logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ ଆଜି ସନ୍ଧ୍ୟାରେ ଜିଲ୍ଲାପାଳ ରଘୁରାମ ଆର ଆୟର ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା ଏବଂ ଆତ୍ମନିର୍ଭର ସ୍ବଦେଶୀ ମେଳା ଆୟୋଜନ ନେଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି | ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧିକାରୀ ସୁଧାକର ସାହୁ,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ )ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ଼,ଡିଏସପି ଡିଆଇଵି ଲକ୍ଷ୍ମୀ ନାରାୟଣ ତିୱାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ, ଅବକାରୀ ଅଧିକ୍ଷକ ବିପ୍ରଚରଣ ମଣ୍ଡଳ, ଜିଲ୍ଲା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ନିର୍ବାହୀ ଅଧିକାରୀ କେନ୍ଦ୍ରାପଡ଼ା ମୁନିସିପାଲିଟି ଅଜିତ ନାରାୟଣ ପ୍ରସାଦ ଗିରି,ଡେପୁଟି ସିଇଓ ଓରମାସ ନିରୋଦ କୁମାର ଜେନା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ କେଶରୀ ବେଉରା, ଜିଲ୍ଲା ଯୋଗାଣ ଅଧିକାରୀ ବେଣୁଧର ପାଣିଗ୍ରାହୀ,ଏଲଡିଏମ ରମାକାନ୍ତ ମାଝୀ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ବୈଠକରେ ଆଇନ ଶୃଙ୍ଖଳା, ଟ୍ରାଫିକ, ଅତିଥି ରହଣି,ଆଗମନ,ସାଂସ୍କୃତିକ ଦଳ, ଷ୍ଟେଜ, ବ୍ୟାରିକେଡ, ଷ୍ଟେଜ ପରିଚାଳନା,ପରିମଳ, ସମେତ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା | କାର୍ଯ୍ୟକ୍ରମ ପୂର୍ବରୁ ସମସ୍ତ କାର୍ଯ୍ୟ ସାରିବାକୁ ଜିଲ୍ଲାପାଳ ଅଧିକାରୀ ମାନେ ନିର୍ଦ୍ଦେଶ ଦେଇଛନ୍ତି | ଏଠାରେ ପ୍ରକାଶ ଥାଉ କି, ଜିଲ୍ଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା ଏବଂ ଆତ୍ମନିର୍ଭର ସ୍ବଦେଶୀ ମେଳା କେନ୍ଦ୍ରାପଡ଼ା ସ୍ୱଂୟଶାସିତ ମହାବିଦ୍ୟାଳୟଠାରେ ଆସନ୍ତା ୧୨ ଜାନୁଆରୀ ଆରମ୍ଭ ହୋଇ ୧୭ ଜାନୁଆରୀରେ ସମାପ୍ତ ହେବ |

1 day ago
user_Prafulla Kumar Malla
Prafulla Kumar Malla
Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•

More news from ଓଡ଼ିଶା and nearby areas
  • ଯାଜପୁର ଧାମରା ରେଳ ପ୍ରକଳ୍ପ ବେସରକାରୀ ସଂସ୍ଥାକୁ ଦିଆନଯାଉ
    1
    ଯାଜପୁର ଧାମରା ରେଳ ପ୍ରକଳ୍ପ ବେସରକାରୀ ସଂସ୍ଥାକୁ ଦିଆନଯାଉ
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    19 hrs ago
  • ତୣତୀୟ ଦିନ ରେ ଜବର ଦଖଲ କାଯ୍ୟକ୍ରମ
    2
    ତୣତୀୟ ଦିନ ରେ ଜବର ଦଖଲ କାଯ୍ୟକ୍ରମ
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • Jay Jagannath 🙏
    1
    Jay Jagannath 🙏
    user_Rajesh Samantaray
    Rajesh Samantaray
    Bank Sadar, Puri•
    4 hrs ago
