logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୁବର୍ଣ୍ଣପୁର ଜିଲ୍ଲା ରେ ଆରମ୍ଭ ହେଲା ହାଇଟେକ୍ ଜମି ପଟ୍ଟା ବଣ୍ଟନ। ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ ରେ ବୁଧୁବାର ପଟ୍ଟା ବଣ୍ଟନ କରାଯାଇଛି। ଏହି ଅବସର ରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ଙ୍କ ସମେତ ଜିଲ୍ଲାପାଳ ଡ.ନୃପରାଜ ସାହୁ,ଉପଜିଲ୍ଲାପାଳ,ତହସିଲଦାର ପ୍ରମୁଖ ଯୋଗଦେଇଥିଲେ।

4 hrs ago
user_Pitambar Sahu
Pitambar Sahu
Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
4 hrs ago

ସୁବର୍ଣ୍ଣପୁର ଜିଲ୍ଲା ରେ ଆରମ୍ଭ ହେଲା ହାଇଟେକ୍ ଜମି ପଟ୍ଟା ବଣ୍ଟନ। ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତାମହୁଲ ରେ ବୁଧୁବାର ପଟ୍ଟା ବଣ୍ଟନ କରାଯାଇଛି। ଏହି ଅବସର ରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ଙ୍କ ସମେତ ଜିଲ୍ଲାପାଳ ଡ.ନୃପରାଜ ସାହୁ,ଉପଜିଲ୍ଲାପାଳ,ତହସିଲଦାର ପ୍ରମୁଖ ଯୋଗଦେଇଥିଲେ।

More news from ଓଡ଼ିଶା and nearby areas
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    21 hrs ago
  • ଆଜି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବୌଦ୍ଧ ଚନ୍ଦ୍ରଚୁଡ଼ ମନ୍ଦିର ଠାରେ ବୌଦ୍ଧ ଜିଲ୍ଲା ର ୧୧ ଜଣ ଦମ୍ପତିଙ୍କ ସମୁହ ବିବାହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୂତି ଭୂଷଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଯୋଗଦେଇ ଯୋଜନାର ଶୁଭାରମ୍ଭ କରିବା ସହିତ ନବ ଦମ୍ପତି ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।
    1
    ଆଜି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବୌଦ୍ଧ ଚନ୍ଦ୍ରଚୁଡ଼ ମନ୍ଦିର ଠାରେ ବୌଦ୍ଧ ଜିଲ୍ଲା ର ୧୧ ଜଣ ଦମ୍ପତିଙ୍କ ସମୁହ ବିବାହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୂତି ଭୂଷଣ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଯୋଗଦେଇ ଯୋଜନାର ଶୁଭାରମ୍ଭ କରିବା ସହିତ ନବ ଦମ୍ପତି ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    17 hrs ago
  • ଫୁର୍ତ୍ତବିଭାଗ ପକ୍ଷରୁ ନୂତନ ରାସ୍ତା ନିର୍ମାଣ ର ଭିତ୍ତିପସ୍ତର ସ୍ଥାପନ I ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକର ଖଇରମାଲ ରୁ ମାନପଦର ରାସ୍ତା ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ବିଧାୟକ ଯୋଗଦେଇଥିଲେ
    1
    ଫୁର୍ତ୍ତବିଭାଗ ପକ୍ଷରୁ ନୂତନ ରାସ୍ତା ନିର୍ମାଣ ର ଭିତ୍ତିପସ୍ତର ସ୍ଥାପନ I
ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକର ଖଇରମାଲ ରୁ ମାନପଦର ରାସ୍ତା 
ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ବିଧାୟକ ଯୋଗଦେଇଥିଲେ
    user_Rajes Argus news
    Rajes Argus news
    କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    54 min ago
  • 11 ବର୍ଷ ର ପିଲାଟି ବାପା ଆଉ ଭାଇ ସହ ଗାଧେଇବା ପାଇଁ ଆସିଥିବା ବେଳେ ପିଲା ଟି ପାଣି ରେ ବୁଡି ଯାଇଛି। ଖୋଜିବା ପରେ ବି ପିଲା ଟିକୁ ପାଇ ନଥିଲେ 3 days ago
    1
