ବ୍ଲକର ୩ ଜଣ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। ଏହା ରାଜ୍ୟ ନୋଡାଲ ଅଫିସର (MDM) ଙ୍କ ୨୮ ଅଗଷ୍ଟ ୨୦୨୪ ର ନିର୍ଦ୍ଦେଶ ଉଲ୍ଲଂଘନ କରିଥିବା ଦର୍ଶାଯାଇଛି। ଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ସରକାରୀ ନିର୍ଦ୍ଦେଶ ପାଳନରେ ଅବହେଳା କରୁଥିବା କର୍ମଚାରୀ ଓ ଅଧିକାରୀଙ୍କ ବିରୋଧରେ ଆଗାମୀ ଦିନରେ ମଧ୍ୟ କଡ଼ା ପଦକ୍ଷେପ ଜାରି ରହିବ।

- ବିକାଶର ଅନେକ ଦୂରରେ କମାରଖୋଲ ଗାଁ, ନାହିଁ ନାହିଁରେ ବିତୁଛି ଅଭିଶପ୍ତ ଗାଁର ଜୀବନ I ନୂଆପଡା ଜିଲ୍ଲା ବୋଡେ଼ନ ବ୍ଳକ ଖଇରା ପଞ୍ଚାୟତର ଉପାନ୍ତ କମାର ଖୋଲ ଗାଁ ନାହିଁ ନାହିଁରେ ବିତୁଛି ଜୀବନ I1
- କପିଳାଭଟା ରେ ପ୍ରାଥମିକ କୃଷି ସମବାୟ ସମିତି ଲିଃ ଶୁଭ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ1
- ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ହରିଭବନ ଠାରେ ଆଜି ସର୍ଗୀୟ ଡାକ୍ତର ନେକିରାମ ଅଗ୍ରଓ୍ବାଲ ଙ୍କ ସ୍ମୃତିରେ ପ୍ରେସ କ୍ଲବ ଓ ମାରଓ୍ବାଡ଼ି ଯୁବା ମଞ୍ଚ ବିକାଶ ଶାଖା, କଣ୍ଟାବାଞ୍ଜି ଏବଂ ଏସ୍.ସି.ଡି. ଚକ୍ଷୁ ଚିକିତ୍ସାଳୟ ଙ୍କ ସହଯୋଗରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି।1
- ସାର ଅଭାବକୁ ନେଇ ଅଧଘଣ୍ଟା ଧରି ରାଜରାସ୍ତା ଅବରୋଧ ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ ଚାଷୀଙ୍କ ବିକ୍ଷୋଭରେ ଠପ୍ ହେଲା ଯାତାୟାତ, ପ୍ରଶାସନର ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ1
- ଟେମରା ଠାରେ ମାଆ ବସ୍ତେରେନ ମାଉଳିଙ୍କ ଆଷାଢ଼କେନା ମଣ୍ଡେଇ ଯାତ୍ରା #Kalahandi #MandaiYatra #OdishaCulture #Temera #MaaBasteren କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଟେମରା ଗ୍ରାମରେ ମାଆ ବସ୍ତେରେନ ମାଉଳିଙ୍କ ପ୍ରସିଦ୍ଧ ଆଷାଢ଼କେନା ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ବାଦ୍ୟବାଜଣା ଓ ନୀତିକାନ୍ତିରେ ଏହି ଯାତ୍ରା ପାଳିତ ହୋଇଛି। ଏହି ଯାତ୍ରା ସରିବା ପରେ ଅଞ୍ଚଳର ଚାଷୀମାନେ ନିଜର ଧାନ ରୁଆ ଏବଂ ବିହୁଡ଼ା କାର୍ଯ୍ୟ ଆରମ୍ଭ କରିଥାନ୍ତି। ଆସନ୍ତୁ ଦେଖିବା ଏହି ଦିବ୍ୟ ଯାତ୍ରାର କିଛି ଝଲକ। ମାଆଙ୍କ ଆଶୀର୍ବାଦରୁ ଭଲ ଫସଲ ହେବାର ବିଶ୍ୱାସ ରହିଛି। ସମ୍ପୂର୍ଣ୍ଣ ଭିଡିଓ ନିଶ୍ଚୟ ଦେଖନ୍ତୁ।1
- 🌹🌹🌹🌹🌹🌹🌹🌹🌹1
- ଜାତୀୟ_ରାଜପଥ_୫୭_ବ୍ଲକ୍_ଛକରୁ_ପଟାଭାଡି_ଅବରୋଧ ପହଂଚିଲେ ଜିଲ୍ଲାପାଳ1
- କଣ୍ଟାବାଞ୍ଜି ରେ ଚୋରି ଗ୍ୟାଙ୍ଗ - ଡିକି ଭାଙ୍ଗି ନେଇଗଲେ ୫୦ହଜାର ଟଙ୍କା,ଭିଡିଓ ଭାଇରାଲ ପରେ ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ1