logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ

5 hrs ago
user_Udanti Live Office
Udanti Live Office
ସିନାପାଲି, ନୂଆପଡ଼ା, ଓଡ଼ିଶା•
5 hrs ago

ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ

More news from ଓଡ଼ିଶା and nearby areas
  • ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ
    1
    ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ
    user_Udanti Live Office
    Udanti Live Office
    ସିନାପାଲି, ନୂଆପଡ଼ା, ଓଡ଼ିଶା•
    5 hrs ago
  • ଆଦି ସଂସ୍କୃତିର ସୁକ୍ଷ୍ମ ଧାରା : ଖଲିଗଡ ମା' ପାଟରାଣୀ ଦେବୀଙ୍କ ଯାତ୍ରା ଆଦିମ କାଳରୁ କଳାହାଣ୍ଡିର ଧର୍ମାଚାର ଅରଣ୍ୟ ଏବଂ କୃଷି ପୃଷ୍ଠଭୂମି ଉପରେ ପର୍ଯ୍ୟବେସିତ ହୋଇ ଆସିଛି। ଅରଣ୍ୟଜୀବୀ ସଭ୍ୟତାରୁ କୃଷିଜୀବୀ ସଭ୍ୟତାର ଲମ୍ବା ଯାତ୍ରାର ସ୍ମାରକୀ ବହନ କରିଆସିଛି କୋକସରା ବ୍ଲକର ଗୁଡ଼ହାଣ୍ଡି ଡୋକରୀ ଚଞ୍ଚରାର ଗୁହା ଚିତ୍ର। ନର୍ଲା ବ୍ଳକ୍ ଦେବଗିରି ବୁଢ଼ୀପଦରରେ ଆଜି ମଧ୍ୟ ଝଲକୁଛି ଦୈତ୍ୟ-ଦାନବ ସଭ୍ୟତାର ଅଂଶ। ଦେବଗିରି ଗୁମ୍ଫାରେ ଗୋସିଂହ ଦୈତ୍ୟ ପୂଜିତ ଶିବଲିଙ୍ଗ ଏବଂ ପ୍ରାଚୀନ ବୃଷଭ ପ୍ରତିମା ମଧ୍ୟରେ ବିଦ୍ୟମାନ ରହିଛି ପଶୁପାଳନ ଓ କୃଷି ସଭ୍ୟତାର ସ୍ବାକ୍ଷର। ପିତୃ ଓ ପ୍ରକୃତି ଉପାସନା ଆଦି ଧର୍ମାଚାରର ପ୍ରତିକ ଭାବେ ଆଜି ମଧ୍ୟ କଳାହାଣ୍ଡିରେ ଦୃଶ୍ୟମାନ ହୁଏ। ଏହି କ୍ରମରେ କୃଷି ସହ ସହବନ୍ଧିତ ହୋଇ ଆସୁଛି ଅନେକ ଲୋକ ଅନୁଷ୍ଠାନ ଓ ପର୍ବପର୍ବାଣୀ। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ଗ୍ରାମ ପଞ୍ଚାୟତର ଅଦିବାସୀ ବହୁଳ ଗ୍ରାମ ଖଲିଗଡ଼ ଠାରେ ପାଳିତ ହୋଇଥିବା ପାଟରାଣୀଙ୍କ ଯାତ୍ରାରେ ଆଦି ଧର୍ମାଚାରର ଝଲକ ଝଲ ଝଲ ହୋଇ ପ୍ରତିଫଳିତ ହୋଇଛି। ଗାଁର ଶାନ୍ତି, ମଙ୍ଗଳ, ଉତ୍ତମ ବର୍ଷା ଓ ଭଲ ଫସଳ ହେବା ଆଶା ନେଇ ପାଳିତ ହୋଇଥାଏ ମାଁ ପାଟରାଣୀଙ୍କ ଯାତ୍ରା। ପରମ୍ପରା ଅନୁଯାୟୀ, ଏହି ଯାତ୍ରା ପ୍ରତିବର୍ଷ ଶ୍ରାବଣ ମାସର ଶେଷ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଥାଏ। ମାଁ ପାଟରାଣୀଙ୍କ ସମେତ ଦେବୀ କପାଟଦରେନ୍, କୋଲାଜାନୀ, କଲାକଆଁର୍, ବାଆଦୀ କଆଁର୍, ସାତ ଭଉଣୀ ଓ ଜଳ କାମିନି ଆଦି ଦେବାଦେବୀଙ୍କଠାରେ ବିଶେଷ ପୂଜାର୍ଚ୍ଚନା କରାଯାଏ। ଶ୍ରଦ୍ଧା ସହକାରେ ଦେବାଦେବୀଙ୍କୁ ତେଲ ହଲଦି ଲାଗି କରାଯାଏ। ପରେ ଦେବାଦେବୀଙ୍କ ନିକଟରେ ରକ୍ତ ଭୋଗରେ ବଳୀ ପ୍ରଦାନ କରାଯାଇ ଗାଁର ମଙ୍ଗଳ ଓ ଭଲ ବର୍ଷା ପାଇଁ ଆରାଧନା କରାଯାଏ। ଚଳିତ ବର୍ଷ ଏହି ଦେବ ପୂଜାକୁ ପୂଜକ ମାନସିଂ ପୁଝାରୀ ଓ ଧନେଶ୍ୱର ପୁଝାରୀ, ଶିରା ନରସିଂ ଚଲାନ ଓ ନବେ ମାଝୀ ସମ୍ପାଦନ କରିଥିଲେ। କୃଷି ଭିତ୍ତିକ ଏହି ପର୍ବର ଗୌନ୍ତିଆ ଗୋବର ମାଝୀ, ଗଣା ଖଗେଶ୍ଵର ମହାନନ୍ଦ, ସେବକ ରାମସିଂ ବାଗ, ଭିବିଷଣ ନାଏକ ଓ ଭୁବନେ ଲଦୂଆଙ୍କ ସମେତ ପରିଚାଳନା କମିଟିର ପଦୁ ନାଏକ, ପଦ୍ମନ ଚଳାନ, ବିରେନ କନ୍ଧ, ବନୁ ମାଝୀ, ସୁକଚନ୍‌ ମାଝୀ, ତ୍ରିନାଥ ପୁଝାରୀ, ପୁରୁନ୍ କନ୍ଧ, ଜଗନ୍ନାଥ ପୁଝାରୀ, ଜୟସିଂଙ୍ଗ ମାଝୀ, ଅମୃରୁ ମାଝୀ, ଧର୍ମୁ ମାଝୀ, କୁମ ମାଝୀ ଓ ସମସ୍ତ ଗ୍ରାମବାସୀ ଉପସ୍ଥିତ ରହି ଶ୍ରଦ୍ଧା ନିବେଦନ କରିଥିଲେ।
    1
    ଆଦି ସଂସ୍କୃତିର ସୁକ୍ଷ୍ମ ଧାରା : ଖଲିଗଡ ମା'  ପାଟରାଣୀ ଦେବୀଙ୍କ ଯାତ୍ରା
ଆଦିମ କାଳରୁ କଳାହାଣ୍ଡିର ଧର୍ମାଚାର ଅରଣ୍ୟ ଏବଂ କୃଷି ପୃଷ୍ଠଭୂମି ଉପରେ ପର୍ଯ୍ୟବେସିତ ହୋଇ ଆସିଛି। ଅରଣ୍ୟଜୀବୀ ସଭ୍ୟତାରୁ କୃଷିଜୀବୀ ସଭ୍ୟତାର ଲମ୍ବା ଯାତ୍ରାର ସ୍ମାରକୀ ବହନ କରିଆସିଛି କୋକସରା ବ୍ଲକର ଗୁଡ଼ହାଣ୍ଡି ଡୋକରୀ ଚଞ୍ଚରାର ଗୁହା ଚିତ୍ର। ନର୍ଲା ବ୍ଳକ୍ ଦେବଗିରି ବୁଢ଼ୀପଦରରେ ଆଜି ମଧ୍ୟ ଝଲକୁଛି ଦୈତ୍ୟ-ଦାନବ ସଭ୍ୟତାର ଅଂଶ। ଦେବଗିରି ଗୁମ୍ଫାରେ ଗୋସିଂହ ଦୈତ୍ୟ ପୂଜିତ ଶିବଲିଙ୍ଗ ଏବଂ ପ୍ରାଚୀନ ବୃଷଭ ପ୍ରତିମା ମଧ୍ୟରେ ବିଦ୍ୟମାନ ରହିଛି ପଶୁପାଳନ ଓ କୃଷି ସଭ୍ୟତାର ସ୍ବାକ୍ଷର। ପିତୃ ଓ ପ୍ରକୃତି ଉପାସନା ଆଦି ଧର୍ମାଚାରର ପ୍ରତିକ ଭାବେ ଆଜି ମଧ୍ୟ କଳାହାଣ୍ଡିରେ ଦୃଶ୍ୟମାନ ହୁଏ। ଏହି କ୍ରମରେ କୃଷି ସହ ସହବନ୍ଧିତ ହୋଇ ଆସୁଛି ଅନେକ ଲୋକ ଅନୁଷ୍ଠାନ ଓ ପର୍ବପର୍ବାଣୀ। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ଗ୍ରାମ ପଞ୍ଚାୟତର ଅଦିବାସୀ ବହୁଳ ଗ୍ରାମ ଖଲିଗଡ଼ ଠାରେ ପାଳିତ ହୋଇଥିବା ପାଟରାଣୀଙ୍କ ଯାତ୍ରାରେ ଆଦି ଧର୍ମାଚାରର ଝଲକ ଝଲ ଝଲ ହୋଇ ପ୍ରତିଫଳିତ ହୋଇଛି। ଗାଁର ଶାନ୍ତି, ମଙ୍ଗଳ, ଉତ୍ତମ ବର୍ଷା ଓ ଭଲ ଫସଳ ହେବା ଆଶା ନେଇ ପାଳିତ ହୋଇଥାଏ ମାଁ ପାଟରାଣୀଙ୍କ ଯାତ୍ରା। ପରମ୍ପରା ଅନୁଯାୟୀ, ଏହି ଯାତ୍ରା ପ୍ରତିବର୍ଷ ଶ୍ରାବଣ ମାସର ଶେଷ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଥାଏ। ମାଁ ପାଟରାଣୀଙ୍କ ସମେତ ଦେବୀ କପାଟଦରେନ୍, କୋଲାଜାନୀ, କଲାକଆଁର୍, ବାଆଦୀ କଆଁର୍, ସାତ ଭଉଣୀ ଓ ଜଳ କାମିନି ଆଦି ଦେବାଦେବୀଙ୍କଠାରେ ବିଶେଷ ପୂଜାର୍ଚ୍ଚନା କରାଯାଏ। ଶ୍ରଦ୍ଧା ସହକାରେ ଦେବାଦେବୀଙ୍କୁ ତେଲ ହଲଦି ଲାଗି କରାଯାଏ। ପରେ ଦେବାଦେବୀଙ୍କ ନିକଟରେ ରକ୍ତ ଭୋଗରେ ବଳୀ ପ୍ରଦାନ କରାଯାଇ ଗାଁର ମଙ୍ଗଳ ଓ ଭଲ ବର୍ଷା ପାଇଁ ଆରାଧନା କରାଯାଏ। ଚଳିତ ବର୍ଷ ଏହି ଦେବ ପୂଜାକୁ ପୂଜକ ମାନସିଂ ପୁଝାରୀ ଓ ଧନେଶ୍ୱର ପୁଝାରୀ, ଶିରା ନରସିଂ ଚଲାନ ଓ ନବେ ମାଝୀ ସମ୍ପାଦନ କରିଥିଲେ। କୃଷି ଭିତ୍ତିକ ଏହି ପର୍ବର ଗୌନ୍ତିଆ  ଗୋବର ମାଝୀ, ଗଣା ଖଗେଶ୍ଵର ମହାନନ୍ଦ, ସେବକ ରାମସିଂ ବାଗ, ଭିବିଷଣ ନାଏକ ଓ ଭୁବନେ ଲଦୂଆଙ୍କ ସମେତ ପରିଚାଳନା କମିଟିର ପଦୁ ନାଏକ, ପଦ୍ମନ ଚଳାନ, ବିରେନ କନ୍ଧ, ବନୁ ମାଝୀ, ସୁକଚନ୍‌ ମାଝୀ, ତ୍ରିନାଥ ପୁଝାରୀ, ପୁରୁନ୍ କନ୍ଧ, ଜଗନ୍ନାଥ ପୁଝାରୀ, ଜୟସିଂଙ୍ଗ ମାଝୀ, ଅମୃରୁ ମାଝୀ, ଧର୍ମୁ ମାଝୀ, କୁମ ମାଝୀ ଓ ସମସ୍ତ ଗ୍ରାମବାସୀ ଉପସ୍ଥିତ ରହି ଶ୍ରଦ୍ଧା ନିବେଦନ କରିଥିଲେ।
    user_Jagadish Naik
    Jagadish Naik
    କୋକସରା, କଳାହାଣ୍ଡି, ଓଡ଼ିଶା•
    13 hrs ago
  • କାଉଡୋଳା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରାକ୍ଷୀ ବନ୍ଧନ ପାଳିତ, ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଭାଇ ଭଉଣୀ ସମ୍ପର୍କ ନିବିଡ଼ #khabaraamarnews #rakshibandhan2026 #kalahandi #saraswatisishubidyamandir #kaudolasaraswatishishubidyamandir କାଉଡୋଳା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରାକ୍ଷୀ ବନ୍ଧନ ପାଳିତ, ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଭାଇ ଭଉଣୀ ସମ୍ପର୍କ ନିବିଡ଼ #khabaraamarnews #rakshibandhan2026 #kalahandi #saraswatisishubidyamandir #kaudolasaraswatishishubidyamandir
    1
    କାଉଡୋଳା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରାକ୍ଷୀ ବନ୍ଧନ ପାଳିତ, ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଭାଇ ଭଉଣୀ ସମ୍ପର୍କ ନିବିଡ଼
#khabaraamarnews #rakshibandhan2026 #kalahandi #saraswatisishubidyamandir #kaudolasaraswatishishubidyamandir
କାଉଡୋଳା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରାକ୍ଷୀ ବନ୍ଧନ ପାଳିତ, ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଭାଇ ଭଉଣୀ ସମ୍ପର୍କ ନିବିଡ଼
#khabaraamarnews #rakshibandhan2026 #kalahandi #saraswatisishubidyamandir #kaudolasaraswatishishubidyamandir
    user_ଦୁଷ୍ମନ୍ତ କୁମାର ଗହିର
    ଦୁଷ୍ମନ୍ତ କୁମାର ଗହିର
    Local News Reporter କୋକସରା, କଳାହାଣ୍ଡି, ଓଡ଼ିଶା•
    15 hrs ago
  • ଉପାନ୍ତ ଅଞ୍ଚଳରୁ ୪ ମେଧାବୀଙ୍କ NEET ସଫଳତା ରାଇଘର ବଳି ଅଞ୍ଚଳ ରୁ ବି NEET ଉତ୍ତୀର୍ଣ୍ଣ ଉପାନ୍ତ ଅଞ୍ଚଳରୁ ୪ ମେଧାବୀଙ୍କ NEET ସଫଳତା
    1
    ଉପାନ୍ତ ଅଞ୍ଚଳରୁ ୪ ମେଧାବୀଙ୍କ NEET ସଫଳତା
ରାଇଘର ବଳି ଅଞ୍ଚଳ ରୁ ବି NEET ଉତ୍ତୀର୍ଣ୍ଣ 
ଉପାନ୍ତ ଅଞ୍ଚଳରୁ ୪ ମେଧାବୀଙ୍କ NEET ସଫଳତା
    user_Dinu kuldeep
    Dinu kuldeep
    ରାୟଘର, ନବରଙ୍ଗପୁର, ଓଡ଼ିଶା•
    32 min ago
  • ଫୁ କା ଫୁକା ଗା ଆ ଲା ନ ନୀ ତର କୁ ଚୂ କୁ ଚି ଆ ବା ଆ ଲା
    1
    ଫୁ କା ଫୁକା ଗା ଆ ଲା ନ ନୀ ତର କୁ ଚୂ କୁ ଚି ଆ ବା ଆ ଲା
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    14 hrs ago
  • ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି,ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ। ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି,ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ, ଜଣେ ଭବାନୀପାଟଣା ସ୍ଥାନାନ୍ତର । ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ିଲା ମାଟି ଘର। ଅଳ୍ପକେ ବର୍ତ୍ତିଲେ ଦମ୍ପତି। ଶୋଇଥିବା ସମୟରେ ହଠାତ୍‌ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ପ୍ରାଣୀ ମାଟି ତଳେ ଚାପି ହୋଇଯାଇଥିଲେ। ପରେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ। କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବାଣ୍ଡି ଗାଁରେ ଘଟିଛି ଏଭଳି ଅଘଟଣ। ପ୍ରାଥମିକ ସୂଚନା ଅନୁସାରେ, ଲଗାଣ ଲଘୁଚାପଜନିତ ବର୍ଷାରେ ଗତରାତି ପ୍ରାୟ ୧୦ଟା ୩୦ ସମୟରେ ଟଙ୍କଧର ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀ ମିଥିଲା ପାଣିଗ୍ରାହୀ ଘରେ ଶୋଇଥିବା ବେଳେ ହଠାତ୍‌ ମାଟି ଘରଟି ଭୁଶୁଡ଼ି ପଡ଼ିଥିଲା। ଘର ଭୁଶୁଡ଼ିବାରୁ ଦୁଇଜଣ ମାଟି ତଳେ ଚାପି ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ପଡ଼ୋଶୀମାନେ ତୁରନ୍ତ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ପରେ ଉଭୟଙ୍କୁ କଳମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଟଙ୍କଧର ପାଣିଗ୍ରାହୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ପରବର୍ତ୍ତୀ ସମୟରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି। ଏପଟେ ଲଗାଣ ବର୍ଷା ଯୋଗୁଁ ମାଟି ଘରେ ରହୁଥିବା ପରିବାରଗୁଡ଼ିକ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଜୟପାଟଣା ଅଞ୍ଚଳରେ ମଧ୍ୟ ଭାରୀ ବର୍ଷାର ପ୍ରଭାବ ରହିଥିବା ନେଇ ସମ୍ପ୍ରତି ରିପୋର୍ଟ ଆସିଛି। ରିପୋର୍ଟ, ଆମଜାତ ଖାନ, ଜୟପାଟଣା
    1
    ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି,ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ।