    11 ବର୍ଷ ର ପିଲାଟି ବାପା ଆଉ ଭାଇ ସହ ଗାଧେଇବା ପାଇଁ ଆସିଥିବା ବେଳେ ପିଲା ଟି ପାଣି ରେ ବୁଡି ଯାଇଛି। ଖୋଜିବା ପରେ ବି ପିଲା ଟିକୁ ପାଇ ନଥିଲେ
3 days ago
    user_Ramachandraswain
    Ramachandraswain
    ଆଠମଲ୍ଲିକ, ଅନୁଗୁଳ, ଓଡ଼ିଶା•
    18 hrs ago
  • संबलपुर में 'मुख्यमंत्री कन्या विवाह योजना' उत्सव के मौके पर केंद्रीय मंत्री का वीडियो मैसेज *महिलाओं का आत्म-सम्मान और सशक्तिकरण डबल इंजन सरकार की प्राथमिकता है - धर्मेंद्र प्रधान* • 'मुख्यमंत्री कन्या विवाह योजना' के तहत शादी के बंधन में बंधे संबलपुर जिले के 22 नए शादीशुदा जोड़ों को बधाई • 'मुख्यमंत्री कन्या विवाह योजना' अपनेपन, भावनाओं और ज़िम्मेदारी का एक अनोखा प्रदर्शन है
    1
    संबलपुर में 'मुख्यमंत्री कन्या विवाह योजना' उत्सव के मौके पर केंद्रीय मंत्री का वीडियो मैसेज
*महिलाओं का आत्म-सम्मान और सशक्तिकरण डबल इंजन सरकार की प्राथमिकता है - धर्मेंद्र प्रधान*
• 'मुख्यमंत्री कन्या विवाह योजना' के तहत शादी के बंधन में बंधे संबलपुर जिले के 22 नए शादीशुदा जोड़ों को बधाई
• 'मुख्यमंत्री कन्या विवाह योजना' अपनेपन, भावनाओं और ज़िम्मेदारी का एक अनोखा प्रदर्शन है
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    7 hrs ago
  • ଟିଟିଲାଗଡ ପୌର ପରିଷଦ ଅଧିନସ୍ତ ତିନୋଟି ସ୍ଥାନରେ ନିଆଁ ଲାଗି ଯାଇଥିବା ବେଳେ ଟିଟିଲାଗଡ ରେଳ ଅଣ୍ଡର ବ୍ରିଜ ଉପର ରେଳ ଧାରଣା ରେ ନିଆଁ ଲାଗି ଯାଇଥିଲା। ରେଳ ଲାଇନ କଡ଼ରେ ଲାଗିଥିବା ନିଆଁ ସର୍ଟ ସର୍କିଟ ଯୋଗୁଁ ଘଟିଥିବା ବେଳେ ଏକ ବଡ ବିପଦ ଟଳି ଯାଇଛି। ରେଳ ଷ୍ଟେସନ ନିକଟ ରେ ତଥା ରେଳ ଲାଇନ କଡ଼ରେ ରେଳ ବିଭାଗ ତରଫରୁ ଅଳିଆ ଆବର୍ଜ୍ଜନା ରେ ନିଆଁ ବ୍ୟାପି ଯାଇଥିବା ବେଳେ ଅଗ୍ନିଶମ ବିଭାଗ ନିଆଁ କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଅକ୍ଲାନ୍ତ ପରିଶ୍ରମ କରି ଆୟତ୍ତ କରିଥିଲେ। ବିଭାଗୀୟ ଅଧିକାରୀ ଏ ସ୍ଥିତି ପୁନଃ ସୃଷ୍ଟି ନ ହେଉ ଏ ଦିଗରେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ବିଭିନ୍ନ ମହଲ ରେ ଦୃଢ଼ ଦାବୀ ହୋଇଛି
    1
    ଟିଟିଲାଗଡ ପୌର ପରିଷଦ ଅଧିନସ୍ତ ତିନୋଟି ସ୍ଥାନରେ ନିଆଁ ଲାଗି ଯାଇଥିବା ବେଳେ ଟିଟିଲାଗଡ ରେଳ ଅଣ୍ଡର ବ୍ରିଜ ଉପର ରେଳ ଧାରଣା ରେ ନିଆଁ ଲାଗି ଯାଇଥିଲା। ରେଳ ଲାଇନ କଡ଼ରେ ଲାଗିଥିବା ନିଆଁ ସର୍ଟ ସର୍କିଟ ଯୋଗୁଁ ଘଟିଥିବା ବେଳେ ଏକ ବଡ ବିପଦ ଟଳି ଯାଇଛି। ରେଳ ଷ୍ଟେସନ ନିକଟ ରେ ତଥା ରେଳ ଲାଇନ କଡ଼ରେ ରେଳ ବିଭାଗ ତରଫରୁ ଅଳିଆ ଆବର୍ଜ୍ଜନା ରେ ନିଆଁ ବ୍ୟାପି ଯାଇଥିବା ବେଳେ ଅଗ୍ନିଶମ ବିଭାଗ ନିଆଁ କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଅକ୍ଲାନ୍ତ ପରିଶ୍ରମ କରି ଆୟତ୍ତ କରିଥିଲେ। ବିଭାଗୀୟ ଅଧିକାରୀ ଏ ସ୍ଥିତି ପୁନଃ ସୃଷ୍ଟି ନ ହେଉ ଏ ଦିଗରେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ବିଭିନ୍ନ ମହଲ ରେ ଦୃଢ଼ ଦାବୀ ହୋଇଛି
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    13 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    23 hrs ago
  • ବିକଶିତ ଭାରତର "ଗ୍ରୋଥ୍ ଇଞ୍ଜିନ" ହେବ ଓଡ଼ିଶା ।