  • ୩୦ତମ ଶ୍ରୀକ୍ଷେତ୍ର ପୁସ୍ତକ ମେଳାର ଚତୁର୍ଥ ସନ୍ଧ୍ୟାରେ ପ୍ରଶାନ୍ତି ନୃତ୍ୟସଂଗୀତ ପରିଷଦ, ପୁରୀ ପକ୍ଷରୁ ଗୁରୁ ସାଗରିକା ମହାପାତ୍ରଙ୍କ ନୃତ୍ୟ ପରିବେଷଣ କରାଯାଇଥିଲା । ପରେପରେ ଅନୁରାଗ ସାହିତ୍ୟ ସଂଗୋଷ୍ଠୀ ଟ୍ରଷ୍ଟର ଶ୍ରୀକ୍ଷେତ୍ର ପୁସ୍ତକ ମେଳାରେ ଆଲୋଚନା ଓ କବିତା ପାଠ ଅନୁଷ୍ଠାନର ସଭାପତି ଶ୍ରୀମତୀ ବିଜୟଲକ୍ଷ୍ମୀ ଦାଶ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ସୈାଭାଗ୍ୟ କୁମାର ସାହୁ, ଡକ୍ଟର କୈଳାସ ଚନ୍ଦ୍ର ଟିକାୟତରାୟ, ଶ୍ରୀମତୀ ରେଣୁକା ମିଶ୍ର, ଶ୍ରୀଯୁକ୍ତ ପ୍ରଦୀପ୍ତ ରାୟ, ଅଧିବକ୍ତା ପୂର୍ଣ୍ଣଚନ୍ଦ୍ର ଦାସ, ଡକ୍ଟର ଅଭିମନ୍ୟୁ ଭୂୟାଁ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ଏହି ଅବସରରେ ଡକ୍ଟର ଦିଲ୍ଲୀପ କୁମାର ସେନାପତି ଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଥିଲା । ଏହି ଅବସରରେ ଶ୍ରୀମତୀ ରେଣୁକା ମିଶ୍ରଙ୍କ ରଚିତ ସୁଲଭ ପ୍ରକାଶନୀ ପକ୍ଷରୁ ପ୍ରକାଶିତ 'କର ପର ଉପକାର ' ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା। ସାଧାରଣ ସମ୍ପାଦକ ଜ୍ୟୋତିର୍ବିଦ ଅନାମ ଚନ୍ଦ୍ର ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ଶିବସୁନ୍ଦର ମିଶ୍ର ସଭାକାର୍ଯ୍ୟ ପରିଚାଳନା କରିଥିଲେ। ଏହି ମନୋଜ୍ଞ କବିତାପାଠକୁ ସଂଯୋଜନା କରିଥିଲେ ସୁଶ୍ରୀ କ୍ରିଷ୍ଣା ମହାପାତ୍ର, ଅନ୍ନପୂର୍ଣ୍ଣା ଦେବୀ ଏବଂ 'ଦିବ୍ୟଦର୍ଶନ' ସମ୍ପାଦିକା ପ୍ରବାସିନୀ ମିଶ୍ର। ସଭାକାର୍ଯ୍ୟରେ ସହଯୋଗ କରିଥିଲେ ଯୋଗେନ୍ଦ୍ର ସାହୁ । ଅନ୍ୟମାନଙ୍କ ମଧ୍ୟରେ ସୁରେଶ ପଟ୍ଟନାୟକ, ସୁବାସ ଚନ୍ଦ୍ର ମିଶ୍ର, ସୁକାନ୍ତି ମିଶ୍ର, ରଶ୍ମି ରେଖା ସାମନ୍ତରାୟ, ମୀରା ମହାନ୍ତି , ରଚିତା ରାଉତରାୟ, ମିନତି ମିଶ୍ର, ଅନନ୍ତ ପ୍ରଧାନ, ଅଭିମନ୍ୟୁ ଗୁରୁ, ଚାରୁଲତା ମିଶ୍ର, ରଶ୍ମି ବେହେରା, ରୋଜାଲିନ ପଣ୍ଡା ପ୍ରମୁଖ କବିତା ପାଠ କରିଥିଲେ।
    2
    ୩୦ତମ ଶ୍ରୀକ୍ଷେତ୍ର ପୁସ୍ତକ ମେଳାର ଚତୁର୍ଥ ସନ୍ଧ୍ୟାରେ ପ୍ରଶାନ୍ତି ନୃତ୍ୟସଂଗୀତ ପରିଷଦ, ପୁରୀ ପକ୍ଷରୁ ଗୁରୁ ସାଗରିକା ମହାପାତ୍ରଙ୍କ ନୃତ୍ୟ ପରିବେଷଣ କରାଯାଇଥିଲା ।
ପରେପରେ ଅନୁରାଗ ସାହିତ୍ୟ ସଂଗୋଷ୍ଠୀ ଟ୍ରଷ୍ଟର ଶ୍ରୀକ୍ଷେତ୍ର ପୁସ୍ତକ ମେଳାରେ ଆଲୋଚନା ଓ କବିତା ପାଠ ଅନୁଷ୍ଠାନର ସଭାପତି ଶ୍ରୀମତୀ ବିଜୟଲକ୍ଷ୍ମୀ ଦାଶ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ସୈାଭାଗ୍ୟ କୁମାର ସାହୁ, ଡକ୍ଟର କୈଳାସ ଚନ୍ଦ୍ର ଟିକାୟତରାୟ, ଶ୍ରୀମତୀ ରେଣୁକା ମିଶ୍ର, ଶ୍ରୀଯୁକ୍ତ ପ୍ରଦୀପ୍ତ ରାୟ, ଅଧିବକ୍ତା ପୂର୍ଣ୍ଣଚନ୍ଦ୍ର ଦାସ, ଡକ୍ଟର ଅଭିମନ୍ୟୁ ଭୂୟାଁ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ଏହି ଅବସରରେ ଡକ୍ଟର ଦିଲ୍ଲୀପ କୁମାର ସେନାପତି ଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଥିଲା । ଏହି ଅବସରରେ ଶ୍ରୀମତୀ ରେଣୁକା ମିଶ୍ରଙ୍କ ରଚିତ ସୁଲଭ ପ୍ରକାଶନୀ ପକ୍ଷରୁ ପ୍ରକାଶିତ 'କର ପର ଉପକାର ' ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା। ସାଧାରଣ ସମ୍ପାଦକ ଜ୍ୟୋତିର୍ବିଦ ଅନାମ ଚନ୍ଦ୍ର ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। କାର୍ଯ୍ୟକାରୀ ସଭାପତି ଶ୍ରୀଯୁକ୍ତ ଶିବସୁନ୍ଦର ମିଶ୍ର ସଭାକାର୍ଯ୍ୟ ପରିଚାଳନା କରିଥିଲେ। ଏହି ମନୋଜ୍ଞ କବିତାପାଠକୁ ସଂଯୋଜନା କରିଥିଲେ ସୁଶ୍ରୀ କ୍ରିଷ୍ଣା ମହାପାତ୍ର, ଅନ୍ନପୂର୍ଣ୍ଣା ଦେବୀ ଏବଂ 'ଦିବ୍ୟଦର୍ଶନ' ସମ୍ପାଦିକା ପ୍ରବାସିନୀ ମିଶ୍ର। ସଭାକାର୍ଯ୍ୟରେ ସହଯୋଗ କରିଥିଲେ ଯୋଗେନ୍ଦ୍ର ସାହୁ । ଅନ୍ୟମାନଙ୍କ ମଧ୍ୟରେ ସୁରେଶ ପଟ୍ଟନାୟକ, ସୁବାସ ଚନ୍ଦ୍ର ମିଶ୍ର, ସୁକାନ୍ତି ମିଶ୍ର, ରଶ୍ମି ରେଖା ସାମନ୍ତରାୟ, ମୀରା ମହାନ୍ତି , ରଚିତା ରାଉତରାୟ, ମିନତି ମିଶ୍ର, ଅନନ୍ତ ପ୍ରଧାନ, ଅଭିମନ୍ୟୁ ଗୁରୁ, ଚାରୁଲତା ମିଶ୍ର, ରଶ୍ମି ବେହେରା, ରୋଜାଲିନ ପଣ୍ଡା ପ୍ରମୁଖ କବିତା ପାଠ କରିଥିଲେ।
    user_Manoj kumar baliyarsingh
    Manoj kumar baliyarsingh
    Journalist ପୁରୀ (M), ପୁରୀ, ଓଡ଼ିଶା•
    6 hrs ago
  • ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ପଡ଼ିଲା ନିଅଁ, ୩୦ ଜିଲ୍ଲାରେ ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ।
    1
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ପଡ଼ିଲା ନିଅଁ, ୩୦ ଜିଲ୍ଲାରେ ୧୧୮ ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ।
    user_Odisha News Express
    Odisha News Express
    Journalist ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    6 hrs ago
  • 53 ନମ୍ବର ଜାତୀୟ ରାଜପଥ ସିଳୁପୁର ଠାରେ ଅଣ୍ଡର ବାଇପାସ ନିର୍ମାଣ ଦାବିରେ ସ୍ଥାନୀୟ ଅଞ୍ଚଳ ବାସୀଙ୍କ ପକ୍ଷରୁ ପ୍ରେସ ମିଟି...!
    1
    53 ନମ୍ବର ଜାତୀୟ ରାଜପଥ ସିଳୁପୁର ଠାରେ ଅଣ୍ଡର ବାଇପାସ ନିର୍ମାଣ ଦାବିରେ ସ୍ଥାନୀୟ ଅଞ୍ଚଳ ବାସୀଙ୍କ ପକ୍ଷରୁ ପ୍ରେସ ମିଟି...!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    8 hrs ago
  • Post by User5115 Susanta Kumar Pattnaik
    1
    Post by User5115 Susanta Kumar Pattnaik
    user_User5115 Susanta Kumar Pattnaik
    User5115 Susanta Kumar Pattnaik
    Journalist ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    10 hrs ago
  • ଜାନୁୟାରୀ 26 ପାଇଁ ପ୍ରଶାସନ ର ବୈଠକ
    2
    ଜାନୁୟାରୀ 26 ପାଇଁ ପ୍ରଶାସନ ର ବୈଠକ
    user_Dipak Kumar Nayak
    Dipak Kumar Nayak
    Voice of people ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    20 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.