ଲଗାଣ ବର୍ଷାରେ ଭୁଶୁଡ଼ିଲା ମାଟି ଘର, ଅଳ୍ପକେ ବର୍ତ୍ତିଲେ ଦମ୍ପତି,ଶୋଇଥିବା ବେଳେ ଘର ଭୁଶୁଡ଼ି ଦୁଇ ପ୍ରାଣୀ ଚାପି ହୋଇଗଲେ, ଜଣେ ଭବାନୀପାଟଣା ସ୍ଥାନାନ୍ତର ।
ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ିଲା ମାଟି ଘର। ଅଳ୍ପକେ ବର୍ତ୍ତିଲେ ଦମ୍ପତି। ଶୋଇଥିବା ସମୟରେ ହଠାତ୍‌ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ପ୍ରାଣୀ ମାଟି ତଳେ ଚାପି ହୋଇଯାଇଥିଲେ। ପରେ ପଡ଼ୋଶୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ।
କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବାଣ୍ଡି ଗାଁରେ ଘଟିଛି ଏଭଳି ଅଘଟଣ। ପ୍ରାଥମିକ ସୂଚନା ଅନୁସାରେ, ଲଗାଣ ଲଘୁଚାପଜନିତ ବର୍ଷାରେ ଗତରାତି ପ୍ରାୟ ୧୦ଟା ୩୦ ସମୟରେ ଟଙ୍କଧର ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀ ମିଥିଲା ପାଣିଗ୍ରାହୀ ଘରେ ଶୋଇଥିବା ବେଳେ ହଠାତ୍‌ ମାଟି ଘରଟି ଭୁଶୁଡ଼ି ପଡ଼ିଥିଲା।
ଘର ଭୁଶୁଡ଼ିବାରୁ ଦୁଇଜଣ ମାଟି ତଳେ ଚାପି ହୋଇଯାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ପଡ଼ୋଶୀମାନେ ତୁରନ୍ତ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ। ପରେ ଉଭୟଙ୍କୁ କଳମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।
ତେବେ ଟଙ୍କଧର ପାଣିଗ୍ରାହୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ପରବର୍ତ୍ତୀ ସମୟରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି।
ଏପଟେ ଲଗାଣ ବର୍ଷା ଯୋଗୁଁ ମାଟି ଘରେ ରହୁଥିବା ପରିବାରଗୁଡ଼ିକ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଜୟପାଟଣା ଅଞ୍ଚଳରେ ମଧ୍ୟ ଭାରୀ ବର୍ଷାର ପ୍ରଭାବ ରହିଥିବା ନେଇ ସମ୍ପ୍ରତି ରିପୋର୍ଟ ଆସିଛି।
ରିପୋର୍ଟ, ଆମଜାତ ଖାନ, ଜୟପାଟଣା
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    14 min ago
  • ଚୋରି ହୋଇଥିବା ସୁନା ଉଦ୍ଧାର କଲା ଜୟପୁର ପୋଲିସ୍ #Jeypore #National24
    1
    ଚୋରି ହୋଇଥିବା ସୁନା ଉଦ୍ଧାର କଲା ଜୟପୁର ପୋଲିସ୍ #Jeypore #National24
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    1 hr ago
  • ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ
    1
    ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ 
ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    19 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.