    1
    ବିକଶିତ ଭାରତର "ଗ୍ରୋଥ୍ ଇଞ୍ଜିନ" ହେବ ଓଡ଼ିଶା ।
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    7 hrs ago
  • ମୁଖ୍ୟ ମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୩୩ ଯୋଡ଼ି ଛନ୍ଦି ହେଲେ ବିବାହ ବନ୍ଧନେ ବରଗଡ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ, ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ: ବରଗଡ଼ ସାଂସଦ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି । ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପର୍ଣ୍ଣ ହୋଇଛି। କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି ଭାବେ ଯୋଗଦେଇ ନବ ଦାମ୍ପତୀଙ୍କୁ ଆଶୀର୍ବାଦ ଦେଇ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ ବିରୋଧରେ ଏକ ସଂକଳ୍ପ। ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ। ଏହି ଯୋଜନା କେବଳ ବିବାହ ଉତ୍ସବ ନୁହେଁ, ବରଂ ସାମାଜିକ ସୁରକ୍ଷା ଏବଂ ଲିଙ୍ଗଗତ ସମାନତା ଦିଗରେ ଓଡ଼ିଶା ସରକାରଙ୍କ ଏକ ଦୃଢ଼ ସଂକଳ୍ପ। ବିଧବା ବିବାହକୁ ପ୍ରୋତ୍ସାହନ ଦେବା ହେଉଛି ଏହି ଯୋଜନାର ସ୍ୱତନ୍ତ୍ର ବିଶେଷତା । ସମ୍ମାନିତ ଅତିଥି ଭାବେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ସମେତ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ପୂର୍ବତନ ସାଂସଦ ପ୍ରଭାସ ସିଂ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜିଲ୍ଲା ସଭାପତି ଡ଼ ଅରୂପାନନ୍ଦ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଧ୍ୟାରାଣୀ ନେପାକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା, ଅତିରିକ୍ତ ଉଦ୍ୟାନକୃଷି ନିର୍ଦ୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବର ବଧୂଙ୍କୁ ଆଶୀର୍ବାଦ ଦେବା ସହ ଏହି ଯୋଜନାର ସମସ୍ତ ସୁବିଧା ବିଷୟରେ କହିଥିଲେ । ସୂଚନାଯୋଗ୍ୟକି, ଆଜି ବରଗଡ଼ ଜିଲ୍ଲାର ବିିଭିନ୍ନ ବ୍ଲକ୍‌ରୁ ଆସିଥିବା ୩୩ଯୋଡ଼ା ଯୁବକ-ଯୁବତୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗର ବରକନ୍ୟା ରହିଥିଲେ । ବିବାହ କରିଥିବା ସମସ୍ତ ୩୩ ଜଣ କନ୍ୟାମାନଙ୍କୁ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସେଥି ମଧ୍ୟରୁ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାମାନଙ୍କ ବ୍ୟାଙ୍କ୍ ଖାତାକୁ ପଠାଇ ଦିଆଯାଉଥିବା ବେଳେ ଅବଶିଷ୍ଟ ୧୫ ହଜାର ଟଙ୍କା ବିବାହ ଆୟୋଜନ ଓ ପରିଚାଳନା ନିମନ୍ତେ ଖର୍ଚ୍ଚ କରାଯାଉଛି। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମହାଶକ୍ତି ଫାଉଣ୍ଡେସନ ଏବଂ ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ତତ୍ତ୍ବାବଧାନରେ ସମ୍ପାଦିତ ହୋଇଛି। ବିବାହ ସମ୍ପର୍ଣ୍ଣ ପରେ ସମସ୍ତ ନବ ବିବାହିତ ଦମ୍ପତି ଯୌତୁକ ପ୍ରଥା ବିରୋଧରେ ପ୍ରତିଜ୍ଞା ନେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଆଜି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାୟଗଡା ବିଶ୍ୱ ବୈଦିକ ପରିବାର ବିବାହ ସଂସ୍କାର ପରିଚାଳନା କରିଥିବାବେଳେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଏବଂ ମହାଶକ୍ତି ଫାଉଣ୍ଡେସନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।
    1
    ମୁଖ୍ୟ ମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୩୩ ଯୋଡ଼ି ଛନ୍ଦି ହେଲେ ବିବାହ ବନ୍ଧନେ 
ବରଗଡ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ, ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ: ବରଗଡ଼ ସାଂସଦ
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି । ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପର୍ଣ୍ଣ ହୋଇଛି। 
କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି ଭାବେ ଯୋଗଦେଇ ନବ ଦାମ୍ପତୀଙ୍କୁ ଆଶୀର୍ବାଦ ଦେଇ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ ବିରୋଧରେ ଏକ ସଂକଳ୍ପ। ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ। ଏହି ଯୋଜନା କେବଳ ବିବାହ ଉତ୍ସବ ନୁହେଁ, ବରଂ ସାମାଜିକ ସୁରକ୍ଷା ଏବଂ ଲିଙ୍ଗଗତ ସମାନତା ଦିଗରେ ଓଡ଼ିଶା ସରକାରଙ୍କ ଏକ ଦୃଢ଼ ସଂକଳ୍ପ। ବିଧବା ବିବାହକୁ ପ୍ରୋତ୍ସାହନ ଦେବା ହେଉଛି ଏହି ଯୋଜନାର ସ୍ୱତନ୍ତ୍ର ବିଶେଷତା  ।
ସମ୍ମାନିତ ଅତିଥି ଭାବେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ସମେତ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ପୂର୍ବତନ ସାଂସଦ ପ୍ରଭାସ ସିଂ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜିଲ୍ଲା ସଭାପତି ଡ଼ ଅରୂପାନନ୍ଦ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଧ୍ୟାରାଣୀ ନେପାକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା, ଅତିରିକ୍ତ ଉଦ୍ୟାନକୃଷି ନିର୍ଦ୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବର ବଧୂଙ୍କୁ ଆଶୀର୍ବାଦ ଦେବା ସହ ଏହି ଯୋଜନାର ସମସ୍ତ ସୁବିଧା ବିଷୟରେ କହିଥିଲେ ।
ସୂଚନାଯୋଗ୍ୟକି, ଆଜି ବରଗଡ଼ ଜିଲ୍ଲାର ବିିଭିନ୍ନ ବ୍ଲକ୍‌ରୁ ଆସିଥିବା ୩୩ଯୋଡ଼ା ଯୁବକ-ଯୁବତୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗର ବରକନ୍ୟା ରହିଥିଲେ । ବିବାହ କରିଥିବା ସମସ୍ତ ୩୩ ଜଣ କନ୍ୟାମାନଙ୍କୁ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସେଥି ମଧ୍ୟରୁ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାମାନଙ୍କ ବ୍ୟାଙ୍କ୍ ଖାତାକୁ ପଠାଇ ଦିଆଯାଉଥିବା ବେଳେ ଅବଶିଷ୍ଟ ୧୫ ହଜାର ଟଙ୍କା ବିବାହ ଆୟୋଜନ ଓ ପରିଚାଳନା ନିମନ୍ତେ ଖର୍ଚ୍ଚ କରାଯାଉଛି। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମହାଶକ୍ତି ଫାଉଣ୍ଡେସନ ଏବଂ ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ତତ୍ତ୍ବାବଧାନରେ ସମ୍ପାଦିତ ହୋଇଛି। ବିବାହ ସମ୍ପର୍ଣ୍ଣ ପରେ ସମସ୍ତ ନବ ବିବାହିତ ଦମ୍ପତି ଯୌତୁକ ପ୍ରଥା ବିରୋଧରେ ପ୍ରତିଜ୍ଞା ନେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି । 
ଆଜି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାୟଗଡା ବିଶ୍ୱ ବୈଦିକ ପରିବାର ବିବାହ ସଂସ୍କାର ପରିଚାଳନା କରିଥିବାବେଳେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଏବଂ ମହାଶକ୍ତି ଫାଉଣ୍ଡେସନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    15 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.